ଜୀବନଚର୍ଯ୍ୟା

ରହିବନି ଷ୍ଟ୍ରେଚ୍‌ମାର୍କ

ଅନେକ ମହିଳା ଶିଶୁ ଜନ୍ମ ପରେ ପେଟ ଏବଂ ଶରୀରର ଅନ୍ୟ କେତେକ ସ୍ଥାନରେ ହୋଇଥିବା ଷ୍ଟ୍ରେଚ୍‌ମାର୍କ କମ୍‌ କରିବାକୁ ନେଇ ବ୍ୟସ୍ତ ହୋଇପଡନ୍ତି। ହେଲେ ଏହା ଏକ ପ୍ରାକୃତିକ ପରିବର୍ତ୍ତନ ହୋଇଥିବାରୁ ଏଥିପାଇଁ ସମୟ ଲାଗିଥାଏ। ତଥାପି ଅପେକ୍ଷାକୃତ ଶୀଘ୍ର…

ଆଜି ବିଶ୍ୱ ତମାଖୁ ନିରୋଧୀ ଦିବସ: ସତର୍କତା ହିଁ ଜରୁରୀ

ସାରା ବିଶ୍ୱରେ ମାନବ ସଭ୍ୟତା ବହୁ ଘାତପ୍ରତିଘାତ ସହ ମୁକାବିଲା କରି ପୃଥିବୀପୃଷ୍ଠରେ ବଞ୍ଚତ୍ ରହିବା ନିମନ୍ତେ ପ୍ରୟାସ ଜାରି ରଖିଆସିଛି। ସମାଜରେ ୧୮ ବର୍ଷରୁ ଊଦ୍ଧର୍‌ବ ଏବଂ ବୟସ୍କ ବ୍ୟକ୍ତି ମଧ୍ୟ ଦୈନନ୍ଦିନ ବିଡ଼ି, ସିଗାରେଟ୍‌, ପିକା, ହୁକା, ଖଇନି,…

ବ୍ରେନ୍‌ ଷ୍ଟ୍ରୋକ୍‌

ଜଣେ ବ୍ୟକ୍ତି ସମ୍ମୁଖୀନ ହେଉଥିବା ଗୁରୁତର ସ୍ବାସ୍ଥ୍ୟଜନିତ ସମସ୍ୟାଗୁଡିକ ମଧ୍ୟରୁ ବ୍ରେନ୍‌ ଷ୍ଟ୍ରୋକ୍‌ ଅନ୍ୟତମ। ତେବେ ଏହାର କାରଣ ସମ୍ପର୍କରେ ଆମେ ଅବଗତ ହେବା ନିହାତି ଦରକାର। ଅଧିକାଂଶ ସମୟ ଟେନସନରେ ରହିବା, ଡାଇବେଟିସ୍‌, ନିଶାଦ୍ରବ୍ୟ ସେବନ, ମେଦବହୁଳତା, କୋଲେଷ୍ଟରଲ ପରିମାଣ…

ଫଙ୍ଗସ୍‌ : ଆଉ ଏକ ମହାମାରୀ

ଦୁଇ ହଜାର ମସିହା ଆରମ୍ଭରୁ କେବଳ ଆମେ ଓଡ଼ିଶାବାସୀ ଏହି କୋଭିଡ୍‌-୧୯କୁ ସହ୍ୟ କରି ଚାଲିଛୁ। ବହୁତ ଜଣ ନିଜର ଆତ୍ମୀୟ ସ୍ବଜନଙ୍କୁ ମଧ୍ୟ ହରାଇ ସାରିଲେଣି। ପ୍ରଥମ ଲହର ପରେ ଦ୍ୱିତୀୟ ଲହର କମିବାକୁ ବସିଲାଣି। କିନ୍ତୁ ଏବେଠୁ ଆମେ…

ଜାଣନ୍ତୁ କାହିଁକି ହୁଏ ଅର୍ଶ

ପାଚନତନ୍ତ୍ରରେ ହେଉଥିବା ସମସ୍ୟା ନେଇ ବିଭିନ୍ନ ସ୍ବାସ୍ଥ୍ୟଗତ ସମସ୍ୟା ଦେଖାଯାଉ ଥିବା ବେଳେ କୋଷ୍ଠକାଠିନ୍ୟ ବା ମଳତ୍ୟାଗ ସମୟରେ କଷ୍ଟ ହୋଇଥାଏ। ଏ ନେଇ ଅର୍ଶ ସମସ୍ୟା ଦେଖାଯାଇଥାଏ। ତେଣୁ ଏ ନେଇ ବିଶେଷ ଭାବେ ଖାଦ୍ୟପେୟ ଉପରେ ଧ୍ୟାନ ଦେବାକୁ…

ଜୁନ୍‌ ୧୦ରେ ବର୍ଷର ପ୍ରଥମ ସୂର୍ଯ୍ୟପରାଗ: ଜାଣନ୍ତୁ କେଉଁ ରାଶି ଉପରେ କ’ଣ ପଡିବ ପ୍ରଭାବ

ଜୁନ୍‌ ୧୦ରେ ବର୍ଷର ପ୍ରଥମ ସୂର୍ଯ୍ୟପରାଗ: ଜାଣନ୍ତୁ କେଉଁ ରାଶି ଉପରେ କ’ଣ ପଡିବ ପ୍ରଭାବ ଚଳିତବର୍ଷର ପ୍ରଥମ ସୂର୍ଯ୍ୟପରାଗ ଜୁନ ୧୦ରେ ହେବ। ଏଥର ପୂର୍ଣ୍ଣ ସୂର୍ଯ୍ୟ ପରାଗ ହେଉଥିବାରୁ ଚନ୍ଦ୍ର ପୃଥିବୀକୁ ସମ୍ପୂର୍ଣ୍ଣ ରୂପେ ଆଚ୍ଛାଦନ କରିବ। ଏହି…

ମଧୁମେହ ରୋଗୀଙ୍କ ପାଇଁ ବରଦାନ ସଦୃଶ ଧନିଆ ପତ୍ର

ଧନିଆ ପତ୍ର କେବଳ ତରକାରିର ସ୍ବାଦ ବଢ଼ାଇଥାଏ ତାହା ନୁହେଁ, ଏଥିରେ ପୋଷକତତ୍ତ୍ୱ, ପୋଟାସିୟମ, କ୍ୟାଲ୍‌ସିୟମ, ଭିଟାମିନ୍‌ ଓ ମାଙ୍ଗାନିଜ ଭରପୂର ମାତ୍ରାରେ ରହିଥାଏ। ଯାହା ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ସହ ମଣିଷକୁ ରୋଗମୁକ୍ତ କରାଇଥାଏ। ଜାଣନ୍ତୁ ଏହାର ଉପକାରୀ…

ଦୂରସ୍ତାନକୁ ଯାତ୍ରା କରୁଥିଲେ

ଯାତ୍ରା ସର୍ବଦା ଆନନ୍ଦ ଦାୟକ ଓ ରୋମାଞ୍ଚକର ହୋଇଥାଏ। ମାତ୍ର ଏକୁଟିଆ ଯାତ୍ରା ଅନେକ କଷ୍ଟଦାୟକ। ଆଉ ଏହି ସମୟରେ ଅନେକ ସମସ୍ୟାର ସାମ୍ନା କରିବାକୁ ପଡ଼ିଥାଏ। ତେବେ ଏକେଲା ଯାତ୍ରା ସମୟରେ ନିତ୍ୟବ୍ୟବହାର୍ଯ୍ୟ ଜିନିଷ, କ୍ଷୁଦ୍ର ଯନ୍ତ୍ରପାତି ପାଖରେ ରଖିବା…

୧୨ ଘଣ୍ଟା ପରେ କରୋନା ମୃତକଙ୍କଠାରୁ ବ୍ୟାପି ନ ଥାଏ ସଂକ୍ରମଣ: ଏମ୍ସ୍‌ ବିଶେଷଜ୍ଞ…

ନୂଆଦିଲ୍ଲୀ,୨୭।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ କରୋନା ମୃତକଙ୍କଠାରୁ ସଂକ୍ରମଣ ହେବ କି ନାହିଁ ସେ ନେଇ ବିଶେଷଜ୍ଞ ସୂଚନା ଦେଇଛନ୍ତି। ଗତ ଏକ ବର୍ଷ ଧରି ଏହା ଉପରେ ଗବେଷଣା ଜାରି ରହିଥିଲା। ଏନେଇ…

୧୫୦ ବର୍ଷ ବଞ୍ଚି ପାରିବ ମଣିଷ, ପ୍ରକାଶ ପାଇଲା ରିପୋର୍ଟ..

ସିଙ୍ଗାପୁର,୨୭।୫: ଜଣେ ମଣିଷ ସର୍ବାଧିକ କେତେ ବର୍ଷ ବଞ୍ଚିପାରିବ। ପୃଥିବୀରେ ସବୁଠାରୁ ବୟସ୍କ ବ୍ୟକ୍ତିଙ୍କ ବର୍ଷ ୧୧୪ ଅବା ୧୧୬ ରହିଛି। ତେବେ ନେଚର କମ୍ୟୁନିକେଶନ ପତ୍ରିକାରେ ପ୍ରକାଶିତ ରିପୋର୍ଟ ଅନୁସାରେ ଜଣେ ମଣିଷ ସର୍ବାଧିକ ୧୫୦ ବର୍ଷ ଜୀବିତ ରହିପାରିବ।…

କରୋନା କାଳରେ କେବଳ ଏହି କାରଣ ପାଇଁ ବଢୁଛି ସ୍ତ୍ରୀ-ସ୍ବାମୀଙ୍କ ମଧ୍ୟରେ ଝଗଡ଼ା

କରୋନାର ଦ୍ୱିତୀୟ ଲହରି ଖାଲି ଯେ, ଆମ ସ୍ବାସ୍ଥ୍ୟ ଉପରେ ପ୍ରଭାବ ପକାଉଛି ତାହା ନୁହେଁ, ଏହା ମାନସିକ ସ୍ତରରେ ମଧ୍ୟ ବେଶ୍‌ ପ୍ରଭାବ ପକାଉଛି। ଏହି କରୋନା ସମୟରେ ଘରୋଇ ହିଂସା ବହୁତ ବଢ଼ିଛି। ଶାରୀରିକ, ମାନସିକ, ମୌଖିକ, ଭାବନାତ୍ମକ…

ନିଜ ଭିତରେ ଏହି ପରିବର୍ତ୍ତନ ଦେଖୁଥିଲେ ପୁରଷମାନେ ଶୀଘ୍ର କରନ୍ତୁ ବିବାହ

ପ୍ରାୟ ଯୁବକମାନଙ୍କୁ ସେମାନଙ୍କ ଅବିବାହିତ ଜୀବନ ବେଶି ପସନ୍ଦ ଆସିଥାଏ। ସେମାନେ ତାଙ୍କ ଏହି ଜୀବନକୁ ନେଇ ଖୁସିରେ ରହିବାକୁ ଚାହିଁଥାନ୍ତି। ମାତ୍ର ପରବର୍ତ୍ତୀ ସମୟରେ ଜୀବନରେ ଏପରି ସମୟ ଆସେ ଯେତେବେଳେ ଏକୁଟିଆ ବଞ୍ଚିବା ସମ୍ଭବ ହୋଇ ନ ଥାଏ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri