ପାଚିଲା କଦଳୀ ଖାଇଲେ ଦୂର ହେବ ଏସବୁ ସମସ୍ୟା
କଦଳୀ କଞ୍ଚା ହେଉ କି ପାଚିଲା, ଏଥିରେ ଅନେକ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ପାଚିଲା କଦଳୀ ଖାଇଲେ ତାହା ପାଚନ କ୍ରିୟାକୁ ଆହୁରି ସକ୍ରିୟ କରାଇଥାଏ। ଏକ ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି ଯେ, ଯଦି ଜଣେ ଉଚ୍ଚ ରକ୍ତଚାପ...
ମ୍ୟାଲେରିଆ : କାରଣ, ପ୍ରତିକାର
ମ୍ୟାଲେରିଆ ଜ୍ୱର ‘ମାଈଏନ୍ଫିଲିସ ମଶା’ କାମୁଡ଼ିବା ଦ୍ୱାରା ହୋଇଥାଏ। ସର୍ବପ୍ରଥମେ ୧୯୩୪ରେ ରୋନାଲ୍ଡ ରସ୍ ନାମକ ଜଣେ ବୈଜ୍ଞାନିକ ମ୍ୟାଲେରିଆ ପାରାସାଇଟର ବ୍ୟତୀତ ଆଣ୍ଟି ମ୍ୟାଲେରିଆ ଔଷଧ ‘କ୍ଲୋରୋକୁଇନ୍’ ମଧ୍ୟ ଆବିଷ୍କାର କରିଥିଲେ। ସମଗ୍ର ବିଶ୍ୱରେ ମ୍ୟାଲେରିଆ ପାରାସାଇଟ ୪...
କାହା ଉପରେ ସହଜରେ ବିଶ୍ୱାସ କରିବା ପୂର୍ବରୁ ମନେରଖନ୍ତୁ ଚାଣକ୍ୟଙ୍କ ଏହି ୪ କଥା, ନଚେତ…
ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ବିଷୟରେ ଉଲ୍ଲେଖ କରାଯାଇଛି। ଏହାକୁ ମାନିଲେ ଯେକେହି ସଫଳ ଏବଂ ସୁଖୀ ଜୀବନ ଅତିବାହିତ କରିପାରିବ। ସେଭଳି ଗୋଟିଏ ବିଷୟ ହେଲା ବିଶ୍ୱାସ। ଚାଣକ୍ୟ କୁହନ୍ତି କାହା...
ଭାବ ଭକ୍ତିରେ ଛନ୍ଦା ଶୈବପୀଠ: ଯେଉଁଠାକୁ ବୁଲିଯାଇ ଲଭି ପାରିବେ ପ୍ରଭୁଙ୍କ ଅପାର କରୁଣା…
ଦେବ ଦେବ ମହାଦେବଙ୍କର ମହିମା ଅପାର। ପୂରାଣ ଶାସ୍ତ୍ର ଅନୁଯାୟୀ, ନିଷ୍ଠାର ସହ ପ୍ରଭୁଙ୍କୁ ସ୍ମରଣ କଲେ ଭକ୍ତଙ୍କର ସବୁ ଇଚ୍ଛା ପୂରଣ ହୋଇଥାଏ। ଏପରିକି ଶିବମନ୍ଦିରକୁ ଯାଇ ତାଙ୍କୁ ଦର୍ଶନ କରିବା ମାତ୍ରେ ଦେହମନ ପବିତ୍ର ହୋଇଉଠେ। ବିଶେଷ...
ଦାମୀ ରାଖୀ
ପ୍ରତିବର୍ଷ ରାଖୀପୂର୍ଣ୍ଣିମା ଉପଲକ୍ଷେ ମାର୍କେଟ୍ରେ ବିଭିନ୍ନ ଡିଜାଇନ୍ର ରାଖୀ ଉପଲବ୍ଧ ହୋଇଥାଏ। ସେଥିରୁ କିଛି ରାଖୀରେ ଜରି, ଚୁମୁକି କାମ ହୋଇଥାଏ ତ ଆଉ କିଛି ରାଖୀରେ ରଙ୍ଗବେରଙ୍ଗର ଆର୍ଟିଫିସିଆଲ୍ ଷ୍ଟୋନ, ମାଳି ଅଥବା ପର୍ଲ ଲାଗିଥାଏ। ହେଲେ ଏଠାରେ...
ସୁଗାର ଫ୍ରି ମିଠା ଖାଇବା ଉଚିତ ନୁହେଁ: ଡା. ଅଭୟ କୁମାର ସାହୁ
ଆଜିକାଲି ଆମ ଜୀବନଶୈଳୀ ଏପରି ହୋଇଯାଇଛି ଯେ ଆମେ ବିଭିନ୍ନ ରୋଗରେ ପୀଡ଼ିତ ହେଉଛନ୍ତି। ଆଉ କିଛି ରୋଗ ଅଛି, ଯାହା ଅନେକଙ୍କ କ୍ଷେତ୍ରରେ ଦେଖାଯାଏ। ସେଥିମଧ୍ୟରୁ ମଧୁମେହ ଓ ଥାଇରଏଡ୍ ଘରେ ଘରେ ଦେଖାଯାଉଛି। ମଧୁମେହ ହେଲେ ଲୋକେ...
ରାଶି ଅନୁସାରେ ଭାଇଙ୍କୁ ବାନ୍ଧନ୍ତୁ ଏପରି ରଙ୍ଗର ରାଖୀ
ଜ୍ୟୋତିଷଶାସ୍ତ୍ର ଅନୁଯାୟୀ, ରାଖୀପୂର୍ଣ୍ଣିମା ଦିନ ଯଦି ଭଉଣୀଟିଏ ତା’ ଭାଇର ରାଶିକୁ ସୁହାଇଲା ଭଳି ଠିକ୍ ରଙ୍ଗର ରାଖୀ ଚୟନ କରି ହାତରେ ବାନ୍ଧିଦେଇ ଥାଏ, ତା’ହେଲେ ସେହି ରାଖୀ ଭାଇ ଜୀବନରେ ସୁଖସମୃଦ୍ଧି ଭରିଦେଇଥାଏ ବୋଲି ବିଶ୍ୱାସ କରାଯାଏ।...
ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇଁ କ’ଣ କରିବେ? ଜାଣନ୍ତୁ…
ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରେ ସୁଖ ଶାନ୍ତି ବଜାୟ ରଖିବା ସହ ଅଭାବ ଅନଟନରୁ ରକ୍ଷା ପାଇବା ପାଇଁ କ’ଣ ସବୁ କରିବା ଆବଶ୍ୟକ ଆସନ୍ତୁ ଜାଣିବା ସେ ସମ୍ପର୍କରେ… * କୁହାଯାଏ, ଗୃହର ମୁଖ୍ୟ ଦ୍ୱାରର ଉପର ପାର୍ଶ୍ୱରେ ସବୁଜ...
ପ୍ରେମରେ ପଡ଼ିଛନ୍ତି କି.. ଏହି ୪ଟି କଥା ମନେରଖିଲେ ହେବେ ସଫଳ ପ୍ରେମୀ…
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଏବଂ ଉପାୟ ବିଷୟରେ ଉଲ୍ଲେଖ କରିଛନ୍ତି। ସେପରି ଗୋଟିଏ ହେଲା ପ୍ରେମ ଜୀବନକୁ ନେଇ। ଏହି ନୀତିକୁ ଅନୁସରଣ କଲେ ଜଣେ ସଫଳ ପ୍ରେମୀ ହୋଇପାରିବ ଏଥିରେ...
ଘରେ ଅସରପା ହେଉଛନ୍ତି କି… ଆପଣାନ୍ତୁ ଏହି ଘରୋଇ ଉପଚାର
ଘର ଅପରିଷ୍କାର ରହିଲେ ଅସରପା ହେବାର ସମ୍ଭାବନା ଥାଏ। ବର୍ଷା ଏବଂ ଶୀତଦିନେ ଏମାନଙ୍କର ସଂଖ୍ୟା ବଢ଼ିଯାଏ। ଅସରପା ଖାଦ୍ୟ ପଦାର୍ଥରେ ବସିବାଠାରୁ ଆରମ୍ଭ କରି କପଡ଼ା କାଟି ନଷ୍ଟ କରିଦେଉଥିବାରୁ ଅନେକ ସମୟରେ ଚିନ୍ତାର କାରଣ ପାଲଟେ। ସେମାନଙ୍କୁ...
ଘରେ ଏସବୁ ଥିଲେ ବଢ଼େ କଳହ, ଧନହାନିର ସମ୍ଭାବନା: ଅଶୁଭ ଯୋଗୁ ତୁରନ୍ତ କରନ୍ତୁ ଏପରି…
ବାସ୍ତୁଶାସ୍ତ୍ର ଅନୁଯାୟୀ ଘରର ବାସ୍ତୁ ଖରାପ ଥିଲେ ପରିବାର ଲୋକଙ୍କ ଉନ୍ନତି ହୋଇ ନ ଥାଏ। ଘରେ ଅଭାବ ଅନଟନ ଲାଗି ରହିଥାଏ। ଫଳରେ ଘରେ କଳହର ବାତାବରଣ ସୃଷ୍ଟି ହୋଇଥାଏ। ଏଣୁ ଆଜିକାଲିର ସମୟରେ ଲୋକେ ବାସ୍ତୁ ପ୍ରତି...
ଏପରି ସ୍ତ୍ରୀଙ୍କୁ ବିବାହ କଲେ ପୁରୁଷ ଜୀବନ ହୁଏ ଧନ୍ୟ; ଜାଣନ୍ତୁ କାହାକୁ ଏପରି କହିଛନ୍ତି ଚାଣକ୍ୟ
ବିବାହକୁ ସମସ୍ତଙ୍କର ଭିନ୍ନ ଚିନ୍ତାଧାରା ଥାଏ। ହେଲେ ବହୁତ ଭଲପାଉଥିବା ଏବଂ ମନର କଥାକୁ ସହଜରେ ବୁଝିପାରୁଥିବା ଜୀବନସାଥୀଟିଏ ଲୋଡିଥାନ୍ତି ସମସ୍ତେ। ଚାଣକ୍ୟ ନୀତିରେ ଏପରି କିଛି ସ୍ତ୍ରୀଙ୍କ ବିଷୟରେ କୁହାଯାଇଛି ଯାହାଙ୍କୁ ବିବାହ କଲେ ଯେକୌଣସି ପୁରୁଷର ଜୀବନ...
Archives


