ପ୍ରାକୃତିକ ଜୀବସାର
ପ୍ରକୃତି ତାହାର କୋଳରେ ଥିବା ଜୀବଜଗତ ନୀରୋଗ ଜୀବନଯାପନ କରିବା ନିମନ୍ତେ ପୋଷକତତ୍ତ୍ୱ ପରିପୂର୍ଣ୍ଣ ଜୀବସାର, ଖଣିଜସାର ଓ ପ୍ରୋଟିନ୍ଯୁକ୍ତ ଆହାର ଓ ଔଷଧ ମହଜୁଦ କରି ରଖିଅଛି। ଯଦ୍ଦ୍ବାରା ପ୍ରାଣିଜଗତ ଦୀର୍ଘାୟୁ ଲାଭ କରିବା ସହ ସୃଷ୍ଟି ସର୍ଜନାର...
ମଧୁମେହକୁ ନେଇ ମନରେ ଅଛି କି ଏସବୁ ଭ୍ରାନ୍ତ ଧାରଣା….
ବିଶ୍ୱରେ ମଧୁମେହ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହା ଛୋଟ ପିଲାଙ୍କଠାରୁ ଆରମ୍ଭ କରି ବୟସ୍କମାନଙ୍କୁ ମଧ୍ୟ କବଳିତ କରୁଛି। ଅନିୟମିତ ଜୀବନଶୈଳୀ ଓ ଖାଦ୍ୟପେୟ ଲାଗି ଅନେକେ ଏହି ରୋଗରେ ଆକ୍ରାନ୍ତ ହୋଇଥାଆନ୍ତି। ଏ ନେଇ ଖାଦ୍ୟପେୟ ଉପରେ...
ପଞ୍ଚକ ବ୍ରତ ପାଳନ କରିବାର ତାତ୍ପର୍ଯ୍ୟ
ଧର୍ମମାସ କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ପଞ୍ଚକ ବ୍ରତ ପାଳନ କରାଯାଇଥାଏ। ଏହି ବ୍ରତକୁ ଭୀଷ୍ମ ପଞ୍ଚକ ବ୍ରତ ମଧ୍ୟ କୁହାଯାଇଥାଏ। ମହାଭାରତରେ ଉଲ୍ଲେଖ ରହିଛି, ପିତାମହ ଭୀଷ୍ମ ଶରଶଯ୍ୟାରେ ଥିବା ବେଳେ ପଞ୍ଚୁ ପାଣ୍ଡବଙ୍କୁ ନୀତିଶିକ୍ଷା ଦେଇଥିଲେ।...
ପୋଲ୍କା ଡଟ୍ ଫ୍ୟାଶନ
ସମୟାନୁସାରେ ଫ୍ୟାଶନରେ ମଧ୍ୟ ପରିବର୍ତ୍ତନ ଆସିଥାଏ। କିନ୍ତୁ ପୋଲ୍କା ଡଟ୍ ଫ୍ୟାଶନ ହେଉଛି ଏମିତି ଏକ ଟ୍ରେଣ୍ଡ ଯାହା କେବେ ବି ଆଉଟ୍ ଅଫ୍ ଫ୍ୟାଶନ ହୁଏ ନାହିଁ। ଏହି ପ୍ରିଣ୍ଟର ଯେ କୌଣସି ଆଉଟ୍ଫିଟ୍କୁ ପିନ୍ଧିଲେ ଷ୍ଟାଇଲିଶ୍ ଲାଗିବା...
ହଠାତ୍ ପିମ୍ପୁଡ଼ି ବାହାରୁଥିଲେ…
ବେଳେବେଳେ ଘରୁ ହଠାତ୍ ମେଞ୍ଚା ମେଞ୍ଚା ହୋଇ ପିମ୍ପୁଡ଼ି ବାହାରୁ ଥିବାର ଦେଖାଯାଏ। କେବେ ନାଲି ତ କେବେ କଳା ରଙ୍ଗର ପିମ୍ପୁଡ଼ି ବାହାରିଥାନ୍ତି। ଏମାନେ ବି ଆମକୁ ଅନେକ କିଛି ସଙ୍କେତ ଦେଇଥାନ୍ତି। ଯଦି ଘରର କେଉଁ ସ୍ଥାନରୁ...
କେଉଁ ଦିଗରେ ଲଗାଇବେ ଘଣ୍ଟା
ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରେ ଥିବା ପ୍ରତ୍ୟେକଟି ବସ୍ତୁର ପ୍ରଭାବ ଆମ ଜୀବନ ଉପରେ ପଡିଥାଏ। ସେମିତି ଏକ ବସ୍ତୁ ହେଉଛି ଘଡ଼ି ବା ଘଣ୍ଟା। ସମୟ ଜାଣିବା ପାଇଁ ଆମେ ସାଧାରଣତଃ ଘରେ ଘଣ୍ଟା ଲଗାଇଥାଉ। କିନ୍ତୁ ଏହି ଘଣ୍ଟା...
ଏହାକୁ ଖାଇଲେ ନିୟନ୍ତ୍ରଣ ହୋଇଥାଏ ଓଜନ
ସାଧାରଣତଃ ଆମ ରୋଷେଇ ଘରେ ଏମିତି କିଛି ଜିନିଷ ଥାଏ, ଯେଉଁଥିରେ ଔଷଧୀୟ ଗୁଣ ଭରି ରହିଥାଏ। ମାତ୍ର ଆମେ ତାହା ଜାଣିପାରି ନ ଥାଉ। ଏମିତି ଏକ ଔଷଧୀୟ ଗୁଣ ଥିବା ଜିନିଷ ହେଉଛି ମେଥି। ମେଥି ଆମକୁ...
ମାତୃଗର୍ଭରୁ ସ୍ଥିର ହୁଏ ଏସବୁ
ଚାଣକ୍ୟଙ୍କ ନୀତିଶାସ୍ତ୍ରରେ ମାନବ ଜୀବନରେ ଘଟୁଥିବା ଘଟଣାଗୁଡ଼ିକ ବିଷୟରେ ବର୍ଣ୍ଣନା କରାଯାଇଛି। ସେ ତାଙ୍କ ନୀତିଶାସ୍ତ୍ରରେ କହିଛନ୍ତି, ମାନବ ଜୀବନ ସହିତ ଜଡ଼ିତ ୫ କଥା ମାତୃଗର୍ଭରେ ସ୍ଥିର ହୋଇଥାଏ। ତେବେ ଜାଣନ୍ତୁ ସେ ସମ୍ପର୍କରେ… ଏହି ଶ୍ଳୋକରେ ଚାଣକ୍ୟ...
ସୌନ୍ଦର୍ଯ୍ୟ ବଢ଼ାଏ ଏହି ତେଲ
ସୋରିଷ ତେଲ, ଘିଅ, ରିଫାଇନ୍ ଆଦି ତେଲକୁ ଆମେ ଖାଦ୍ୟ ପ୍ରସ୍ତୁତିରେ ବ୍ୟବହାର କରିଥାଉ। କେତେକ ସ୍ଥାନରେ ନଡ଼ିଆ ତେଲ ବ୍ୟବହାର କରାଯାଇ ଖାଦ୍ୟ ପ୍ରସ୍ତୁତ କରାଯାଇଥାଏ। ପ୍ରତ୍ୟେକ ତେଲରେ ବିଭିନ୍ନ ଖାଦ୍ୟସାର ରହୁଥିଲେ ହେଁ ସୋରିଷ ତେଲରେ ପ୍ରସ୍ତୁତ...
ଏହି ୩ ରାଶିର ବ୍ୟକ୍ତି କରିଥାନ୍ତି ପ୍ରେମ ବିବାହ; ବେଶ୍ ଭାଗ୍ୟଶାଳୀ ଏମାନଙ୍କ ପାର୍ଟନର
ଆଜିକାଲିର ସମୟରେ ସମସ୍ତେ ନିଜ ପସନ୍ଦର ଜୀବନସାଥୀ ପାଇବାକୁ ଚେଷ୍ଟିତ। ଭବିଷ୍ୟତରେ ଯେପରି ତରବରିଆ ଭାବେ ନିଆଯାଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ନ କରିବାକୁ ପଡେ ସେଥିପାଇଁ ସମସ୍ତେ ଚାହାନ୍ତି। ଜ୍ୟୋତିଷ ଶାସ୍ତ୍ରରେ ଏପରି ୩ ରାଶି ରହିଛି, ଯେଉଁମାନଙ୍କ...
ଏସବୁ ଲକ୍ଷଣ ଦେଖା ଦେଉଛି କି? ହୋଇପାରେ ହୃଦ୍ଘାତ
ବିଶ୍ୱବ୍ୟାପୀ ମୃତ୍ୟୁର ମୁଖ୍ୟ କାରଣ ହେଉଛି ହାର୍ଟ ଆଟାକ୍ ବା ହୃଦ୍ଘାତ। ଏହାର ଅନେକ କାରଣ ରହିଛି। ଆମେ ଅଧିକ କାମ କରୁ ମାତ୍ର ବହୁତ କମ୍ ଶୋଇଥାଉ। ଅସ୍ବାସ୍ଥ୍ୟକର ଖାଦ୍ୟ ଖାଇଥାଉ ଯଥେଷ୍ଟ ବ୍ୟାୟାମ କରି ନ ଥାଉ।...
ପରିଣତ ବୟସରେ…
ଜୀବନର ସାୟାହ୍ନରେ ଯୌବନର ମାଦକତା ଓ ଇନ୍ଦ୍ରିୟ କାର୍ଯ୍ୟ କ୍ଷମତା ଧୀରେ ଧୀରେ ହ୍ରାସ ପାଏ। ଏହି ସମୟରେ ରୁଗ୍ଣତା ଆସିଲେ ଶରୀର ହୋଇପଡ଼େ ଦୁର୍ବଳ ଆଉ ବଞ୍ଚତ୍ବା ହୋଇଯାଏ ଦୁର୍ବିଷହ। ତେଣୁ ପରିଣତ ବୟସରେ ସୁସ୍ଥ ରହିବା ଲାଗି...
Archives


