ଜୀବନଚର୍ଯ୍ୟା

ଶାଢ଼ିରେ ଦିଶିବେ ଫ୍ୟାଶନେବଲ

ଫ୍ୟାଶନ ଟ୍ରେଣ୍ଡ ନିମନ୍ତେ ଖରାଦିନ ବହୁତ ଭଲ। ଏହି ଋତୁରେ ହିଁ ହାଲୁକା ଫ୍ୟାଶନେବଲ ପୋଷାକ ପିନ୍ଧି ହୁଏ। ତେବେ ଶାଢ଼ି ପିନ୍ଧିବାକୁ ପସନ୍ଦ କରୁଥିବା ମହିଳାମାନେ ବି ଏହି ଋତୁରେ ବେଶ୍‌ ଷ୍ଟାଇଲିସ୍‌ ଦେଖାଯାଇପାରିବେ… ଫ୍ୟାଶନ ଡିଜାଇନରଙ୍କ କହିବା ଅନୁସାରେ…

ଅତି ଶୀଘ୍ର ଖାଆନ୍ତୁ ନାହ

ଆଜିକାଲିର ବ୍ୟସ୍ତବହୁଳ ଜୀବନ ଶୈଳୀରେ ଆରାମରେ ବସି ଖାଇବା ପାଇଁ କାହା ପାଖରେ ସମୟ ନାହିଁ। ଖୁବ ଶୀଘ୍ର ଖାଇ ଦେଇ କାମ ଶେଷ କରିଦେବା ଅନେକଙ୍କର ଅଭ୍ୟାସ ହୋଇଗଲାଣି। କିନ୍ତୁ ଅତିଶୀଘ୍ର ଖାଇବା ଫଳରେ ଶରୀର ଉପରେ ଖରାପ ପ୍ରଭାବ…

କେଉଁ ବ୍ଲଡ୍‌ ଗ୍ରୁପ୍‌ଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ସାର୍ବଜନୀକ ଟିକାଦାନ ଜାରି ରହିଛି। ତେବେ କେତେକ ନିର୍ଦ୍ଦିଷ୍ଟ ବ୍ଲଡ୍‌ ଗ୍ରୁପ୍‌ ବ୍ୟକ୍ତିଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ ରହିଥାଏ। କାଉନସିଲ୍‌ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ହ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ (ସିଏସ୍‌ଆଇଆର୍‌) ପକ୍ଷରୁ…

ମହାଯୋଦ୍ଧା

କର୍ତ୍ତବ୍ୟ ପାଇଁ ସେ ସବୁବେଳେ ବାଜି ଲଗାଇ ଦେଇଥାଏ ନିଜ ଜୀବନକୁ। ପରିବାରରେ ଯେମିତି ଭିନ୍ନ ଭିନ୍ନ ରୂପରେ ସେ ତା’ର ଦାୟିତ୍ୱ ସମ୍ପାଦନ କରିଥାଏ ଠିକ୍‌ ସେମିତି କାର୍ଯ୍ୟକ୍ଷେତ୍ରରେ ବି ପ୍ରଦର୍ଶନ କରିଥାଏ ଅଦମ୍ୟ ସାହସିକତା। କେତେବେଳେ କୋମଳ ସେ…

ମ୍ୟାଙ୍ଗୋ ଶେକ୍‌

ଆବଶ୍ୟକ ସାମଗ୍ରୀ ପାଚିଲା ଆମ୍ବ- ୨ଟି (ବଡ଼), କ୍ଷୀର- ୪ କପ୍‌, ଚିନି- ୪ ଛୋଟ ଚାମଚ, ଗୁଜୁରାତି- ୧ଟି, ବରଫ କ୍ୟୁବ- ୮-୧୦ ଖଣ୍ଡ ପ୍ରସ୍ତୁତି ପ୍ରଳାଣୀ- ମ୍ୟାଙ୍ଗୋ ଶେକ୍‌ କରିବା ପାଇଁ ଆମ୍ବକୁ ଧୋଇ ଚୋପା ଛଡାଇ ଦିଅନ୍ତୁ।…

ଖରାଦିନେ ତ୍ୱଚାର ଯତ୍ନ

ଖରାଦିନେ ମୁହଁର ତ୍ୱଚାକୁ ଧୂଳି ଏବଂ ଝାଳ ହେବାରୁ ଦୂରେଇ ରଖନ୍ତୁ। ଝାଳ ସହିତ ଅତ୍ୟଧିକ ଧୂଳି ରହିଲେ ଖୁବଶୀଘ୍ର ମୁହଁରେ ବ୍ରଣ ହୋଇଥାଏ। ତେଣୁ ଦିନକୁ ଅତି କମରେ ତିନି ଚାରି ଥର ମୁହଁ ଧୁଅନ୍ତୁ। କିନ୍ତୁ ସବୁଥର ଫେସ୍‌…

ଦ୍ୱିତୀୟ ଡୋଜ୍‌ ନେବେ କେବେ, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ସାର୍ବଜନୀକ ଟିକାଦାନ ଜାରି ରହିଛି। ଏପରିସ୍ଥଳେ ଟିକାର ପ୍ରଥମ ଡୋଜ୍‌ ନେଇଥିବା ଲୋକଙ୍କ ମଧ୍ୟରେ ଦ୍ୱିତୀୟ ଡୋଜ୍‌ କେବେ ନେବେ ସେନେଇ ବିଭିନ୍ନ ପ୍ରଶ୍ନ ଉଙ୍କି ମାରୁଛି। ତେବେ ଜାତୀୟ ଟାସ୍କ୍‌…

ଉପକାରୀ ଅଙ୍ଗୁର

ଅଙ୍ଗୁର ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଏଥିରେ ଭିଟାମିନ୍‌ ‘କେ’, ‘ଏ’, ‘ସି’ ଏବଂ ‘ବି-୬’ ଭରି ରହିଛି। ଏହାବ୍ୟତୀତ ଏଥିରେ ମିନେରାଲ, ପୋଟାସିୟମ, କ୍ୟାଲସିୟମ, ସୋଡିୟମ, ମ୍ୟାଗ୍ନେସିୟମ, ଫସ୍‌ଫରସ ଆଦି ମଧ୍ୟ ରହିଛି। ଆଜ୍‌ମା ରୋଗୀଙ୍କ ପାଇଁ…

କରୁଛନ୍ତି କି ଏକତରଫା ପ୍ରେମ

କୁହାଯାଏ ଯେ ଯେତେବେଳେ କିଏ କାହାକୁ ପ୍ରେମ କରେ, ଏହା ତାହା ଜୀବନର ଏକ ସୁନ୍ଦର ଅନୁଭବ। ସେ ସବୁକିଛି ଭଲ ଅନୁଭବ କରିଥାଏ। ନିଜ ପ୍ରେମରେ ହଜିଯାଏ। ମାତ୍ର ଯଦି ଏକପାଖିଆ ପ୍ରେମକରୁଛନ୍ତି ତେବେ ସତର୍କ ରହିବା ଆବଶ୍ୟକ, କାରଣ…

ବୈବାହିକ ଜୀବନ ସୁଖମୟ ପାଇଁ: ଶୋଇବା ସମୟରେ କରନ୍ତୁ ଏହି ସବୁ କାମ

ବର୍ତ୍ତମାନର ବ୍ୟସ୍ଥବହୁଳ ଜୀବନଶୈଳୀ ଲାଗି ଅନେକଙ୍କ ବୈବାହିକ ଜୀବନରେ ତିକ୍ତତା ସୃଷ୍ଟି ହୋଇଥାଏ। ଯାହାକୁ ନେଇ ସମ୍ପର୍କରେ ପୂର୍ଣ୍ଣଚ୍ଛେଦ ପଡିବାର ଆଶଙ୍କା ମଧ୍ୟ ରହିଥାଏ। ଜଣେ ଅନ୍ୟ ଜଣଙ୍କ ପାଖରେ ଥାଇ ମଧ୍ୟ ଫୋନ ସହିତ ସମୟ ବିତାଉଥିବା ନଜରକୁ ଆସିଥାଏ।…

ଖାଦ୍ୟ ଦ୍ୱାରା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି

ବର୍ତ୍ତମାନ କୋଭିଡ୍‌ ଦ୍ରୁତ ଗତିରେ ଲୋକଙ୍କୁ ସଂକ୍ରମିତ କରୁଛି। ଅନେକ ରୋଗୀ ଏବେ ସଙ୍ଗରୋଧରେ ଅଛନ୍ତି। ଯେଉଁମାନେ ସଂକ୍ରମିତ ହେଉଛନ୍ତି, କିନ୍ତୁ ସ୍ବାଭାବିକ ଭାବେ ଖାଇବା-ପିଇବା କଲା ଭଳି ସ୍ଥିତିରେ ଅଛନ୍ତି, ସେମାନେ ନିଜ ଖାଦ୍ୟପେୟର ଯତ୍ନ ନେବା ଉଚିତ। ଅଧିକ…

ମଙ୍ଗଳରେ ଅମ୍ଳଜାନ ଉତ୍ପାଦନ

ମଙ୍ଗଳ ହେଉଛି ଆମର ପଡ଼ୋଶୀ ଗ୍ରହ। ଏହା ଅନେକାଂଶରେ ପୃଥିବୀ ସହ ସମାନ। ପୃଥିବୀ ଭଳି ଏହା ୨୪ ଘଣ୍ଟାରେ ଥରେ ନିଜ କକ୍ଷ ଚାରିପଟେ ଘୂରିଥାଏ ଏବଂ ଏଥିଯୋଗୁ ଏଠାରେ ପୃଥିବୀ ଭଳି ପ୍ରାୟ ପ୍ରତି ୧୨ ଘଣ୍ଟାରେ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?