ଜୀବନଚର୍ଯ୍ୟା

ସନ୍‌ଟ୍ୟାନ୍‌ କମାଇବ କାକୁଡ଼ି

ଖରାଦିନ ଆସିଲେ ସନ୍‌ଟ୍ୟାନ୍‌ ବଢ଼ାଇଦିଏ ଅନେକଙ୍କ ଟେନ୍‌ସନ । ଏହାକୁ ଦୂରେଇବା ଲାଗି ଅନେକେ ବିୟୁଟିପାର୍ଲର ଯିବାଠୁ ଆରମ୍ଭକରି ବିଭିନ୍ନ ପ୍ରଡକ୍ଟ ବ୍ୟବହାର କରିବାକୁ ପଛାନ୍ତି ନାହିଁ। ହେଲେ ଆପଣ ଚାହିଁଲେ କାକୁଡ଼ି ବ୍ୟବହାର କରି ସନ୍‌ଟ୍ୟାନ୍‌ ଦୂରେଇପାରିବେ… ଭଲ ଭାବେ…

ଗର୍ଭାବସ୍ଥାରେ ଯକ୍ଷ୍ମା

ବର୍ତ୍ତମାନ ଭେଷଜ ବିଜ୍ଞାନର ଅଗ୍ରଗତି ଯୋଗୁ ଯକ୍ଷ୍ମାର ଅତ୍ୟାଧୁନିକ ଚିକିିସତ୍ା ସମ୍ଭବ ହୋଇପାରୁଛି ଓ ଅନେକ ଲୋକ ଆରୋଗ୍ୟ ମଧ୍ୟ ହେଉଛନ୍ତି ା ତଥାପି ବି କମୁନି ଏହି ରୋଗର ଦାୈରାମତ୍‌ୟ। ତେଣୁ ଏହାକୁ ରୋକିବା ଲାଗି ସତର୍କତା ଓ ସଚେତନତା…

ଆଗାମୀ ପିଢ଼ି ପାଇଁ ଜଳ ସଂରକ୍ଷଣ

ଆମ ଜୀବନ ଧାରଣ ପାଇଁ ଜଳ ନିତାନ୍ତ ଆବଶ୍ୟକ। ଆମ ଶରୀରର ପ୍ରମୁଖ ଅଂଶ ହେଉଛି ଜଳ। ଜଳ ବିନା ଜୀବନ ଧାରଣ ଅସମ୍ଭବ। ଆମ ପୃଥିବୀ ପୃଷ୍ଠରେ ପାନୀୟ ଜଳର ପରିମାଣ ସୀମିତ। ତଥାପି ଆମେ ଏଥିପ୍ରତି ସଚେତନ ନ…

ଜଳ ସଙ୍କଟ

ପୃଥିବୀ ଏକ ଜଳ ଗ୍ରହ ହେଲେ ସୁଦ୍ଧା ଏଠାରେ ଜଳର ଭଣ୍ଡାର ସୀମିତ। ଏହାର ପ୍ରାୟ ୯୭.୫ ପ୍ରତିଶତ ଜଳ ସମୁଦ୍ର, ମହାସମୁଦ୍ରରେ ଗଚ୍ଛିତ, ଯାହା ଲୁଣିଆ ଓ ମନୁଷ୍ୟ ବ୍ୟବହାର ଉପଯୋଗୀ ନୁହେଁ। ଅବଶିଷ୍ଟ ୨.୫ ପ୍ରତିଶତ ମଧୁର ଜଳ…

ଏହି ଛୋଟଛୋଟ ଭୁଲ କରିଦେବ ବରବାଦ

ଆଜି ବି ବେଶ୍‌ ଲୋକପ୍ରିୟ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ର। ଏହାକୁ ଭଲ ଭାବେ ବୁଝି ଜୀବନରେ ପ୍ରୟୋଗ କଲେ ଅନେକ ସମସ୍ୟାର ସମାଧାନ ସହଜରେ ହୋଇଯାଇଥାଏ। ନିଜର ନୀତିଶାସ୍ତ୍ରର ଏକ ଶ୍ଳୋକରେ ଚାଣକ୍ୟ ମନୁଷ୍ୟକୁ ବରବାଦ କଲାଭଳି ତଥା ସାରାଜୀବନ କଷ୍ଟ…

ପୁଅକୁ ଦିଅନ୍ତୁ ଭଲ ଶିକ୍ଷା, ଶତ୍ରୁକୁ ଦୁଃଖ; ଜାଣିରଖନ୍ତୁ ଚାଣକ୍ୟ କହିଥିବା ଏହି ୪ କଥା

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଗୁଡ଼ିକ ବର୍ଷବର୍ଷ ଧରି ମନୁଷ୍ୟ ପାଇଁ ଉପଯୋଗୀ ହୋଇଆସିଛି। ତାଙ୍କର ମାର୍ଗଦର୍ଶନ ଏବଂ ନୀତିରେ ହିଁ ଚନ୍ଦ୍ରଗୁପ୍ତ ମୌର୍ଯ୍ୟ ସମ୍ରାଟ ହୋଇ ମୌର୍ଯ୍ୟ ସାମ୍ରାଜ୍ୟ ସ୍ଥାପନ କରିଥିଲେ। ଚାଣକ୍ୟଙ୍କ ନୀତିରେ ଜୀବନକୁ ସଫଳ କରିବାର ଉପାୟ ସହ ଭୁଲଠିକ୍‌ର…

ହୋଲି ଖେଳିବା ପୂର୍ବରୁ ରୁହନ୍ତୁ ସତର୍କ

ରଙ୍ଗର ପର୍ବ ପାଇଁ ପୂର୍ବରୁ ନିଜର ଚର୍ମ ଏବଂ କେଶ ପ୍ରସ୍ତୁତ କରିବାକୁ ଭୁଲନ୍ତୁ ନାହିଁ । ହୋଲି ଖେଳିବାର ପରବର୍ତ୍ତୀ ସମୟରେ ତ୍ୱଚା ସହିତ କେଶ ପାଇଁ ମଧ୍ୟ କ୍ଷତିକାରକ ହୋଇପାରେ। କାରଣ ହୋଲିରେ ଅନେକ କେମିକାଲ ଥାଏ। ଯାହା…

ହସ୍ପିଟାଲ ବ୍ୟବସାୟ କଷ୍ଟକର: ଡା. ପ୍ରକାଶ ଚନ୍ଦ୍ର ଦଳେଇ

ବାପା ଥିଲେ ପ୍ରାଣୀ ଚିକିତ୍ସକ, ମା’ ଗୃହିଣୀ। ଚାହୁଁଥିଲେ ପୁଅ ଡାକ୍ତର ହେଉ। ମାତାପିତାଙ୍କ ଇଚ୍ଛାକୁ ସମ୍ମାନ ଜଣାଇ ସେ ଲକ୍ଷ୍ୟ ସ୍ଥିର କଲେ ଏବଂ ଅଧ୍ୟବସାୟ ବଳରେ ଡାକ୍ତର ହେଲେ। ଡା. ପ୍ରକାଶ ଚନ୍ଦ୍ର ଦଳେଇ ଭୁବନେଶ୍ୱର ସୈନିକ ସ୍କୁଲରେ…

ରଙ୍ଗ ଖେଳ: ହୋଲିର ମଜା ନେବା ପାଇଁ କ’ଣ ସବୁ କରିବାକୁ ହେବ

ଗୋଟିଏ ପଟେ ବସନ୍ତର ପରଶ ତ ଅନ୍ୟପଟେ ରଙ୍ଗର ପସରା। ସେଥିପାଇଁ ତ ହୋଲି ଖେଳର ମଜା ନିଆରା। ରଙ୍ଗର ଏଇ ଖେଳରେ ଥାଏ ଭଲପାଇବାର ଭାବ ଆଉ ପରକୁ ଆପଣା କରିବାର ସୁଯୋଗ। ହେଲେ କରୋନା ପାଇଁ ଏଥର ବି…

କିଡ୍‌ନୀ ସମସ୍ୟା ଓ ଡାଏଲିସିସ୍‌

ଆମମାନଙ୍କ ଜୀବନଯାତ୍ରା ଏବେ ଖୁବ୍‌ ପରିବର୍ତ୍ତିତ ହୋଇଗଲାଣି। ଫଳରେ ବଢ଼ି ବଢ଼ି ଚାଲିଛି ଡାଇବେଟିସ୍‌, ହୃଦ୍‌ରୋଗ, ଉଚ୍ଚ ରକ୍ତଚାପ, ମେଦବହୁଳତା ଓ କ୍ରନିକ୍‌ କିଡ୍‌ନୀ ଡିଜିଜ୍‌ ବା ଦୀର୍ଘକାଳୀକ ବୃକ୍‌କ ରୋଗ। ୨୦୧୯ ମସିହାରେ ବିଶ୍ୱ ସ୍ବାସ୍ଥ୍ୟ ସଂସ୍ଥାର ପରିସଂଖ୍ୟାନ ଅନୁଯାୟୀ…

ଜନସ୍ବାସ୍ଥ୍ୟ ଭିତ୍ତିଭୂମି ବିକାଶ ଲୋଡ଼ା: ଡା. ଅରିଜିତ ମହାପାତ୍ର

ନବଜାତ ଶିଶୁରୋଗ ବିଶେଷଜ୍ଞ ଭାବେ ସେ ଜଣାଶୁଣା। ବହୁ ଜଟିଳ ଅସ୍ତ୍ରୋପଚାର କରି ପାଇଛନ୍ତି ଅନେକ ସଫଳତା। କେବଳ ଓଡ଼ିଶା ନୁହେଁ, ରାଜ୍ୟ ବାହାରେ ବି ଅର୍ଜିଛନ୍ତି ସୁନାମ। ଦୂର ଦୂରାନ୍ତରୁ ଚିକିତ୍ସା ପାଇଁ ଲୋକେ ଧାଇଁଆସନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞ ଡା.…

ହୋଲିରେ ଆପଣାନ୍ତୁ ଏହିି ଖାସ୍‌ ବାସ୍ତୁ ଟିପ୍ସ, ବର୍ଷସାରା ମିଳିବ ସୁଫଳ

ରଙ୍ଗର ପର୍ବ ହୋଲି। ସାଙ୍ଗସାଥୀଙ୍କ ସହ ହୋଲି ଖେଳିବା ଆଉ ନାନାଦି ସୁସ୍ବାଦୁ ବ୍ୟଞ୍ଜନ ଖାଇବାରେ ଏହି ଶୁଭଦିନଟି କିପରି ବିତିଯାଏ ଜଣାପଡ଼େନି। କିନ୍ତୁ ବାସ୍ତୁବିତ୍‌ଙ୍କ ମତରେ ଯଦି ଏହିିଦିନ କିଛି ଖାସ୍‌ ବାସ୍ତୁ ଟିପ୍ସକୁ ଆପଣାଯାଏ, ତା’ହେଲେ ବର୍ଷସାରା ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?