ଜୀବନଚର୍ଯ୍ୟା

ତ୍ୱଚା ପାଇଁ ଉପକାରୀ ବିଟ୍‌

ବିଟ୍‌ ଖାଇବା ସ୍ବାସ୍ଥ୍ୟ ପକ୍ଷେ ଯେତିକି ଲାଭଦାୟକ ଏଥିରେ ଥିବା ସୌନ୍ଦର୍ଯ୍ୟ ବୃଦ୍ଧିକାରୀ ଉପାଦାନ ତ୍ୱଚା ପାଇଁ ମଧ୍ୟ ସେତିକି ଉପକାରୀ। ଆସନ୍ତୁ ଜାଣିବା ଏହାକୁ ବ୍ୟବହାର କରିବାର ଉପାୟ … ବିଟ୍‌ ଏବଂ ଲେମ୍ବୁ ପ୍ୟାକ୍‌: ଏକ ବିଟ୍‌କୁ ଭଲ…

ରୋଗ ପ୍ରତିରୋଧ ଶକ୍ତି ବୃଦ୍ଧି ପାଇଁ ଖାଆନ୍ତୁ ଏହାକୁ

ଛତୁ ଖାଇବାକୁ ପ୍ରାୟ ସମସ୍ତଙ୍କୁ ଭଲ ଲାଗିଥାଏ। ଏହା ଖାଇବାକୁ କେବଳ ଯେ ସ୍ବାଦିଷ୍ଟ ତାହା ନୁହେଁ ବରଂ ଏହା ସ୍ବାସ୍ଥ୍ୟ ଉପକାରୀ ମଧ୍ୟ। ପୋଷକ ତତ୍ତ୍ୱରେ ଭରପୁର ଥିବା ଛତୁକୁ ଆୟୁର୍ବେଦରେ ଔଷଧ ଭାବେ ଗ୍ରହଣ କରାଯାଏ। ଏହା ଅନେକ…

ଖାଇବା ପରେ..

ଖାଇବା ପରେ ଏପରି କାମ କରନ୍ତୁ ନାହିଁ, ଯାହାର ଖରାପ ପ୍ରଭାବ ଶରୀର ଉପରେ ପଡ଼ିବ । ଜାଣନ୍ତୁ ସେ ସମ୍ପର୍କରେ… ଆମେ ଖାଦ୍ୟ ଖାଇବା ପରେ କେତେକ କାର୍ଯ୍ୟ ପ୍ରତି ନଜର ଦେବା ନିହାତି ଜରୁରୀ। ଖାଇବା ପରେ ଫଳମୂଳ…

ମାଇଗ୍ରେନ୍‌ ସମସ୍ୟାର ଘରୋଇ ଉପଚାର

ମାଇଗ୍ରେନ ସମସ୍ୟା ନେଇ ଚିନ୍ତିତ କି? ଯଦି ହଁ, ତେବେ ଏ ନେଇ ଡାକ୍ତରଙ୍କ ସହ ପରାମର୍ଶ କରି ଔଷଧ ଖାଆନ୍ତୁ। ହେଲେ ଏପରି କେତେକ ଘରୋଇ ଉପଚାର ରହିଛି, ଯାହାକୁ ଆପଣେଇ ପାରିଲେ ତାହା ଏଭଳି ସମସ୍ୟାରୁ କେତେକାଂଶରେ ଉପଶମ…

କାର୍ଯ୍ୟଦକ୍ଷତା ବୃଦ୍ଧି ପାଇଁ…

କାର୍ଯ୍ୟଦକ୍ଷତା ବୃଦ୍ଧି ପାଇଁ ଏକ ସରଳ ଉପାୟର ଉପଯୋଗ କରିପାରନ୍ତି। ଏହା ମଧ୍ୟ ଆପଣଙ୍କ ହାତପାହାନ୍ତାରେ ରହିଛି ଏବଂ ତାହା ସହିତ ଆମେ ଓତପ୍ରତ ଭାବରେ ଜଡିତ। ତାହା ହେଲା ଖାଦ୍ୟ ଖାଇବା ଶୈଳୀ। ଜଣେ ବ୍ୟକ୍ତିର ଖାଇବା ଶୈଳୀ ଉପରେ…

ସାଇଲେଣ୍ଟ୍‌ କିଲର୍‌ ସାଜିଛି ଉଚ୍ଚ ରକ୍ତଚାପ…

ପ୍ରତିବର୍ଷ ମେ’ ୧୭ରେ ବିଶ୍ୱ ଉଚ୍ଚ ରକ୍ତଚାପ ଦିବସ ପାଳନ କରାଯାଇଥାଏ। ୨୦୦୬ଠାରୁ ଏହି ଦିବସ ଲୋକଙ୍କ ମଧ୍ୟରେ ଉଚ୍ଚ ରକ୍ତଚାପ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପାଳିତ ହୋଇ ଆସୁଛି। ୨୦୦୫ରେ ପ୍ରଥମେ ଏହି ଦିବସ ମେ’ ୧୪ରେ ପାଳନ…

ଥାଲାସେମିଆ : କିଛି କଥା

ସାରା ବିଶ୍ୱରେ ଏମିତି କେତେକ ରୋଗ ରହିଛି ଯାହାକି ସମ୍ପୂର୍ଣ୍ଣ ଜନ୍ମଗତ, ବଂଶାନୁକ୍ରମିକ ତଥା ଜଟିଳ ରୋଗ ଅଟେ। ସେଥିମଧ୍ୟରୁ ‘ଥାଲାସେମିଆ’ ନାମକ ରୋଗ ମଧ୍ୟ ଏକ ରକ୍ତସମସ୍ୟା ଜନିତ ବଂଶାନୁକ୍ରମିକ, ଜନ୍ମଗତ ତଥା ଜଟିଳ ରୋଗ। ଏହି ରୋଗରେ ଶରୀରରେ…

କୋଭିଡ୍‌ ରୋଗୀ ଓ କଳା କବକ

ଫଙ୍ଗସ୍‌କୁ ଓଡ଼ିଆରେ କବକ କୁହାଯାଏ। ଏହା ଗୋଟିଏ ସୁବିଧାବାଦୀ ସୂକ୍ଷ୍ମ ଜୀବ। ଅନ୍ୟ ରୋଗରୁ ଶରୀରର ରୋଗ ପ୍ରତିରୋଧକ ଶକ୍ତି କମିଗଲେ ଫଙ୍ଗସ୍‌ର ସଂଖ୍ୟା ବୃଦ୍ଧି ହୁଏ। ଏମାନେ ଓଦା ସ୍ଥାନରେ ରହିଥିବା ଜିନିଷ ଉପରେ ଉତ୍ପନ୍ନ ଶିଉଳି। କୋଭିଡ୍‌-୧୯ ରୋଗୀର…

କିପରି ନିୟନ୍ତ୍ରଣ କରିବେ ଉଚ୍ଚ ରକ୍ତଚାପ

୨୦୦୬ରୁ ପ୍ରତିବର୍ଷ ମେ’ ୧୭ ତାରିଖକୁ ବିଶ୍ୱ ଉଚ୍ଚ ରକ୍ତଚାପ ଦିବସ ଭାବେ ପାଳନ କରାଯାଉଅଛି। ଏ ବିଷୟରେ ସଚେତନ କରାଇବା ଏହି ଦିବସ ପାଳନର ଅସଲ ଉଦ୍ଦେଶ୍ୟ। ତେବେ ଉଚ୍ଚ ରକ୍ତଚାପ ଦ୍ୱାରା ବିଭିନ୍ନ ଅଙ୍ଗପ୍ରତ୍ୟଙ୍ଗ ଖରାପ ହେବାର ଆଶଙ୍କା…

ୱାର୍ଲଡ ହାଇପରଟେନ୍‌ସନ ଡେ’: କରୋନା ଓ ଉଚ୍ଚ ରକ୍ତଚାପ

ଏବେ କରୋନାର ଦ୍ୱିତୀୟ ଲହର ଯୋଗୁ ଦେଶରେ ଭିନ୍ନ ପରିସ୍ଥିତି ସୃଷ୍ଟି ହୋଇଛି। ତେବେ ନୀରବ ଘାତକ ଭାବେ ଆଖ୍ୟାୟିତ ଉଚ୍ଚ ରକ୍ତଚାପ ବି କରୋନା ସଂକ୍ରମଣ ଆଶଙ୍କାକୁ ବଢାଉଛି। ଡାଇବେଟିସ୍‌, ହୃଦ୍‌ରୋଗ, କିଡ୍‌ନୀ, ମେଦବହୁଳ, ଦୀର୍ଘକାଳିକ ଶ୍ୱାସରୋଗ, ଉଚ୍ଚ ରକ୍ତଚାପ…

ଦୀର୍ଘ ସମୟ କାମ କରୁଛନ୍ତି କି; ଯାଇପାରେ ଜୀବନ

ଜେନେଭା,୧୭।୫:କରୋନା ମହାମାରୀ ଯୋଗୁ ଲୋକଙ୍କ ଜୀବନଶୈଳୀ ସମ୍ପୂର୍ଣ୍ଣ ବଦଳି ଯାଇଛି। ଖାଇବା ପିଇବା ଠାରୁ ପାର୍ଟି କରିବା, ସାଙ୍ଗମାନଙ୍କୁ ଭେଟିବା, ବାହାରକୁ ଯିବା ଏବଂ ଅଫିସ କାମ କରିବା ପର୍ଯ୍ୟନ୍ତ ସମସ୍ତ ପଦ୍ଧତି ବଦଳି ଯାଇଛି। ଏଥି ସହିତ, କରୋନା ମହାମାରୀ…

ଶରୀରରେ ଏସବୁ ଲକ୍ଷଣ ଦେଖାଦେଲେ ତୁରନ୍ତ ଯାଆନ୍ତୁ ହସ୍ପିଟାଲ, ନଚେତ୍‌…

ଭାରତରେ କରୋନା ମହାମାରୀ ଦ୍ରୁତ ଗତିରେ ମାଡ଼ିଚାଲିଛି। ଦେଶରେ ପ୍ରତିଦିନ ୪ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଫଳରେ ହସ୍ପିଟାଲରେ ବେଡ୍‌, ଅକ୍ସିଜେନ ଏବଂ ଔଷଧର ଅଭାବ ପରିଲକ୍ଷିତ ହେଉଛି। ଏହି ସମୟରେ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କରୋନାର ସାମାନ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri