ଜୀବନଚର୍ଯ୍ୟା

ଦେହକୁ ହିତ ପଖାଳ ଭାତ

ପଖାଳ! କି ଗରିବ, କି ଧନୀ ପ୍ରତିଟି ଓଡ଼ିଆଙ୍କ ପାଇଁ ଏହା ବେଶ୍‌ ପ୍ରିୟ। ମା’ ପରଷି ଦେଉଥିବା ପଖାଳ କଂସାରେ ସ୍ବାଦ ସାଙ୍ଗକୁ ଭରି ରହିଥାଏ ଏକ ଅପୂର୍ବ ଆନନ୍ଦ ଆଉ ଆତ୍ମତୃପ୍ତି। ତେବେ କେବଳ ପାଟିକୁ ସ୍ବାଦିଷ୍ଟ ନୁହେଁ,…

ଏହି ବ୍ରହ୍ମାସ୍ତ୍ର ଆଗରେ ହାର ମାନିବ କରୋନା…

ଜେନେଭା/ନୂଆଦିଲ୍ଲୀ,୨୦।୪: ପୃଥିବୀରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏପରିସ୍ଥଳେ କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ମାସ୍କ୍‌ ପିନ୍ଧିବା ଏବଂ ସାମାଜିକ ଦୂରତା ବଜାୟ ରଖିବା କରୋନା ଲଢ଼େଇ ପାଇଁ…

ସୁନ୍ଦର ତ୍ୱଚା ପାଇଁ ରସୁଣ

ରସୁଣରେ ଭରି ରହିଛି ଅନେକ ସୌନ୍ଦର୍ଯ୍ୟ ବୃଦ୍ଧିକାରୀ ଗୁଣ; ଯାହାକୁ ବ୍ୟବହାର କରି ଆପଣ ଖୁବ୍‌ କମ୍‌ ଖର୍ଚ୍ଚରେ ସୁନ୍ଦର ବେଦାଗ ତ୍ୱଚା ପାଇପାରିବେ। ଜାଣିରଖନ୍ତୁ ଏହାକୁ ବ୍ୟବହାର କରିବାର କେତୋଟି ଉପାୟ… ୩-୪ଟି ରସୁଣ କୋଲାକୁ ଛେଚି ଅଳ୍ପ ପାଣିରେ…

ଘରେ ପିଲାଙ୍କୁ ଏକୁଟିଆ ଛାଡୁଛନ୍ତି କ ?

ଆଧୁନିକ ଜୀବନଶୈଳୀରେ ଅଧିକାଂଶ ମାତାପିତା କର୍ମଜୀବୀ। ଏପରିକି ମାତ୍ରାଧିକ ପରିବାର ଛାଡ଼ି ବାହାରେ ନିଜ ପିଲାଙ୍କ ସହ ରହିବାକୁ ପସନ୍ଦ କରିଥାନ୍ତି। ତେବେ କର୍ମଜୀବୀ ମହିଳା କିମ୍ବା ପୁରୁଷ ଅନେକ ସମୟରେ ସେମାନଙ୍କ ପିଲାଙ୍କୁ ଘରେ ଏକୁଟିଆ କିମ୍ବା ଅନ୍ୟ କାହା…

ଜାଣନ୍ତି କି? ଏସବୁ ଖାଦ୍ୟ ସହ ଖାଇବା ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ

ପରଟା-ଦହି : ପରଟା ସହ ଦହି ଆଦୌ ଖାଆନ୍ତୁ ନାହିଁ। କାରଣ ଏହାର ପ୍ରଭାବ ପାଚନକ୍ରିୟା ଉପରେ ପଡିଥାଏ। ଆପଣ ରୁଟି ସହ ଦହି ଖାଇପାରନ୍ତି। ଖାଇବା ପରେ ଚା’ : ଅନେକେ ଖାଦ୍ୟ ଖାଇବା ପରେ ଚା’ ପିଇଥାଆନ୍ତି। ଏହାଦ୍ୱାରା…

ଉପକାରୀ ଲେମ୍ବୁ

ଲେମ୍ବୁ ହେଉ ଅବା ଏଥିରୁ ପ୍ରସ୍ତୁତ ସର୍ବତ ଶରୀର ପାଇଁ କେତେ ଉପକାରୀ ତାହା କହିବା ବାହୁଲ୍ୟ। ଆପଣଙ୍କ ଶରୀରରେ ଚର୍ବି ବଢ଼ିଯାଇଛି କି? ଯଦି ହଁ, ତେବେ ସରଳ ଉପାୟରେ ଏହାକୁ କମାଇ ପାରିବେ। ଏକ ଗ୍ଲାସ ଉଷୁମ ପାଣିରେ…

ରୋଗ ଚିହ୍ନଟର ନୂଆ ଉପାୟ

ଆମକୁ କୌଣସି ରୋଗ ହେଲେ ଡାକ୍ତର ଉକ୍ତ ରୋଗର ଲକ୍ଷଣ ବିଷୟରେ ପ୍ରଥମେ ଭଲ ଭାବରେ ଅବଗତ ହୋଇଥାଆନ୍ତି ଏବଂ ତାହାକୁ ତର୍ଜମା କରି ଚିକିତ୍ସା କରନ୍ତି। ଅନ୍ୟପକ୍ଷରେ କେତେକ ରୋଗକୁ ଚିହ୍ନଟ କରିବା ପାଇଁ ରକ୍ତ, ମଳ, ମୂତ୍ର ପରୀକ୍ଷା…

ସ୍ବାମୀଙ୍କ ସହ ଜଡିତ ଏହି ସବୁ କଥା କହୁଛନ୍ତି କି ଅନ୍ୟକୁ, ବେଳହୁଁ ସାବଧାନ

ମହିଳାଙ୍କ ମଧ୍ୟରେ ସବୁଠୁ ଗୁପ୍ତ କଥା ହେଲା ସେମାନଙ୍କ ସ୍ବାମୀଙ୍କ ବିଷୟରେ କଥାବାର୍ତ୍ତା। ତେବେ ଅନେକ ସମୟରେ ସେମାନେ ଅଧିକ ଭାବପ୍ରବଣ ହୋଇ ସ୍ବାମୀଙ୍କ ସମନ୍ଧିତ ଅନେକ କଥା କହି ଦେଇ ଥାନ୍ତି। ଯେଉଁ କଥାପାଇଁ ପଛରେ ପସ୍ଥାଇ ଥାନ୍ତି ତେବେ…

ଗୁଗଲକୁ ପଚରା ଯାଉଛି ଶାରୀରିକ ସମ୍ପର୍କକୁ ନେଇ ଅଧିକ ପ୍ରଶ୍ନ…

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୯।୪: ଏବେ ସମସ୍ତଙ୍କ ହାତ ପାଆନ୍ତାରେ ଇଣ୍ଟରନେଟ୍‌। କୌଣସି ସମସ୍ୟାରେ ପଡ଼ିଲେ ଅବା ମନରେ କିଛି ପ୍ରଶ୍ନ ଆସିଲେ ତତ୍‌କ୍ଷଣାତ୍‌ ଗୁଗଲକୁ ପ୍ରଶ୍ନ ପଚରା ଯାଉଛି। ଏନେଇ ଟିଭି ବିଜ୍ଞାପନ ସହିତ ବିଭିନ୍ନ ସୋସିଆଲ ମିଡ଼ିଆରେ ଗୁଗଲକୁ ପ୍ରଶ୍ନ ପଚାରିବା ଲାଗି…

ଟେନ୍‌ସନ୍‌ରେ ଥିଲେ…

ଆଜିକାଲିର ବ୍ୟସ୍ତ ଜୀବନଶୈଳୀ ମଧ୍ୟରେ ଅନେକେ ଟେନ୍‌ସନ୍‌ର ବଶବର୍ତ୍ତୀ ହୋଇଥାଆନ୍ତି। ଏହାଦ୍ୱାରା ନିଜର କାର୍ଯ୍ୟ କରିବା କ୍ଷମତା ପ୍ରଭାବିତ ହୋଇଥାଏ। ଯଦି କୌଣସି କଥାକୁ ନେଇ ଟେନ୍‌ସନ୍‌ରେ ଅଛନ୍ତି, ତେବେ ତାହାକୁ ସହଜ ଉପାୟରେ ଦୂର କରିପାରିବେ। ପ୍ରଥମେ ନିଜ ମିଜାଜକୁ…

ରିକମ୍ବିନାଣ୍ଟ ଡିଏନ୍‌ଏ

”ଡିଏନ୍‌ଏର ଆକୃତି ଓ କାର୍ଯ୍ୟପ୍ରଣାଳୀ ବିଷୟରେ ଜେମ୍ସ ୱାଟ୍‌ସନ ଓ ଫ୍ରାନ୍ସିସ୍‌ କ୍ରିକ୍‌ ପ୍ରଥମେ ଗବେଷଣା କରିଥିଲେ, ଯାହା ୧୯୫୩ ମସିହାରେ ପ୍ରସିଦ୍ଧ ‘ନେଚର ପତ୍ରିକା’ରେ ପ୍ରକାଶ ପାଇଥିଲା l ସେମାନଙ୍କୁ ମିଳିତ ଭାବେ ୧୯୬୨ରେ ଭେଷଜ ବିଜ୍ଞାନ ପାଇଁ ନୋବେଲ…

କରୋନାକୁ ନେଇ ମନରେ ଅନେକ ପ୍ରଶ୍ନ ଉଠୁଛି କି? ସବୁର ଉତ୍ତର ପାଇବା ନେଇ ନିଶ୍ଚିତ ପଢ଼ନ୍ତୁ…

ସାରା ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପ୍ରତ୍ୟହ ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ପାର କରୁଥିବା ବେଳେ କିଛି ସ୍ଥାନରେ ଡାକ୍ତରଖାନାରେ ରୋଗୀଙ୍କୁ ଭର୍ତ୍ତି କରିବାକୁ ସ୍ଥାନ ନ ଥିବା ନେଇ ଚର୍ଚ୍ଚା ହେଉଛି। କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?