ଅଛି କି ହାକୁଟି ସମସ୍ୟା…
ସାଧାରଣତଃ ଖାଇବା ପରେ ପ୍ରାୟ ଲୋକଙ୍କୁ ହାକୁଟି ଦେଇଥାଏ। ଆଉ ଏହା ଏକ ସାଧାରଣ ସମସ୍ୟା ହୋଇଥାଏ। ମାତ୍ର ଦିନ ସାରା ଯଦି ଏହି ପ୍ରକ୍ରିୟା ଲାଗି ରହେ ତେବେ ଏହା ଅନେକ ଅନେକ ରୋଗର ସଙ୍କେତ ଦେଇଥାଏ। ସେଗୁଡ଼ିକ...
ମଲ୍ଟିଚେନ୍ ଇୟର୍ ରିଂ
ଇୟର୍ ରିଂ ହେଉଛି ଏମିତି ଏକ ଜୁଏଲେରୀ, ଯାହା ଚେହେରାକୁ କ୍ଷଣିକରେ ଆକର୍ଷଣୀୟ ଲୁକ୍ ଦେଇଥାଏ। ତେବେ ଇୟର୍ ରିଂର ଅନେକ ଡିଜାଇନ୍ ଥିଲେ ହେଁ ପୂଜାପାର୍ବଣ ସମୟରେ ମଲ୍ଟିଚେନ୍ ଇୟର୍ ରିଂର ଖୁବ୍ ଚାହିଦା ରହିଥିବା ଦେଖିବାକୁ ମିଳିଥାଏ.....
କ୍ୟାଣ୍ଡେଲ ହୋଲ୍ଡର୍
ଆଲୋକର ପର୍ବ ଦୀପାବଳିରେ ଘରକୁ ସୁନ୍ଦରଭାବେ ସଜାଇବା, ଦୀପ, କ୍ୟାଣ୍ଡେଲ ଜଳାଇ ଘରକୁ ଆଲୋକମୟ କରିବାକୁ ସମସ୍ତେ ଚାହାନ୍ତି। ତେବେ ଏଥର ଦୀପାବଳିରେ କ୍ୟାଣ୍ଡେଲକୁ ଯଦି କିଛି ଆକର୍ଷଣୀୟ ଡେକୋରେଟିଭ୍ କ୍ୟାଣ୍ଡେଲ ହୋଲ୍ଡର ଭିତରେ ଜଳାଇବେ ଦେଖିବେ ଘରର ସୌନ୍ଦର୍ଯ୍ୟ...
ଦୀପାବଳିରେ କେମିତି ହେବ ଧନପ୍ରାପ୍ତି
ସୁଖ ସମୃଦ୍ଧିର ପ୍ରତୀକ ହେଉଛି ଦୀପାବଳି ପର୍ବ। ଏହା ପୂର୍ବରୁ ପଡ଼ିଥାଏ ଧନ୍ତେରାସ୍। କୁହାଯାଏ, ଧନ୍ତେରାସ୍ ହେଉ ଅବା ଦୀପାବଳି ଦିନ ଯଦି ସୁନା ରୁପା ଅଳଙ୍କାର କିଣାଯାଏ କିମ୍ବା କୌଣସି ନୂଆ ଜିନିଷକୁ କିଣି ଘରକୁ ଅଣାଯାଏ ତା’ହେଲେ...
ମୁହଁ ଖୋଲି କହି ନ ପାରିଲେ ବି ଝିଅଙ୍କ ଏହି ଗୁଣକୁ ଅଧିକ ପସନ୍ଦ କରନ୍ତି ପୁଅ
ପୁରୁଷମାନେ ମନଖୋଲି ସବୁକଥା କୁହନ୍ତି ନାହିଁ। ମାତ୍ର ମହିଳାମାନେ ସେମାନଙ୍କ କଥା ସହଜରେ କହି ଦେଇଥାନ୍ତି। ସେମାନେ ସହଜରେ କୁହନ୍ତି ଯେ, ସେମାନଙ୍କର ମନରେ କ’ଣ ଅଛି କିମ୍ବା ସେମାନେ କେଉଁ ପ୍ରକାରର ପୁରୁଷଙ୍କୁ ପସନ୍ଦ କରନ୍ତି। ତେବେ ମୁଁହ...
ରକ୍ତହୀନତା ସହ ଅନେକ ସମସ୍ୟାରୁ ମୁକ୍ତି ଚାହୁଁଥିଲେ…
ସପୁରି ସ୍ବାସ୍ଥ୍ୟ ଉପକାରୀ ଗୁଣରେ ଭରପୂର। ଏଥିରେ ପୋଷକ ତତ୍ତ୍ୱ ସହ ଆଣ୍ଟି ଅକ୍ସିଡାଣ୍ଟ ଗୁଣ ମଧ୍ୟ ରହିଥାଏ। ଏକ ଗ୍ଲାସ ସପୁରି ରସରୁ ୧.୭ ଗ୍ରାମ ପ୍ରୋଟିନ୍, ୨.୩ ଗ୍ରାମ ଫାଇବର ଏଥିସହ ଭିଟାମିନ୍ ସି ଓ ବି-୬...
ସମସ୍ତ ଦୁଃଖର କାରଣ ହେଉଛି ପ୍ରେମ, ଜାଣନ୍ତୁ କାହିଁକି ଏପରି କହିଛନ୍ତି ଚାଣକ୍ୟ…
ମହାନ ରାଜନୀତିଜ୍ଞ ଏବଂ ଅସ୍ତ୍ରଶାସ୍ତ୍ର ବିଶାରଦ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଉଲ୍ଲେଖ କରିଛନ୍ତି। ପ୍ରେମ ସମ୍ପର୍କକୁ ନେଇ ଚାଣକ୍ୟ ଏପରି କିଛି କହିଛନ୍ତି, ଯାହା ସାଧାରଣ ଚିନ୍ତାଧାରାରୁ ଅଲଗା ଅଟେ। ଆସନ୍ତୁ...
‘ଧନ୍ତେରସ୍’ରେ ଏହି ୫ ଜିନିଷ କିଣିବା ବହୁତ ଶୁଭ; ଜ୍ୟୋତିଷଶାସ୍ତ୍ରରେ ରହିଛି ମାନ୍ୟତା
ଦୀପାବଳି ଆରମ୍ଭ ‘ଧନ୍ତେରସ୍’ରୁ ହୋଇଥାଏ। ଚଳିତ ବର୍ଷ ନଭେମ୍ବର ୨ରେ ଏହା ପଡ଼ୁଛି। ତେବେ ଏହି ଦିନ ମା’ ଲକ୍ଷ୍ମୀଙ୍କ ପ୍ରସନ୍ନ କରିବାକୁ ନେଇ ଲୋକମାନେ ବିଭିନ୍ନ ଉପାୟ ଅବଲମ୍ବନ କରିଥାନ୍ତି। ବିଶେଷକରି ଧନ୍ତେରସ୍ରେ ସୁନା, ରୂପା ବାସନ ଏବଂ...
ଘରେ ସୁଖ-ସମୃଦ୍ଧି ଆଣେ ଏସବୁ ଗଛ; ଲଗାଇବା ପରେ ଆପଣାଛାଏଁ ଦୂର ହୁଏ ସମସ୍ୟା
ଘରେ ସୁଖ ଏବଂ ସମୃଦ୍ଧି ଲାଗି ରହୁ। ଟଙ୍କା ପଇସାର ଅଭାବ କେବେ ନ ରହୁ ବୋଲି ସମସ୍ତେ ଚାହାନ୍ତି। ଏଥିପାଇଁ ଦିନରାତ୍ରୀ ପରିଶ୍ରମ କରିବାକୁ ମଧ୍ୟ ପଛାଇ ନ ଥାନ୍ତି। ହେଲେ ଯଦି ଜଣେ ସମସ୍ତ ପ୍ରଚେଷ୍ଠା ସତ୍ତ୍ୱେ...
ସଚେତନତା ହିଁ ନିଦାନ
ବ୍ୟସ୍ତବହୁଳ ଜୀବନଶୈଳୀ ଦିନକୁ ଦିନ ବଢ଼ାଇ ଚାଲିଛି ସ୍ବାସ୍ଥ୍ୟ ସମସ୍ୟା। ଯେଉଁ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ବିଶେଷଜ୍ଞମାନେ ଅଧିକ ବ୍ୟଗ୍ରତା ପ୍ରକାଶ କରୁଛନ୍ତି ସେଥିମଧ୍ୟରୁ ଷ୍ଟ୍ରୋକ୍ ଅନ୍ୟତମ। ଖାଦ୍ୟରେ ଅନିୟମିତତା ସହିତ ଶାରୀରିକ ଶ୍ରମର ଅଭାବ ଯୋଗୁ ରକ୍ତଚାପରେ ସମନ୍ବୟ...
ଏହି ୪ ରାଶିର ଯୁବତୀ ହୁକୁମ ଚଳାଇବାରେ ମାହିର, ଶାଶୁଘର ସହ ସ୍ବାମୀଙ୍କ ଉପରେ ଥାଏ କଣ୍ଟ୍ରୋଲ
ସବୁ ଝିଅ ଚାହାନ୍ତି ବିବାହ ପରେ ସବୁ ଇଚ୍ଛା ପୂରଣ କରିବା ଭଳି ସ୍ବାମୀ ଏବଂ ଶାଶୁଘର ମିଳୁ। ହେଲେ ଜ୍ୟୋତିଷଶାସ୍ତ୍ରରେ କୁହାଯାଇଛି କିଛି ଝିଅ ଡୋମିନେଟିଂ(ପ୍ରାଧାନ୍ୟ) ବିସ୍ତାର କରିବାରେ ମାହିର ହୋଇଥାନ୍ତି। ଏମାନେ ସ୍ବାମୀ ସହ ଶାଶୁଘରରେ ହୁକୁମ...
ମଟର କବାବ
ଆବଶ୍ୟକ ସାମଗ୍ରୀ: କଟା ପାଳଙ୍ଗ ଶାଗ- ୫୦୦ ଗ୍ରାମ, ସିଝା ମଟର- ୫୦୦ ଗ୍ରାମ, କଟା କଞ୍ଚାଲଙ୍କା-୨ଟା, ଅଦା ପେଷ୍ଟ-୧ଚାମଚ, ଗୋଲମରିଚ ଗୁଣ୍ଡ-୧/୪ଚାମଚ, ପାଉଁରୁଟି-୨ଟା ସ୍ଲାଇସ୍, ବେସନ-ଆବଶ୍ୟକ ଅନୁସାରେ, ତେଲ- ଆବଶ୍ୟକ ଅନୁସାରେ, ଲୁଣ-ସ୍ବାଦ ଅନୁସାରେ। ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ...
Archives


