ଚର୍ମ ସମସ୍ୟା ଓ ମୋବାଇଲ
ଆଜିକାଲି ମୋବାଇଲ ବ୍ୟବହାର କରିବା ଏକ ସାଧାରଣ କଥା ପାଲଟି ଗଲାଣି। କାରଣ କେବଳ କାହା ସହ କଥାବାର୍ତ୍ତା ହେବା ନୁହେଁ, ବିଭିନ୍ନ ବିଷୟରେ ଜାଣିବାର ଏହା ହେଉଛି ଏକ ସହଜ ମାଧ୍ୟମ। ତେବେ ଏହାର ଆବଶ୍ୟକତାଠାରୁ ଅଧିକ ବ୍ୟବହାର...
ମେଡିକାଲ ଅକ୍ସିଜେନ୍
ହସ୍ପିଟାଲରେ ବ୍ୟବହୃତ ଅକ୍ସିଜେନ୍ ସିଲିଣ୍ଡର : ସାଧାରଣତଃ କୌଣସି ହସ୍ପିଟାଲରେ ବ୍ୟବହୃତ ଅକ୍ସିଜେନ୍ ସିଲିଣ୍ଡରର କ୍ଷମତା ୭ ଘନ ମିଟର (୭ କ୍ୟୁବିକ ମିଟର) ହୋଇଥାଏ, ଯାହାର ଉଚ୍ଚତା ପ୍ରାୟ ୪.୫ ଫୁଟ। ଏହାର ଆୟତନ ମାତ୍ର ୪୭ ଲିଟର...
ଉଚ୍ଚ ରକ୍ତଚାପର ଆୟୁର୍ବେଦୀୟ ଉପଚାର
ବର୍ତ୍ତମାନ ବ୍ୟସ୍ତବହୁଳ ଜୀବନଶୈଳୀ ମନୁଷ୍ୟକୁ ଅନେକାଂଶରେ ରୋଗାକ୍ରାନ୍ତ କରିଛି। କେତେଗୁଡିଏ ରୋଗ ଏବଂ ସେଗୁଡିକର ପ୍ରମୁଖ ଲକ୍ଷଣ ସମୂହ ମନୁଷ୍ୟର ଜୀବନଶୈଳୀକୁ ଦୁର୍ବିଷହ କରିଦେଇଛି। ସେପରି ରୋଗଗୁଡିକ ମଧ୍ୟରୁ ଉଚ୍ଚ ରକ୍ତଚାପ (Hypertension) ଅନ୍ୟତମ। ଏହା ଏକ ସ୍ଥାୟୀ ଭେଷଜ...
ଏହି ପାଣିକୁ ସକାଳେ ପିଇଲେ କିଡ୍ନୀ ଷ୍ଟୋନ୍ରୁ ମିଳିବ ମୁକ୍ତି
ପଇଡ଼ ପାଣି ସ୍ବାସ୍ଥ୍ୟ ଲାଗି ଅନେକ ଉପକାରୀ। କେବଳ ସେତିକି ନୁହେଁ, ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ଗୁଣ ରହିଥାଏ। ଏହା ରୋଗ ପ୍ରତିରୋଧ ଶକ୍ତିକୁ ବଢ଼ାଇବା ସହ ବିଭିନ୍ନ ରୋଗରୁ ମୁକ୍ତି ଦେଇଥାଏ। ଜାଣନ୍ତୁ ପଇଡ଼ ପାଣିର ଔଷଧୀୟ...
କରୋନା ସମୟରେ ଥଣ୍ଡା, କାଶ ଶୀଘ୍ର ଭଲ କରିବା ପାଇଁ ଆପଣାନ୍ତୁ ଏହି ଉପାୟ
କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏଥିରୁ ମୁକ୍ତି ପାଇବା ପାଇଁ ଆମ ଦେଶର କେତେକ ରାଜ୍ୟରେ ଲକ୍ଡାଉନ୍ ଘୋଷଣା ବି କରାଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶାବଳୀରେ...
ଜୀବନରେ ବହୁ ଚେଷ୍ଟା ସତ୍ତ୍ୱେ ଏହା ମିଳିବା ଅସମ୍ଭବ
ଆଚାର୍ଯ୍ୟ ଚାଣକ୍ୟ, ତାଙ୍କ ନୀତି ଶାସ୍ତ୍ରରେ ଜୀବନ ସହିତ ଜଡ଼ିତ ସମସ୍ତ ଦିଗକୁ ଗଭୀର ଭାବରେ ଆଲୋକପାତ କରିଛନ୍ତି। ତାଙ୍କ ନୀତିରେ ସେ ବ୍ୟକ୍ତିଙ୍କ ସହ ଜଡ଼ିତ ଏକ କଥା ଉଲ୍ଲେଖ କରିଛନ୍ତି, ଯାହା ବହୁ ଚେଷ୍ଟା ସତ୍ତ୍ୱେ ମଧ୍ୟ...
କେତେ ମାସ ପର୍ଯ୍ୟନ୍ତ ରହିବ କରୋନା ସଂକ୍ରମଣ, ବିଶେଷଜ୍ଞ କହିଲେ ଏପରି…
ଓ୍ବାଶିଂଟନ,୧।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହେବାରେ ଲାଗିଛି। ଏପରିସ୍ଥଳେ କରୋନା ସଂକ୍ରମଣ ନେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନାର ଲକ୍ଷଣ ପ୍ରକାଶ ପାଇଥିବା ଲୋକଙ୍କଠାରେ ସଂକ୍ରମଣ ୬ ମାସ...
ଉଚ୍ଚ ରକ୍ତଚାପ ରୋଗୀଙ୍କ ପାଇଁ…
ଯଦି ଆପଣ ଉଚ୍ଚ ରକ୍ତଚାପ ଦ୍ୱାରା ପୀଡ଼ିତ, ତେବେ ରକ୍ତଚାପ କେତେ ଅଛି ତାହା ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ ମାପି ନିଅନ୍ତୁ। ବିଶେଷଭାବରେ ବୟସ ବଢ଼ିଲେ ଏହି ସମସ୍ୟା ଦେଖାଯିବାର ଆଶଙ୍କା ରହିଛି। ତେଣୁ ଏଥିପ୍ରତି ସତର୍କ ରୁହନ୍ତୁ। ଯଦି...
ରୁହନ୍ତୁ ସାବଧାନ ! ଫୁସ୍ଫୁସ୍ ସହିତ ଏସବୁ ଅଙ୍ଗକୁ ବି ପ୍ରଭାବିତ କରେ କରୋନା…
ନୂଆଦିଲ୍ଲୀ,୨୯।୪: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଭାରତରେ ପରିସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନା ଭୂତାଣୁ ମୁଖ୍ୟତଃ ଫୁସ୍ଫୁସ୍କୁ ଆକ୍ରାନ୍ତ କରିଥାଏ। ତେବେ ଏହା ସହିତକ ଶରୀରର ଅନ୍ୟ ଗୁରୁତ୍ୱପୂର୍ଣ୍ଣ ଅଙ୍ଗକୁ ମଧ୍ୟ...
ଭାକ୍ସିନ୍ କାମ କରୁଛି ବୋଲି ଜାଣିବେ କିପରି…
ନୂଆଦିଲ୍ଲୀ, ୨୯।୪: କରୋନା ସଂକ୍ରମଣ ଯୋଗୁ ଦେଶରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଏପରିସ୍ଥଳେ ସାର୍ବଜନୀକ ଭାକ୍ସିନ୍ କରଣ ଅଭିଯାନ ଜାରି ରହିଛି। ଭାକ୍ସିନ୍ ନେବା ପରେ ଏହା କାମ କରୁଛି କି ନାହିଁ ସେ ନେଇ କେତେକଙ୍କ ମନରେ...
ମାତୃଗର୍ଭରୁ ସ୍ଥିର ହୋଇଥାଏ ଏସବୁ
ଚାଣକ୍ୟଙ୍କ ନୀତିଶାସ୍ତ୍ରରେ ମାନବ ଜୀବନରେ ଘଟୁଥିବା ଘଟଣାଗୁଡ଼ିକ ବିଷୟରେ ବର୍ଣ୍ଣନା କରାଯାଇଛି। ସେ ତାଙ୍କ ନୀତିଶାସ୍ତ୍ରରେ କହିଛନ୍ତି, ମାନବ ଜୀବନ ସହିତ ଜଡ଼ିତ ୫ କଥା ମାତୃଗର୍ଭରେ ସ୍ଥିର ହୋଇଥାଏ। ତେବେ ଜାଣନ୍ତୁ ସେ ସମ୍ପର୍କରେ… ଏହି ଶ୍ଳୋକରେ ଚାଣକ୍ୟ...
ଏଭଳି ଲୋକଙ୍କ ସହିତ ୧ ମିନିଟ୍ ରହିଲେ ବି ହୋଇଯିବ କରୋନା…
ନୂଆଦିଲ୍ଲୀ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଆତଙ୍କ ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣ ତୀବ୍ର ବେଗରେ ବ୍ୟାପୁଥିବାରୁ ଏହାକୁ ରୋକିବା ଅସମ୍ଭବ ହୋଇପଡ଼ିଛି। ଏପରିସ୍ଥଳେ ଦିଲ୍ଲୀ ଏମ୍ସ୍ର ନିର୍ଦ୍ଦେଶକ ଡ. ରଣଦୀପ୍ ଗୁଲେରିଆ କହିଛନ୍ତି ଯେ, ଆକ୍ରାନ୍ତଙ୍କ ସହିତ...
Archives


