ଜୀବନଚର୍ଯ୍ୟା

ରେନ୍‌ବୋ ଇୟରରିଂ

ଡ୍ରେସ ସାଙ୍ଗକୁ ମ୍ୟାଚିଂ ଇୟରରିଂ ପିନ୍ଧିଲେ ଅଧିକ ସୁନ୍ଦର ଦେଖାଯାଏ। ଏବେ ଲାଟେଷ୍ଟ ଡିଜାଇନ୍‌ରେ ରେନ୍‌ବୋ ଇୟରରିଂ ପିନ୍ଧି ଫ୍ୟାଶନ୍‌ ଟ୍ରେଣ୍ଡରେ ସାମିଲ ହେଉଛନ୍ତି ମହିଳା… ହ୍ୟାଙ୍ଗିଗ୍‌ ଇୟରରିଂ: ଟ୍ରାଡିଶନାଲ ସାଲୱାର ସୁଟ୍‌ କିମ୍ବା ଲେହେଙ୍ଗା ସହିତ ରେନବୋର ହେଭି ଇୟରରିଂ…

ନୂଆ ନୂଆ ସମ୍ପର୍କ ଗଢ଼ୁଛନ୍ତି କି… ଭୁଲ୍‌ରେ ବି କରନ୍ତୁନି ଏପରି

ନୂଆ କରି ଗଢ଼ି ଉଠିଥିବା ସମ୍ପର୍କକୁ ନେଇ ସମସ୍ତଙ୍କ ମନରେ ଭୟ ଥାଏ। କାରଣ ଏହି ସମ୍ପର୍କ ସର୍ବଦା ସୂକ୍ଷ୍ମ ହୋଇଥାଏ। ଉକ୍ତ ସମ୍ପର୍କକୁ ସୁଦୃଢ଼ କରିବାରେ ଅଧିକ ସମୟ ଲାଗିଥାଏ। ଏହି ସମୟରେ ଆପଣଙ୍କ ଛୋଟ ଛୋଟ କଥା ମଧ୍ୟ…

କ୍ୟାନ୍‌ସର ଚିହ୍ନଟ କରିବ ‘ଡି-୩’

କଥାରେ ଅଛି ‘କ୍ୟାନ୍‌ସର ନୋ ଆନ୍‌ସର’। ହେଲେ ଏବେ ଏହି ରୋଗକୁ ପ୍ରାରମ୍ଭିକ ଅବସ୍ଥାରେ ଚିହ୍ନଟ କରି ଉପଯୁକ୍ତ ଚିକିତ୍ସା କରାଇପାରିଲେ ସେଥିରୁ ଆରୋଗ୍ୟ ମିଳିପାରୁଛି। ଏଥିରେ ବିଳମ୍ବ ହେଲେ ତାହା ଗୁରୁତର ଆକାର ଧାରଣ କରିବା ସହ ଅକାଳ ମୃତ୍ୟୁର…

ହାଇଟେକ୍‌ ବ୍ରେସ୍‌ଲେଟ୍‌

ଆଜିକାଲି ଚିକିତ୍ସା ବିଜ୍ଞାନରେ ଦିନକୁ ଦିନ ନୂଆ ନୂଆ କଥା ଆବିଷ୍କାର ହେଉଛି। ସେହି ଅନୁସାରେ ରୋଗର ନିଦାନ ପ୍ରଣାଳୀ ମଧ୍ୟ ସହଜ ଏବଂ ସରଳ ହୋଇପାରୁଛି। ନିକଟରେ ଜର୍ମାନୀର ବୈଜ୍ଞାନିକମାନେ ଏକ ହାଇଟେକ୍‌ ବ୍ରେସ୍‌ଲେଟ୍‌ ତିଆରି କରିଛନ୍ତି। ଏହାଦ୍ୱାରା ବ୍ଲଡପ୍ରେସର,…

ଆଇନ୍‌ଷ୍ଟାଇନ୍‌ଙ୍କ ସହ ବାର୍ତ୍ତାଳାପ

ଯୁଗସ୍ରଷ୍ଟା ବୈଜ୍ଞାନିକ ଆଇନ୍‌ଷ୍ଟାଇନ୍‌ଙ୍କ ମୃତ୍ୟୁ ଘଟି ସାରିଲାଣି ଆଜକୁ ପ୍ରାୟ ୬୬ବର୍ଷ ପୂର୍ବେ। ତା’ହେଲେ ତାଙ୍କ ସହିତ ବାର୍ତ୍ତାଳାପ କରିବା କିପରି? ତେବେ, ତାହା ହୋଇପାରନ୍ତା ଯଦି ଯୁଗ ଯୁଗ ଧରି ଚଳିଆସିଥିବା ଆମର ଗୋଟିଏ ବିଶ୍ୱାସ (ବରଂ, ଅନ୍ଧବିଶ୍ୱାସ) ସତ…

ପାଚିଲା କଦଳୀ ଖାଇଲେ ଦୂର ହେବ ଏସବୁ ସମସ୍ୟା

କଦଳୀ କଞ୍ଚା ହେଉ କି ପାଚିଲା, ଏଥିରେ ଅନେକ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ପାଚିଲା କଦଳୀ ଖାଇଲେ ତାହା ପାଚନ କ୍ରିୟାକୁ ଆହୁରି ସକ୍ରିୟ କରାଇଥାଏ। ଏକ ସଦ୍ୟତମ ଗବେଷଣାରୁ ଜଣାପଡ଼ିଛି ଯେ, ଯଦି ଜଣେ ଉଚ୍ଚ ରକ୍ତଚାପ ରୋଗୀ…

ମ୍ୟାଲେରିଆ : କାରଣ, ପ୍ରତିକାର

ମ୍ୟାଲେରିଆ ଜ୍ୱର ‘ମାଈଏନ୍‌ଫିଲିସ ମଶା’ କାମୁଡ଼ିବା ଦ୍ୱାରା ହୋଇଥାଏ। ସର୍ବପ୍ରଥମେ ୧୯୩୪ରେ ରୋନାଲ୍‌ଡ ରସ୍‌ ନାମକ ଜଣେ ବୈଜ୍ଞାନିକ ମ୍ୟାଲେରିଆ ପାରାସାଇଟର ବ୍ୟତୀତ ଆଣ୍ଟି ମ୍ୟାଲେରିଆ ଔଷଧ ‘କ୍ଲୋରୋକୁଇନ୍‌’ ମଧ୍ୟ ଆବିଷ୍କାର କରିଥିଲେ। ସମଗ୍ର ବିଶ୍ୱରେ ମ୍ୟାଲେରିଆ ପାରାସାଇଟ ୪ ପ୍ରକାର…

କାହା ଉପରେ ସହଜରେ ବିଶ୍ୱାସ କରିବା ପୂର୍ବରୁ ମନେରଖନ୍ତୁ ଚାଣକ୍ୟଙ୍କ ଏହି ୪ କଥା, ନଚେତ…

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ବିଷୟରେ ଉଲ୍ଲେଖ କରାଯାଇଛି। ଏହାକୁ ମାନିଲେ ଯେକେହି ସଫଳ ଏବଂ ସୁଖୀ ଜୀବନ ଅତିବାହିତ କରିପାରିବ। ସେଭଳି ଗୋଟିଏ ବିଷୟ ହେଲା ବିଶ୍ୱାସ। ଚାଣକ୍ୟ କୁହନ୍ତି କାହା ଉପରେ…

ଭାବ ଭକ୍ତିରେ ଛନ୍ଦା ଶୈବପୀଠ: ଯେଉଁଠାକୁ ବୁଲିଯାଇ ଲଭି ପାରିବେ ପ୍ରଭୁଙ୍କ ଅପାର କରୁଣା…

ଦେବ ଦେବ ମହାଦେବଙ୍କର ମହିମା ଅପାର। ପୂରାଣ ଶାସ୍ତ୍ର ଅନୁଯାୟୀ, ନିଷ୍ଠାର ସହ ପ୍ରଭୁଙ୍କୁ ସ୍ମରଣ କଲେ ଭକ୍ତଙ୍କର ସବୁ ଇଚ୍ଛା ପୂରଣ ହୋଇଥାଏ। ଏପରିକି ଶିବମନ୍ଦିରକୁ ଯାଇ ତାଙ୍କୁ ଦର୍ଶନ କରିବା ମାତ୍ରେ ଦେହମନ ପବିତ୍ର ହୋଇଉଠେ। ବିଶେଷ କରି…

ଦାମୀ ରାଖୀ

ପ୍ରତିବର୍ଷ ରାଖୀପୂର୍ଣ୍ଣିମା ଉପଲକ୍ଷେ ମାର୍କେଟ୍‌ରେ ବିଭିନ୍ନ ଡିଜାଇନ୍‌ର ରାଖୀ ଉପଲବ୍ଧ ହୋଇଥାଏ। ସେଥିରୁ କିଛି ରାଖୀରେ ଜରି, ଚୁମୁକି କାମ ହୋଇଥାଏ ତ ଆଉ କିଛି ରାଖୀରେ ରଙ୍ଗବେରଙ୍ଗର ଆର୍ଟିଫିସିଆଲ୍‌ ଷ୍ଟୋନ, ମାଳି ଅଥବା ପର୍ଲ ଲାଗିଥାଏ। ହେଲେ ଏଠାରେ ଯେଉଁ…

ସୁଗାର ଫ୍ରି ମିଠା ଖାଇବା ଉଚିତ ନୁହେଁ: ଡା. ଅଭୟ କୁମାର ସାହୁ

ଆଜିକାଲି ଆମ ଜୀବନଶୈଳୀ ଏପରି ହୋଇଯାଇଛି ଯେ ଆମେ ବିଭିନ୍ନ ରୋଗରେ ପୀଡ଼ିତ ହେଉଛନ୍ତି। ଆଉ କିଛି ରୋଗ ଅଛି, ଯାହା ଅନେକଙ୍କ କ୍ଷେତ୍ରରେ ଦେଖାଯାଏ। ସେଥିମଧ୍ୟରୁ ମଧୁମେହ ଓ ଥାଇରଏଡ୍‌ ଘରେ ଘରେ ଦେଖାଯାଉଛି। ମଧୁମେହ ହେଲେ ଲୋକେ ଗୁରୁତର…

ରାଶି ଅନୁସାରେ ଭାଇଙ୍କୁ ବାନ୍ଧନ୍ତୁ ଏପରି ରଙ୍ଗର ରାଖୀ

ଜ୍ୟୋତିଷଶାସ୍ତ୍ର ଅନୁଯାୟୀ, ରାଖୀପୂର୍ଣ୍ଣିମା ଦିନ ଯଦି ଭଉଣୀଟିଏ ତା’ ଭାଇର ରାଶିକୁ ସୁହାଇଲା ଭଳି ଠିକ୍‌ ରଙ୍ଗର ରାଖୀ ଚୟନ କରି ହାତରେ ବାନ୍ଧିଦେଇ ଥାଏ, ତା’ହେଲେ ସେହି ରାଖୀ ଭାଇ ଜୀବନରେ ସୁଖସମୃଦ୍ଧି ଭରିଦେଇଥାଏ ବୋଲି ବିଶ୍ୱାସ କରାଯାଏ। ଯେମିତିକି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri