ଜୀବନଚର୍ଯ୍ୟା

ଆଜ୍‌ମାର ଘରୋଇ ଉପଚାର

ଆଜ୍‌ମା ହେଉଛି ଏକ ଶ୍ୱାସଜନିତ ସମସ୍ୟା। ଏହା ଗୁରୁତର ଆକାର ଧାରଣ କଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ହସ୍ପିଟାଲରେ ଆଡମିଟ୍‌ ହୋଇ ଚିକିତ୍ସିତ ହେବାକୁ ପଡ଼ିଥାଏ। ତେବେ ଏପରି କେତେକ ଘରୋଇ ଉପଚାର ରହିଛି, ଯାହାକୁ ଅନୁସରଣ କରି ଜଣେ ବ୍ୟକ୍ତି ଏଥିରୁ…

କିଡ୍‌ନୀ ଷ୍ଟୋନ୍‌ରୁ ମୁକ୍ତି ଚାହୁଁଥିଲେ

ପଇଡ଼ ପାଣି ସ୍ବାସ୍ଥ୍ୟ ଲାଗି ଅନେକ ଉପକାରୀ। କେବଳ ସେତିକି ନୁହେଁ, ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ଗୁଣ ରହିଥାଏ। ଏହା ରୋଗ ପ୍ରତିରୋଧ ଶକ୍ତିକୁ ବଢ଼ାଇବା ସହ ବିଭିନ୍ନ ରୋଗରୁ ମୁକ୍ତି ଦେଇଥାଏ। ଜାଣନ୍ତୁ ପଇଡ଼ ପାଣିର ଔଷଧୀୟ ଗୁଣ…

ହାର୍ଟ ପାଇଁ ଉପକାରୀ ଧନିଆ

ଧନିଆ ପତ୍ରରେ ଅନେକ ପ୍ରକାର ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି। ବିଶେଷ ଭାବରେ ଖାଦ୍ୟ ପ୍ରସ୍ତୁତ କରିବା ସମୟରେ ଏହାକୁ ବ୍ୟବହାର କରାଯାଏ ଏବଂ ତାହା ଖାଦ୍ୟର ସ୍ବାଦ ବଢ଼ାଇଦିଏ। ତେବେ ଏହାକୁ ନିୟମିତ ଖାଇବା ଦ୍ୱାରା ହଜମ ପ୍ରକ୍ରିୟା…

ଲାଞ୍ଜ ଥିବା ଶିଶୁ ଜନ୍ମ, ଡାକ୍ତର ହେଲେ ଆଶ୍ଚର୍ଯ୍ୟ

ଏମିତି ଜଣେ ଶିଶୁ ଜନ୍ମ ହୋଇଛି, ଯାହାର ଲାଞ୍ଜ ଅଛି। ବିଶ୍ୱାସ ହେଉ ନ ଥିଲେ ବି ସତ। ଏପରି ଶିଶୁ ବ୍ରାଜିଲରେ ଜନ୍ମ ନେଇଛି। ଯାହାର ଲାଞ୍ଜ ଥିବା ଦେଖି ଡାକ୍ତରମାନେ ମଧ୍ୟ ଆଶ୍ଚର୍ଯ୍ୟ ହୋଇଛନ୍ତି। ଏହି ଲାଞ୍ଜର ଲମ୍ବ…

ପାଟି ଦୁର୍ଗନ୍ଧ ହେଉଥିଲେ…

ଆମେ ପ୍ରତିଦିନ ଖାଇସାରିବା ପରେ ଭଲ ଭାବରେ କୁଳି କରି ପାଟି ସଫା କରିବା ଦରକାର। ନ ହେଲେ ଖାଦ୍ୟ ପଦାର୍ଥର ଅବଶିଷ୍ଟାଂଶ ଦାନ୍ତସନ୍ଧିରେ ରହି ଦୁର୍ଗନ୍ଧ ସୃଷ୍ଟି କରିଥାଏ। ତେବେ ଜଣେ ଡାଇବେଟିସ୍‌ ରୋଗୀ ଏଥିପ୍ରତି ସତର୍କ ହେବା ନିହାତି…

ସୁସ୍ଥ ରହିବା ପାଇଁ ସନ୍ତୁଳିତ ଜୀବନଶୈଳୀ

ପୃଥିବୀପୃଷ୍ଠରେ ବସବାସ କରୁଥିବା ମନୁଷ୍ୟଙ୍କ ପାଇଁ ସୁସ୍ଥ ତଥା ନୀରୋଗ ଜୀବନଯାପନ ନିମନ୍ତେ ଏକ ଜୀବନଶୈଳୀ ରହିଛି। ଭାରତୀୟ ଆୟୁର୍ବେଦ ଚିକିତ୍ସା ଶାସ୍ତ୍ର, ପାରମ୍ପରିକ ରୀତିନୀତିକୁ ଅନୁଧ୍ୟାନ କଲେ ଜଣାଯାଏ ସେଥିରେ ମନୁଷ୍ୟର ଦୈନନ୍ଦିନ ଜୀବନଶୈଳୀ, ଚିନ୍ତାଧାରା, ନୀରୋଗ ଜୀବନଯାପନ ସହ…

ଇଣ୍ଟରଭେନ୍‌ଶନାଲ୍‌ ରେଡିଓଲୋଜି

ଚିକିତ୍ସା ବିଜ୍ଞାନରେ ରେଡିଓଲୋଜି ଏକ ଅମୂଲ୍ୟ ବରଦାନ ସଦୃଶ। ଚିକିତ୍ସା ବିଜ୍ଞାନରେ ରେଡିଓଲୋଜିର ସର୍ବପ୍ରଥମ ବ୍ୟବହାର ଆରମ୍ଭ ହୋଇଥିଲା ୧୮୯୫ ମସିହାରେ ଅର୍ଥାତ୍‌ ‘ଏକ୍ସ-ରେ’ର ଆବିଷ୍କାର ପରେ। ଏହାକୁ ଜର୍ମାନୀ ପଦାର୍ଥ ବିଜ୍ଞାନୀ ଉଇଲ୍‌ହେଲମ୍‌ କୋନ୍‌ରାଡ୍‌ ରଣ୍ଟଜେନ୍‌ ଆବିଷ୍କାର କରିଥିଲେ। ପୁଣି…

ଶୋଇବା ଘରେ ରଖୁଛନ୍ତି କି ବହି

ଜୀବନରେ ଜ୍ଞାନ ଏପରି ଏକ ଜିନିଷ ଯାହା କେବେ ଶେଷ ହୋଇପାରିବ ନାହିଁ। ଯାହାକୁ କେହି ନେଇପାରିବେ ନାହିଁ। ବା ଯାହା ବାଣ୍ଟିଲେ ବଢ଼େ। ଏହି ଜ୍ଞାନ ଆହରଣରେ ପୁସ୍ତକଗୁଡ଼ିକ ମାର୍ଗଦର୍ଶନ କରନ୍ତି। ତେଣୁ ଘରେ ବହିର ସ୍ଥାନ କେଉଁଠି ହେବା…

ଚିକିତ୍ସା ବିଜ୍ଞାନକୁ ସହଜ କରିଛି ରେଡିଓଲୋଜି

ଚିକିତ୍ସା ବିଜ୍ଞାନରେ ରେଡିଓଲୋଜି ଏବେ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ହାସଲ କରିଛି । ଏକ୍ସ-ରେ ଦ୍ୱାରା ରେଡିଓଲୋଜି ସହଜ ହୋଇପାରିଛି। ୧୮୯୫ ନଭେମ୍ବର ୮ରେ ୱିଲହେଲମ କନରାଡ ରୋଣ୍ଟଜେନ ଜର୍ମାନୀର ୟୁୟେର୍ଜବୁର୍ଗ ବିଶ୍ୱବିଦ୍ୟାଳୟରେ କ୍ୟାଥୋଡ ରଶ୍ମିର ଉଦ୍ଭାବନ କରିଥିଲେ। ଏହି ସମୟରେ…

ସକାଳୁ ସକାଳୁ କଫି ପିଇବା ଲାଭଦାୟକ ନା କ୍ଷତିକାରକ

ଅଧିକାଂଶ ଲୋକେ ସକାଳୁ କଫି ନ ପିଇଲେ ବେଡ୍‌ରୁ ଉଠନ୍ତି ନାହିଁ। କଫି ପିଇବା ପରେ ନିଦ ଛାଡିବା ସହ ଶରୀରରେ ନୂତନ ଶକ୍ତି ବିସ୍ତାର ହୁଏ। ଏସବୁର ମୁଖ୍ୟ କାରଣ ହେଉଛି କଫିରେ ମିଳୁଥିବା କଫିନ। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ କହିବାନୁସାରେ,…

ଖାଲି ପ୍ରେମରେ କଥା ଚଳେନା, ପୁରୁଷ ସାଥୀଙ୍କଠାରେ ଏସବୁ ଗୁଣକୁ ଖୋଜିଥାନ୍ତି ମହିଳା…

ଖାଲି ପ୍ରେମରେ କଥା ଚଳେନାହିଁ, ସମ୍ପର୍କକୁ ହୃଷ୍ଟପୃଷ୍ଟ କରିବା ଲାଗି ଅନେକ ଜିନିଷ ଲୋଡା। ବିଶେଷକରି ମହିଳାମାନେ ନିଜ ସାଥୀଙ୍କଠାରୁ ପ୍ରେମ ବ୍ୟତିତ ଅନ୍ୟ ଗୁଣକୁ ଦେଖନ୍ତି ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ଯେପରିକି: ନମ୍ରତା: ମହିଳାମାନେ ସାଥୀଙ୍କ ଭିତରେ ନମ୍ରତା…

କେବଳ କନ୍ୟାର ସୁନ୍ଦରତା ଦେଖନ୍ତୁ ନାହିଁ, ଏଭଳି ଗୁଣ ଥିଲେ କରନ୍ତୁ ବିବାହ; ନଚେତ…

ବିବାହ ଜୀବନର ସବୁଠାରୁ ପବିତ୍ର ଅନୁଷ୍ଠାନ ବୋଲି ବିବେଚନା କରାଯାଏ। ବିବାହକୁ ନେଇ ନେଇଥିବା ନିଷ୍ପତ୍ତି ଭୁଲ ନ ହୋଇଯାଉ ତାହା ପ୍ରତ୍ୟେକ ବ୍ୟକ୍ତି ଚାହାନ୍ତି। ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଘର, ବ୍ୟବସାୟ, ଧନ, ଜୀବନ ଏବଂ ମୋକ୍ଷ ସମ୍ବନ୍ଧୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri