ଜୀବନଚର୍ଯ୍ୟା

ଜୀବନରେ ଥରେ ନୁହେଁ, ଅନେକ ଥର ପ୍ରେମରେ ପଡ଼ିଥାନ୍ତି ଏହି ରାଶିର ବ୍ୟକ୍ତିବିଶେଷ; ଜଣଙ୍କ ପାଖରେ ମନ ରୁହେନା !

ଅନେକେ କୁହନ୍ତି ପ୍ରକୃତ ପ୍ରେମ ଜୀବନରେ ଥରେ ମାତ୍ର ହୁଏ। ହେଲେ କିଛି ଏପରି ଥାନ୍ତି ଯେଉଁମାନେ ବାରମ୍ବାର ପ୍ରେମରେ ପଡ଼ିଥାନ୍ତି। ଜ୍ୟୋତିଷଶାସ୍ତ୍ର ମୁତାବକ ପ୍ରେମ ଜୀବନ ଉପରେ ଗ୍ରହମାନଙ୍କ ପ୍ରଭାବ ରହିଛି। ଜଣେ ଜୀବନରେ କେତେ ଥର ଏବଂ କେବେ…

ସଫଳ ବୈବାହିକ ଜୀବନ ପାଇଁ କ‘ଣ କୁହନ୍ତି ଚାଣକ୍ୟ

ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ବୈବାହିକ ଜୀବନ ବିଷୟରେ କହିଛନ୍ତି। ଚାଣକ୍ୟ କହିଛନ୍ତି, ସ୍ତ୍ରୀ-ସ୍ବାମୀ ସମ୍ପର୍କ ରଥର ଦୁଇଟି ଚକ ପରି। ପରିବାର ଚଳାଇବାବେ ଉଭୟଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସୁଖୀ ଦାମ୍ପତ୍ୟ ଜୀବନ ମଣିଷ ପାଇଁ ଗର୍ବ ବିବେଚନା କରାଯାଏ।…

ଏସବୁ ଅକ୍ଷର ନାମ ଥିବା ଝିଅମାନେ ସ୍ବାମୀଙ୍କ ପାଇଁ ବହୁତ ସୌଭାଗ୍ୟଶାଳୀ

ବୈଦିକ ଜ୍ୟୋତିଷଶାସ୍ତ୍ର ଅନୁଯାୟୀ, ନାମର ପ୍ରଥମ ଅକ୍ଷର ଆମ ଜୀବନରେ ବିଶେଷ ପ୍ରଭାବ ପକାଇଥାଏ। ହିନ୍ଦୁ ଧର୍ମରେ ପ୍ରଥମ ନାମକରଣ ସମାରୋହ ଏକ ଶିଶୁ ଜନ୍ମ ପରେ କରାଯାଏ । ଏହା ବ୍ୟକ୍ତିର ପ୍ରକୃତି ଏବଂ ବ୍ୟକ୍ତିତ୍ୱ ବିଷୟରେ ଅନେକ କିଛି…

ସ୍ବୟଂସମ୍ପୂର୍ଣ୍ଣା

ମାଟି ସହ ମାଟି ହୋଇପାରେ ବୋଲି ସେ ମା’। ପରିବାର ପ୍ରତିପୋଷଣ ପାଇଁ ସେ ଆପଣେଇ ନେଇଛି ମୃତ୍ତିକା କଳାକୁ। ଗୋଟିଏପଟେ ପରିବାର ଆଉ ଅନ୍ୟପଟେ ବ୍ୟବସାୟ କରି ନିଜକୁ ସ୍ବୟଂସମ୍ପୂର୍ଣ୍ଣ କରିପାରିଛି। ମାଟିରେ ପାରମ୍ପରିକ ଆଉ ଆଧୁନିକ ଡିଜାଇନ୍‌ର ବିଭିନ୍ନ…

ଦୀର୍ଘାୟୁ ଜୀବନ ଅନ୍ତରାଳେ…

”ଆମେ ପ୍ରତିଦିନ ଜଳଖିଆ କିମ୍ବା ଭାତ, ରୁଟି ଆଦି ଖାଦ୍ୟ ଖାଇଥାଉ। ବେଳେବେଳେ କାଗଜ, କାଗଜ ପ୍ଲେଟ, ଯେକୌଣସି ପତ୍ର ଆଦିରେ ଖାଇଥାଉ। ବହୁତ ଲୋକ ଷ୍ଟିଲ କିମ୍ବା ରସ ପାତ୍ରରେ ଖାଦ୍ୟ ଖାଇବାକୁ ପସନ୍ଦ କରନ୍ତି, କାରଣ ଏହି ପାତ୍ରଗୁଡ଼ିକୁ…

ଋତୁସ୍ରାବ ବ୍ୟତିକ୍ରମର କାରଣ କୋଭିଡ୍‌ ‘ଷ୍ଟ୍ରେସ୍‌’

ନ୍ୟୁୟର୍କ: କୋଭିଡ୍‌ ମହାମାରୀ କାରଣରୁ ବ୍ୟକ୍ତି ବିଶେଷଙ୍କ ଜବନଶୈଳୀରେ ଅନେକ ପରିବର୍ତ୍ତନ ଦେଖାଯାଉଛି। ମହିଳା, ପୁରୁଷ, ଶିଶୁ, ଯୁବକ, କିଶୋର ଏବଂ ବୃଦ୍ଧ ପ୍ରତ୍ୟେକ ବୟସ୍କ ବର୍ଗଙ୍କ କ୍ଷେତ୍ରରେ ପୂର୍ବ ଅପେକ୍ଷା ମାନସିକ ଚାପ ବୃଦ୍ଧି ଘଟିଥିବା ପିଟର୍ସବର୍ଗ ୟୁନିଭର୍ସିଟି ପକ୍ଷରୁ…

ବଡି ଡିଟକ୍ସ

ଦଶହରା, ଦୀପାବଳି ଭଳି ପୂଜାପର୍ବରେ ସାଧାରଣତଃ ପିଠା, ମିଠା ଏବଂ ଅନେକ ଭଳିକି ଭଳି ଖାଦ୍ୟରେ ସଭିଙ୍କ ଘର ଭରିଯାଏ। ଯାହାକୁ ଖାଇବା ଏବଂ ଅନ୍ୟମାନଙ୍କୁ ଶ୍ରଦ୍ଧାରେ ଖୁଆଇବାରେ ବେଶ୍‌ ଆନନ୍ଦ ବି ମିଳିଥାଏ। ହେଲେ ଏହାଦ୍ୱାରା ନା କେବଳ ଶରୀରକୁ…

ଧୋତି ଷ୍ଟାଇଲ୍‌ ଶାଢ଼ି

ପୁରୁଷମାନେ ଯେମିତି ଧୋତି ପିନ୍ଧନ୍ତି, ଅବିକଳ ସେହି ଷ୍ଟାଇଲ୍‌ରେ ଏବେ କେତେଜଣ ମହିଳା ଶାଢ଼ି ବି ପିନ୍ଧୁଛନ୍ତି; ଯାହାକୁ ଧୋତି ଷ୍ଟାଇଲ୍‌ ଶାଢ଼ି କୁହାଯାଉଛି। ତେବେ ଏହି ଷ୍ଟାଇଲ୍‌ ଶାଢ଼ିର କ’ଣ ସବୁ ଲାଟେଷ୍ଟ ଡିଜାଇନ୍‌ ରହିଛି ଜାଣନ୍ତୁ ସେ ସମ୍ପର୍କରେ……

ସୁଖ-ସମୃଦ୍ଧି ଆଣେ ଏସବୁ ଗଛ; ଘରେ ଲଗାଇବା ପରେ ଆପଣାଛାଏଁ ଦୂର ହୁଏ ସମସ୍ୟା

ସମସ୍ତେ ଚାହାନ୍ତି ଘରେ ସୁଖ ଏବଂ ସମୃଦ୍ଧି ଲାଗି ରହୁ। ଟଙ୍କା ପଇସାର ଅଭାବ କେବେ ନ ରହୁ । ଏଥିପାଇଁ ତ ଦିନରାତ୍ରୀ ପରିଶ୍ରମ କରିବାକୁ ମଧ୍ୟ ପଛାଇ ନ ଥାନ୍ତି। ହେଲେ ଯଦି ଜଣେ ସମସ୍ତ ପ୍ରଚେଷ୍ଠା ସତ୍ତ୍ୱେ…

ଇଚ୍ଛାକୃତ ସମ୍ମାନ ମିଳୁନାହିଁ କି?

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସମ୍ମାନ ସହିତ ଜଡିତ ସମସ୍ତ ବିଷୟ ଉପରେ ପରାମର୍ଶ ଦେଇଛନ୍ତି। ଚାଣକ୍ୟଙ୍କ ଦ୍ୱାରା ବର୍ଣ୍ଣିତ ନୀତିକୁ ଗ୍ରହଣ କରି ଜଣେ ବ୍ୟକ୍ତି ଜୀବନରେ ସମ୍ମାନ ପାଇ ପରିବ। ଜାଣନ୍ତୁ ସେ ସମ୍ପର୍କରେ… ଚାଣକ୍ୟ କହିଛନ୍ତି ଯେ,…

ସୂର୍ଯ୍ୟଗ୍ରହଣରେ ସତର୍କତା ଅବଲମ୍ବନ କରନ୍ତୁ ଗର୍ଭବତୀ ମହିଳା, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଚିଳିତ ବର୍ଷର ଏହା ହେଉଛି ଶେଷ ସୂର୍ଯ୍ୟପରାଗ। ପ୍ରଥମ ସୂର୍ଯ୍ୟଗ୍ରହଣ ଏପ୍ରିଲ ୩୦ରେ ହୋଇଥିଲା। ଧାର୍ମିକ ଦୃଷ୍ଟିକୋଣରୁ କେତେକ କ୍ଷେତ୍ରରେ ସୂର୍ଯ୍ୟଗ୍ରହଣକୁ ଅଶୁଭ ବୋଲି ବିବେଚନା କରାଯାଏ। ସୂର୍ଯ୍ୟଗ୍ରହଣ ସମୟରେ କୌଣସ ଶୁଭ କାର୍ଯ୍ୟ କରାଯାଏ ନାହିଁ…

ଦୀପରେ ସଜାନ୍ତୁ ଘର

ଦୀପ ଜାଳି ପରିବାର ଲୋକଙ୍କ ସହ ଖୁସି ମନାଇବାର ଏକ ବିଶେଷ ମୁହୂର୍ତ୍ତ ହେଉଛି ଦୀପାବଳି। ସେଥିପାଇଁ ପ୍ରତିବର୍ଷ ଦୀପାବଳି ଅବସରରେ ବଜାରରେ ବିଭିନ୍ନ ପ୍ରକାର ଆକର୍ଷଣୀୟ ଦୀପର ସମ୍ଭାର ଦେଖିବାକୁ ମିଳିଥାଏ। ଆସନ୍ତୁ ଜାଣିବା ସେମିତି କେତୋଟି ଡେକୋରେଟିଭ ଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?