ଜୀବନଚର୍ଯ୍ୟା

ଏମିତି କଲେ ଘରକୁ ଆପଣାଛାଏଁ ଆସନ୍ତି ଲକ୍ଷ୍ମୀ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଅନେକ କିଛି ବର୍ଣ୍ଣନା କରିଛନ୍ତି। ସେଗୁଡ଼ିକୁ ଗ୍ରହଣ କରି ଜୀବନରୁ ଦୁଃଖ ଦୂର ହୋଇପାରିବ ବୋଲି ବିବେଚନା କରାଯାଏ। ଚାଣକ୍ୟ କହିଛନ୍ତି, ଯଦି ଜଣେ ବ୍ୟକ୍ତି ତିନୋଟି ଜିନିଷର ପ୍ରତି ଯତ୍ନବାନ୍‌ ହୁଅନ୍ତି, ତେବେ...

ଅବସାଦ ଦୂର କରିବ ରୋବୋ

ଆଜିକାଲି ରୋବୋର ବ୍ୟବହାର ଦିନକୁ ଦିନ ବଢ଼ିଚାଲିଛି। ବିଭିନ୍ନ କ୍ଷେତ୍ରରେ ଏହାକୁ ବ୍ୟବହାର କରାଯାଇ ସେଥିରୁ ସଫଳତା ମିଳୁଛି। ଏହି ତାଲିକାରେ ନିକଟରେ ଆଉ ଏକ ଜିନିଷକୁ ସାମିଲ କରାଯାଇଛି। ଅବସାଦ ଦୂର କରିବାରେ ରୋବୋ ସାହାଯ୍ୟ କରିପାରିବ ବୋଲି...

ସାଇଲେଣ୍ଟ୍‌ କିଲର୍‌…

ଉଚ୍ଚ ରକ୍ତଚାପ ସମସ୍ୟା ଥିଲେ ମଧ୍ୟ ଶରୀରରେ ସାଧାରଣତଃ କୌଣସି ଲକ୍ଷଣ ପ୍ରକାଶ ପାଇ ନ ଥାଏ। ତେବେ ଅଧିକ ଦିନ ଧରି ଏହି ସମସ୍ୟା ରହିଲେ ସାଇଲେଣ୍ଟ୍‌ କିଲର୍‌ ଭଳି ଅନ୍ୟ କେତେକ ରୋଗକୁ ଡାକି ଆଣିଥାଏ। ଉଚ୍ଚ...

ଅତ୍ୟଧିକ ମିଠା ଖାଉଥିଲେ…

ମିଠା ଏପରି ଏକ ଜିନିଷ, ଯାହାକୁ ଦେଖିବା ମାତ୍ରେ ଅଧିକାଂଶ ବ୍ୟକ୍ତିଙ୍କର ପାଟିରୁ ଲାଳ ଗଡ଼ିଥାଏ। ଏପରି ଖାଦ୍ୟ ବେଶ୍‌ ସ୍ବାଦିଷ୍ଟ ଏକଥା ସତ, ହେଲେ ଏହାର ପରିମାଣ ଅଧିକ ହେଲେ ତାହା କେତେକ ସ୍ବାସ୍ଥ୍ୟଜନିତ ସମସ୍ୟାକୁ ପରୋକ୍ଷରେ ଡାକିଆଣିଥାଏ।...

କମ୍‌ ବୟସରେ କେଶ ଧଳା ହୋଇ ଯାଉଛି କି…

ବୟସ ବଢ଼ିବା ସହିତ କେଶର ରଙ୍ଗ ପରିବର୍ତ୍ତନ ହୋଇ ଧଳା ହେବା ଏକ ସାଧାରଣ କଥା। ମାତ୍ର ବର୍ତ୍ତମାନ ସମୟରେ କେବଳ ବୟସ୍କ ଲୋକ ନୁହନ୍ତି ବରଂ ଯୁବପିଢ଼ିମାନଙ୍କଠାରେ ଏହି ସମସ୍ୟା ଦେଖାଯାଉଛି। ଏହାର ମୁଖ୍ୟ କାରଣ ପାଲଟିଛି ଆଧୁନିକ...

ପ୍ରଦୂଷିତ ବାୟୁମଣ୍ଡଳ ଓ କିଡ୍‌ନୀ ଫେଲ୍ୟୁୟର

ଆମ ଶରୀରର ପ୍ରମୁଖ ଅଙ୍ଗ ମଧ୍ୟରୁ କିଡ୍‌ନୀ ଅନ୍ୟତମ। ହେଲେ କେତେକ କାରଣରୁ ଏହା ଯେତେବେଳେ ପ୍ରଭାବିତ ହୁଏ ସେତେବେଳେ ଆମକୁ ଗୁରୁତର ସ୍ବାସ୍ଥ୍ୟଜନିତ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଏହି ରୋଗ ଜଟିଳ ସ୍ଥିିତିରେ ଥିଲେ ଚିକିତ୍ସା ତ...

ଶ୍ୱେତ କବକ

ଆସ୍ପର୍ଗିଲୋସିସ୍‌ ଏହି ଫଙ୍ଗସ୍‌ ସର୍ବତ୍ର ଦେଖାଦିଏ। ଦୁର୍ବଳ ପ୍ରତିରକ୍ଷା ପ୍ରଣାଳୀ, ଫୁସ୍‌ଫୁସ୍‌ ରୋଗ ଆକ୍ରାନ୍ତ ବ୍ୟକ୍ତିଙ୍କଠାରେ ଫଙ୍ଗାଲ୍‌ ସ୍ପୋର ନିଃଶ୍ୱାସବାଟେ ଶରୀରରେ ପ୍ରବେଶ କରେ। କମ୍ପୋଷ୍ଟ ଗଦା, ଗଚ୍ଛିତ ଶସ୍ୟ, ଅପରିଷ୍କାର ଜଳ, ପଚିଯାଉଥିବା ପତ୍ର, ଫୁଲ ଏବଂ ପନିପରିବାରେ...

ଶୁକ୍ର ଗ୍ରହ ଅଭିଯାନ

ଶୁକ୍ର ହେଉଛି ସୂର୍ଯ୍ୟଠାରୁ ଦୂରତାକ୍ରମରେ ସୌରଜଗତର ଦ୍ୱିତୀୟ ଗ୍ରହ ଏବଂ ଆମ ପୃଥିବୀର ଅନ୍ୟତମ ପଡ଼ୋଶୀ ଗ୍ରହ। ‘କୁଆଁତାରା’ ଭାବେ ଜଣା ଏହି ଗ୍ରହ ପୃଥିବୀବାସୀଙ୍କୁ ବହୁ ଆଗରୁ ଆକର୍ଷିତ କରିଛି। ଉଭୟ ଗ୍ରହର କକ୍ଷପଥ ହେଉଛି ନିକଟତର ଏବଂ...

ପ୍ରେମ ବିବାହକୁ ରାଜିହେଉନାହାନ୍ତି କି ପରିବାର…

ବିବାହ ଏକ ପବିତ୍ର ବନ୍ଧନ। ଏହାକୁ ନେଇ ପ୍ରାୟ ସମସ୍ତଙ୍କ ମନରେ କିଛିନା କିଛି ସ୍ବପ୍ନ ଥାଏ। ତେବେ ସବୁ ସ୍ବପ୍ନ ଭିତରୁ ବାହାଘରରେ ଘର ଲୋକଙ୍କ ଉପସ୍ଥିତି ଅନ୍ୟ ଏକ ଆଶା। ଯଦି କୌଣସି କାରଣବଶତଃ ପରିବାରରୁ କେହି...

ପନିପରିବାରେ ଭବିଷ୍ୟବାଣୀ

ଭବିଷ୍ୟ ଜାଣିବାକୁ ଅନେକଙ୍କର ଇଚ୍ଛା ଥାଏ। ତେଣୁ କିଏ ହାତ ପାପୁଲିର ରେଖା ଦେଖି ଭବିଷ୍ୟ କହୁଥିବା ଲୋକଙ୍କ ନିକଟକୁ ଯାଆନ୍ତି ତ କିଏ ଟେରୋ କାର୍ଡ ରିଡର୍‌ଙ୍କ ସାହାରା ନିଅନ୍ତି। କିନ୍ତୁ ଏମିତି ଜଣେ ମଣିଷ ଅଛନ୍ତି ଯେ...

ସ୍ବପ୍ନକୁ ନେଇ ସାତକଥା

ସ୍ବପ୍ନ ସମସ୍ତେ ଦେଖନ୍ତି, ମଣିଷ ଠାରୁ ଜୀବଜନ୍ତୁ ଯାଏ। ହେଲେ ସ୍ବପ୍ନକୁ ନେଇ ଏମିତି କିଛି କଥା ଅଛି ; ଯାହା ଅନେକେ ହୁଏତ ଜାଣି ନଥିବେ… ୧- ଆମେ ସାଧାରଣତଃ ଚାରିରୁ ପାଞ୍ଚଟି ବଡ଼ ସ୍ବପ୍ନ ଦେଖୁ। ମାତ୍ର...

ଉପକାରୀ ଆଲୋଭେରା

ଆକର୍ଷଣୀୟ ଚେହେରା ପାଇବାକୁ କାହାର ବା ଇଚ୍ଛା ନୁହେଁ। ସେଥିପାଇଁ କିଏ କେତେ ପ୍ରକାରର ପ୍ରସାଧନ ସାମଗ୍ରୀର ବ୍ୟବହାର କରିଥାନ୍ତି। କିନ୍ତୁ ଜାଣନ୍ତି କି ସାମାନ୍ୟ ଆଲୋଭେରାର ବ୍ୟବହାର ମଧ୍ୟ ତ୍ୱଚାକୁ ଉଜ୍ଜ୍ୱଳତା ପ୍ରଦାନ କରିବାରେ ବେଶ୍‌ ସହାୟକ ହୋଇଥାଏ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri