ବୁଦ୍ଧିମତ୍ତା ଓ ନିଦ୍ରା
ଆମେ ପ୍ରତିଦିନ ଅତିକମ୍ରେ ୬-୭ ଘଣ୍ଟା ଶୋଇବା ଦରକାର। ହେଲେ କେତେକଙ୍କ କ୍ଷେତ୍ରରେ ଏଥିରେ ତାରତମ୍ୟ ପରିଲକ୍ଷିତ ହୋଇଥାଏ। ତେବେ ଯଦି ଜଣେ ବ୍ୟକ୍ତି ଆବଶ୍ୟକ ମୁତାବକ ନିଦ୍ରା ଯାଆନ୍ତି ତା’ହେଲେ ତାଙ୍କର ବୁଦ୍ଧିମତ୍ତା ପୂର୍ବାପେକ୍ଷା ପ୍ରଖର ହୋଇଥାଏ ବୋଲି ଏକ…
ସ୍ମରଣୀୟ କାରଲ ଲ୍ୟାଣ୍ଡଷ୍ଟେନର
୧୯୦୧ ମସିହାରେ ରକ୍ତ ବିଜ୍ଞାନରେ ଏକ ବୈପ୍ଳବିକ ପରିବର୍ତ୍ତନ ଘଟିଥିଲା। ଡା. କାରଲ ଲ୍ୟାଣ୍ଡଷ୍ଟେନର ନିଜ ଶରୀରରୁ ଓ ନିଜ ଅଧୀନରେ ଗବେଷଣା କରୁଥିବା ଗବେଷକଙ୍କ ଶରୀରରୁ ରକ୍ତ ନମୁନା ସଂଗ୍ରହ କରି ବହୁ ପ୍ରକାର ଗବେଷଣା ପରେ ୧୯୦୧ ମସିହାରେ…
ଉଚ୍ଚ ରକ୍ତଚାପ ରୋଗୀଙ୍କ ପାଇଁ…
ଆଜିକାଲି ରକ୍ତଚାପ ବା ବ୍ଲଡ ପ୍ରେସର ସମସ୍ୟା ଏକ ସାଧାରଣ ଘଟଣା ପାଲଟି ଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଅସନ୍ତୁଳିତ ଜୀବନଶୈଳୀ, ଖାଦ୍ୟପେୟ ଆଦି ଏଥିପାଇଁ କେତେକାଂଶରେ ଦାୟୀ। ତେବେ ଜଣେ ଉଚ୍ଚ ରକ୍ତଚାପ ରୋଗୀ କେଉଁ ବିଷୟ…
ଏକ୍ମୋ ଚିକିତ୍ସା
ଏକ୍ମୋ ଗୋଟିଏ ପରିବର୍ତ୍ତିତ ହାର୍ଟ-ଲଙ୍ଗ୍ସ ଯନ୍ତ୍ର। ହୃତ୍ପିଣ୍ଡ ବା ହାର୍ଟ ଅପରେଶନ ସମୟରେ ଏହା ବ୍ୟବହାର ହୁଏ। ମୁମୂର୍ଷୁ ରୋଗୀକୁ ଜୀବନ ଦାନ କରେ। ଶରୀରର ବାହାରେ ଥାଇ ଉକ୍ତ ଦୁଇଟି ଅଙ୍ଗର କାର୍ଯ୍ୟ କରେ। ସବୁ ଜୀବକୋଷକୁ ଅକ୍ସିଜେନ ଦିଏ…
ବାଏ ବାଏ ବ୍ୟାକ୍ ପେନ୍
ବାଇକ୍ ଚଳାଇବାବେଳେ ଆଗକୁ ଝୁଙ୍କି ରହିବା ହେଉ କି ନୂଆ ସାଇକେଲ ଚାଳକଙ୍କ ବହୁତ ବାଟ ସାଇକେଲ ଚଳାଇବା। ଅବା ଆଜିକାର ଓ୍ବାର୍କ ଫ୍ରମ୍ ହୋମ୍ ଟ୍ରେଣ୍ଡ। ଏସବୁ ଲାଗି ଉପୁଜୁଛି ବ୍ୟାକ୍ ପେନ୍ ଓ ନେକ୍ ପେନ୍ ସମସ୍ୟା। ଆଉ…
ଚେହେରା ଅନୁସାରେ ଏଭଳି ବାଛନ୍ତୁ ଇୟର୍ ରିଂ
ମହିଳାମାନଙ୍କୁ ଆକର୍ଷଣୀୟ ଲୁକ୍ ଦେବାରେ ଇୟର୍ ରିଂର ମଧ୍ୟ ବିଶେଷ ଭୂମିକା ରହିଥାଏ। ତେବେ ସବୁ ମହିଳାଙ୍କୁ ଯେ ସବୁ ପ୍ରକାରର ଇୟର୍ ରିଂ ମାନିବ ତାହା ବି ଭାବିବା ଠିକ୍ ନୁହେଁ। କାରଣ ପ୍ରତ୍ୟେକ ମହିଳାଙ୍କର ମୁହଁର ଗଢ଼ଣ ଭିନ୍ନ…
ରାତିରେ ଭୋକ ଲାଗିଲେ କ’ଣ ଖାଇବେ..
ବେଳେବେଳେ ରାତ୍ରିଭୋଜନ ଖାଇକି ଶୋଇଲେ ବି ରାତି ଅଧରେ ଅନେକଙ୍କୁ ଭୋକ ଲାଗିଥାଏ; ଯଦ୍ଦ୍ବାରା ସେମାନଙ୍କ ନିଦ ଭାଙ୍ଗିଯାଏ ଆଉ ସେମାନେ ରାତିରେ ଉଠି କିଛି ନା କିଛି ଖାଇକି ଶୋଇଥାନ୍ତି। ତେବେ ରାତି ଅଧରେ ଭୋକ ଲାଗିଲେ କ’ଣ ଖାଇବା…
ଜୀବନକୁ ସୁଖମୟ କରିବାରେ ସାହାଯ୍ୟ କରୁଥିବା କିଛି କଥା ସମ୍ପର୍କରେ…
*ଯାହା ‘ପ୍ରାପ୍ତ’ ହୋଇଛି ତାହା ‘ପର୍ଯ୍ୟାପ୍ତ’। ଏହି ଦୁଇଟି ଶବ୍ଦରେ ସୁଖ ହେଉଛି ଅତୁଳନୀୟ। *ଯଦି କେହି ଖୁସି ପାଇଁ କାମ କରନ୍ତି, ତା’ହେଲେ ତାଙ୍କୁ ପ୍ରକୃତ ଖୁସି ମିଳି ନ ଥାଏ। କିନ୍ତୁ ସେହି ବ୍ୟକ୍ତି ଯଦି ଖୁସି ମନରେ…
ଏହି ଅଭ୍ୟାସ ଦେଖାଏ ସଫଳତାର ରାସ୍ତା
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ପଦୋନ୍ନତି, ବୈବାହିକ ଜୀବନ, ବନ୍ଧୁତା, ଶତ୍ରୁତା ଏବଂ ସମ୍ମାନ ସହିତ ଜଡିତ ସମସ୍ତ ବିଷୟ ଉପରେ ପରାମର୍ଶ ଦେଇଛନ୍ତି। ଚାଣକ୍ୟଙ୍କ ଦ୍ୱାରା ବର୍ଣ୍ଣିତ ନୀତିକୁ ଗ୍ରହଣ କରି ଜଣେ ବ୍ୟକ୍ତି ଜୀବନରେ ସଫଳତା ହାସଲ କରିପାରିବ।…
କେବଳ ଏହି କାରଣ ପାଇଁ ସ୍ବାମୀଙ୍କ ଅକାଳ ମୃତ୍ୟୁର କାରଣ ହୋଇଥାନ୍ତି ସ୍ତ୍ରୀ
ଆଚାର୍ଯ୍ୟ ଚାଣକ୍ୟ ଜୀବନର ମୂଲ୍ୟବୋଧକୁ ବର୍ଣ୍ଣନା କରିବା ସହିତ ଜୀବନ ସହ ଜଡିତ ସମସ୍ତ ଦିଗକୁ ବ୍ୟାଖ୍ୟା କରିଛନ୍ତି। ସେ ବିଚଳିତ ବ୍ୟକ୍ତିଙ୍କୁ ବିଷାକ୍ତ ପ୍ରାଣୀ ସହିତ ତୁଳନା କରିଥିବାବେଳେ ସେ ମହିଳାମାନଙ୍କ ପାଇଁ ସ୍ବାମୀ-ଆଦେଶ ଏବଂ ସ୍ବାମୀ ଧର୍ମକୁ ଅଳଙ୍କାର…
ଏସବୁ ଖାଦ୍ୟ ଖାଉଥିବା ଲୋକଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ
କରୋନା ସଂକ୍ରମଣ ହେବା ଆପଣଙ୍କ ଡାଏଟ୍ ସହିତ ଏକ ସଂଯୋଗ ମଧ୍ୟ ଅଛି। ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କୁହନ୍ତି, ଶାକାହାରୀଙ୍କ ତୁଳନାରେ ମାଂସାହାରୀଙ୍କୁ କରୋନା ସଂକ୍ରମଣ ହେବାର ଅଧିକ ଆଶଙ୍କା ରହିଥାଏ। ମେରିଲ୍ୟାଣ୍ଡର ଜନ୍ ହାପିଙ୍ଗ୍ସ ବଲୁମବର୍ଗ ସ୍କୁଲ୍ ଅଫ୍ ପବ୍ଲିକ ହେଲ୍ଥ…
କରୋନାରୁ ସୁସ୍ଥ ହେବା ପରେ ରୋଗୀଙ୍କଠାରେ ଦେଖାଦେଉଛି ଏସବୁ ଲକ୍ଷଣ
ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଉଛି । ସଂକ୍ରମଣ କମୁଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଉଥିବା ଲକ୍ଷ୍ୟ କରାଯାଇଛି। କିନ୍ତୁ କରୋନାରୁ ସୁସ୍ଥ ହେବା ପରେ ରୋଗୀଙ୍କଠାରେ ନଖ ଓ କେଶ ଝଡ଼ିବା ପରି ସମସ୍ୟା ଦେଖାଦେଉଛି।…
Archives


