ସତେଜତା ଅନୁଭବ ପାଇଁ…
ଉତ୍ତର ଗୋଲାର୍ଦ୍ଧରେ ଜୁଲାଇ ମାସରେ ପ୍ରବଳ ଗ୍ରୀଷ୍ମ ଅନୁଭୂତ ହୋଇଥାଏ। ଉତ୍ତାପଜନିତ କାରଣରୁ ବ୍ୟତିବ୍ୟସ୍ତ ଲାଗିଥାଏ। ସତେଜତା ଅନୁଭବ ପାଇଁ ସମସ୍ତେ ବ୍ୟାକୁଳ ହୋଇ ଉଠନ୍ତି। ଏହି ପରିପ୍ରେକ୍ଷୀରେ ଜୁଲାଇ ମାସର ୪ର୍ଥ ଗୁରୁବାର(ଚଳିତ ବର୍ଷ ୨୨ତାରିଖ)କୁ ନାଶନାଲ ରିଫ୍ରେଶ୍ମେଣ୍ଟ ଡେ’…
କରୋନା ସଂକ୍ରମଣ ପରେ ୯ ମାସ ପର୍ଯ୍ୟନ୍ତ ରୁହେ ଆଣ୍ଟିବଡ଼ି …
ରୋମ୍,୨୨।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀନ ଟିକାକରଣ ଅଭିଯାନ ବିଭିନ୍ନ ଦେଶରେ ଜାରି ରହିଛି। ଭାକ୍ସିନ୍ ନେବା ଦ୍ୱାରା ଲୋକଙ୍କ ଶରୀରରେ କରୋନା ଭୂତାଣୁ ପ୍ରତିରୋଧୀ ଆଣ୍ଟିବଡ଼ି ସୃଷ୍ଟି…
ଏହା ମଧୁମେହ ଲାଗି ରାମବାଣ ସଦୃଶ
ବର୍ତ୍ତମାନ ସମୟରେ ଅଧିକାଂଶ ଲୋକ ମଧୁମେହରେ ଆକ୍ରାନ୍ତ ହେଉଛନ୍ତି। ଏହା ପରିବର୍ତ୍ତିତ ଜୀବନଶୈଳୀ ଲାଗି ହେଉଥିବା ସ୍ବାସ୍ଥ୍ୟ ସମସ୍ୟାରୁ ଅନ୍ୟତମ। ଏହି ରୋଗରେ ରକ୍ତ ସର୍କରାକୁ ନିୟନ୍ତ୍ରଣ କରିବା କଷ୍ଟକର। ତେବେ କେତେକ ଘରୋଇ ଉପଚାର ମାଧ୍ୟମରେ ଏହାକୁ ନିୟନ୍ତ୍ରଣ କରାଯାଉଥିଲେ…
ପାର୍ଲର ନ ଯାଇ ଘରୋଇଭାବେ ଚାହିଁଲେ ଆପଣ ୱାକ୍ସିଂ ପ୍ରସ୍ତୁତ କରିପାରିବେ।
ଘରୋଇ ୱାକ୍ସିଂ ପ୍ରସ୍ତୁତ କରିବା ପାଇଁ ୫ ଚାମଚ ଚିନି ନିଅନ୍ତୁ। ସେଥିରେ ଏକ ଚାମଚ ଲେମ୍ବୁ ରସ, ୩ ଚାମଚ ମହୁ ଓ ୪ ଚାମଚ ପାଣି ମିଶାନ୍ତୁ। ଏସବୁ ସାମଗ୍ରୀକୁ ଏକ ପାତ୍ରରେ ରଖି ଚୁଲିରେ କମ୍ ଆଞ୍ଚରେ…
ଆଳୁ ଚପ୍
ଆବଶ୍ୟକ ସାମଗ୍ରୀ-ସିଝା ଆଳୁ-୫ଟି, ବେସନ- ୧ କପ୍, କଞ୍ଚା ଲଙ୍କା- ୪ଟି (କଟା), ଛେଚା ହୋଇଥିବା ଅଦା- ୧ ଚାମଚ, ଚାଟ୍ ମସଲା- ୧ ଚାମଚ, ଲଙ୍କା ଗୁଣ୍ଡ- ଅଧା ଚାମଚ, ଜୁଆଣି- ୧ ଚାମଚ, ଛାଣିବା ପାଇଁ ତେଲ, ସ୍ବାଦ…
ମନସୁନ୍ ଗାର୍ଡେନିଂ
ଗାର୍ଡେନିଂ ନିମନ୍ତେ ବର୍ଷାଦିନ ବହୁତ ଭଲ। କିନ୍ତୁ ଏହି ଋତୁରେ ମଧ୍ୟ କିପରି ଗଛର ଯତ୍ନ ନେବେ ଜାଣି ରଖନ୍ତୁ… ବର୍ଷାଦିନେ ଗଛରେ ଆବଶ୍ୟକତା ଅନୁସାରେ ପାଣି ଦିଅନ୍ତୁ। ଗଛ ମୂଳରେ ଅଧିକ ପାଣି ଜମିବାକୁ ଦିଅନ୍ତୁ ନାହିଁ। ଫୁଲକୁଣ୍ଡ…
ନିଜ ପାଇଁ ଟିକେ…
ସ୍ନେହ ପ୍ରେମ ଆଉ ଭଲପାଇବାର ପରଶ ଦେଇ ସମସ୍ତଙ୍କୁ ନିଜର କରିବାକୁ ସବୁବେଳେ ଚେଷ୍ଟା କରିଥାଏ ଗୃହିଣୀ। ପରିବାରକୁ ଏକ ସୂତ୍ରରେ ବାନ୍ଧି ରଖିବାର ପ୍ରୟାସ ଭିତରେ ସେ କିନ୍ତୁ ଭୁଲି ଯାଏ ନିଜକୁ । ହେଲେ ସତ କଥା ହେଲା…
ସଫଳ ଉଦ୍ୟୋଗୀ ସସ୍ମିତା
କଳା ପ୍ରତି ପିଲାବେଳରୁ ତାଙ୍କର ଥିଲା ସ୍ବତନ୍ତ୍ର ଆକର୍ଷଣ। ନିଖୁଣ ଚିତ୍ରକଳା କରି ସେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରି ପାରୁଥିଲେ। ସୁଯୋଗ ମିଳିବା ପରେ ସେ କଳାକୁ ବ୍ୟବସାୟର ରୂପ ଦେଇଥିଲେ। ପଟ୍ଟଚିତ୍ର କଳାକୁ ଫ୍ୟାଶନ ଡିଜାଇନରେ ସ୍ଥାନ ଦେଇ…
ମା’ ଭଳି ବାପା ବି ହୋଇପାରିବେ ଝିଅର ଭଲ ବନ୍ଧୁ…
ଅନେକ ସମୟରେ ଝିଅଟି ତା’ ଜୀବନରେ ଘଟୁଥିବା ପ୍ରତ୍ୟେକ କଥା ବିନା ସଙ୍କୋଚରେ ମା’ଙ୍କୁ କହିବା ଦେଖାଯାଇଥାଏ। ଏପରିକି କେତେକ ସ୍ଥାନରେ ପିତାଙ୍କ ଅନୁମତି ଲାଗି ଝିଅମାନେ ମା’ଙ୍କ ସାହାଯ୍ୟ ଲୋଡିଥାନ୍ତି। ହେଲେ କେବଳ ମା’ କାହିଁକି, ବାପା ବି ଝିଅର…
ଖାଦ୍ୟରେ ପ୍ରତିଦିନ ସାମିଲ କରନ୍ତୁ ମାଛ: ନହେଲେ କମିପାରେ ଆୟୁଷ
ଖାଦ୍ୟରେ ଓମେଗା-୩ ତେଲର ଅଭାବ ଜଣେ ବ୍ୟକ୍ତିର ଆୟୁଷକୁ କମ କରିପାରେ। ସିଗାରେଟ ଟାଣିବାଠାରୁ ମଧ୍ୟ ଏହା ଅଧିକ ବିପଜ୍ଜନକ ହୋଇପାରେ। ଏକ ନୂତନ ଅଧ୍ୟୟନରେ ଏହା ଦାବି କରାଯାଇଛି। ମାଛକୁ ଓମେଗା -୩ର ଏକ ଭଲ ଉତ୍ସ ଭାବରେ ବିବେଚନା…
ଟାଟୁ ପାଇଁ ହୋଇପାରେ ସ୍କିନ୍ କ୍ୟାନ୍ସର
ବର୍ତ୍ତମାନ ଯୁବପିଢ଼ିଙ୍କ ଫ୍ୟାଶନରେ ଟାଟୁ ବେଶ୍ ଆଗରେ ରହିଛି। ତେବେ ଏଥିପାଇଁ ବ୍ୟବହୃତ ରଙ୍ଗ ଶରୀର ପାଇଁ କ୍ଷତିକାରକ ସାବ୍ୟସ୍ତ ହୋଇପାରେ ବୋଲି ଓ୍ବାଶିଂଟନ୍ ୟୁନିଭର୍ସିଟିର ବିଶେଷଜ୍ଞମାନେ ସତର୍କ କରାଇ ଦେଇଛନ୍ତି। ଏଥିପାଇଁ ବ୍ୟବହାର କରାଯାଉଥିବା କେତେକ ରଙ୍ଗରେ ଏପରି ରାସାୟନିକ…
ମହିଳାଙ୍କ ଶୃଙ୍ଗାର କାହିଁକି ହୋଇଥାଏ ସୌଭାଗ୍ୟର ପ୍ରତୀକ? କ’ଣ ଏହାର ମହତ୍ୱ, ଜାଣନ୍ତୁ..
ବିବାହିତ ମହିଳାମାନଙ୍କ ପାଇଁ ଶୃଙ୍ଗାର ବିଶେଷ ମହତ୍ୱ ରଖିଥାଏ।ଏହା ଯେ କେବଳ ସୁନ୍ଦରତା ବୃଦ୍ଧି କରେ ତାହା ନୁହେଁ ବରଂ ଏହା ସୌଭାଗ୍ୟର ପ୍ରତୀକ ଭାବରେ ମଧ୍ୟ ବିବେଚନା କରାଯାଏ। ମହିଳାମାନଙ୍କର ପ୍ରତ୍ୟେକ ଶୃଙ୍ଗାରର ନିଜସ୍ବ ବିଶେଷତା ଥାଏ। ଆସନ୍ତୁ ସେ…
Archives


