ଜୀବନଚର୍ଯ୍ୟା

ସାବଧାନ! ଏସବୁ ଖରାପ ଅଭ୍ୟାସ ପାଇଁ ହୋଇପାରନ୍ତି ମୋଟା

ଖାଲି ଖାଦ୍ୟ ଯୋଗୁ ଲୋକେ ମୋଟା ହୁଅନ୍ତି ତାହା ନୁହେଁ। ଏକ ଗବେଷଣାରୁ ଜଣାପଡ଼ିଛି, କେତେକ ଖରାପ ଅଭ୍ୟାସ ଯୋଗୁ ଲୋକେ ଖୁବ୍‌ଶୀଘ୍ର ମୋଟା ହୋଇଯାଇଥାନ୍ତି। ଯାହା ପ୍ରତି ଆଦୌ ଧ୍ୟାନ ନ ଥାଏ। ତେବେ ଜାଣନ୍ତୁ ଏ ସମ୍ପର୍କରେ…...

ଏସବୁ ଦିଗପ୍ରତି ଧ୍ୟାନଦେଲେ ଅଣ୍ଟା ଯନ୍ତ୍ରଣାରୁ ମିଳେ ମୁକ୍ତି

ଆଜିକାଲି ଅଧିକାଂଶ ଲୋକ ଅଣ୍ଟା ଯନ୍ତ୍ରଣାକୁ ନେଇ ଚିନ୍ତିତ। କିନ୍ତୁ କିଛିଦିଗ ପ୍ରତି ଧ୍ୟାନ ଦେଲେ ଏହି ଯନ୍ତ୍ରଣାରୁ ମୁକ୍ତି ମିଳିବ। ଜାଣନ୍ତୁ ଏ ସମ୍ପର୍କରେ… – କାର୍ଯ୍ୟାଳୟରେ ବସିବା ସମୟରେ ଏପରି ବସନ୍ତୁ ଯେମିତି ଆପଣଙ୍କୁ ଆରାମ ଲାଗିବା...

କୋଲେଷ୍ଟ୍ରଲ ନିୟନ୍ତ୍ରଣ କରେ ଦହି

ଦହି ଶରୀର ପାଇଁ ବେଶ୍‌ ଲାଭଦାୟକ ସାବ୍ୟସ୍ତ ହୋଇଥାଏ। ଦହି ରକ୍ତରେ ନିର୍ମିତ ହେଉଥିବା କୋଲେଷ୍ଟ୍ରଲର ଅତ୍ୟଧିକ ମାତ୍ରାକୁ ନିୟନ୍ତ୍ରିତ କରିଥାଏ। ଯଦ୍ଦ୍ବାରା ଶିରାପ୍ରଶିରାରେ ରକ୍ତପ୍ରବାହ ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ ଏବଂ ହୃଦ୍‌ସ୍ପନ୍ଦନ ଠିକ୍‌ ରହିବ। ଏକ...

ରାତିରେ ଭିଜାଇ ସକାଳୁ ଖାଆନ୍ତୁ ଅଲ୍‌ମଣ୍ଡ, ମିଳିବ ଏସବୁ ଫାଇଦା

ଶୀତଦିନେ ଅନେକ ଲୋକ ଡ୍ରାଏଫ୍ରୁଟ୍ସକୁ ଖାଦ୍ୟପେୟରେ ସାମିଲ କରିଥାଆନ୍ତି। ସେଥିମଧ୍ୟରୁ ଅଲମଣ୍ଡ (ବାଦାମ) ଅନ୍ୟତମ। ଏହା ଉପାଦେୟ ପୋଷକ ତତ୍ତ୍ୱରେ ଭରପୂର। ବିଶେଷକରି ତ୍ୱଚା ଓ କେଶ ପାଇଁ ଏହା ଭଲ। ତେବେ ବାଦାମରୁ ଅଧିକ ଲାଭ ପାଇବା ପାଇଁ...

ଚାଇନିଜ୍‌ ଡିଶ୍‌ ହନିି ପ୍ରନ୍‌

ପର୍ଯ୍ୟଟନର ସହର ପୁରୀ। ଏଠାକୁ ଦୈନିକ ଦେଶ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ସମାଗମକୁ ଦୃଷ୍ଟିରେ ରଖି ବିଭିନ୍ନ ହୋଟେଲ ଏବଂ ରେସ୍ତୋରଁାରେ ପ୍ରସ୍ତୁତ କରାଯାଏ ସ୍ବାଦିଷ୍ଠ ଖାଦ୍ୟ। ହୋଟେଲଗୁଡ଼ିକ ମଧ୍ୟରୁ ସିଟି ରୋଡ୍‌ (ସି ବିଚ୍‌)ରେ ଥିବା ହୋଟେଲ ବିଜୟ...

ଗର୍ଭାବସ୍ଥାରେ ଏସବୁ ଖାଇଲେ ରହିଥାଏ ଗର୍ଭପାତ ଆଶଙ୍କା

ସାଧାରଣତଃ ଗର୍ଭାବସ୍ଥାରେ ସ୍ବାସ୍ଥ୍ୟକର ଖାଦ୍ୟ ଖାଇବା ଉଚିତ୍‌। କିନ୍ତୁ ଏମିତି କିଛି ଖାଦ୍ୟପାନୀୟ ରହିଛି, ଯାହାକୁ ଖାଇଲେ ଗର୍ଭପାତ ଆଶଙ୍କା ରହିଥାଏ ବୋଲି ଏକ ଗବେଷଣାରୁ ଜଣାପଡ଼ିଛି। ଜାଣନ୍ତୁ ଏ ସମ୍ପର୍କରେ… ଅମୃତଭଣ୍ଡା : ଗର୍ଭାବସ୍ଥାର ଆରମ୍ଭରେ କଞ୍ଚା ଅମୃତଭଣ୍ଡା...

ଶୀତଦିନେ ନିହାତି ଖାଆନ୍ତୁ ଗ୍ରୀନ୍‌ ମଟର

ସାଧାରଣତଃ ଶୀତଦିନେ ଗ୍ରୀନ୍‌ ମଟର ହୋଇଥାଏ। ଛୋଟରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ ସମସ୍ତେ ଏହାକୁ ଖାଇବାକୁ ପସନ୍ଦ କରିଥାନ୍ତି। ଏହା ସମସ୍ତ ପ୍ରକାରର ତରକାରିରେ ବ୍ୟବହାର କରିହୁଏ। ଅନେକେ ଏହାକୁ କଞ୍ଚା ଖାଇବାକୁ ମଧ୍ୟ ପସନ୍ଦ କରିଥାନ୍ତି। ତେବେ...

ଏହିସବୁ ତେଲ ଶିଶୁଙ୍କ ହାଡ଼କୁ କରିଥାଏ ଶକ୍ତ

ଶିଶୁ ଜନ୍ମ ନେବା ପରେ ତାର ଲାଳନପାଳନ କ୍ଷେତ୍ରରେ ଅନେକ ଯତ୍ନ ନେବାକୁ ପଡ଼ିଥାଏ । ଜନ୍ମ ହେବା ପରେ ସେମାନଙ୍କୁ କ’ଣ ଖାଇବାକୁ ଦିଆଯିବ, ସେମାନଙ୍କଠାରେ କେଉଁ ତେଲ ମାଲିସ କରାଯିବ ସେ ନେଇ ମା’ମାନେ ଦ୍ୱନ୍ଦ୍ୱରେ ଥାନ୍ତି।...

ରାତ୍ରିଭୋଜନ ପରେ ୧୦ ମିନିଟ ଚାଲନ୍ତୁ ମଧୁମେହ ରୋଗୀ

ଆଜିକାଲି ମଧୁମେହ ସାଧାରଣ ରୋଗରେ ପରିଣତ ହେଲାଣି। ହେଲେ ଏଥିରେ ଆକ୍ରାନ୍ତ ରୋଗୀଙ୍କୁ ଖାଦ୍ୟପେୟଠାରୁ ଆରମ୍ଭ କରି ନିଜର ଜୀବନଚର୍ଯ୍ୟାରେ ପରିବର୍ତ୍ତନ କରିବାକୁ ଡାକ୍ତରମାନେ ପରାମର୍ଶ ଦେଇଥାଆନ୍ତି। ଏସବୁ ମଧ୍ୟରେ ଦୈନିକ ବ୍ୟାୟାମ ଏବଂ ଚଲାବୁଲା କରିବା ପ୍ରମୁଖ ବିକଳ୍ପ...

ଗର୍ଭବତୀ ମହିଳାଙ୍କ ପାଇଁ ଉପକାରୀ ବ୍ରୋକୋଲି

ବ୍ରୋକୋଲି ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିରେ ପ୍ରୋଟିନ୍‌, କ୍ୟାଲସିୟମ, କାର୍ବୋହାଇଡ୍ରେଟ୍‌, ଆଇରନ୍‌, ଭିଟାମିନ-ଏମ, ସି ଏବଂ ଅନେକ ପୋଷକ ତତ୍ତ୍ୱ ରହିଥାଏ। ଏହା ଆମକୁ ସୁସ୍ଥ ରଖିବାରେ ସାହାଯ୍ୟ କରେ। ବ୍ରୋକୋଲି ଖାଇବା ଦ୍ୱାରା ସ୍ତନ...

ସୁଖ, ସମୃଦ୍ଧି ପାଇଁ ଘରେ ରଖନ୍ତୁ ଏହି ମାଛ

ଘରେ ସୁଖ-ସମୃଦ୍ଧି ଓ ଶାନ୍ତି ଆଣିବା ପାଇଁ ଲୋକମାନେ ବିଭିନ୍ନ ପ୍ରକାର ଉପାୟ ଆପଣାଇଥାନ୍ତି। ଗୋଲ୍ଡ ଫିସ୍‌ ସହ ଏରୋଓ୍ବାନା ମାଛକୁ ବାସ୍ତୁଶାସ୍ତ୍ରରେ ଶୁଭ ବୋଲି ବିଶ୍ୱାସ କରାଯାଏ। ଆଉ ଏହାକୁ ଘରେ ଏକ୍ୱାରିୟମ୍‌ ରଖିଲେ ସୁନ୍ଦର ଦେଖାଯିବା ସହ...

ଜାଣନ୍ତୁ ମଧୁମେହ ରୋଗୀଙ୍କ ଲାଗି ଘିଅ ଖାଇବା କେତେଦୂର ଉଚିତ..

ବିଶ୍ୱରେ ମଧୁମେହ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ରୋଗୀଙ୍କ ଲାଗି ଖାଦ୍ୟପେୟଜନିତ ଅନେକ କଟକଣା ଥାଏ। ଏଥିରେ ଅବହେଳା କଲେ ରକ୍ତରେ ସୁଗାରର ମାତ୍ରା ବଢ଼ିଥାଏ। ତେବେ ଅନେକ ସମୟରେ ମଧୁମେହ ରୋଗୀ ତାଙ୍କ ଖାଦ୍ୟପେୟକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri