ଜୀବନଚର୍ଯ୍ୟା

କେଉଁ ଦିଗରେ ଲଗାଇବେ ଘଣ୍ଟା

ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରେ ଥିବା ପ୍ରତ୍ୟେକଟି ବସ୍ତୁର ପ୍ରଭାବ ଆମ ଜୀବନ ଉପରେ ପଡିଥାଏ। ସେମିତି ଏକ ବସ୍ତୁ ହେଉଛି ଘଡ଼ି ବା ଘଣ୍ଟା। ସମୟ ଜାଣିବା ପାଇଁ ଆମେ ସାଧାରଣତଃ ଘରେ ଘଣ୍ଟା ଲଗାଇଥାଉ। କିନ୍ତୁ ଏହି ଘଣ୍ଟା ଲଗାଇବା…

ଏହାକୁ ଖାଇଲେ ନିୟନ୍ତ୍ରଣ ହୋଇଥାଏ ଓଜନ

ସାଧାରଣତଃ ଆମ ରୋଷେଇ ଘରେ ଏମିତି କିଛି ଜିନିଷ ଥାଏ, ଯେଉଁଥିରେ ଔଷଧୀୟ ଗୁଣ ଭରି ରହିଥାଏ। ମାତ୍ର ଆମେ ତାହା ଜାଣିପାରି ନ ଥାଉ। ଏମିତି ଏକ ଔଷଧୀୟ ଗୁଣ ଥିବା ଜିନିଷ ହେଉଛି ମେଥି। ମେଥି ଆମକୁ ଅନେକ…

ମାତୃଗର୍ଭରୁ ସ୍ଥିର ହୁଏ ଏସବୁ

ଚାଣକ୍ୟଙ୍କ ନୀତିଶାସ୍ତ୍ରରେ ମାନବ ଜୀବନରେ ଘଟୁଥିବା ଘଟଣାଗୁଡ଼ିକ ବିଷୟରେ ବର୍ଣ୍ଣନା କରାଯାଇଛି। ସେ ତାଙ୍କ ନୀତିଶାସ୍ତ୍ରରେ କହିଛନ୍ତି, ମାନବ ଜୀବନ ସହିତ ଜଡ଼ିତ ୫ କଥା ମାତୃଗର୍ଭରେ ସ୍ଥିର ହୋଇଥାଏ। ତେବେ ଜାଣନ୍ତୁ ସେ ସମ୍ପର୍କରେ… ଏହି ଶ୍ଳୋକରେ ଚାଣକ୍ୟ କହିଛନ୍ତି,…

ସୌନ୍ଦର୍ଯ୍ୟ ବଢ଼ାଏ ଏହି ତେଲ

ସୋରିଷ ତେଲ, ଘିଅ, ରିଫାଇନ୍‌ ଆଦି ତେଲକୁ ଆମେ ଖାଦ୍ୟ ପ୍ରସ୍ତୁତିରେ ବ୍ୟବହାର କରିଥାଉ। କେତେକ ସ୍ଥାନରେ ନଡ଼ିଆ ତେଲ ବ୍ୟବହାର କରାଯାଇ ଖାଦ୍ୟ ପ୍ରସ୍ତୁତ କରାଯାଇଥାଏ। ପ୍ରତ୍ୟେକ ତେଲରେ ବିଭିନ୍ନ ଖାଦ୍ୟସାର ରହୁଥିଲେ ହେଁ ସୋରିଷ ତେଲରେ ପ୍ରସ୍ତୁତ ବ୍ୟଞ୍ଜନ…

ଏହି ୩ ରାଶିର ବ୍ୟକ୍ତି କରିଥାନ୍ତି ପ୍ରେମ ବିବାହ; ବେଶ୍‌ ଭାଗ୍ୟଶାଳୀ ଏମାନଙ୍କ ପାର୍ଟନର

ଆଜିକାଲିର ସମୟରେ ସମସ୍ତେ ନିଜ ପସନ୍ଦର ଜୀବନସାଥୀ ପାଇବାକୁ ଚେଷ୍ଟିତ। ଭବିଷ୍ୟତରେ ଯେପରି ତରବରିଆ ଭାବେ ନିଆଯାଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ନ କରିବାକୁ ପଡେ ସେଥିପାଇଁ ସମସ୍ତେ ଚାହାନ୍ତି। ଜ୍ୟୋତିଷ ଶାସ୍ତ୍ରରେ ଏପରି ୩ ରାଶି ରହିଛି, ଯେଉଁମାନଙ୍କ ଭାଗ୍ୟରେ…

ଏସବୁ ଲକ୍ଷଣ ଦେଖା ଦେଉଛି କି? ହୋଇପାରେ ହୃଦ୍‌ଘାତ

ବିଶ୍ୱବ୍ୟାପୀ ମୃତ୍ୟୁର ମୁଖ୍ୟ କାରଣ ହେଉଛି ହାର୍ଟ ଆଟାକ୍‌ ବା ହୃଦ୍‌ଘାତ। ଏହାର ଅନେକ କାରଣ ରହିଛି। ଆମେ ଅଧିକ କାମ କରୁ ମାତ୍ର ବହୁତ କମ୍‌ ଶୋଇଥାଉ। ଅସ୍ବାସ୍ଥ୍ୟକର ଖାଦ୍ୟ ଖାଇଥାଉ ଯଥେଷ୍ଟ ବ୍ୟାୟାମ କରି ନ ଥାଉ। ବେଳେବେଳେ…

ପରିଣତ ବୟସରେ…

ଜୀବନର ସାୟାହ୍ନରେ ଯୌବନର ମାଦକତା ଓ ଇନ୍ଦ୍ରିୟ କାର୍ଯ୍ୟ କ୍ଷମତା ଧୀରେ ଧୀରେ ହ୍ରାସ ପାଏ। ଏହି ସମୟରେ ରୁଗ୍ଣତା ଆସିଲେ ଶରୀର ହୋଇପଡ଼େ ଦୁର୍ବଳ ଆଉ ବଞ୍ଚତ୍ବା ହୋଇଯାଏ ଦୁର୍ବିଷହ। ତେଣୁ ପରିଣତ ବୟସରେ ସୁସ୍ଥ ରହିବା ଲାଗି ମହିଳାମାନଙ୍କୁ…

କାଜୁ କଟ୍‌ଲି

କାଜୁ-୨କପ୍‌,ଚିନି-୧କପ୍‌ ପାଣି-ଅଧା କପ୍‌,ଘିଅ-୧ଚାମଚ ଗୁଜୁରାତି ଗୁଣ୍ଡ-୧/୪ଚାମଚ ପ୍ରସ୍ତୁତି ପ୍ରଣାଳୀ: ପ୍ରଥମେ ୨କପ୍‌ କାଜୁ ନେଇ ଭଲଭାବେ ଗ୍ରାଇଣ୍ଡିଂ କରନ୍ତୁ, ଯେପରି ଖଦଡ଼ିଆ ନ ରହେ ଧ୍ୟାନ ଦିଅନ୍ତୁ। ଏକ କଡ଼ାଇ ବସାଇ ସେଥିରେ ୧କପ୍‌ ଚିନି ସହ ଅଧା କପ୍‌ ପାଣି…

ଶାଢ଼ି ପ୍ୟାଣ୍ଟ

ଫ୍ୟାଶନେବଲ୍‌ ଏବଂ ଡିଫରେଣ୍ଟ ଲୁକ୍‌ ପାଇଁ ଅଧିକାଂଶ ଝିଅ ଭିନ୍ନ ଭିନ୍ନ ଡିଜାଇନ୍‌ର ପୋଷାକ ପରିଧାନ କରୁଛନ୍ତି । ତେବେ ବର୍ତ୍ତମାନ ଶାଢ଼ି ସହ ପ୍ୟାଣ୍ଟର ଫ୍ୟାଶନ୍‌ ଟ୍ରେଣ୍ଡରେ ଅଛି । ତେବେ କେଉଁ ଶାଢ଼ି ସହ କେଉଁ ପ୍ୟାଣ୍ଟ ପିନ୍ଧିଲେ…

ରହିବନି ଷ୍ଟ୍ରେଚ୍‌ମାର୍କ

ଚନ୍ଦନ ପ୍ୟାକ୍‌ : ଚନ୍ଦନରେ ରହିଛି ଅନେକ ଉପକାରୀ ଗୁଣ। ତେଣୁ ଏହା ଏକ ଆୟୁର୍ବେଦିକ ବିୟୁଟି ପ୍ରଡକ୍ଟ ଭାବେ ମଧ୍ୟ ପରିଚିତ। ପେଟରେ ହେଇଥିବା ଷ୍ଟ୍ରେଚ୍‌ ମାର୍କ ଦୂର କରିବା ପାଇଁ ମଧ୍ୟ ଏହା ବେଶ୍‌ ଉପକାରୀ। ଏଥିପାଇଁ ଘରେ…

ଆଜ୍‌ମାର ଘରୋଇ ଉପଚାର

ଆଜ୍‌ମା ହେଉଛି ଏକ ଶ୍ୱାସଜନିତ ସମସ୍ୟା। ଏହା ଗୁରୁତର ଆକାର ଧାରଣ କଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ହସ୍ପିଟାଲରେ ଆଡମିଟ୍‌ ହୋଇ ଚିକିତ୍ସିତ ହେବାକୁ ପଡ଼ିଥାଏ। ତେବେ ଏପରି କେତେକ ଘରୋଇ ଉପଚାର ରହିଛି, ଯାହାକୁ ଅନୁସରଣ କରି ଜଣେ ବ୍ୟକ୍ତି ଏଥିରୁ…

କିଡ୍‌ନୀ ଷ୍ଟୋନ୍‌ରୁ ମୁକ୍ତି ଚାହୁଁଥିଲେ

ପଇଡ଼ ପାଣି ସ୍ବାସ୍ଥ୍ୟ ଲାଗି ଅନେକ ଉପକାରୀ। କେବଳ ସେତିକି ନୁହେଁ, ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ଗୁଣ ରହିଥାଏ। ଏହା ରୋଗ ପ୍ରତିରୋଧ ଶକ୍ତିକୁ ବଢ଼ାଇବା ସହ ବିଭିନ୍ନ ରୋଗରୁ ମୁକ୍ତି ଦେଇଥାଏ। ଜାଣନ୍ତୁ ପଇଡ଼ ପାଣିର ଔଷଧୀୟ ଗୁଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?