ଜୀବନଚର୍ଯ୍ୟା

ଦ୍ୱିତୀୟ ଡୋଜ୍‌ ନେବେ କେବେ, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ସାର୍ବଜନୀକ ଟିକାଦାନ ଜାରି ରହିଛି। ଏପରିସ୍ଥଳେ ଟିକାର ପ୍ରଥମ ଡୋଜ୍‌ ନେଇଥିବା ଲୋକଙ୍କ ମଧ୍ୟରେ ଦ୍ୱିତୀୟ ଡୋଜ୍‌ କେବେ ନେବେ ସେନେଇ ବିଭିନ୍ନ ପ୍ରଶ୍ନ ଉଙ୍କି ମାରୁଛି। ତେବେ ଜାତୀୟ...

ଉପକାରୀ ଅଙ୍ଗୁର

ଅଙ୍ଗୁର ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିରେ ଭିଟାମିନ୍‌ ‘କେ’, ‘ଏ’, ‘ସି’ ଏବଂ ‘ବି-୬’ ଭରି ରହିଛି। ଏହାବ୍ୟତୀତ ଏଥିରେ ମିନେରାଲ, ପୋଟାସିୟମ, କ୍ୟାଲସିୟମ, ସୋଡିୟମ, ମ୍ୟାଗ୍ନେସିୟମ, ଫସ୍‌ଫରସ ଆଦି ମଧ୍ୟ ରହିଛି। ଆଜ୍‌ମା ରୋଗୀଙ୍କ...

କରୁଛନ୍ତି କି ଏକତରଫା ପ୍ରେମ

କୁହାଯାଏ ଯେ ଯେତେବେଳେ କିଏ କାହାକୁ ପ୍ରେମ କରେ, ଏହା ତାହା ଜୀବନର ଏକ ସୁନ୍ଦର ଅନୁଭବ। ସେ ସବୁକିଛି ଭଲ ଅନୁଭବ କରିଥାଏ। ନିଜ ପ୍ରେମରେ ହଜିଯାଏ। ମାତ୍ର ଯଦି ଏକପାଖିଆ ପ୍ରେମକରୁଛନ୍ତି ତେବେ ସତର୍କ ରହିବା ଆବଶ୍ୟକ,...

ବୈବାହିକ ଜୀବନ ସୁଖମୟ ପାଇଁ: ଶୋଇବା ସମୟରେ କରନ୍ତୁ ଏହି ସବୁ କାମ

ବର୍ତ୍ତମାନର ବ୍ୟସ୍ଥବହୁଳ ଜୀବନଶୈଳୀ ଲାଗି ଅନେକଙ୍କ ବୈବାହିକ ଜୀବନରେ ତିକ୍ତତା ସୃଷ୍ଟି ହୋଇଥାଏ। ଯାହାକୁ ନେଇ ସମ୍ପର୍କରେ ପୂର୍ଣ୍ଣଚ୍ଛେଦ ପଡିବାର ଆଶଙ୍କା ମଧ୍ୟ ରହିଥାଏ। ଜଣେ ଅନ୍ୟ ଜଣଙ୍କ ପାଖରେ ଥାଇ ମଧ୍ୟ ଫୋନ ସହିତ ସମୟ ବିତାଉଥିବା ନଜରକୁ...

ଖାଦ୍ୟ ଦ୍ୱାରା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି

ବର୍ତ୍ତମାନ କୋଭିଡ୍‌ ଦ୍ରୁତ ଗତିରେ ଲୋକଙ୍କୁ ସଂକ୍ରମିତ କରୁଛି। ଅନେକ ରୋଗୀ ଏବେ ସଙ୍ଗରୋଧରେ ଅଛନ୍ତି। ଯେଉଁମାନେ ସଂକ୍ରମିତ ହେଉଛନ୍ତି, କିନ୍ତୁ ସ୍ବାଭାବିକ ଭାବେ ଖାଇବା-ପିଇବା କଲା ଭଳି ସ୍ଥିତିରେ ଅଛନ୍ତି, ସେମାନେ ନିଜ ଖାଦ୍ୟପେୟର ଯତ୍ନ ନେବା ଉଚିତ।...

ମଙ୍ଗଳରେ ଅମ୍ଳଜାନ ଉତ୍ପାଦନ

ମଙ୍ଗଳ ହେଉଛି ଆମର ପଡ଼ୋଶୀ ଗ୍ରହ। ଏହା ଅନେକାଂଶରେ ପୃଥିବୀ ସହ ସମାନ। ପୃଥିବୀ ଭଳି ଏହା ୨୪ ଘଣ୍ଟାରେ ଥରେ ନିଜ କକ୍ଷ ଚାରିପଟେ ଘୂରିଥାଏ ଏବଂ ଏଥିଯୋଗୁ ଏଠାରେ ପୃଥିବୀ ଭଳି ପ୍ରାୟ ପ୍ରତି ୧୨ ଘଣ୍ଟାରେ...

ହାର୍ଟ ବିଟ୍‌କୁ ପ୍ରଭାବିତ କରୁଛି କରୋନା ଭୂତାଣୁ…

ନୂଆଦିଲ୍ଲୀ, ୯।୫: କରୋନା ଭୂତାଣୁ ଯୋଗୁ ଗଳାରେ ସଂକ୍ରମଣ ପରେ ଫୁସ୍‌ଫୁସ୍‌ ସଂକ୍ରମିତ ହୋଇଥାଏ। ତେବେ ଏବେ କରୋନା ଭୂତାଣୁ ସଂକ୍ରମଣ ଯୋଗୁ କେତେକଙ୍କଠାରେ ହାର୍ଟ ସମସ୍ୟା ଦେଖାଦେଉଛି। କେତେକ ଲୋକଙ୍କ ମଧ୍ୟ ଏହାଯୋଗୁ ମୃତ୍ୟୁ ଘଟି ସାରିଛି। ଏସମ୍ପର୍କରେ...

ମା’ଙ୍କ ପ୍ରିୟ ଜୁଏଲେରି

ମା’ ପାଇଁ ତା’ ପିଲା ହେଉଛି ସବୁଠୁ ମୂଲ୍ୟବାନ ଗହଣା। ତା’ର କୁନି କୁନି ହାତ ଓ ପାଦର କୋମଳ ସ୍ପର୍ଶ ତାକୁ ଅପୂର୍ବ ଆନନ୍ଦ ଦେଇଥାଏ। ଠିକ୍‌ ସେମିତି ସେହି କୁନି କୁନି ହାତ ଓ ପାଦର ଥିମକୁ...

ହାତକୁ କେମିତି ରଖିବେ ସୁନ୍ଦର

ହାତରେ ବାରମ୍ବାର ଧୂଳି, ମାଟି, ଝାଳ, ସାବୁନ ଫେଣ, ପାଣି ତଥା ସାନିଟାଇଜର୍‌ ଲାଗିଲେ କିମ୍ବା ଏହା ଅଧିକରୁ ଅଧିକ ସୂର୍ଯ୍ୟକିରଣ ସଂସ୍ପର୍ଶରେ ଆସିଲେ, ହାତର ଚମକ୍‌ ଧୀରେ ଧୀରେ କମିଯାଏ। ଯଦି ଠିକ୍‌ ସମୟରେ ଏଥିପ୍ରତି ଧ୍ୟାନ ନ...

ଖରାଦିନେ ଟମାଟୋ ଖାଉଛନ୍ତି କି

ଖରାଦିନେ ଟମାଟୋ ଖାଇବା ଶରୀର ପାଇଁ ହିତକର। ଅନେକ ପ୍ରକାର ରୋଗରେ ଟମାଟୋକୁ ଔଷଧ ଭାବେ ଗ୍ରହଣ କରାଯାଏ। ଜାଣନ୍ତୁ ସେ ସମ୍ପର୍କରେ। -ଟମାଟୋରେ କ୍ୟାଲ୍‌ସିୟମ ଓ ଫସ୍‌ଫରସ୍‌ ରହିଥାଏ। ଏହା ହାଡ଼କୁ ମଜଭୂତ କରିଥାଏ। -ଟମାଟୋରେ ଭିଟାମିନ୍‌ ଏ...

ଜାଣନ୍ତି କରୋନା ମହାମାରୀ ସମୟରେ କେତେଥର ହାତ ଧୋଇବା ଉଚିତ୍‌, ନଚେତ୍‌…

ଓ୍ବାଶିଂଟନ,୮।୫: ଭାରତରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ଏହି ସମୟରେ ମୁହଁରେ ମାସ୍କ ବାନ୍ଧିବା ସହିତ ହାତ ଧୋଇବା ଅଭ୍ୟାସ ସହ ସାମାଜିକ ଦୂରତା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏବଂ ଆମେରିକାର ରୋଗ ନିୟନ୍ତ୍ରଣ ଏବଂ...

ଏହି ସମୟରେ ଏସବୁ ଫଳ ଖାଇଲେ ବଢ଼ିବ ଇମ୍ୟୁନିଟ ପାଓ୍ବାର

ଫଳ ସ୍ବାସ୍ଥ୍ୟ ପାଇଁ ଉପକାରୀ। ସେଥିପାଇଁ ଯଦି କାହାର ଦେହ ଖରାପ ହୋଇଯାଏ, ଡାକ୍ତର ତାଙ୍କୁ ଫଳ ଖାଇବାକୁ ପରାମର୍ଶ ଦେଇଥା’ନ୍ତି। କାରଣ ଫଳରେ ଅନେକ ପ୍ରକାର ଭିଟାମିନ୍‌ ଭରି ରହିଥାଏ। ତେବେ ଅନେକ ଲୋକ ଅଛନ୍ତି, ଯେଉଁମାନେ ଯକୌଣସି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri