ଜୀବନଚର୍ଯ୍ୟା

ଇନ୍‌ଫେକଶନ କମାଏ ଲେମ୍ବୁପାଣି

ଲେମ୍ବୁପାଣିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏହି ପାଣିରେ ଏଭଳି ତତ୍ତ୍ୱ ରହିଛି, ଯାହା ଇନ୍‌ଫେକଶନ ବା ସଂକ୍ରମଣ କମାଇବାରେ ଅନେକାଂଶରେ ସାହାଯ୍ୟ କରିଥାଏ। କାଲିଫର୍ନିଆ ୟୁନିଭର୍ସିଟିର ପୁଷ୍ଟିବିଜ୍ଞାନୀମାନେ ଏ ସମ୍ପର୍କରେ ଏକ ଗବେଷଣା କରି ଉପରୋକ୍ତ...

ଏଭଳି ମାରାତ୍ମକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦିଏ ନଡ଼ିଆ ତେଲ

ନଡ଼ିଆ ତେଲ ସ୍ବାସ୍ଥ୍ୟ ଉପକାରୀ। ଏହା ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ। ତେବେ ସୁସ୍ଥ ରହିବାକୁ ଚାହୁଁଥିଲେ ଏହାକୁ ଖାଦ୍ୟରେ ସାମିଲ କରିପାରିବେ। ଏଥିରେ ପାଚନତନ୍ତ୍ରଠାରୁ ଆରମ୍ଭ କରି ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ଉପଶମ ମିଳିବ। ଶରୀରର ରୋଗ...

ହାଇଟେକ୍‌ ରୋବୋ

ଆଜିକାଲି ବିିଭିନ୍ନ କାମରେ ରୋବୋକୁ ନିୟୋଜିତ କରାଗଲାଣି। ବିଶେଷ ଭାବରେ ଚିକିତ୍ସା ବିଜ୍ଞାନରେ ଏହାର ବ୍ୟବହାର ଦିନକୁ ଦିନ ବଢ଼ିବାରେ ଲାଗିଛି। ନିକଟରେ ଜର୍ମାନୀର ବୈଜ୍ଞାନିକମାନେ ଏପରି ଏକ ରୋବୋ ପ୍ରସ୍ତୁତ କରିଛନ୍ତି, ଯାହା ପ୍ରାକୃତିକ ବିପର୍ଯ୍ୟୟ ସମୟରେ କ୍ଷତିଗ୍ରସ୍ତ...

କ୍ୟାନ୍‌ସରଠାରୁ ଦୂରେଇ ରଖେ ମସଲାଯୁକ୍ତ ଖାଦ୍ୟ

ଅଧିକ ମସଲାଯୁକ୍ତ ଖାଦ୍ୟ ଖାଇଲେ ତାହା କେତେକ ସ୍ବାସ୍ଥ୍ୟଜନିତ ସମସ୍ୟାକୁ ଡାକି ଆଣିଥାଏ। ହେଲେ ଏହି ରୋଗ ସମ୍ପର୍କରେ ନିକଟରେ ୟୁନିଭର୍ସିଟି ଅଫ୍‌ ଲଣ୍ଡନର ବିଶେଷଜ୍ଞମାନେ ଏକ ନୂଆ ତଥ୍ୟ ଲୋକଲୋଚନକୁ ଆଣିଛନ୍ତି। ଜଣେ ବ୍ୟକ୍ତି ଯଦି ମସଲାଯୁକ୍ତ ଖାଦ୍ୟ...

ଫୁଡ୍‌ ପଏଜନିଂ

ବର୍ତ୍ତମାନ ବର୍ଷାଦିନ। ଏହି ସମୟରେ ଖାଦ୍ୟପେୟ ପ୍ରତି ଅଧିକ ସତର୍କ ରହିବା ନିହାତି ଜରୁରୀ। କାରଣ ଉକ୍ତ ଋତୁରେ ଖାଇବାରେ ଏପଟସେପଟ ହେଲେ ପେଟଜନିତ ରୋଗ ହେବାର ଆଶଙ୍କା ରହିଛି। ଅନେକେ ନିଜର ମନୋଲୋଭା ଖାଦ୍ୟ ଖାଇବାକୁ ପସନ୍ଦ କରିଥାଆନ୍ତି।...

ଜଳବାୟୁ ଓ ସୁସ୍ଥ ଜୀବନ

କଥାରେ ଅଛି ‘ଯେ ଦେଶ ଯାଇ ସେ ଫଳ ଖାଇ’। ଏହି ଢଗ ଏବେ ଆମ ପାଇଁ ବେଦର ଗାର ପରି ଉପଲବ୍ଧି ହେଉଛି। ଭେଷଜ ବିଜ୍ଞାନର ସ୍ରଷ୍ଟା ମହର୍ଷି ଚରକଙ୍କ ମତରେ, ‘ମଣିଷ ଯେଉଁ ଜଳବାୟୁରେ ବାସକରେ ସେହି...

ସମ୍ପର୍କରେ ବଢ଼ୁଛି କି ଅସନ୍ତୋଷ

ବାସ୍ତୁ ଅନୁଯାୟୀ, ଘରେ ରଖାଯାଇଥିବା ସମସ୍ତ ଜିନିଷ ପାଇଁ ନିର୍ଦ୍ଦିଷ୍ଟ ଦିଗ ରହିଛି। ଯଦି ଏହି ନିୟମଗୁଡିକ ପାଳନ କରାଯାଏ ନାହିଁ ତେବେ ନକାରାତ୍ମକ ପ୍ରଭାବ ପଡ଼ିଥାଏ। ଯାହା ଆପଣଙ୍କ ପାରିବାରିକ ଜୀବନ, ଆର୍ଥିକ ସ୍ଥିତି ଏବଂ ଅନ୍ୟାନ୍ୟ ଦିଗପ୍ରତି...

ଯିଏ ଯେତେ ଅନ୍ତରଙ୍ଗ ହେଲେ ବି କୁହନ୍ତୁ ନାହିଁ ନିଜ ବିଷୟରେ ଏହି ୪ କଥା; ଖୁସିରେ ରହିବେ…

ଚାଣକ୍ୟ ନୀତିରେ ଜୀବନର ମୂଲ୍ୟବୋଧ ସମ୍ବନ୍ଧରେ ଅନେକ କଥା ଉଲ୍ଲେଖ କରାଯାଇଛି। ଆଚାର୍ଯ୍ୟ ଚାଣକ୍ୟ ଏକ ଶ୍ଳୋକରେ ଚାରିଟି ବିଷୟରେ କହିଛନ୍ତି, ଯାହାକୁ ଜଣେ ବ୍ୟକ୍ତି କାହାକୁ ବି କହିବା ଉଚିତ୍‌ ନୁହେଁ। ଆସନ୍ତୁ ଜାଣିବା ସେ ବିଷୟରେ …...

ୟାକୁ ହିଁ କହନ୍ତି ବନ୍ଧୁତା

କୁହାଯାଏ ଯିଏ ବିପଦବେଳେ ସାହା ହୁଅନ୍ତି ସେ ପ୍ରକୃତ ବନ୍ଧୁ। ଖରାପ ସମୟରେ ହିଁ ଜଣାପଡ଼େ କିଏ ପ୍ରକୃତ ବନ୍ଧୁ ଓ କିଏ ବନ୍ଧୁ ମୁଖାଧାରୀ ଶତ୍ରୁ। ଆଉ ଦକ୍ଷିଣ ଆଫ୍ରିକାର ଏକ ଘଟଣାକୁ ଦେଖିଲେ ଜଣାପଡ଼େ ପ୍ରକୃତରେ ବନ୍ଧୁତାର...

ମହାତ୍ମା ଗାନ୍ଧୀ ଔଷଧୀୟ ଅରଣ୍ୟ

ଦିନକୁଦିନ ପୃଥିବୀପୃଷ୍ଠରୁ ଜଙ୍ଗଲ କ୍ଷୟ ହେଉଛି। ପରିବେଶ ସନ୍ତୁଳନରେ ସମସ୍ୟା ଉପୁଜୁଛି। ବୃକ୍ଷରୋପଣ ଓ ତା’ର ସୁରକ୍ଷା ଜରୁରୀ ହୋଇପଡ଼ିଛି। ଯାହାକୁ ଦୃଷ୍ଟିରେରଖି ଅନେlକ ଜଙ୍ଗଲ ସୃଷ୍ଟି ପାଇଁ ପ୍ରାୟାସ କରିଛନ୍ତି । ସେହିକ୍ରମରେ ଢେଙ୍କାନାଳ ଜିଲାରେ ସୃଷ୍ଟି ହୋଇଛି...

ଦାମୀ ମୁଦି

ହାତର ସୌନ୍ଦର୍ଯ୍ୟ ବୃଦ୍ଧି କରିବାରେ ମୁଦିର ବି ରହିଥାଏ ବିଶେଷ ଭୂମିକା। ବେଳେବେଳେ କେତେକ ମୁଦି ବ୍ୟକ୍ତିଙ୍କର ଆଭିଜାତ୍ୟକୁ ମଧ୍ୟ ଦର୍ଶାଇଥାଏ। କାରଣ ସେଥିରେ ଲାଗିଥାଏ ଚକଚକିଆ ଆକର୍ଷଣୀୟ ହୀରା, ଯାହାର ଦାମ୍‌ ହୋଇଥାଏ ଆକାଶଛୁଆଁ। ଆଉ ଯାହାକୁ କିଣିବା...

ମନ ସହ ମନ ମିଶିଲେ ଗଢି ଉଠେ ଏଭଳି ସମ୍ପର୍କ

ବନ୍ଧୁତା କେତେବେଳେ କାହା ସହ ବି ହୋଇପାରେ। କାରଣ ଯେଉଁଠି ମନ ସହ ମନ ମିଶିଯାଏ ସେଇଠି ଗଢି ଉଠେ ଏହି ସମ୍ପର୍କ। ହୋଇପାରେ ଏହା ମଣିଷ ମଣିଷ ଭିତରେ, ପ୍ରାଣୀର ପ୍ରାଣୀ ସହ ଅବା ମଣିଷର ପ୍ରାଣୀ ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri