ଜୀବନଚର୍ଯ୍ୟା

କରୋନା ସମୟରେ ସଜନା ଶାଗର ଉପକାରିତା, ଏଥିରେ ରହିଛି…

ସଜନା ଶାଗ ଆମ ଦେହ ପାଇଁ ବହୁ ଉପକାରୀ। କ୍ଷୀରଠାରୁ ଏଥିରେ ୪ ଗୁଣ ଅଧିକ କ୍ୟାଲସିୟମ ଓ ଅଧିକ ଦୁଇଗୁଣ ପ୍ରୋଟିନ୍‌ ରହିଛି। ଗାଜରଠାରୁ ୪ ଗୁଣ ଅଧିକ ଭିଟାମିନ ‘ଏ’ ରହିଛି। କଦଳୀଠାରୁ ୫୦ ଗୁଣ ଅଧିକ...

କରୋନାରୁ ରକ୍ଷା ପାଇଲେ ବି ଏଥି ଯୋଗୁ ଯାଉଛି ଜୀବନ…

ଇନ୍ଦୋର,୫।୫: କରୋନା ସଂକ୍ରମଣ ନେଇ ସଙ୍କଟଜନକ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ ଏକ ରିପୋର୍ଟରେ ପ୍ରକାଶ ପାଇଛି ଯେ, କରୋନାରୁ ଆକ୍ରାନ୍ତ ରକ୍ଷା ପାଇଲେ ବି ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ବ୍ୟବହୃତ ହେଉଥିବା ଔଷଧ ଯୋଗୁ ଶରୀରରେ...

ଭୟ କରନ୍ତୁ ନାହିଁ: ଖୋଲା ପବନରେ ବୁଲିଲେ ହେବନି କରୋନା…

ଲକ୍ଷ୍ନୌ,୫।୫: ପୃଥିବୀ ବ୍ୟାପୀ କରୋନା ସଂକ୍ରମଣ ନେଇ ସଙ୍କଟଜନକ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ କିଭଳି ଜୀବନଶୈଳୀ ଆପଣେଇଲେ ସଂକ୍ରମଣଠାରୁ ଦୂରେଇ ରହିହେବ ସେ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ବାୟୁ ଦ୍ୱାରା କରୋନା...

ଏହାକୁ ଖାଇଲେ ମଧୁମେହ ରୋଗୀଙ୍କୁ ନେବାକୁ ପଡି ନ ଥାଏ ଇନ୍‌ସୁଲିନ୍‌

ଭାରତର ପ୍ରାୟ ଅଧିକାଂଶ ଲୋକ ମଧୁମେହ ସମସ୍ୟାରେ ଆକ୍ରାନ୍ତ ହେଉଛନ୍ତି। ଏହି ସମସ୍ୟା ଲାଗି ମଧୁମେହ ରୋଗୀଙ୍କଠାରେ ହୃଦ୍‌ରୋଗ, କିଡ୍‌ନୀ ସମସ୍ୟା ଭଳି ଅନେକ ଦୁରାରୋଗ୍ୟ ସମସ୍ୟା ଦେଖାଯାଇଥାଏ। ତେବେ ଏଥିରୁ ଉପଶମ ପାଇଁ ରୋଗୀ ଇନ୍‌ସୁଲିନ୍‌ ନେଇଥାଆନ୍ତି। ମାତ୍ର...

ପଣସ ବିରିୟାନୀ

ଆବଶ୍ୟକ ସାମଗ୍ରୀ: ମଧ୍ୟମ ଆକାର କଟା ହୋଇଥିବା କଞ୍ଚା ପଣସ ୨୦୦ ଗ୍ରାମ୍‌, ୨ଟି ପିଆଜ, ୨ କପ୍‌ ଚାଉଳ, ଅଦା ରସୁଣ ପେଷ୍ଟ ୧ ବଡ ଚାମଚ, ଧନିଆ ପାଉଡର ୧ ବଡ ଚାମଚ, କେଶର ୧ ଛୋଟ...

ଟ୍ୟାନ୍‌ ଫ୍ରି ତ୍ୱଚା ପାଇଁ କାକୁଡ଼ି

କାକୁଡ଼ି ଖାଇବା କେବଳ ସ୍ବାସ୍ଥ୍ୟ ପାଇଁ ଉପକାରୀ ନୁହେଁ, ବରଂ ଏଥିରେ ଥିବା ସୌନ୍ଦର୍ଯ୍ୟ ବୃଦ୍ଧିକାରୀ ଉପାଦାନ ତ୍ୱଚାକୁ ଟ୍ୟାନ୍‌ ଫ୍ରି ରଖିବାରେ ମଧ୍ୟ ବେଶ୍‌ଲାଭଦାୟକ। ଜାଣି ରଖନ୍ତୁ ଏହାକୁ ବ୍ୟବହାର କରିବାର ଉପାୟ… ପ୍ରଥମେ କାକୁଡ଼ିକୁ ଭଲ ଭାବେ...

କରୋନା ଓ ଶିଶୁ ଯତ୍ନ

ପୃଥିବୀର କ୍ଷୁଦ୍ରାତିକ୍ଷୁଦ୍ର ଜୀବ କରୋନା ଭୂତାଣୁ। ହେଲେ ଏହା ସମସ୍ତ ମଣିଷ ସମାଜକୁ ଏକ ପ୍ରକାରର ଅସହାୟ ଅବସ୍ଥାରେ ରଖିଛି। ସମଗ୍ର ପୃଥିବୀର ୨୩୫ଟି ଦେଶର ଜନତା ଏବେ ଅଜଣା ଆତଙ୍କରେ ଆତଙ୍କିତ। କେଉଁଠି ଅକ୍ସିଜେନ୍‌ ଅଭାବ ତ କେଉଁଠି...

ବୁଦ୍ଧିମତ୍ତା ବଢ଼ାଏ ଜୀବନଶୈଳୀ

ଆମେ ସୁସ୍ଥ ରହିବା ପାଇଁ ଖାଦ୍ୟପେୟ ବ୍ୟତୀତ ଜୀବନଶୈଳୀ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ସନ୍ତୁଳିତ ଜୀବନଶୈଳୀ ସୁପ୍ରଭାବ ଆମ ଶରୀର ଉପରେ ପଡିଥାଏ। ନିକଟରେ ଏହି ତାଲିକାରେ ଆଉ ଏକ କଥା ଯୋଡାଯାଇଛି। ଏ ସମ୍ପର୍କିତ ବିଷୟକୁ...

ଘରୁ ଦୂରାନ୍ତୁ ଅସରପା…

ରେଷେଇ ଘରେ ଅସରପା ରହିବା ଦ୍ୱାରା ସେମାନେ କୋଣଗୁଡିକ ଏବଂ ପ୍ରତି ଛୋଟ ବଡ ସ୍ଥାନକୁ ସହଜରେ ଯାଇ ଜୀବାଣୁ ଛାଡି ଥାନ୍ତି। ଯାହାକି ଆମ ଶରୀରକୁ ଆସି ବିଭିନ୍ନ ପ୍ରକାର ରୋଗ ସୃଷ୍ଟି କରିଥାଏ। ତେଣୁ କିଚେନ୍‌ରୁୁ କିପରି...

ଗଣ୍ଠି ଯନ୍ତ୍ରଣାର ଘରୋଇ ଉପଚାର

ଶିଶୁ ଜନ୍ମପରେ ଶରୀରରେ କ୍ୟାଲ୍‌ସିଅମ୍‌ ଅଭାବ ହେଉ କିମ୍ବା ଘର ସାଙ୍ଗକୁ ଅଫିସ୍‌ କାମର ଚାପରେ ଅନେକ ମହିଳାଙ୍କଠାରେ ଗଣ୍ଠି ଯନ୍ତ୍ରଣା ଦେଖିବାକୁ ମିଳୁଛି; ଯାହାକୁ ରୋକିବା ଲାଗି ଅନେକେ ପେନ୍‌କିଲର ମଧ୍ୟ ବ୍ୟବହାର କରୁଛନ୍ତି। ହେଲେ ଏହାର ଅଧିକ...

କୋଷ୍ଠକାଠିନ୍ୟର ମୁକ୍ତିଦାତା କିସ୍‌ମିସ୍‌

ଆୟୁର୍ବେଦ ଶାସ୍ତ୍ରାନୁଯାୟୀ ଦୈନିକ ଖାଦ୍ୟପେୟ ଉପରେ ଧ୍ୟାନ ଦେଲେ ଅନେକ ରୋଗ ଲାଗି ମେଡିକାଲ ଯିବାକୁ ପଡ଼ି ନ ଥାଏ। କାରଣ ପ୍ରାଥମିକ ଅବସ୍ଥାରେ ଅନେକ ସମସ୍ୟାକୁ ରୋକାଯାଇପାରେ। ହେଲେ ସ୍ବାସ୍ଥ୍ୟଗତ ସମସ୍ୟା ବଡ଼ରୂପ ନେଲେ ତାହାକୁ ରୋକିବା ସମ୍ଭବ...

କ୍ୟାନ୍‌ସର ଟ୍ୟୁମର ଚିହ୍ନଟର ନୂଆ ଉପାୟ

କଥାରେ ଅଛି- ‘କ୍ୟାନ୍‌ସର ନୋ ଆନ୍‌ସର’। ହେଲେ ବର୍ତ୍ତମାନର ଉନ୍ନତ ଜ୍ଞାନକୌଶଳ ବିଶିଷ୍ଟ ଚିକିତ୍ସା ପ୍ରଣାଳୀରେ କ୍ୟାନ୍‌ସରକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ଚିହ୍ନଟ କରାଯାଇ ତାହାର ଚିକିତ୍ସା କରାଯାଇପାରୁଛି। ହେଲେ ଏହା ଗୁରୁତର ଅବସ୍ଥାରେ ଥିଲେ ରୋଗୀ ମୃତ୍ୟୁମୁଖରେ ପଡିବାର ଯଥେଷ୍ଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri