ଗୁଜୁରାତିରେ ରହିଛି ଅନେକ ଔଷଧୀୟ ଗୁଣ
ଗୁଜୁରାତି ଖାଲି ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ। ଏହାର ଅନେକ ଔଷଧୀୟ ଗୁଣ ମଧ୍ୟ ରହିଛି। ଆସନ୍ତୁ ଜାଣିବା ଏ ସମ୍ପର୍କରେ… – ଗୁଜୁରାତି ଖାଇବା ଦ୍ୱାରା ପାଚନକ୍ରିୟା ସହଜ ହୋଇଥାଏ। ପ୍ରତିଦିନ ସକାଳେ ୪/୫ଟି ଗୁଜୁରାତି ପାଣିରେ...
ପୁରୁଣା ପୋଷାକ ନୂଆଲୁକ୍
ନୂଆ ପୋଷାକ ପିନ୍ଧିବାକୁ, ଫ୍ୟାଶନେବଲ ଲାଗିବାକୁ ସମସ୍ତଙ୍କୁ ଭଲ ଲାଗେ। କିନ୍ତୁ ସବୁବେଳେ ନୂଆ ନୂଆ ପୋଷାକ କିଣିବା ସମ୍ଭବ ନୁହେଁ, ଏହା ବଜେଟ୍ ବିରୋଧୀ। ତେଣୁ ପୁରୁଣା ଆଉଟ୍ ଫିଟ୍କୁ ମିକ୍ସମ୍ୟାଚ କରି ଜଣେ ଚାହିଁଲେ ନୂଆ ଲୁକ୍...
ଲେମ୍ବୁପାଣିର ଉପକାରିତା
ଲେମ୍ବୁ ପାଣି କେବଳ ଖରାଦିନ ନୁହେଁ ,ପ୍ରତିଦିନ ପିଇଲେ ବି ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ଅଟେ। ସୁନ୍ଦର ଚେହେରା ଓ ଉତ୍ତମ ସ୍ବାସ୍ଥ୍ୟ ପାଇଁ ଲେମ୍ବୁ ବହୁତ ଉପକାରୀ। ପ୍ରତିଦିନ ଲେମ୍ବୁପାଣି ସେବନ କଲେ ଆମକୁ କ’ଣ କ’ଣ ଉପକାର...
କରୋନା ସଂକ୍ରମଣର ଭୟ କମ୍
କରୋନା ପାଇଁ ବେଶ୍ କିଛି ଦିନର ଲକ୍ ଡାଉନ୍, ସଟ୍ ଡାଉନ୍ ପରେ ଏବେ ପରିସ୍ଥିତିରେ ଟିକେ ସୁଧାର ଆସିଥିବାରୁ ପୁଣିଥରେ ଭ୍ରମଣପ୍ରିୟ ଲୋକେ ବୁଲିବାକୁ ମନ ବଳାଇଲେଣି। ତେବେ ସତ୍ତର୍କତା ଅବଲମ୍ବନ କରି ବୁଲିଲେ ସଂକ୍ରମଣର ଭୟ ଟିକେ...
ନୂଆ ଘର କିଣୁଛନ୍ତି କି? ଏସବୁ ପ୍ରତି ଦିଅନ୍ତୁ ଧ୍ୟାନ: କେବେ ହେବାକୁ ପଡ଼ିବ ନାହିଁ ଚିନ୍ତିତ
ସୁଖମୟ ଜୀବନଯାପନ ପାଇଁ ଆଚାର୍ଯ୍ୟ ଚାଣକ୍ୟ ଅନେକ କିଛି କହିଛନ୍ତି। ଜୀବନର ମୂଲ୍ୟଠାରୁ ଆରମ୍ଭ କରି ଘର କିଣିବା ପର୍ଯ୍ୟନ୍ତ ସେ ତାଙ୍କ ନୀତିଶାସ୍ତ୍ରରେ ଉଲ୍ଲେଖ କରିଛନ୍ତି। ଜଣେ ବ୍ୟକ୍ତି କେଉଁ ସ୍ଥାନରେ ଘର ନିର୍ମାଣ କରିବା ଉଚିତ୍ ଆଚାର୍ଯ୍ୟ...
ଜନ୍ମରୁ ସମସ୍ତ ବ୍ୟକ୍ତିଙ୍କ ପାଖରେ ଥାଏ ଏହି ଗୁଣ, ଚାଣକ୍ୟ କହିଲେ ସଠିକ୍ ବ୍ୟବହାରରେ ମିଳିଥାଏ ସଫଳତା
ମହାନ ଅର୍ଥନୀତିଜ୍ଞ ତଥା ରାଜନେତା ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି ଯେ,କିଛି ଗୁଣ ଏପରି ଥାଏ ଯାହା ମଣିଷକୁ କେହି ଶିଖାଇପାରିବ ନାହିଁ। କାରଣ ସେହି ଗୁଣ ତାଙ୍କ ପାଖେ ବିଦ୍ୟମାନ। ଯାହାକୁ ପରିବର୍ତ୍ତନ କରାଯାଇପାରିବ ନାହିଁ। କିଛି ମଣିଷ ଏହାକୁ...
କେବଳ ଏହିସବୁ ଛୋଟ ଅଭ୍ୟାସ କରିଦିଏ ଦରିଦ୍ର: ଜାଣନ୍ତୁ କେଉଁ ବିଷୟରେ କହିଛନ୍ତି ଚାଣକ୍ୟ
ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ଏପରି କିଛି ବିଷୟରେ ବର୍ଣ୍ଣନା କରିଛନ୍ତି, ଯାହାକୁ ଗ୍ରହଣ କରି ଜଣେ ଖୁସିରେ ରହିପାରିବ। ସେ ବ୍ୟକ୍ତିର ଏପରି କିଛି ଅଭ୍ୟାସ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି ଯାହା ତାଙ୍କୁ ଦରିଦ୍ର କରିଥାଏ। ଜାଣନ୍ତୁ...
୩୦ ବର୍ଷରୁ ଅଧିକ ହୋଇଥିଲେ ଏହିସବୁ ଖାଦ୍ୟଠାରୁ ଦୂରେଇ ରୁହନ୍ତୁ, ନଚେତ୍…
ମହିଳା କିମ୍ବା ପୁରୁଷ, ବୟସ ବଢିବା ସାଙ୍ଗକୁ ଶରୀରରେ ଅନେକ ପରିବର୍ତ୍ତନ ଆସିଥାଏ। ପ୍ରାୟତଃ ଦେଖାଯାଉଛି କି ୨୦-୨୫ ବର୍ଷ ବୟସର ଯୁବତୀଯୁବକମାନେ କୌଣସି କାମ କରିବାରେ ବହୁତ ଫୁର୍ତ୍ତି ଦେଖାନ୍ତି। କିନ୍ତୁ ୩୦ ବର୍ଷ ଶରୀରରେ ସାମାନ୍ୟ ମନ୍ଥରତା...
ଏସବୁ ଗୁଣ, ଏମିତି ସ୍ତ୍ରୀ ପାଖରେ ଥିବା ଲୋକ ହୁଏ ଭାଗ୍ୟବାନ: ଜାଣନ୍ତୁ କାହିଁକି କହିଲେ ଚାଣକ୍ୟ
ସୁଖ ଜୀବନ ପାଇଁ ମଣିଷ ଧନ, ଶାନ୍ତି ଓ ତଥା ସମସ୍ତ ପ୍ରକାରର ଜିନିଷ ଖୋଜିଥାଏ। ମାତ୍ର ଯଦି ଭଲ ଏବଂ ଖରାପର କୌଣସି ଜ୍ଞାନ ନାହିଁ, ତେବେ ଏସବୁ ସତ୍ତ୍ୱେ ମଣିଷ ଖୁସିରେ ରୁହେ ନାହିଁ। ଚାଣକ୍ୟ ତାଙ୍କ...
ସୁସ୍ଥ ରହିବା ପାଇଁ ଚାଣକ୍ୟ କହିଛନ୍ତି ଏପରି କଥା : ଆପଣାଇଲେ ଡାକ୍ତରଙ୍କୁ ଦେବାକୁ ପଡ଼ିବ ନାହିଁ ଟଙ୍କା
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ବିଭିନ୍ନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ ଜୀବନର ମୂଲ୍ୟବୋଧ ବିଷୟରେ ଉଲ୍ଲେଖ କରିଥିବାବେଳେ ସୁସ୍ଥ ରହିବା ପାଇଁ ଅନେକ ପଦକ୍ଷେପ ସମ୍ପର୍କରେ ମଧ୍ୟ କହିଛନ୍ତି। ଏକ ଶ୍ଳୋକ ମାଧ୍ୟମରେ ଫିଟ୍ ରହିବାକୁ କିଛି ଉପାୟ...
ମା’
ସନ୍ତାନ ପାଇଁ ଯାହାଙ୍କ ହୃଦୟରୁ ଝରିପଡେ ଅମୃତର ବାରିଧାରା ସେ ତ ମା’। କିନ୍ତୁ ଏମିତି ବି ମା’ ଅଛନ୍ତି ଯିଏ ସାରା ଦୁନିଆର ଚିନ୍ତାରେ ଚିନ୍ତିତ। ଯିଏ ନିଜ ସ୍ନେହ ପଣତରେ ସାହାରା ଦେଇଛନ୍ତି ସାରା ଦୁନିଆକୁ। ସେମିତି...
ପୂଜା ଫ୍ୟାଶନ
ପୂଜା ଅବସରରେ ମହିଳାମାନେ ହଳଦିଆ, ଲାଲ ରଙ୍ଗର ହାଲ୍କା ଓ ମୁଲାୟମ କୋଟା ଡୋରିୟା ଶାଢି ପିନ୍ଧିପାରିବେ। ଏହାବାଦ କେପ୍ କିମ୍ବା ଫ୍ରଣ୍ଟ ସ୍ଲିଟ୍ କୁର୍ତ୍ତି ବି ପିନ୍ଧି ପାରିବେ। ବ୍ରାଇଟ୍ କଲର୍ର ଫୁଲ ପ୍ରିଣ୍ଟ ଥିବା ସୁଟ୍ ଅବା...
Archives


