ଜୀବନଚର୍ଯ୍ୟା

ଅଳ୍ପ ବୟସରେ ହୃଦ୍‌ରୋଗ

ସୈନ୍ୟ ବିଭାଗରେ ଭର୍ତ୍ତି ହୋଇଥିବା ଜଣେ ୧୭ ବର୍ଷର କିଶୋରଠାରେ ବାଇପାସ୍‌ ସର୍ଜରି ହୋଇସାରିଲାଣି। ତା’ର ରକ୍ତ-କୋଲେଷ୍ଟରଲ୍‌ର ମାତ୍ରା ଅନୁମୋଦିତ ସ୍ତରରେ ରହିଥିଲା, ତଥାପି ତା’ର ଧମନୀରେ ପ୍ରକାଶ ପାଇସାରିଥିଲା ଆଥେରୋସ୍କେରୋସିସ୍‌। ବୟସ ମାତ୍ର ୨୨ ବର୍ଷ। ତା’ଠାରେ ହଠାତ୍‌ ଆରମ୍ଭ…

ପୃଥିବୀର ସୁରକ୍ଷା

ଅନନ୍ତ ଅନ୍ତରୀକ୍ଷରେ ଆମର ପୃଥିବୀ ଏକମାତ୍ର ଗ୍ରହ ଯେଉଁଠି ଜୀବନ ସମ୍ଭବ ହୋଇଛି। ପୃଥିବୀରେ ଜୀବନ ବଞ୍ଚତ୍ବା ପାଇଁ କିଛି ଅନୁକୂଳ ପରିବେଶ ରହିଛି ଯାହା ଅନ୍ୟ କୌଣସି ଗ୍ରହରେ ନାହିଁ। ପ୍ରଥମତଃ ପୃଥିବୀର ତାପମାତ୍ରା ପରିସରରେ ଜୀବନ ନିମନ୍ତେ ମୁଖ୍ୟ…

ଚିନ୍ତାଧାରାକୁ ପ୍ରଭାବିତ କରେ ଗଞ୍ଜେଇ

କେମ୍ବ୍ରିଜ୍‌, ୧୮ା୪: ମନୁଷ୍ୟ ସମାଜରେ ଗଞ୍ଜେଇ ବ୍ୟବହାର ହଜାର ହଜାର ବର୍ଷ ପୁରୁଣା। ଅନେକେ ଏହାର ସେବନ ଦ୍ୱାରା ଆନନ୍ଦ ଏବଂ ଉତ୍ସାହିତ ଅନୁଭବ କରୁଥିବାବେଳେ କେତେକ ଦେଶରେ ଗଞ୍ଜେଇ ବ୍ୟବହାରକୁ ବୈଧ ମଧ୍ୟ କରାଯାଇଛି। ୨୦୧୮ରେ ଜାତିସଂଘ ପକ୍ଷରୁ ପ୍ରକାଶ…

ହ୍ୟାଟ୍‌ ଫ୍ୟାଶନ

ଖରାଦିନେ ସୂର୍ଯ୍ୟଙ୍କ ଉତ୍ତାପରୁ ରକ୍ଷାପାଇବା ପାଇଁ ଅନେକେ ମୁଣ୍ଡରେ ହ୍ୟାଟ୍‌ (ଟୋପି) ବ୍ୟବହାର କରିଥାଆନ୍ତି। ଟୋପି କେବଳ ଖରାରୁ ସୁରକ୍ଷା ଦେଇଥାଏ ତାହା ନୁହେଁ, ଏହା ଆମକୁ ଟ୍ରେଣ୍ଡି ଲୁକ୍‌ ବି ପ୍ରଦାନ କରିଥାଏ। ସେଥିପାଇଁ ମାର୍କେଟ୍‌ରେ ଏହାର ଅନେକ ଭେରାଇଟି…

ଝାଳ ଦୁର୍ଗନ୍ଧ ହେଉଛି କି? ଜାଣନ୍ତୁ କେମିତି ଦୂର କରିବେ…

ଖରାଦିନେ ଅନେକଙ୍କର ଝାଳ ବୋହିଥାଏ। ବେଳେବେଳେ ଏହି ଝାଳ ଖୁବ୍‌ ଦୁର୍ଗନ୍ଧ ମଧ୍ୟ ହୁଏ; ଯଦ୍ୱାରା ଅପ୍ରୀତିକର ପରିସ୍ଥିତି ଉପୁଜିଥାଏ। ବିଶେଷଜ୍ଞଙ୍କ ମତରେ, ଶରୀରରୁ ଝାଳ ବୋହିବା ପଛରେ ମଧ୍ୟ ଅନେକ କାରଣ ରହିଥାଏ। ପ୍ରଥମତଃ, ଯଦି କୌଣସି ବ୍ୟକ୍ତି ଅତ୍ୟଧିକ…

ବାସ୍ତୁ ଅନୁସାରେ ଏପରି ହେବା ଦରକାର ପିଲାଙ୍କ ରୁମ୍‌

କୁହାଯାଏ, ବାସ୍ତୁ ଅନୁଯାୟୀ ପିଲାମାନଙ୍କ ରୁମ୍‌ ହୋଇଥିଲେ ସେମାନଙ୍କୁ ଭଲ ନିଦ ହେବା ସହ ସେମାନଙ୍କ ସ୍ମରଣ ଶକ୍ତି ପ୍ରଖର ହୋଇଥାଏ। ଏଥିସହିତ ପାଠପଢା ପାଇଁ ତାଙ୍କ ଭିତରେ ଏକାଗ୍ରତା ମଧ୍ୟ ଆସିଥାଏ। ତେବେ ବାସ୍ତୁ ଅନୁସାରେ କେମିତି ହେବା ଦରକାର…

ସ୍ମାର୍ଟ ଓ୍ବାଚ୍‌ ଫ୍ୟାଶନ୍‌ ସହ ଫିଟ୍‌ନେସ୍‌

ଦିନଥିଲା ହାତରେ ଘଣ୍ଟା ପିନ୍ଧାଯାଉଥିଲା ସମୟ ଦେଖିବା ପାଇଁ। ଧୀରେ ଧୀରେ ଡ୍ରେସ୍‌ ସହ ମ୍ୟାଚ୍‌ କରି କେବେ ଚେନ୍‌ ତ କେବେ ଲେଦର ପୁଣି କେବେ ଭଳିକି ଭଳି କଲରଫୁଲ୍‌ ପ୍ଲାଷ୍ଟିକ୍‌ ବ୍ୟାଣ୍ଡ୍‌ ଥିବା ଘଣ୍ଟା ପାଲଟିଲା ଷ୍ଟାଇଲ୍‌ ଷ୍ଟେଟ୍‌ମେଣ୍ଟ।…

ଦୂରାନ୍ତୁ ଫଙ୍ଗାଲ୍‌ ଇନ୍‌ଫେକ୍ସନ…

  ଖରାଦିନେ ଝାଳ ଲାଗି ଶରୀରର ବିଭିନ୍ନ ସ୍ଥାନରେ ବିଶେଷକରି ଜଙ୍ଘ ଏବଂ କାଖ ଆଦି ସ୍ଥାନରେ କୁଣ୍ଡାଇ ହେବା ସମସ୍ୟା ଅନେକଙ୍କଠାରେ ଦେଖାଦେଇଥାଏ। ଏହାକୁ ଅନେକେ ଅଣଦେଖା କରନ୍ତି ଅବା ପାଉଡର ପକାଇ କମାଇବାକୁ ଚେଷ୍ଟା କରନ୍ତି। ହେଲେ କେବେକେବେ…

ସମର ଫ୍ୟାଶନ୍‌

ଋତୁ ଅନୁସାରେ ସବୁବେଳେ ଫ୍ୟାଶନ୍‌ ବଦଳିଥାଏ। ଖରାଦିନେ ସାଧାରଣତଃ ହାଲ୍‌କା ରଙ୍ଗର ଆରାମଦାୟକ ପୋଷାକ ପିନ୍ଧିବାକୁ ଭଲ ଲାଗେ। ଏହି ଦୃଷ୍ଟିରୁ ଏବେ ଫ୍ୟାଶନ୍‌ ଟ୍ରେଣ୍ଡରେ କେଉଁ ସବୁ ପୋଷାକ ଆରାମଦାୟକ ହେବା ସହ ଷ୍ଟାଇଲିସ୍‌ ଲାଗିବ ଜାଣି ରଖନ୍ତୁ… ଖରାଦିନିଆ…

ମେଥି ହେୟାର ମାସ୍କ

କେଶକୁ ସୁନ୍ଦର କରିବା ପାଇଁ ବିଭିନ୍ନ ପ୍ରକାରର ଦାମୀ ପ୍ରଡକ୍ଟ ବ୍ୟବହାର କରାଯାଏ। କିନ୍ତୁ ଘରୋଇ ଉପାୟରେ ମେଥି ବ୍ୟବହାର କରି ସୁନ୍ଦର ଘନ କେଶ ପାଇ ହେବ… ମେଥି ହେୟାର ମାସ୍କ ଲଗାଇବା ଫଳରେ କେଶ ଝଡ଼ିବା, କେଶ ଧଳା…

କହିବା ଆଗରୁ…

କହିବାର କଳା ତ ପ୍ରାୟ ସମସ୍ତେ ଜାଣନ୍ତି କିନ୍ତୁ ନ କହିବା ବି ଏକ ସୁନ୍ଦର କଳା ଏକଥାକୁ ହୁଏତ କେତେଜଣ ଜାଣନ୍ତି। ଆଉ ଥରେ ଏଇ କଳା ଜାଣିଗଲେ ପରିବାରରେ ସୁଖଶାନ୍ତି ଆସିବା ସହିତ ଢେର୍‌ ମଧୁର ହୋଇଥାଏ ସମ୍ପର୍କ।…

ଆବେଲ ପୁରସ୍କାର

ଆବେଲ ପୁରସ୍କାର ହେଉଛି ଗଣିତର ଶ୍ରେଷ୍ଠ ଓ ସମ୍ମାନଜନକ ପୁରସ୍କାର। ଏହାକୁ ନୋବେଲ ପୁରସ୍କାର ସହିତ ସମାନ ଭାବେ ବିବେଚନା କରାଯାଏ। ସୂଚନାଯୋଗ୍ୟ ଯେ ଗଣିତ ପାଇଁ ନୋବେଲ ପୁରସ୍କାର ନାହିଁ। ନରଓ୍ବେ ସରକାର ୨୦୦୧ରେ ସେହି ଦେଶର ବିଶିଷ୍ଟ ଗଣିତଜ୍ଞ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?