ସଂକ୍ରମଣ ମାତ୍ରା କମାଏ ଭିଟାମିନ୍ ଡି
ହାଇଦ୍ରାବାଦ, ୨ା୬: ଶରୀରରେ ଯଥେଷ୍ଟ ମାତ୍ରାରେ ଭିଟାମିନ୍ ଡି କରୋନା ସଂକ୍ରମଣ ହ୍ରାସ କରିବାରେ ପ୍ରମୁଖ ଭୂମିକା ନେଇଥାଏ। ଏ ସଂକ୍ରାନ୍ତରେ ହାଇଦ୍ରାବାଦସ୍ଥିତ ନିଜାମ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ (ଏନ୍ଆଇଏମ୍ଏସ୍) ପକ୍ଷରୁ କରାଯାଇଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ବିଶେଷକରି ଶ୍ୱାସକ୍ରିୟାଜନିତ…
ଘରର ଏସବୁ ସ୍ଥାନରେ ରଖନ୍ତୁ ଦର୍ପଣ: କେବେ ବି ହେବେନି ଦରିଦ୍ର
ବାସ୍ତୁବିତ୍ଙ୍କ ଅନୁଯାୟୀ, ଯଦି ଘରେ ଦର୍ପଣକୁ ସଠିକ ଦିଗରେ ରଖାଯାଏ ନାହିଁ, ତେବେ ଏହା ବ୍ୟକ୍ତିଙ୍କ ଜୀବନ ଉପରେ ନକାରାତ୍ମକ ପ୍ରଭାବ ପକାଇପାରେ। ବାସ୍ତୁଶାସ୍ତ୍ର ଅନୁଯାୟୀ ସକାରାତ୍ମକ ଶକ୍ତି ସର୍ବଦା ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣକୁ ଗତି କରିଥାଏ। ଦର୍ପଣକୁ…
ବଟର ଚିକେନ୍
ଆବଶ୍ୟକ ସାମଗ୍ରୀ: ୨ ଟେବ୍ଲସ୍ପୁନ୍ ତେଲ, ୧ ଟେବଲ୍ସ୍ପୁନ୍ ବଟର, ଛୋଟ ଛୋଟ କଟା ହୋଇଥିବା ଗୋଟିଏ ପିଆଜ, ୧ ଟି ସ୍ପୁନ୍ ଅଦା ଛେଚା କିମ୍ବା ବଟା, ୨-୩ କୋଲା ରସୁଣ ଛେଚା କିମ୍ବା ବଟା, ୫୦୦ଗ୍ରାମ ବୋନ୍ଲେସ୍ ଚିକେନ୍,…
ଘରୁ ଦୂରାନ୍ତୁ ମଶା
ଘରେ ମଶା ହେଲେ ଅଧିକାଂଶ ମଶା ମରା କଏଲ୍, ଲିକ୍ୱିଡ୍, ହିଟ୍ ଆଦିର ସାହାଯ୍ୟ ନିଅନ୍ତି । କିନ୍ତୁ ଏସବୁରୁ ନିର୍ଗତ ବିଷାକ୍ତ ଧୂଆଁ ସ୍ବାସ୍ଥ୍ୟୋପକାରୀ ନୁହେଁ। ତେଣୁ ଆପଣ ଚାହିଁଲେ ଘରେ କେତୋଟି ଗଛ ରଖି ପାରିବେ ଯାହାକି ମଶା…
ପିଲାଙ୍କ ସାଥୀ ଇଣ୍ଟରନେଟ୍
ପୁଣି ବଢ଼ିଲା ଲକ୍ଡାଉନ୍ । ନା ସ୍କୁଲ୍ ନା କଲେଜ୍, ନା ସମ୍ଭବ ହେଉଛି ବାହାରେ ଖେଳିବା ବୁଲିବା। ଏମିତିରେ ଇଣ୍ଟରନେଟ୍ ପାଲଟିଯାଇଛି ପିଲାମାନଙ୍କ ସାଥୀ। ହେଲେ ଅପରପକ୍ଷେ ଏହାର ଅଧିକ ବ୍ୟବହାର ପିଲାଙ୍କ ସ୍ବାସ୍ଥ୍ୟ ଉପରେ ପକାଉଛି ନକାରାତ୍ମକ ପ୍ରଭାବ।…
ରହିବନି ଷ୍ଟ୍ରେଚ୍ମାର୍କ
ଅନେକ ମହିଳା ଶିଶୁ ଜନ୍ମ ପରେ ପେଟ ଏବଂ ଶରୀରର ଅନ୍ୟ କେତେକ ସ୍ଥାନରେ ହୋଇଥିବା ଷ୍ଟ୍ରେଚ୍ମାର୍କ କମ୍ କରିବାକୁ ନେଇ ବ୍ୟସ୍ତ ହୋଇପଡନ୍ତି। ହେଲେ ଏହା ଏକ ପ୍ରାକୃତିକ ପରିବର୍ତ୍ତନ ହୋଇଥିବାରୁ ଏଥିପାଇଁ ସମୟ ଲାଗିଥାଏ। ତଥାପି ଅପେକ୍ଷାକୃତ ଶୀଘ୍ର…
ଆଜି ବିଶ୍ୱ ତମାଖୁ ନିରୋଧୀ ଦିବସ: ସତର୍କତା ହିଁ ଜରୁରୀ
ସାରା ବିଶ୍ୱରେ ମାନବ ସଭ୍ୟତା ବହୁ ଘାତପ୍ରତିଘାତ ସହ ମୁକାବିଲା କରି ପୃଥିବୀପୃଷ୍ଠରେ ବଞ୍ଚତ୍ ରହିବା ନିମନ୍ତେ ପ୍ରୟାସ ଜାରି ରଖିଆସିଛି। ସମାଜରେ ୧୮ ବର୍ଷରୁ ଊଦ୍ଧର୍ବ ଏବଂ ବୟସ୍କ ବ୍ୟକ୍ତି ମଧ୍ୟ ଦୈନନ୍ଦିନ ବିଡ଼ି, ସିଗାରେଟ୍, ପିକା, ହୁକା, ଖଇନି,…
ବ୍ରେନ୍ ଷ୍ଟ୍ରୋକ୍
ଜଣେ ବ୍ୟକ୍ତି ସମ୍ମୁଖୀନ ହେଉଥିବା ଗୁରୁତର ସ୍ବାସ୍ଥ୍ୟଜନିତ ସମସ୍ୟାଗୁଡିକ ମଧ୍ୟରୁ ବ୍ରେନ୍ ଷ୍ଟ୍ରୋକ୍ ଅନ୍ୟତମ। ତେବେ ଏହାର କାରଣ ସମ୍ପର୍କରେ ଆମେ ଅବଗତ ହେବା ନିହାତି ଦରକାର। ଅଧିକାଂଶ ସମୟ ଟେନସନରେ ରହିବା, ଡାଇବେଟିସ୍, ନିଶାଦ୍ରବ୍ୟ ସେବନ, ମେଦବହୁଳତା, କୋଲେଷ୍ଟରଲ ପରିମାଣ…
ଫଙ୍ଗସ୍ : ଆଉ ଏକ ମହାମାରୀ
ଦୁଇ ହଜାର ମସିହା ଆରମ୍ଭରୁ କେବଳ ଆମେ ଓଡ଼ିଶାବାସୀ ଏହି କୋଭିଡ୍-୧୯କୁ ସହ୍ୟ କରି ଚାଲିଛୁ। ବହୁତ ଜଣ ନିଜର ଆତ୍ମୀୟ ସ୍ବଜନଙ୍କୁ ମଧ୍ୟ ହରାଇ ସାରିଲେଣି। ପ୍ରଥମ ଲହର ପରେ ଦ୍ୱିତୀୟ ଲହର କମିବାକୁ ବସିଲାଣି। କିନ୍ତୁ ଏବେଠୁ ଆମେ…
ଜାଣନ୍ତୁ କାହିଁକି ହୁଏ ଅର୍ଶ
ପାଚନତନ୍ତ୍ରରେ ହେଉଥିବା ସମସ୍ୟା ନେଇ ବିଭିନ୍ନ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଯାଉ ଥିବା ବେଳେ କୋଷ୍ଠକାଠିନ୍ୟ ବା ମଳତ୍ୟାଗ ସମୟରେ କଷ୍ଟ ହୋଇଥାଏ। ଏ ନେଇ ଅର୍ଶ ସମସ୍ୟା ଦେଖାଯାଇଥାଏ। ତେଣୁ ଏ ନେଇ ବିଶେଷ ଭାବେ ଖାଦ୍ୟପେୟ ଉପରେ ଧ୍ୟାନ ଦେବାକୁ…
ଜୁନ୍ ୧୦ରେ ବର୍ଷର ପ୍ରଥମ ସୂର୍ଯ୍ୟପରାଗ: ଜାଣନ୍ତୁ କେଉଁ ରାଶି ଉପରେ କ’ଣ ପଡିବ ପ୍ରଭାବ
ଜୁନ୍ ୧୦ରେ ବର୍ଷର ପ୍ରଥମ ସୂର୍ଯ୍ୟପରାଗ: ଜାଣନ୍ତୁ କେଉଁ ରାଶି ଉପରେ କ’ଣ ପଡିବ ପ୍ରଭାବ ଚଳିତବର୍ଷର ପ୍ରଥମ ସୂର୍ଯ୍ୟପରାଗ ଜୁନ ୧୦ରେ ହେବ। ଏଥର ପୂର୍ଣ୍ଣ ସୂର୍ଯ୍ୟ ପରାଗ ହେଉଥିବାରୁ ଚନ୍ଦ୍ର ପୃଥିବୀକୁ ସମ୍ପୂର୍ଣ୍ଣ ରୂପେ ଆଚ୍ଛାଦନ କରିବ। ଏହି…
ମଧୁମେହ ରୋଗୀଙ୍କ ପାଇଁ ବରଦାନ ସଦୃଶ ଧନିଆ ପତ୍ର
ଧନିଆ ପତ୍ର କେବଳ ତରକାରିର ସ୍ବାଦ ବଢ଼ାଇଥାଏ ତାହା ନୁହେଁ, ଏଥିରେ ପୋଷକତତ୍ତ୍ୱ, ପୋଟାସିୟମ, କ୍ୟାଲ୍ସିୟମ, ଭିଟାମିନ୍ ଓ ମାଙ୍ଗାନିଜ ଭରପୂର ମାତ୍ରାରେ ରହିଥାଏ। ଯାହା ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ସହ ମଣିଷକୁ ରୋଗମୁକ୍ତ କରାଇଥାଏ। ଜାଣନ୍ତୁ ଏହାର ଉପକାରୀ…
Archives


