ମିନି ପ୍ରିଣ୍ଟର
ଏଣିକି ଆପଣ ଯୁଆଡ଼େ ଗଲେ ସାଙ୍ଗରେ ପ୍ରିଣ୍ଟର ନେଇ ଯାଇପାରିବେ। କାରଣ କୌଣସି ଜିନିଷର ପ୍ରିଣ୍ଟ ବାହାର କରିବାକୁ ଆମକୁ ଜେରକ୍ସ କିମ୍ବା ପ୍ରିଣ୍ଟର ଥିବା ଦୋକାନକୁ ଯିବାକୁ ପଡିଥାଏ। ହେଲେ ଏଣିକି ଆପଣ ଯେତେବେଳେ ଚାହିଁବେ ସାଙ୍ଗେ ସାଙ୍ଗେ ପ୍ରିଣ୍ଟ…
ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ
ଆମ ଶରୀର ଭିତରେ କେତେକ କାରଣରୁ ବ୍ୟାକ୍ଟେରିଆ ବସା ବାନ୍ଧିଥାଆନ୍ତି। ବେଳେବେଳେ ଏଗୁଡିକ କିଛି ରୋଗର କାରଣ ମଧ୍ୟ ସାଜିଥାଆନ୍ତି। ତେବେ ଏପରି ଏକ ସରଳ ଉପାୟ ରହିଛି, ଯାହାଦ୍ୱାରା ବ୍ୟାକ୍ଟେରିଆକୁ ରୋକାଯାଇପାରିବ। ଆମେ ତ ଜାଣିଛୁ ଯେ ଆମ ପାଟି…
ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ଆଲୁମିନିୟମ ଫୋଏଲ୍
ଆଜିକାଲି ଖାଦ୍ୟପଦାର୍ଥକୁ ପ୍ୟାକ୍ କରିବା ପାଇଁ ଆଲୁମିନିୟମ ଫୋଏଲ୍ ବ୍ୟବହାର କରାଯାଉଛି। କିନ୍ତୁ ଏହା ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ବୋଲି ସତର୍କ କରାଇ ଦେଇଛନ୍ତି ୟୁନିଭର୍ସିଟି ଅଫ କାଲିଫର୍ନିଆର ବିଶେଷଜ୍ଞମାନେ। ଏହି ଆଲୁମିନିୟମ ଫୋଏଲ୍ରେ ମେଟାଲ ତତ୍ତ୍ୱ ରହିଛି। ପ୍ୟାକ୍ ପରେ…
ଫାଇଲେରିଆ: କିଛି କଥା
ଫାଇଲେରିଆ ସବୁ ରୋଗ ତୁଳନାରେ ଯନ୍ତ୍ରଣାଦାୟକ, ବିକୃତ ଓ ଦୁର୍ବଳ କରୁଥିବା ରୋଗ। ଏହା ବିଶ୍ୱର ଦ୍ୱିତୀୟ ରୋଗ, ଯାହା ରୋଗୀକୁ ଅସାମର୍ଥ୍ୟ କରିଦିଏ। ପୃଥିବୀର ୮୩ଟି ଦେଶରେ ୧୨୦ ନିୟୁତ ଫାଇଲେରିଆ ରୋଗୀ ଅଛନ୍ତି। ଦକ୍ଷିଣ ପୂର୍ବ ଏସିଆର ଏହା…
ମୁଣ୍ଡ ବିନ୍ଧୁଥିଲେ…
ମୁଣ୍ଡ ବିନ୍ଧିବା ପଛରେ କେତେକ କାରଣ ରହିଛି। ଗ୍ୟାଷ୍ଟ୍ରିକ୍ ସମସ୍ୟା ଥିଲେ ମୁଣ୍ଡ ବିନ୍ଧିଥାଏ। ଶରୀରରେ ଜଳୀୟ ଅଂଶ କମିଗଲେ ମୁଣ୍ଡ ବିନ୍ଧେ। ଥଣ୍ଡାଜନିତ ସମସ୍ୟା ଏହାର ଅନ୍ୟତମ କାରଣ। ଏହି ସମସ୍ୟା ଅଧିକ ଦିନ ଲାଗି ରହିଲେ ତାହାକୁ ମାଇଗ୍ରେନ୍…
ହିମାଳୟର ନାଗପୁଷ୍ପ
କିଛିଦିନ ପୂର୍ବରୁ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଗୋଟିଏ ଆଲୋକଚିତ୍ର ବିଦ୍ୟୁତ ବେଗରେ ପ୍ରସାରିତ କରାଯାଇ ଦାବି କରାଯାଉଥିଲା ଯେ ସେହି ଚିତ୍ରଟି ହିମାଳୟର ମାନସ ସରୋବରରେ ପ୍ରତି ୩୬ ବର୍ଷରେ ଫୁଟୁଥିବା ବିରଳ ନାଗପୁଷ୍ପ ଅଟେ। ଚିତ୍ରଟି ଶେୟାର କରିବା ସଙ୍ଗେ…
ଏହି ସମସ୍ୟାରେ ଚୁପ୍ଚାପ ବସି ହୁଏନି…
ବେଳେବେଳେ କେତେକ କୌଣସି ସ୍ଥାନରେ ସ୍ଥିର ରହିପାରନ୍ତି ନାହିଁ। ଏଭଳି ସମସ୍ୟାରେ ଚୁପ୍ଚାପ୍ ବସିବା ଏକ ପ୍ରକାର ଅସମ୍ଭବ ହୋଇଥାଏ। ଏହାକୁ ଡାକ୍ତରୀଭାଷାରେ ଆକାଥିସିଆ ବା ଚଳନ ସମସ୍ୟା କୁହାଯାଇଥାଏ। ଏହା ଶରୀର କେତେକ ଆଭ୍ୟନ୍ତରୀଣ ଅସ୍ଥିରତା ଯୋଗୁ ସୃଷ୍ଟି ହୋଇଥାଏ।…
ଉପକାରୀ ଆତ
ଆତକୁ କେହି କେହି ସୀତାଫଳ ବୋଲି କହିଥାଆନ୍ତି । ଏହି ଫଳ ଶରୀର ପାଇଁ ଖୁବ୍ ଉପକାରୀ । ଏଥିରେ କ୍ୟାନସର ସହ ଲଢିବାର ଶକ୍ତି ଥିବା ବେଳେ ଏହା ଡାଇବେଟିସକୁ ବି ନିୟନ୍ତ୍ରଣ କରିଥାଏ ବୋଲି ବିଶେଷଜ୍ଞମାନେ କହିନ୍ତି ।…
କେଉଁ ଦିଗକୁ ମୁହଁ କରି ଖାଇବେ
ବାସ୍ତୁ ଶାସ୍ତ୍ରରେ ଭୋଜନ କରିବା ଲାଗି ଦିଗ ନିର୍ଦ୍ଧାରଣ ହୋଇଛି। ସେହି ଦିଗରେ ଭୋଜନ କଲେ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ଭଲ ରହେ। ଆଉ ଭୁଲ ଦିଗରେ ଭୋଜନ କଲେ ସ୍ବାସ୍ଥ୍ୟ ସମ୍ବନ୍ଧୀୟ ଅନେକ ସମସ୍ୟା ସୃଷ୍ଟି ହୋଇପାରେ… ପୂର୍ବ ଦିଗ-…
କାହା ଉପରେ ବିଶ୍ୱାସ କରିବା ପୂର୍ବରୁ ମନେରଖନ୍ତୁ ଚାଣକ୍ୟଙ୍କ ଏହି ୪ କଥା, ହେବେ ନାହିଁ ପ୍ରତାରିତ
ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ବିଷୟରେ ଉଲ୍ଲେଖ କରାଯାଇଛି। ଏହାକୁ ମାନିଲେ ଯେକେହି ସଫଳ ଏବଂ ସୁଖୀ ଜୀବନ ଅତିବାହିତ କରିପାରିବ। ସେଭଳି ଗୋଟିଏ ବିଷୟ ହେଲା ବିଶ୍ୱାସ। ଚାଣକ୍ୟ କୁହନ୍ତି କାହା ଉପରେ…
ଫ୍ୟାଶନେବଲ୍ ପୋଟ୍ଲି ବ୍ୟାଗ୍
ପାର୍ଟି ଫଙ୍କ୍ସନଗୁଡ଼ିକରେ ଟ୍ରାଡିଶ୍ନାଲ ହେଉ ଅବା ଏଥିନିକ୍ ଆଉଟ୍ଫିଟ୍ ସହ ମ୍ୟାଚିଂ କରି ହାତରେ ହ୍ୟାଣ୍ଡବ୍ୟାଗ୍ କିମ୍ବା କ୍ଲଚ୍ ନ ଧରିଲେ ଲୁକ୍ କେମିତି ଫିକା ଫିକା ଲାଗିଥାଏ। ଆଜିକାଲି ତ ପୋଟ୍ଲି ବ୍ୟାଗ୍ର ଫ୍ୟାଶନ ବି ଆସିଗଲାଣି। ଏହାର ଅନେକ…
ପୁରୁଷଙ୍କ ଅପେକ୍ଷା ମହିଳାଙ୍କୁ ଅଧିକ ହୋଇଥାଏ ଏହି ରୋଗ, ଲକ୍ଷଣ ବି ଜାଣି ନିଅନ୍ତୁ…
ସିଷ୍ଟମିକ୍ ଲ୍ୟୁପସ୍ ଏରିଥୋମେଟୋସସ୍(ଏସ୍ଏଲ୍ଇ) ଏକ ଅଟୋ ଇମିନ୍ୟୁ ରୋଗ। ଯେଉଁଥିରେ ସ୍ବାସ୍ଥ୍ୟ ଖରାପ ହେବା ସହ ରୋଗର ସକ୍ରିୟତା ଅଲଗା ଅଲଗା ହୋଇଥାଏ। ଏହି ରୋଗ ହେଲେ ହାର୍ଟ, ଫୁସ୍ଫୁସ୍ ଏବଂ ମସ୍ତିଷ୍କ ପ୍ରଭାବିତ ହେବା ସହ ଜୀବନ ପ୍ରତି ବିପଦ…
Archives


