ଜୀବନଚର୍ଯ୍ୟା

ବର୍ଷର ଶେଷ ଚନ୍ଦ୍ରଗ୍ରହଣ: ଚନ୍ଦ୍ରମାକୁ ଗ୍ରାସ କରିବେ ରାହୁ; ସଙ୍କଟରେ ଏହି ୫ ରାଶି, ହେବ ବଡ଼ କ୍ଷତି!

ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ୨୮ ଅଗଷ୍ଟରେ ଲାଗିବାକୁ ଯାଉଛି। ଜ୍ୟୋତିଷ ଅନୁସାରେ, ଏହି ଚନ୍ଦ୍ରଗ୍ରହଣ କୁମ୍ଭ ରାଶିରେ ଘଟିବ। ଏହି ସମୟରେ କୁମ୍ଭ ରାଶି ଉପରେ କେତୁଙ୍କ ପ୍ରଭାବ ରହିବା ସହ ସୂର୍ଯ୍ୟ ମଧ୍ୟ କେତୁଙ୍କ ପ୍ରଭାବରେ ରହିବେ। ସୂର୍ଯ୍ୟ…

ଆଜି ଚିତ୍ରା ନକ୍ଷତ୍ରରେ ଶୁକ୍ରଙ୍କ ପ୍ରବେଶ: ଏହି ୫ ରାଶିଙ୍କ ଉପରେ ଧନବର୍ଷା, ହେବେ ମାଲାମାଲ୍‌

ଜ୍ୟୋତିଷଶାସ୍ତ୍ର ଅନୁସାରେ, ଐଶ୍ୱର୍ଯ୍ୟ, ସୁଖ-ସୁବିଧା ଓ ଧନର କାରକ ଭାବେ ପରିଚିତ ଶୁକ୍ର ଗ୍ରହ ମଙ୍ଗଳଙ୍କ ନକ୍ଷତ୍ର ଚିତ୍ରାରେ ପ୍ରବେଶ କରିଛନ୍ତି। ଜ୍ୟୋତିଷବିଦଙ୍କ ମତରେ, ଶୁକ୍ରଙ୍କ ଏହି ନକ୍ଷତ୍ର ଗୋଚର କିଛି ରାଶି ପାଇଁ ଆର୍ଥିକ ଦୃଷ୍ଟିରୁ ଶୁଭ ଫଳ ଆଣିପାରେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର ପୁଷ୍ୟରେ ମଙ୍ଗଳଙ୍କ ପ୍ରବେଶ ଅନେକ ରାଶି ପାଇଁ ଶୁଭ ଫଳ ଆଣିପାରେ। ବିଶେଷ…

ରକ୍ଷାବନ୍ଧନରେ ଗ୍ରହମାନଙ୍କ ୩ ମହାଯୋଗ: ଏହି ୫ ରାଶିର ଦ୍ରୁତ ଗତିରେ ଉନ୍ନତି, ହେବେ ମାଲାମାଲ!

୨୮ ଅଗଷ୍ଟ ୨୦୨୬ରେ ଶ୍ରାବଣ ମାସର ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥି। ଏହି ଦିନ ରକ୍ଷାବନ୍ଧନ, ଗାୟତ୍ରୀ ଜୟନ୍ତୀ ସହ ବର୍ଷର ଦ୍ୱିତୀୟ ଏବଂ ଶେଷ ଚନ୍ଦ୍ରଗ୍ରହଣ ପଡ଼ୁଛି। ତେବେ ଚନ୍ଦ୍ରଗ୍ରହଣ ଭାରତରେ ଦୃଶ୍ୟମାନ ନ ହେବାରୁ ଏହାର ସୂତକ ମାନ୍ୟ ହେବ…

ନବପଞ୍ଚମ ଯୋଗରେ ଆରମ୍ଭ ହେବ ସେପ୍ଟେମ୍ବର: ମେଷ-ମକର ସମେତ ୪ ରାଶିଙ୍କ ପାଇଁ ଏମିତି ରହିବ ପୂରା ମାସ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଓ ଶନିଙ୍କ ନବପଞ୍ଚମ ଯୋଗ ୨୦୨୬ରେ ୪ଟି ରାଶି ପାଇଁ ଶୁଭ ସାବ୍ୟସ୍ତ ହୋଇପାରେ। ମାସ ଆରମ୍ଭରେ ଏହି ଯୋଗ ଗଠନ ହେବା ଫଳରେ ମାସସାରା କିଛି ରାଶିର ଲୋକଙ୍କୁ ଭାଗ୍ୟର ସାଥ ମିଳିପାରେ ବୋଲି…

ଅନ୍ୟଙ୍କ ରହସ୍ୟ ଜାଣିବାରେ ମାହିର, ନିଜ କଥା ରଖନ୍ତି ଗୁପ୍ତ; ଜାଣନ୍ତୁ ସେହି ୩ ରାଶି କିଏ…

ଆପଣଙ୍କ ଆଖପାଖରେ ଏମିତି କିଛି ଲୋକ ନିଶ୍ଚୟ ଥିବେ, ଯେଉଁମାନେ ଆପଣଙ୍କ ମନର କଥାଠାରୁ ଆରମ୍ଭ କରି ଗଭୀର ରହସ୍ୟ ପର୍ଯ୍ୟନ୍ତ ସହଜରେ ବୁଝିଯାଆନ୍ତି। କିନ୍ତୁ ନିଜ ବିଷୟରେ ପଚାରିଲେ ସେମାନେ ଚୁପ ହୋଇଯାଆନ୍ତି। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, କିଛି ରାଶିର…

ନିୟମିତ ବ୍ରେକ୍‌ଫାଷ୍ଟ ନ କଲେ…

ବ୍ରେକ୍‌ଫାଷ୍ଟ ହେଉଛି ଦିନର ପ୍ରଥମ ଖାଦ୍ୟ। ବିଶେଷଭାବରେ ଆମେ ବିଛଣା ତ୍ୟାଗ କରିବାର ଦୁଇ ଘଣ୍ଟା ଭିତରେ କିଛି ଖାଇବା ଦରକାର। ନ ହେଲେ ଏହା ଏସିଡିଟି ସମସ୍ୟା ସୃଷ୍ଟି କରିଥାଏ। ତେବେ ନିୟମିତ ବ୍ରେକଫାଷ୍ଟ ନ ଖାଇଲେ ତାହା ଆଉ…

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି ଯେ, ସ୍ମରଣ ଶକ୍ତିଜନିତ ସମସ୍ୟାର କେତେକାଂଶରେ ସମାଧାନ କରିବାରେ କାକୁଡ଼ି ସାହାଯ୍ୟ…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ ବିଶେଷ ଭୂମିକା ବହନ କରେ। ଏଥିସହିତ ଏହି ଋତୁରେ ଜଳ ଉତ୍ସର ପ୍ରଦୂଷଣ…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ ଯୋଗ ଗଠନ ହେଉଥିବାରୁ ଏହାର ପ୍ରଭାବ କିଛି ରାଶିର ଜାତକଙ୍କ ଉପରେ ଶୁଭ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ କେତେକ ରାଶି ପାଇଁ ଚ୍ୟାଲେଞ୍ଜପୂର୍ଣ୍ଣ ଏବଂ କଷ୍ଟକର ରହିବ। ସୂର୍ଯ୍ୟ ଏବଂ ଚନ୍ଦ୍ରଙ୍କ…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ କେତୁଙ୍କ ଯୁତି (ସଂଯୋଗ) ସୃଷ୍ଟି ହେଉଛି। ଏହାଦ୍ୱାରା ‘ବୁଧାଦିତ୍ୟ ରାଜଯୋଗ’ ମଧ୍ୟ ଗଠନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?