ମାଂସପେଶୀକୁ ମଜଭୁତ ରଖେ ଭିଟାମିନ୍-ଡି’
ହର୍ମୋନ୍ର ପ୍ରାକୃତିକ ଉପାଦାନ ହେଉଛି ଭିଟାମିନ ‘ଡି’। ଏହା ଶରୀରରେ ଅସ୍ଥି ଓ ମାଂସପେଶୀକୁ ମଜଭୁତ ରଖିବାରେ ସାହାଯ୍ୟ କରେ। ହେଲେ, ଶରୀରରେ ଯେତେବେଳେ ଏହି ଭିଟାମିନ୍ର ଅଭାବ ଘଟେ, ସେତେବେଳେ କେତେକ ସ୍ବାସ୍ଥ୍ୟଜନିତ ସମସ୍ୟା ସୃଷ୍ଟି ହୋଇଥାଏ। ୟୁନିଭରସିଟି...
ଯୁବପିଢ଼ି ଓ ହୃଦ୍ରୋଗ
ବର୍ତ୍ତମାନ ହୃଦ୍ରୋଗ ବୟସ୍କମାନଙ୍କଠାରୁ ଯୁବଗୋଷ୍ଠୀଙ୍କ ପାଖରେ ଅଧିକ ଦେଖାଯାଉଛି ବୋଲି ଏକ ସର୍ଭେରୁ ଜଣାପଡିଛି। ‘ଯୁବପିଢ଼ି ଓ ହୃଦ୍ରୋଗ’ ଶୀର୍ଷକ ବିଷୟକୁ ନେଇ ୟୁନିଭର୍ସିଟି ଅଫ୍ କାଲିଫର୍ନିଆର ବିଶେଷଜ୍ଞମାନେ ଏକ ସର୍ଭେ କରିଥିଲେ। ଅସନ୍ତୁଳିତ ଜୀବନଶୈଳୀ, ଖାଦ୍ୟପେୟ ଏବଂ ନିଜ...
ଗ୍ରହାଣୁ ସଂଘାତ ମହାକାଶ ଅଭିଯାନ
”କୌଣସି ଗ୍ରହାଣୁ ପୃଥିବୀ ଆଡ଼କୁ ଆସି ଧକ୍କା ହେବାର ସମ୍ଭାବନା ଜଣାଗଲେ ଗୋଟିଏ କୃତ୍ରିମ ଉପଗ୍ରହ ପଠାଇ ତାହା ସହିତ ସଂଘର୍ଷ କରାଇ ତାହାର ଗତିପଥ ବଦଳାଇ ଦେବା ହେଉଛି ଗୋଟିଏ ଉତ୍ତମ ପନ୍ଥା। ଏଥିପାଇଁ ନାସା ପରୀକ୍ଷା ଆରମ୍ଭ...
ଘରେ ଅସରପା ହେଉଛନ୍ତି କି…
ଘର ଅପରିଷ୍କାର ରହିଲେ ଅସରପା ହେବାର ସମ୍ଭାବନା ଥାଏ। ବର୍ଷା ଏବଂ ଶୀତଦିନେ ଏମାନଙ୍କର ସଂଖ୍ୟା ବଢ଼ିଯାଏ। ଅସରପା ଖାଦ୍ୟ ପଦାର୍ଥରେ ବସିବାଠାରୁ ଆରମ୍ଭ କରି କପଡ଼ା କାଟି ନଷ୍ଟ କରିଦେଉଥିବାରୁ ଅନେକ ସମୟରେ ଚିନ୍ତାର କାରଣ ପାଲଟେ। ସେମାନଙ୍କୁ...
ଷ୍ଟାଇଲିଶ୍ ସହ ନିଆରା ଲୁକ୍
ଲୁକ୍କୁ ଗ୍ଲାମର୍ସ ଟଚ୍ ଦେବାରେ ସ୍କାର୍ଫର ରହିଥାଏ ବିଶେଷ ଭୂମିକା। ପ୍ଲେନ୍ ଡ୍ରେସ୍ରେ ଲୁକ୍ ଫିକାଫିକା ଲାଗିଲେ ସ୍କାର୍ଫ ବ୍ୟବହାର କରି ଏହାକୁ ଆକର୍ଷଣୀୟ କରିହୁଏ। ସେଥିପାଇଁ ଯୁବପିଢ଼ିଙ୍କ ମଧ୍ୟରେ ସ୍କାର୍ଫ ପ୍ରତି ଥାଏ ଦୁର୍ବଳତା, ଯାହାକୁ ଲକ୍ଷ୍ୟ କରି...
ଘରେ ମାଛ ରଖିବା କେତେ ଶୁଭ!
ଆକ୍ୱାରିୟମ୍ରେ ମାଛ ଖୁସିରେ ପହଁରୁଥିବାର ଦେଖିଲେ ଭାରାକ୍ରାନ୍ତ ମନକୁ ଖୁବ୍ ଶାନ୍ତି ମିଳିଥାଏ। କୁହାଯାଏ, ମାଛମାନେ ଯେମିତି ଚଳଚଞ୍ଚଳ, ସେମାନଙ୍କୁ ଘରେ ରଖିଲେ ଘରର ବାତାବରଣ ବି କୁଆଡ଼େ ସେମିତି ହୋଇଯାଏ। ଏପରି କି ମାଛ ରଖିବା ଦ୍ୱାରା ଘରେ...
ଧନ ବୃଦ୍ଧି କରୁଥିବା ଫୁଲ
ଅପରାଜିତା, ଯିଏ କେବେ ବି ହାରେ ନାହିଁ ବା ଯାହାର କେବେ ବି ପରାଜୟ ନାହିଁ। ସେଥିପାଇଁ ଅପରାଜିତା ଫୁଲ ପ୍ରତି ଲୋକଙ୍କର ଥାଏ ଖୁବ୍ ଆଦର। କୁହାଯାଏ, ଅପରାଜିତା ଫୁଲର ଅନ୍ୟନାମ ହେଉଛି ନୀଳକଣ୍ଠ। ମହାପ୍ରଭୁ ଶିବଙ୍କର ମଧ୍ୟ...
ସାନିଟାଇଜର ବ୍ୟବହାର କରୁଥିଲେ
ପରିଷ୍କାର ପରିଚ୍ଛନ୍ନ ରହିବା ଏକ ସୁସ୍ଥ ଜୀବନର ମୂଳ କଥା। ବିଶେଷକରି ଖାଦ୍ୟ ଗ୍ରହଣ କରିବା ପୂର୍ବରୁ ହାତ ସଫା କରିବା ନିହାତି ଆବଶ୍ୟକ। ବର୍ତ୍ତମାନ କରୋନା ମହାମାରୀ ଆସିବା ପରଠୁ ସମସ୍ତେ ଏଥିପ୍ରତି ବିଶେଷ ସଜାଗ ରହୁଛନ୍ତି। ହେଲେ...
ଶୀତରେ ଫାଟିବନି ଓଠ
ଓଠର ତ୍ୱଚା କୋମଳ ହୋଇଥିବାରୁ ଶୀତଦିନ ଆସିଲେ ଶୁଖିଯିବା ସହ ଫାଟିଥାଏ। ଯେଉଁଥିପାଇଁ ଆମେ ବିଭିନ୍ନ ପ୍ରକାର ଲିପ୍ବାମ୍ ଲଗାଇଥାଉ। ତଥାପି ବେଳେବେଳେ ଏଥିରୁ ଉପଶମ ମିଳି ନ ଥାଏ। ହେଲେ ଆପଣ ଚାହିଁଲେ କେତେକ ଘରୋଇ ଉପଚାର ଦ୍ୱାରା...
କ୍ୟାନସର ଦୂର କରିବ ଏହି ୪ ଜିନିଷ
କ୍ୟାନସର ଏମିତି ଏକ ରୋଗ, ଯାହାକୁ ଥରେ ଗ୍ରାସ କଲା ସେ କିଛି ମାସ ମଧ୍ୟରେ ମରିବା ଏକପ୍ରକାର ନିଶ୍ଚିତ। କିନ୍ତୁ ଆମ ଚତୁଃପାର୍ଶ୍ୱରେ ଏମିତି କିଛି ଜିନିଷ ଅଛି, ଯେଉଁଗୁଡ଼ିକ କ୍ୟାନସରଠାରୁ ଦୂରେଇ ରଖେ। ଜାଣନ୍ତୁ ଏ ସମ୍ପର୍କରେ…...
ଏମାନଙ୍କୁ ହୃଦ୍ଘାତ ଆଶଙ୍କା ଅଧିକ
ନିକଟରେ ହୋଇଥିବା ଏକ ଅନୁସନ୍ଧାନରୁ ଜଣାପଡ଼ିଛି ଯେ, ଭିଟାମିନ ‘ଡି’ ହାର୍ଟ ପାଇଁ ଖୁବ୍ ଜରୁରୀ। ଏହା ହାଡ଼କୁ ମଜଭୂତ କରିବା ସହ ହାର୍ଟକୁ ମଧ୍ୟ ସୁସ୍ଥ ରଖେ। ଦକ୍ଷିଣ ଅଷ୍ଟ୍ରେଲିଆ ବିଶ୍ୱବିଦ୍ୟାଳୟର ଅନୁସନ୍ଧାନକାରୀଙ୍କ ଦ୍ୱାରା କରାଯାଇଥିବା ଏହି ଅଧ୍ୟୟନ...
କାଜୁ ଖାଉଛନ୍ତି କି…
କାଜୁ ଖାଇବା ଲାଗି ସ୍ବାଦିଷ୍ଟ ହୋଇଥିବା ବେଳେ ସ୍ବାସ୍ଥ୍ୟ ପାଇଁ ମଧ୍ୟ ହିତକର। ଏଥିରେ ଭିଟାମିନ୍ ଓ ପ୍ରୋଟିନ୍ର ମାତ୍ରା ଅଧିକ ରହିଥାଏ। ଶୀତଦିନେ ଏହାକୁ ଖାଇବା ଲାଭଜନକ ହେବା ସହ ଅନେକ ରୋଗକୁ ମୁକ୍ତି ଦେଇଥାଏ ଜାଣନ୍ତୁ ସେ...
Archives


