ଜୀବନଚର୍ଯ୍ୟା

ବିଜ୍ଞାନ ଓ ସାମ୍ବାଦିକତା

ସାରା ବିଶ୍ୱରେ ପ୍ରତିଦିନ ଓ ପ୍ରତି ମୁହୂର୍ତ୍ତରେ ଘଟି ଚାଲିଛି ଅସଂଖ୍ୟ ଘଟଣା। କିନ୍ତୁ ସବୁ ଘଟଣା ଖବର ଭାବରେ ଗୁରୁତ୍ୱ ପାଇନଥାଏ। ଯେଉଁ ଘଟଣାଟି ଗୁରୁତ୍ୱ ପାଇଥାଏ, ସେହି ଘଟଣାଟି ହୋଇପଡ଼େ ଏକ ‘ଖବର’। ମାତ୍ର ଘଟଣାଗୁଡ଼ିକ ମଧ୍ୟରୁ...

ପିରିୟଡ୍‌ ଅନିୟମିତତା ଲାଇଫ୍‌ ଷ୍ଟାଇଲ୍‌ ଡିଜିଜ୍‌ ହୋଇଗଲାଣି: ଡା. ସଂଘମିତ୍ରା ଶତପଥୀ

ପରିବର୍ତ୍ତିତ ଜୀବନଶୈଳୀ ଯୋଗୁ ଲୋକେ ଅନେକ ରୋଗର ଶିକାର ହେଉଛନ୍ତି। ଏହାରି ଭିତରେ ମହିଳାଙ୍କ ପିରିୟଡ୍‌ ସମସ୍ୟା ଅନ୍ୟତମ। ସେହିଭଳି ଆଜିକାଲି ଇନ୍‌ଫର୍ଟିଲିଟି (ବନ୍ଧ୍ୟା) କେସ୍‌ ବି ବଢ଼ିବାରେ ଲାଗିଛି। ମହିଳାଙ୍କର ଏଭଳି ସମସ୍ୟା କାହିଁକି ହେଉଛି ଓ କେବେ...

ଭୁଲ୍‌ରେ ବି ସନ୍ଧ୍ୟା ପରେ ଫଳ ଖାଆନ୍ତୁନି, ଦେଖାଦିଏ ଏସବୁ ସମସ୍ୟା

ସୁସ୍ଥ ରହିବା ପାଇଁ ପ୍ରତିଦିନ ଫଳ ଖାଇବା ନିହାତି ଆବଶ୍ୟକ ବୋଲି ଡାକ୍ତରମାନେ ପରାମର୍ଶ ଦେଇଥାନ୍ତି। କାରଣ ଏଥିରେ ଭିଟାମିନ ଏବଂ ମିନେରାଲ୍ସ ଭରପୂର ମାତ୍ରାରେ ରହିଛି। ଦିନକୁ ଗୋଟିଏ ସେଓ ଖାଇବା ଜରୁରୀ ବୋଲି ଡାକ୍ତର କୁହନ୍ତି। ସେଓ...

ଏହି ତେଲ ଦୂର କରେ ହାର୍ଟ ସମସ୍ୟା

ନଡ଼ିଆ ଖାଇବାକୁ ଯେତିକି ଭଲ ଲାଗିଥାଏ ତା’ର ତେଲ ମଧ୍ୟ ସେତିକି ସ୍ବାସ୍ଥ୍ୟ ଉପକାରୀ। ଏହାକୁ ନିୟମିତ ଖାଦ୍ୟ ପ୍ରସ୍ତୁତିରେ ବ୍ୟବହାର କରିବା ଫଳରେ ହାର୍ଟଠାରୁ ଆରମ୍ଭ କରି ପାଚନ ତନ୍ତ୍ରରେ କୌଣସି ସମସ୍ୟା ହୋଇ ନ ଥାଏ॥ ତେବେ...

ନମସ୍କାରର ମାହାତ୍ମ୍ୟ

ନମସ୍କାର ଏକ ଶ୍ରେଷ୍ଠ ସଂସ୍କାର ଅଟେ। କୌଣସି ବୟସ୍କ, ପିତା-ମାତା, ସନ୍ଥ-ମହାପୁରୁଷଙ୍କ ଆଗରେ ହାତ ଯୋଡି ନତ ମସ୍ତକ ହେଲେ ଅହଂକାର ଦ୍ରବୀଭୁତ ହୋଇ ଥାଏ। ଆଡମ୍ବର ନଷ୍ଟ ହୋଇଯାଏ। ମନ ସରଳ ଓ ସାତ୍ତ୍ୱିକ ହୁଏ। ଆଉ ଏହି...

ଘରେ ଅବା କାର୍ଯ୍ୟାଳୟରେ ବାସ୍ତୁଦୋଷ ଅଛି କି? ଗଣେଶଙ୍କ ଫଟୋକୁ ଏପରି ରଖିଲେ…

ସବୁ ବିପଦର ମୁକ୍ତି ଦାତା ହେଉଛନ୍ତି ଗଣେଶ । ସେଥିପାଇଁ ତାଙ୍କୁ ବିଘ୍ନ ବିନାଶକ କୁହାଯାଇଥାଏ। ତେବେ ଘରେ ହେଉ ଅବା କାର୍ଯ୍ୟାଳୟରେ ଯଦି କିଛି ବାସ୍ତୁଦୋଷ ଥାଏ, ତା’ହେଲେ ପ୍ରଭୁଙ୍କର ପ୍ରତିମା ହେଉ ଅବା ଫଟୋକୁ କିପରି ରଖିଲେ...

ଘରେ ଲଗାନ୍ତୁ ଏହି ଗଛ, ଆପେଆପେ ଟାଣି ହୋଇ ଆସିବ ଧନ

ବାସ୍ତୁଶାସ୍ତ୍ରରେ ଘରର ବିଭିନ୍ନ ଜିନିଷ ସମ୍ପର୍କରେ ଉଲ୍ଲେଖ ରହିଛି। କେଉଁଟି କଲେ ଶୁଭ ଫଳ ମିଳିଥାଏ, କେଉଁଟି କ୍ଷତି କରାଇଥାଏ ତାହା ମଧ୍ୟ ବର୍ଣ୍ଣନା ହୋଇଛି। ତେବେ ବାସ୍ତୁ ଅନୁଯାୟୀ ପ୍ରତ୍ୟେକ ଉଦ୍ଭିଦର ନିଜସ୍ବ ଗୁଣ ରହିଛି। କେତେକ ଉଦ୍ଭିଦ...

ଘର ଝାଡୁ କରିବା-ରଖିବା ସମୟରେ କରୁନାହାନ୍ତି ତ ଏଭଳି ଭୁଲ: ମାଡ଼ି ଆସିବ ଦରିଦ୍ରତା

ପ୍ରତ୍ୟେହ ସକାଳେ ଏବଂ ଅପରାହ୍ନରେ ଘର ଝାଡ଼ୁ କରାଯାଏ। ଏହି ଝାଡ଼ୁକୁ ନେଇ ଅନେକ ବାସ୍ତୁଗତ ସମସ୍ୟା ରହିଛି। ଯେପରିକି ଝାଡ଼ୁକୁ ଓଲଟା ରଖିବା ଠିକ୍‌ ନୁହେଁ, ଝାଡ଼ୁରେ ଗୋଡ ମାରିବା ଦ୍ୱାରା ମା’ ଲକ୍ଷ୍ମୀ ରାଗିଯାଇଥାନ୍ତି। ଏହାକୁ ନେଇ...

ଏହି ୮ ପ୍ରକାର ଲୋକଙ୍କଠାରୁ ଦୂରରେ ରହିବାକୁ କହିଛନ୍ତି ଚାଣକ୍ୟ, ନଚେତ ପାଇବେ ଦୁଃଖ

ଭାରତର ମହାନ ରାଜନୀତିଜ୍ଞ ଏବଂ ଅର୍ଥଶାସ୍ତ୍ର ବିଶେଷଜ୍ଞ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବିଭିନ୍ନ ବିଷୟରେ ବର୍ଣ୍ଣନା କରିଛନ୍ତି। ଚାଣକ୍ୟ ନୀତି ପୁସ୍ତକର ୧୭ତମ ଅଧ୍ୟାୟର ଏକ ଶ୍ଳୋକରେ ଆଠ ପ୍ରକାର ଲୋକଙ୍କ ବିଷୟରେ ବର୍ଣ୍ଣନା କରିଛନ୍ତି, ଯେଉଁମାନେ ସର୍ବଦା...

ଘରର ଏସବୁ ଦିଗରେ ଲଗାନ୍ତୁ ଏହି ୪ ବୃକ୍ଷ: ବଢ଼ିବ ଧନପ୍ରାପ୍ତିର ଯୋଗ…

ବାସ୍ତୁଶାସ୍ତ୍ର ଅନୁଯାୟୀ ବିଭିନ୍ନ ବୃକ୍ଷ ଘର ଏବଂ ପରିବାରର ସଦସ୍ୟଙ୍କ ଜୀବନରେ ପ୍ରଭାବ ପକାଇଥାଏ। ଏପରିକି ସଠିକ୍‌ ଦିଗରେ ରଖିବା ଦ୍ୱାରା ଧନପ୍ରାପ୍ତିର ଯୋଗ ବଢ଼ିଥାଏ। ଏଣୁ ସବୁ ବୃକ୍ଷ ପାଇଁ ଏକ ନିଦ୍ଦିଷ୍ଟ ଦିଗ ରହିଛି। ଯଦି ସେଭଳି...

କରୋନା ସଂକ୍ରମିତଙ୍କଠାରେ କିଡ୍‌ନୀ ରୋଗ ଆଶଙ୍କା ଅଧିକ, ଜାଣନ୍ତୁ କାହିଁକି

ଓ୍ବାଶିଂଟନ: କରୋନା ଭୂତାଣୁ ଦ୍ୱାରା ପ୍ରଭାବିତ ଲୋକଙ୍କ ସ୍ବାସ୍ଥ୍ୟ ଉପରେ ଗଭୀର ପ୍ରଭାବ ପଡୁଥିବା ମାମଲା ସାମ୍ନାକୁ ଆସୁଛି। ସଂକ୍ରମଣରୁ ସୁସ୍ଥ ହେବା ପରେ ମଧ୍ୟ ଅନେକ ସମସ୍ୟା ଉପୁଜୁଛି। ବର୍ତ୍ତମାନ ଏହି ଭୂତାଣୁ ଯୋଗୁ ପୀଡ଼ିତଙ୍କଠାରେ କିଡ୍‌ନୀ ରୋଗ...

ଆପଣଙ୍କର ଅଛି କି ଉଚ୍ଚ ରକ୍ତଚାପ ସମସ୍ୟା

ବର୍ତ୍ତମାନର ଅନିୟମିତ ଜୀବନଶୈଳୀ, ଚିନ୍ତା କାରଣରୁ ଉଚ୍ଚ ରକ୍ତଚାପ ସାଧାରଣ ସମସ୍ୟାରେ ପରିଣତ ହେଲାଣି। ଏହି ଗମ୍ଭୀର ସମସ୍ୟାକୁ ସାମାନ୍ୟ ଅଣଦେଖା କରିବା ଫଳରେ ଏହା ହାର୍ଟଆଟାକ୍‌ ଓ ଷ୍ଟ୍ରୋକ୍‌ ଭଳି ସମସ୍ୟା ସୃଷ୍ଟି କରିଥାଏ। ଏତଦ୍‌ବ୍ୟତୀତ କିଡ୍‌ନୀ ସମସ୍ୟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri