ଜୀବନଚର୍ଯ୍ୟା

ବାଥରୁମ୍‌ରେ ରଖନ୍ତୁ ଏହି ରଙ୍ଗର ବାଲ୍‌ଟି; ଘରେ ବୃଦ୍ଧି ପାଇବ ସୁଖ ସମୃଦ୍ଧି…

ଆମ ଜୀବନରେ ବାସ୍ତୁ ଶାସ୍ତ୍ରର ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପଡ଼ିଥାଏ। ଏଥିରେ ଦିଗ ଏବଂ ରଙ୍ଗର ପ୍ରମୁଖ ଭୂମିକା ରହିଛି। ସଠିକ ରଙ୍ଗ ଚୟନ କରିବା ଦ୍ୱାରା ବ୍ୟକ୍ତିର ଜୀବନରେ ଅନେକ ପ୍ରକାରର ଅସୁବିଧାରୁ ମୁକ୍ତି ମିଳିଥାଏ। ଏଥିସହ ବାସ୍ତୁ ଦୋଷ ଦୂର…

ଭଲ ବନ୍ଧୁକୁ ବି କୁହନ୍ତୁ ନାହିଁ ଏହି କଥା

ଆଚାର୍ଯ୍ୟ ଚାଣକ୍ୟ ବ୍ୟବସାୟ ସହ ଜଡିତ ଅଧିକାଂଶ କଥା ଅନ୍ୟକୁ କହିବା ଉଚିତ ନୁହେଁ ବୋଲି କହିଛନ୍ତି । କାରଣ ଏହା କରିବା ଦ୍ୱାରା ବ୍ୟବସାୟରେ ବ୍ୟାପକ କ୍ଷତି ହୋଇଥାଏ। ବିଶେଷକରି ସେ ପାଞ୍ଚ ଜଣଙ୍କୁ ବ୍ୟବସାୟ କଥା ବାଣ୍ଟିବାକୁ ବାରଣ…

ଜୀବନରେ ଖରାପ ସମୟ ଦେଇ ଗତି କରୁଛନ୍ତି କି? ଆପଣାନ୍ତୁ ଚାଣକ୍ୟ କହିଥିବା ଏହି ୫ ଉପାୟ

ଆଚାର୍ଯ୍ୟ ଚାଣକ୍ୟଙ୍କ ମତରେ ଖରାପ ସମୟ ଆସିଲେ ବ୍ୟକ୍ତିକୁ ପ୍ରଥମେ ନିଜର ଭୟକୁ ଦୂର କରିବାକୁ ପଡିବ। କାରଣ ଭୟ ଆମକୁ ଦୁର୍ବଳ କରିଦିଏ ଏବଂ ଏହା ଧୀରେ ଧୀରେ ଆମ ଜୀବନରେ ପ୍ରାଧାନ୍ୟ ଦେବା ଆରମ୍ଭ କରିଥାଏ। କେବଳ ଜଣେ…

ଖାଇବା ଧାରାକୁ ପ୍ରଭାବିତ କରେ ମୃଦୁ ପାନୀୟ

ମୃଦୁ ପାନୀୟ ପିଇବା ଅନେକଙ୍କର ଏକ ଅଭ୍ୟାସ। ବିଶେଷଭାବରେ ଗ୍ରୀଷ୍ମ ଋତୁରେ ଏହାର ଚାହିଦା ବେଶୀ। କିନ୍ତୁ ଏହା ଏକ ଅଭ୍ୟାସରେ ପରିଣତ ହୋଇଗଲେ ତାହା ସଂପୃକ୍ତ ବ୍ୟକ୍ତିଙ୍କର ଖାଇବା ଧାରାକୁ ପ୍ରଭାବିତ କରିଥାଏ ବୋଲି ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି। କେବଳ…

କିଡ୍‌ନୀ ଡାଏଲିସିସ୍‌

ଡାଏଲିସିସ୍‌ ହେଉଛି ରାସାୟନିକ ଉପାଦାନଗୁଡ଼ିକର ଏକ ପୃଥକୀକରଣ ପଦ୍ଧତି। କିଡ୍‌ନୀ ଦ୍ୱୟ କାମ କରିବା ପାଇଁ ଅକ୍ଷମ ହୋଇପଡ଼ିଲେ ଡାଏଲିସିସ୍‌ ପଦ୍ଧତିଟି କିଡ୍‌ନୀ ଭଳି ରକ୍ତ ଛାଣିବା କାମ ତୁଲେଇଥାଏ। ତା’ସହ ରକ୍ତରେ ଥିବା କୋଷିକା ଓ ପ୍ରୋଟିନ୍‌ ଅଣୁ ଇତ୍ୟାଦିକୁ…

ନିଶା ନୁହେଁ ମହୌଷଧି

ପ୍ରକୃତି ଏବଂ ପ୍ରାକୃତିକର ବିକଳ୍ପ ନାହିଁ। ପ୍ରକୃତି ତାହାର ସନ୍ତାନମାନଙ୍କର ସମସ୍ତ ଆବଶ୍ୟକତା ଓ ସମସ୍ୟାର ସମାଧାନ ପାଇଁ ନିଜ କୋଳରେ ସମସ୍ତ ସାମଗ୍ରୀ ମହଜୁଦ ରଖିଛି। ପୁଣି ଏହା ପାର୍ଶ୍ୱପ୍ରତିକ୍ରିୟାବିହୀନ ଏବଂ ପଞ୍ଚଭୂତାତ୍ମକ ଶରୀର ପାଇଁ ପ୍ରଯୁଜ୍ୟ। ମାତ୍ର ଆଜିକାଲି…

ଉପକାରୀ ଭିଟାମିନ୍‌ ‘ଇ’

ଭିଟାମିନ୍‌ ଆମ ସ୍ବାସ୍ଥ୍ୟ ପାଇଁ କେତେ ଲାଭପ୍ରଦ ତାହା କହିବା ଅନାବଶ୍ୟକ। ଏହାର ପରିମାଣ ଶରୀରରେ ଅସନ୍ତୁଳିତ ରହିଲେ ତାହା ବିଭିନ୍ନ ପ୍ରକାର ରୋଗକୁ ପରୋକ୍ଷରେ ଆମନ୍ତ୍ରଣ କରିଥାଏ। ତେଣୁ ଆମକୁ ସବୁବେଳେ ଭିଟାମିନଯୁକ୍ତ ଖାଦ୍ୟ ଖାଇବାକୁ ପଡ଼ିଥାଏ। ଏହି ଭିଟାମିନ୍‌ଗୁଡ଼ିକ…

ବାୟୁରେ ଅମ୍ଳଜାନ

”ଆଜକୁ ପ୍ରାୟ ୪୦୦ ନିୟୁତ ବର୍ଷ ପୂର୍ବେ ଉଦ୍ଭିଦଜଗତ ଆରମ୍ଭ ହେଲା ଏବଂ କ୍ରମେ ଏହା ଅମ୍ଳଜାନ ସୃଷ୍ଟିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କଲା। ତେବେ ପ୍ରଥମେ ବାୟୁମଣ୍ଡଳକୁ ଅମ୍ଳଜାନ ସମୃଦ୍ଧ କରିଥିଲା ଏବଂ ତହିଁରେ ତାହାକୁ ସ୍ଥିର ରଖିଥିବା ଏହି…

ତୁଳସୀ ସମସ୍ତଙ୍କ ପାଇଁ ନୁହେଁ ଶୁଭ, ପୂଜା କରୁଥିଲେ ଏସବୁ ପ୍ରତି ଦିଅନ୍ତୁ ଧ୍ୟାନ..

ଅଧିକାଂଶ ହିନ୍ଦୁ ଧର୍ମାବଲମ୍ବୀଙ୍କ ଘରେ ତୁଳସୀ ରହିଥାଏ। ତୁଳସୀକୁ ଭଗବାନ କୃଷ୍ଣ ଅଧିକ ପସନ୍ଦ କରନ୍ତି। କିଛି ଲୋକ ସନ୍ଧ୍ୟାରେ ତୁଳସୀ ମୂଳରେ ଦୀପ ଜଳାନ୍ତି। ହେଲେ ସମସ୍ତଙ୍କ ପାଇଁ ତୁଳସୀ ଶୁଭ ନୁହେଁ। ହେଲେ ଏହି ବୃକ୍ଷକୁ ଲଗାଇବା ଏବଂ…

ଶପିଂ କରୁଥିଲେ

ବର୍ତ୍ତମାନ ସମସ୍ତ ଦୋକାନ ବଜାର ଖୋଲା। ନା ଅଛି କରୋନା କଟକଣା, ନା ଅଛି ସନ୍ଧ୍ୟା ପୂର୍ବରୁ ଦୋକାନ ବନ୍ଦ ହୋଇଯିବାର ଟେନ୍‌ସନ୍‌। ତେଣୁ ସବୁଠି ଗ୍ରାହକଙ୍କ ଭିଡ଼ ଜମୁଛି। ହେଲେ ଏବେ ବି କରୋନା ସଙ୍କଟ ସମ୍ପୂର୍ଣ୍ଣ ଦୂର ହୋଇ…

ଟ୍ରାଇ କଲର୍‌ ଥିମ୍‌ରେ ସଜାନ୍ତୁ ଘର

ସ୍ବାଧୀନତା ଦିବସ ଅବସରରେ ମନରେ ଜାତୀୟତା ଭାବ ଆଣିବା ପାଇଁ କିଏ ଟ୍ରାଇ କଲର୍‌ ଥିମ୍‌ ବାଲା ପୋଷାକ ପରିଧାନ କରନ୍ତି ତ ଆଉ କିଏ ଟ୍ରାଇ କଲର୍‌ର ବିଭିନ୍ନ ଫ୍ୟାଶନ ଆସେସରିଜ୍‌କୁ ବ୍ୟବହାର କରିଥାନ୍ତି। କିନ୍ତୁ ଆପଣ ଚାହିଁଲେ ଏହି…

ଭାବନା ବି ରୋଗର କାରଣ: ଫୁସ୍‌ଫୁସ୍‌କୁ ଦୁର୍ବଳ କରିଦିଏ ଦୁଃଖ, ଡର କିଡ୍‌ନୀକୁ କ୍ଷତି…

ମଣିଷ ତା’ ଜୀବନରେ ବିଭିନ୍ନ ପରିସ୍ଥିତି ଦେଇ ଗତି କରିଥାଏ। କେତେବେଳେ ତାକୁ ଦୁଃଖ ଭୋଗିବାକୁ ହୋଇଥାଏ ତ ପୁଣି କେତେବେଳେ ସୁଖ। ସେହିପରି ଆଉ କେତେବେଳେ କାହା ଉପରେ ରାଗିବା ପାଇଁ ମନରେ ତା’ର କ୍ରୋଧ ମଧ୍ୟ ଆସିଥାଏ। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?