ଜୀବନଚର୍ଯ୍ୟା

କ୍ୟାନ୍‌ସର ଆଶଙ୍କା କମାଏ ସୁସ୍ଥ ପରିବେଶ

କଥାରେ ଅଛି-‘କ୍ୟାନ୍‌ସର ନୋ ଆନ୍‌ସର’। ହେଲେ ଏବେ ଉନ୍ନତ ଚିକିତ୍ସା ପ୍ରଣାଳୀ ଦ୍ୱାରା କ୍ୟାନ୍‌ସରକୁ ପ୍ରାରମ୍ଭିକ ସ୍ତରରେ ଚିହ୍ନଟ କରାଯାଇପାରୁଛି ଏବଂ କେତେକ ପ୍ରକାର କ୍ୟାନ୍‌ସରରୁ ଆରୋଗ୍ୟ ମିଳିପାରୁଛି। ହେଲେ ଏପରି ମାରାତ୍ମକ ରୋଗଠାରୁ ନିଜକୁ ଦୂରେଇ ରଖିବାରେ ସୁସ୍ଥ ପରିବେଶ…

କୋଭିଡ୍‌-୧୯ ଟିକା : ବୁଷ୍ଟର ଡୋଜ୍‌

ବିଗତ ପ୍ରାୟ ଦୁଇବର୍ଷ ଧରି ବିଶ୍ୱରେ ମୃତ୍ୟୁର ତାଣ୍ଡବଲୀଳା ରଚି ଚାଲିଥିବା କୋଭିଡ୍‌-୧୯ର ଏକମାତ୍ର ପ୍ରତିକାର ହେଲା ବ୍ୟାପକ ଟିକାକରଣ। ଶରୀରରେ ପ୍ରତିରୋଧ ଶକ୍ତି ଜାତ କରି ଏହାର ସଂକ୍ରମଣର ମୁକାବିଲା କରିବ ବୋଲି ଚିକିତ୍ସା ବିଜ୍ଞାନୀମାନେ ଆଶାବାଦୀ। ଏଥିପାଇଁ ଏବେ…

ଛତାର କଥା

ଛତା! ସେ ରୋକି ନ ପାରେ ବର୍ଷା, କିନ୍ତୁ ଭିଜିବାକୁ ବି ଦିଏନା। ସେ କମ୍‌ ନ କରି ପାରେ ସୂର୍ଯ୍ୟର ଉତ୍ତାପ ହେଲେ ପ୍ରଦାନ କରେ ଛାୟା ଓ ଦିଏ କିଛିଟା ଶୀତଳତା। ସେଇଥିପାଇଁ ତ କାହିଁ କେଉଁ କାଳରୁ…

ଲେଖିବାବେଳେ ଶିଶୁ ପାଲଟି ଯାଏ

ପ୍ରାୟ ଚାରି ଦଶନ୍ଧି ଧରି ତାଙ୍କର କବିତା,ଗଳ୍ପ, ଭ୍ରମଣ କାହାଣୀ, ଜୀବନୀ, ଉପନ୍ୟାସ, ପ୍ରବନ୍ଧ, ରମ୍ୟ ରଚନା ସହ ଶିଶୁ ସାହିତ୍ୟ କ୍ଷେତ୍ରରେ ସେ ଖୁବ୍‌ ପରିଚିତ। ଏମିତିରେ ଥୁକୁଲୁ ଥୁକୁଲୁ ଥା, ସଡ଼କରେ ସଡ଼କ, ମୋର ଯୋଡ଼ି ସିଲଟଖଡ଼ି ଆଦି…

ପ୍ରଥମ ଦରମା ଟଙ୍କା ବୋଉ ଓ ନାନୀଙ୍କୁ ଦେଇଥିଲି

ସାହିତି୍ୟକ ସତ୍ୟନାରାୟଣ ଗନ୍ତାୟତ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି… ରାୟଗଡ଼ା ହେଉଛି ମୋ ଜନ୍ମସ୍ଥାନ। ସ୍ଥାନୀୟ ଗୋବିନ୍ଦଚନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟରୁ ୧୯୭୯ରେ ଏକାଦଶ ପାସ୍‌ କରିବା ପରେ ରାୟଗଡ଼ା କଲେଜରେ ସ୍ନାତକ ଯାଏ ପଢ଼ିଥିଲି। ତା’ପରେ ଇଣ୍ଟରଭ୍ୟୁ…

ପେପ୍ଲମ୍‌ କୁର୍ତ୍ତା

କୁର୍ତ୍ତା ଏକ କମ୍ଫଟେବଲ ଆଉଟ୍‌ଫିଟ୍‌। ଖାସ୍‌କରି ପେପ୍ଲମ୍‌ କୁର୍ତ୍ତା ହେଉଛି ସେମିତି ଏକ କୁର୍ତ୍ତା, ଯାହା ଧୋତି ପ୍ୟାଣ୍ଟ ହେଉ କିମ୍ବା ପ୍ଲାଜୋ ଅବା ଓ୍ବାଇଡ୍‌-ଲେଗ୍‌ ପ୍ୟାଣ୍ଟ ଇତ୍ୟାଦି ସହ ପର୍‌ଫେକ୍ଟ ମ୍ୟାଚ୍‌ କରିଥାଏ। ସେହିପରି ଏ ଷ୍ଟାଇଲର କୁର୍ତ୍ତାକୁ କାଜୁଆଲ…

ଭୋଜନ ପାଇଁ ବି ଅଛି ନିୟମ

ଭୋଜନ କରିବା ଜୀବନର ଏକ ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟ। ଏହାଦ୍ୱାରା ଶରୀରକୁ ଶକ୍ତି ମିଳେ। କିନ୍ତୁ ବେଳେବେଳେ ଭୋଜନ କରିବା ସମୟରେ ଆମେ ଜାଣତରେ ହେଉ ଅବା ଅଜାଣତରେ ଏଭଳି କିଛି କାର୍ଯ୍ୟ କରିଥାଉ; ଯଦ୍ଦ୍ବାରା ଅନ୍ନର ଅପମାନ ହୋଇଥାଏ। ଆସନ୍ତୁ ଜାଣିବା…

ଘରେ ଶାନ୍ତି ରହିବା ପାଇଁ …

ସପ୍ତାହରେ ଥରେ ହେଉନା କାହିଁକି ଘରେ ଝୁଣା ଧୂପ ଲଗାଇବା ଶୁଭ ହୋଇଥାଏ। ସେହିପରି ତାଓ୍ବାରେ ରୁଟି ସେକିବା ପୂର୍ବରୁ ସେଥିରେ କିଛି କ୍ଷୀରର ଛିଟା ମାରିକି ସେକିବା ସହ ପ୍ରଥମ ରୁଟିକୁ ଗୋମାତାଙ୍କୁ ଖାଇବାକୁ ଦେଲେ ଘରେ ସୁଖଶାନ୍ତି ବଢିଥାଏ…

ପିଉଛନ୍ତି କି ଗ୍ରୀନ୍‌ ଟି ?

ଶରୀର ଲାଗି ଗ୍ରୀନ୍‌ ଟି ଉପକାରୀ। ଏହା କୋଲେଷ୍ଟରଲ କମ୍‌ କରିବା ସହ ହୃଦ୍‌ଘାତରୁ ଆରମ୍ଭ କରି ଷ୍ଟ୍ରୋକ୍‌ ପର୍ଯ୍ୟନ୍ତ ଅନେକ ସ୍ବାସ୍ଥ୍ୟ ସମସ୍ୟାରୁ ମୁକ୍ତି ଦେଇଥାଏ। କେହି କେହି ସକାଳେ ଗ୍ରୀନ୍‌ ଟି ପିଇବାକୁ ଭଲ ପାଉଥିବା ବେଳେ କେହି…

ଅନନ୍ୟା ନୃତ୍ୟାଙ୍ଗନା ବିଦିଶା

ଓଡ଼ିଶୀ ନୃତ୍ୟର ଜଣେ ପ୍ରତିଭାମୟୀ ନୃତ୍ୟଶିଳ୍ପୀ ଭାବେ ଓଡ଼ିଶାର ବିଭିନ୍ନ ସାଂସ୍କୃତିକ ସମାରୋହ ସମେତ ରାଜ୍ୟ ବାହାରେ ପଶ୍ଚିମବଙ୍ଗ, ତେଲଙ୍ଗାନା, ଦିଲ୍ଲୀ ଆଦି ସ୍ଥାନରେ ଆୟୋଜିତ କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଛି ତାଙ୍କ ନୃତ୍ୟର ଝଲକ, ଯାହାକି ନା କେବଳ ଦର୍ଶକଙ୍କ ମନ…

ଜୁଏଲେରି କ୍ରେଜ୍‌

ଆଉଟ୍‌ଫିଟ୍‌ ଯେମିତି ହୋଇଥାଉ ନା କାହିଁକି, ଏହା ସହ ଭଳିକି ଭଳି ଜୁଏଲେରିର କମ୍ବିନେଶନ୍‌ ବିନା ଫ୍ୟାଶନ ଅସମ୍ପୂର୍ଣ୍ଣ। ଆଉ ଏଥିପାଇଁ ଆଜିର ମଡର୍ନ ଯୁବପିଢ଼ିଙ୍କଠାରେ ଦିନକୁ ଦିନ ବଢ଼ିବାରେ ଲାଗିଛି ଜୁଏଲେରି କ୍ରେଜ୍‌… ଜୁଏଲେରି କିଣିବା ପୂର୍ବରୁ… ଆପଣ ଯେଉଁ…

ହାତରେ ଏଭଳି ରେଖା ଅଛି କି? ବିବାହରେ ବିଳମ୍ବ ନଚେତ ଥାଇପାରେ ଦୁଇଟି ବିବାହ ଯୋଗ; ଜାଣନ୍ତୁ…

ହସ୍ତରେଖା ଶାସ୍ତ୍ର ଅନୁରେ ହାତର ରେଖା ଆମର ଭବିଷ୍ୟତରେ ହେବାକୁ ଥିବା ଘଟଣା ବିଷୟରେ ପ୍ରାକ୍‌ ସୂଚନା ଦେଇଥାଏ। ହାତରେ ଭାଗ୍ୟ ରେଖା, ଜୀବନ ରେଖା, ହୃଦୟ ରେଖା ସହ ଆଉ ଏକ ବିବାହ ରେଖା ମଧ୍ୟ ଥାଏ। ଏହା କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?