ଉଚ୍ଚ ରକ୍ତଚାପରେ ପୀଡ଼ିତ କି? ଭୁଲରେ ବି ଖାଆନ୍ତୁ ନାହିଁ ଏସବୁ..
ଆଜିକାଲି ମଧୁମେହ, ରକ୍ତଚାପ ଜନିତ ସମସ୍ୟା ସାଧାରଣ କଥା ପାଲଟିଲାଣି। ହେଲେ ଏହା ସ୍ବାସ୍ଥ୍ୟ ପ୍ରତି ହାନିକାରକ। ସାରା ଜୀବନ ଏହା ପିଛା ଛାଡ଼ି ନ ଥାଏ। କାମ ଚିନ୍ତା, ଖରାପ ଜୀବନଚର୍ଯ୍ୟା ଏବଂ ଖାଇବାର ଭୁଲ ଅଭ୍ୟାସ ଯୋଗୁ...
ଘରେ ଶୁଭ ଫଳ ପାଇଁ ଡାଇନିଂ ରୁମର ଲଗାନ୍ତୁ ଏପରି ରଙ୍ଗ
ରଙ୍ଗ ଏବଂ ଧ୍ୱନି ହେଉଛି ଏହି ପ୍ରକାରର ଶକ୍ତି। ଯାହା ଆମକୁ ପ୍ରକୃତି ଏବଂ ପରିବେଶ ମାଧ୍ୟମରେ ଘେରି ରହିଛି । ଶୁଭ ରଙ୍ଗ ଭାଗ୍ୟ ଉଦୟ କରିଥାଏ ବୋଲି ବାସ୍ତୁଶାସ୍ତ୍ରରେ ବିଶ୍ୱାସ ରହିଛି। ତେଣ ଜାଣନ୍ତୁ କିଛି ରଙ୍ଗ...
ଏହି ୩ ରାଶିର ଯୁବତୀ ହୋଇଥାନ୍ତି ବହୁତ ଦୟାବତୀ; ଅନ୍ୟର ଖୁସି ପାଇଁ କିଛି ବି କରିପାରନ୍ତି
ସମାଜରେ କିଛି ଲୋକ ଏପରି ଅଛନ୍ତି ଯେଉଁମାନେ ନିଜଠାରୁ ଅନ୍ୟମାନଙ୍କ ବିଷୟରେ ଅଧିକ ଚିନ୍ତା କରିଥାନ୍ତି। ଏମାନେ କାହାର କଷ୍ଟ ଦେଖିପାରନ୍ତି ନାହିଁ। ସମସ୍ତଙ୍କର ସାହାଯ୍ୟ କରିବାକୁ ସବୁବେଳେ ପ୍ରସ୍ତୁତ ଥାନ୍ତି। ଜ୍ୟୋତିଷ ଶାସ୍ତ୍ରରେ କିଛି ଏଭଳି କିଛି ରାଶି...
ଘରେ ସୁଖ-ସମୃଦ୍ଧି ଆଣିଥାଏ ଏସବୁ ଗଛ; ଲଗାଇଲେ ଆପଣାଛାଏଁ ଦୂର ହୁଏ ସମସ୍ୟା
ଘରେ ସୁଖ ଏବଂ ସମୃଦ୍ଧି ଲାଗି ରହୁ। ଟଙ୍କା ପଇସାର ଅଭାବ କେବେ ନ ରହୁ ବୋଲି ସମସ୍ତେ ଚାହାନ୍ତି। ଏଥିପାଇଁ ଦିନରାତ୍ରୀ ପରିଶ୍ରମ କରିବାକୁ ମଧ୍ୟ ପଛାଇ ନ ଥାନ୍ତି। ହେଲେ ଯଦି ଜଣେ ସମସ୍ତ ପ୍ରଚେଷ୍ଠା ସତ୍ତ୍ୱେ...
ସକାଳୁ ଖାଲିପେଟରେ ପିଅନ୍ତୁ ତୁଳସୀ କାଢ଼ା; ଜାଣନ୍ତୁ କିଭଳି ପ୍ରସ୍ତୁତ କଲେ ମିଳିବ ଅଧିକ ଲାଭ
କରୋନା ସଂକ୍ରମଣ କମ୍ ହୋଇଥିଲେ ହେଁ ସମ୍ପୂର୍ଣ୍ଣ ଭାବେ ଏହି ମାରାତ୍ମକ ରୋଗ ଉପରେ ରୋକ୍ ଲଗାଯାଇପାରୁନାହିଁ। ରୋଗ ପ୍ରତିରୋଧକ ଶକ୍ତି କମ୍ ଥିବା ଲୋକଙ୍କୁ କରୋନା ସଂକ୍ରମଣ ହେବାର ସମ୍ଭାବନା ଅଧିକ ଥିବା ଡାକ୍ତର ଏବଂ ବିଶେଷଜ୍ଞମାନେ ମତ...
ଜାତକରେ ମଙ୍ଗଳ ଦୋଷ ଅଛି କି? ବିବାହରେ ଉପୁଜିପାରେ ନାନାଦି ବାଧା; ଦୂର କରିବାର ଉପାୟ ଜାଣନ୍ତୁ…
ଜ୍ୟୋତିଷ ଶାସ୍ତ୍ରରେ ୯ ଗ୍ରହ ଏବଂ ୧୨ ରାଶିଙ୍କ ବିଷୟରେ ଅଧ୍ୟୟନ କରାଯାଇଥାଏ। ବ୍ୟକ୍ତିର ଜନ୍ମ ଏବଂ ସମୟ ଆଧାରରେ ତାର ରାଶି ନିର୍ଧାରିତ କରାଯାଏ। ଯଦି କୌଣସି ବ୍ୟକ୍ତିର କୁଣ୍ଡଳୀରେ ମଙ୍ଗଳ ଦୋଷ ରହିଥାଏ ତେବେ ତାଙ୍କର ବିବାହରେ...
ଜୀବନରେ ବାରମ୍ବାର ବିଫଳ ହେଉଛନ୍ତି କି? ଚାଣକ୍ୟ କହିଥିବା ଏହି ୧୦ଟି କଥାର ପାଳନ କରନ୍ତୁ, କେବେ ହାରିବେ ନାହିଁ…
ଜୀବନର କଠିନ ପରିସ୍ଥିତିରୁ ମୁକୁଳିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଅନେକ ଉପାୟ କହିଛନ୍ତି। ଏହାକୁ ଆପଣାଇ ପ୍ରତ୍ୟେକ ମନୁଷ୍ୟ ସବୁ ପରିସ୍ଥିତିରେ ନ ହାରି ସୁଖୀ ଜୀବନ କାଟିପାରିବ। ଆଜି ଆପଣଙ୍କ ପାଇଁ ଚାଣକ୍ୟ କହିଥିବା ୧୦ଟି...
ଏହି ୪ ରାଶିର ଯୁବତୀ ହୋଇଥାନ୍ତି ବେଶ୍ ରୋମାଣ୍ଟିକ୍; ଜୀବନସାଥୀଙ୍କୁ ରଖିଥାନ୍ତି ଖୁସିରେ…
କିଛି ଲୋକଙ୍କ ପାଇଁ ପ୍ରେମର ସମ୍ପର୍କ ବହୁତ ଗୁରୁତ୍ୱ ରଖିଥାଏ। ଏମାନେ ନିଜ ପାର୍ଟନରଙ୍କୁ ବେଶ ଭଲପାଇଥାନ୍ତି। ତାଙ୍କର ଛୋଟବଡ଼ କଥା ପ୍ରତି ଯତ୍ନବାନ ହୋଇଥାନ୍ତି। ଜ୍ୟୋତିଷ ଶାସ୍ତ୍ରରେ କିଛି ସେଭଳି ରାଶି ରହିଛି ଯେଉଁଥିରେ ଜନ୍ମିତ ଯୁବତୀମାନେ ବେଶ୍...
ସିକ୍ସ ପ୍ୟାକ୍ ନିଶାରେ କି…
ସାଧାରଣତଃ ଯୁବକମାନେ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ସେତେଟା ସଚେତନ ନ ଥାନ୍ତି। ଅନେକ ସମୟରେ ଫିଟ୍ ରହିବା ସହ ସିକ୍ସ ପ୍ୟାକ୍ କରିବା ନିଶାରେ ସେମାନେ କେତେକ ଜିନିଷ ଖାଇବା ବନ୍ଦ କରିଦେଇଛନ୍ତି। ଏପରି କରିବା ଫଳରେ ସେମାନେ ଅନେକ...
ସ୍ତ୍ରୀଙ୍କ ପାଖରେ ଏହି ୫ ଗୁଣ ଥିଲେ ଭାଗ୍ୟଶାଳୀ ହୋଇଥାନ୍ତି ପୁରୁଷ
ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନକୁ ସଫଳ କରିବା ପାଇଁ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଯେଉଁ ବ୍ୟକ୍ତି ଏହାକୁ ଅନୁସରଣ କରେ ତାର ଜୀବନରୁ ଅନେକ ସମସ୍ୟା ଦୂର ହୋଇପାରେ। ଚାଣକ୍ୟ ନିଜର ଏକ ନୀତିରେ ସ୍ତ୍ରୀମାନଙ୍କର ୫ଟି...
ଏପରି ଲୋକ ସତ୍ୟଠାରୁ ବହୁ ଦୂରରେ
ଜୀବନ ସହ ଜଡ଼ିତ ସମସ୍ୟାର ସମାଧାନ ପାଇଁ ଚାଣକ୍ୟ ଅନେକ ନୀତି ବର୍ଣ୍ଣନା କରିଛନ୍ତି। ଏଥିରେ ଏକ ଶ୍ଳୋକ ମାଧ୍ୟମରେ ସେ କହିଛନ୍ତି, କେଉଁ ପ୍ରକାରର ପିଲା ଶିକ୍ଷା ହାସଲ କରି ପାଆନ୍ତି ନାହିଁ। ଏହା ସହ କେଉଁ ପ୍ରକାର...
ନୂତନ ବ୍ୟବସାୟ ଆରମ୍ଭ କରିବା ବିଷୟରେ ଚିନ୍ତା କରୁଛନ୍ତି କି? ଚାଣକ୍ୟଙ୍କ ଏହି ୪ କଥା ମାନିଲେ ହେବେ ସଫଳ
ଅର୍ଥଶାସ୍ତ୍ରର ବଡ଼ ବିଦ୍ୱାନ ଥିଲେ ଆଚାର୍ଯ୍ୟ ଚାଣକ୍ୟ। ସେ ବାଣିଜ୍ୟ ଉପରେ ଗଭୀର ଅଧ୍ୟୟନ କରିଥିଲେ। ସେ ଅର୍ଥନୀତିକୁ ନେଇ ଅନେକ ପରାମର୍ଶ ଦେଇଛନ୍ତି। ଚାଣକ୍ୟଙ୍କ ମତରେ ବ୍ୟବସାୟରେ ସଫଳ ହେବାକୁ ହେଲେ ସର୍ବଦା ବିପଦକୁ ସାମ୍ନା କରିବା ପାଇଁ...
Archives


