ଜୀବନଚର୍ଯ୍ୟା

ସବୁ ଦୁଃଖର କାରଣ ହେଉଛି ପ୍ରେମ: ଜାଣନ୍ତୁ ଏପରି କାହିଁକି କହିଛନ୍ତି ଚାଣକ୍ୟ…

ମହାନ ରାଜନୀତିଜ୍ଞ ଏବଂ ଅସ୍ତ୍ରଶାସ୍ତ୍ର ବିଶାରଦ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଉଲ୍ଲେଖ କରିଛନ୍ତି। ପ୍ରେମ ସମ୍ପର୍କକୁ ନେଇ ଚାଣକ୍ୟ ଏପରି କିଛି କହିଛନ୍ତି, ଯାହା ସାଧାରଣ ଚିନ୍ତାଧାରାରୁ ଅଲଗା ଅଟେ। ଆସନ୍ତୁ...

ଏହି ୮ ପ୍ରକାର ପ୍ରାଣୀଙ୍କଠାରୁ ଦୂରରେ ରହିବାକୁ କହିଛନ୍ତି ଚାଣକ୍ୟ, ନଚେତ ପାଇବେ ଦୁଃଖ…

ଭାରତର ମହାନ ରାଜନୀତିଜ୍ଞ ଏବଂ ଅର୍ଥଶାସ୍ତ୍ର ବିଶେଷଜ୍ଞ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ବିଭିନ୍ନ ବିଷୟରେ ବର୍ଣ୍ଣନା କରିଛନ୍ତି। ଚାଣକ୍ୟ ନୀତି ପୁସ୍ତକର ୧୭ତମ ଅଧ୍ୟାୟର ଏକ ଶ୍ଳୋକରେ ଆଠ ପ୍ରକାର ଲୋକଙ୍କ ବିଷୟରେ ବର୍ଣ୍ଣନା କରିଛନ୍ତି, ଯେଉଁମାନେ ସର୍ବଦା...

ସତେଜତା ଅନୁଭବ ପାଇଁ…

ଉତ୍ତର ଗୋଲାର୍ଦ୍ଧରେ ଜୁଲାଇ ମାସରେ ପ୍ରବଳ ଗ୍ରୀଷ୍ମ ଅନୁଭୂତ ହୋଇଥାଏ। ଉତ୍ତାପଜନିତ କାରଣରୁ ବ୍ୟତିବ୍ୟସ୍ତ ଲାଗିଥାଏ। ସତେଜତା ଅନୁଭବ ପାଇଁ ସମସ୍ତେ ବ୍ୟାକୁଳ ହୋଇ ଉଠନ୍ତି। ଏହି ପରିପ୍ରେକ୍ଷୀରେ ଜୁଲାଇ ମାସର ୪ର୍ଥ ଗୁରୁବାର(ଚଳିତ ବର୍ଷ ୨୨ତାରିଖ)କୁ ନାଶନାଲ ରିଫ୍ରେଶ୍‌ମେଣ୍ଟ...

କରୋନା ସଂକ୍ରମଣ ପରେ ୯ ମାସ ପର୍ଯ୍ୟନ୍ତ ରୁହେ ଆଣ୍ଟିବଡ଼ି …

ରୋମ୍‌,୨୨।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀନ ଟିକାକରଣ ଅଭିଯାନ ବିଭିନ୍ନ ଦେଶରେ ଜାରି ରହିଛି। ଭାକ୍ସିନ୍‌ ନେବା ଦ୍ୱାରା ଲୋକଙ୍କ ଶରୀରରେ କରୋନା ଭୂତାଣୁ ପ୍ରତିରୋଧୀ ଆଣ୍ଟିବଡ଼ି...

ଏହା ମଧୁମେହ ଲାଗି ରାମବାଣ ସଦୃଶ

ବର୍ତ୍ତମାନ ସମୟରେ ଅଧିକାଂଶ ଲୋକ ମଧୁମେହରେ ଆକ୍ରାନ୍ତ ହେଉଛନ୍ତି। ଏହା ପରିବର୍ତ୍ତିତ ଜୀବନଶୈଳୀ ଲାଗି ହେଉଥିବା ସ୍ବାସ୍ଥ୍ୟ ସମସ୍ୟାରୁ ଅନ୍ୟତମ। ଏହି ରୋଗରେ ରକ୍ତ ସର୍କରାକୁ ନିୟନ୍ତ୍ରଣ କରିବା କଷ୍ଟକର। ତେବେ କେତେକ ଘରୋଇ ଉପଚାର ମାଧ୍ୟମରେ ଏହାକୁ ନିୟନ୍ତ୍ରଣ...

ପାର୍ଲର ନ ଯାଇ ଘରୋଇଭାବେ ଚାହିଁଲେ ଆପଣ ୱାକ୍ସିଂ ପ୍ରସ୍ତୁତ କରିପାରିବେ।

ଘରୋଇ ୱାକ୍ସିଂ ପ୍ରସ୍ତୁତ କରିବା ପାଇଁ ୫ ଚାମଚ ଚିନି ନିଅନ୍ତୁ। ସେଥିରେ ଏକ ଚାମଚ ଲେମ୍ବୁ ରସ, ୩ ଚାମଚ ମହୁ ଓ ୪ ଚାମଚ ପାଣି ମିଶାନ୍ତୁ। ଏସବୁ ସାମଗ୍ରୀକୁ ଏକ ପାତ୍ରରେ ରଖି ଚୁଲିରେ କମ୍‌...

ଆଳୁ ଚପ୍‌

ଆବଶ୍ୟକ ସାମଗ୍ରୀ-ସିଝା ଆଳୁ-୫ଟି, ବେସନ- ୧ କପ୍‌, କଞ୍ଚା ଲଙ୍କା- ୪ଟି (କଟା), ଛେଚା ହୋଇଥିବା ଅଦା- ୧ ଚାମଚ, ଚାଟ୍‌ ମସଲା- ୧ ଚାମଚ, ଲଙ୍କା ଗୁଣ୍ଡ- ଅଧା ଚାମଚ, ଜୁଆଣି- ୧ ଚାମଚ, ଛାଣିବା ପାଇଁ ତେଲ,...

ମନସୁନ୍‌ ଗାର୍ଡେନିଂ

  ଗାର୍ଡେନିଂ ନିମନ୍ତେ ବର୍ଷାଦିନ ବହୁତ ଭଲ। କିନ୍ତୁ ଏହି ଋତୁରେ ମଧ୍ୟ କିପରି ଗଛର ଯତ୍ନ ନେବେ ଜାଣି ରଖନ୍ତୁ… ବର୍ଷାଦିନେ ଗଛରେ ଆବଶ୍ୟକତା ଅନୁସାରେ ପାଣି ଦିଅନ୍ତୁ। ଗଛ ମୂଳରେ ଅଧିକ ପାଣି ଜମିବାକୁ ଦିଅନ୍ତୁ ନାହିଁ।...

ନିଜ ପାଇଁ ଟିକେ…

ସ୍ନେହ ପ୍ରେମ ଆଉ ଭଲପାଇବାର ପରଶ ଦେଇ ସମସ୍ତଙ୍କୁ ନିଜର କରିବାକୁ ସବୁବେଳେ ଚେଷ୍ଟା କରିଥାଏ ଗୃହିଣୀ। ପରିବାରକୁ ଏକ ସୂତ୍ରରେ ବାନ୍ଧି ରଖିବାର ପ୍ରୟାସ ଭିତରେ ସେ କିନ୍ତୁ ଭୁଲି ଯାଏ ନିଜକୁ । ହେଲେ ସତ କଥା...

ସଫଳ ଉଦ୍ୟୋଗୀ ସସ୍ମିତା

କଳା ପ୍ରତି ପିଲାବେଳରୁ ତାଙ୍କର ଥିଲା ସ୍ବତନ୍ତ୍ର ଆକର୍ଷଣ। ନିଖୁଣ ଚିତ୍ରକଳା କରି ସେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରି ପାରୁଥିଲେ। ସୁଯୋଗ ମିଳିବା ପରେ ସେ କଳାକୁ ବ୍ୟବସାୟର ରୂପ ଦେଇଥିଲେ। ପଟ୍ଟଚିତ୍ର କଳାକୁ ଫ୍ୟାଶନ ଡିଜାଇନରେ ସ୍ଥାନ...

ମା’ ଭଳି ବାପା ବି ହୋଇପାରିବେ ଝିଅର ଭଲ ବନ୍ଧୁ…

ଅନେକ ସମୟରେ ଝିଅଟି ତା’ ଜୀବନରେ ଘଟୁଥିବା ପ୍ରତ୍ୟେକ କଥା ବିନା ସଙ୍କୋଚରେ ମା’ଙ୍କୁ କହିବା ଦେଖାଯାଇଥାଏ। ଏପରିକି କେତେକ ସ୍ଥାନରେ ପିତାଙ୍କ ଅନୁମତି ଲାଗି ଝିଅମାନେ ମା’ଙ୍କ ସାହାଯ୍ୟ ଲୋଡିଥାନ୍ତି। ହେଲେ କେବଳ ମା’ କାହିଁକି, ବାପା ବି...

ଖାଦ୍ୟରେ ପ୍ରତିଦିନ ସାମିଲ କରନ୍ତୁ ମାଛ: ନହେଲେ କମିପାରେ ଆୟୁଷ

ଖାଦ୍ୟରେ ଓମେଗା-୩ ତେଲର ଅଭାବ ଜଣେ ବ୍ୟକ୍ତିର ଆୟୁଷକୁ କମ କରିପାରେ। ସିଗାରେଟ ଟାଣିବାଠାରୁ ମଧ୍ୟ ଏହା ଅଧିକ ବିପଜ୍ଜନକ ହୋଇପାରେ। ଏକ ନୂତନ ଅଧ୍ୟୟନରେ ଏହା ଦାବି କରାଯାଇଛି। ମାଛକୁ ଓମେଗା -୩ର ଏକ ଭଲ ଉତ୍ସ ଭାବରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri