ଜୀବନଚର୍ଯ୍ୟା

ସିଙ୍ଗଡ଼ା- କଚୋଡ଼ି ପ୍ରେମୀ ସାବଧାନ! FSSAI ଜାରି କଲା ବଡ଼ ଚେତାବନୀ, ହୋଇପାରେ ମାରାତ୍ମକ ରୋଗ!

ଭାରତ ଏମିତି ଏକ ଦେଶ ଯେଉଁଠି ଖାଇବା ପିଇବା ପଛରେ ପ୍ରଚୁର ପଇସା ଖର୍ଚ୍ଚ କରାଯାଏ। ଲୋକମାନେ ସ୍ବାସ୍ଥ୍ୟ ଅପେକ୍ଷା ସ୍ବାଦକୁ ଅଧିକ ଗୁରୁତ୍ୱ ଦେଇଥାନ୍ତି। ଚା’ ସହିତ ଅନେକ ଜିନିଷ ଖାଇବାକୁ ଭଲ ଲାଗେ, କିନ୍ତୁ ଏଗୁଡ଼ିକୁ ବାରମ୍ବାର ଗରମ…

ମେଷ ସମେତ ୩ ଏହି ରାଶି ଉପରେ ରହିବ ହନୁମାନଙ୍କ କୃପା, ମିଳିପାରେ ବଡ଼ ସଫଳତା

ଆଜିଜ୍ୟେଷ୍ଠ ମାସ କୃଷ୍ଣ ପକ୍ଷର ନବମୀ ତିଥି । ନବମୀ ତିଥି ଆଜି ବିଳମ୍ବିତ ରାତି ୨:୩୫ ପର୍ଯ୍ୟନ୍ତ ଜାରି ରହିବ। ‘ପ୍ରୀତି ଯୋଗ’ ୮:୧୯ ପର୍ଯ୍ୟନ୍ତ ପ୍ରଚଳିତ ହେବ, ତା’ପରେ ‘ଆୟୁଷ୍ମାନ ଯୋଗ’ ଆରମ୍ଭ ହେବ। ମେଷ- ଦିନଟି ନୂତନ…

ଗଣ୍ଠି ଯନ୍ତ୍ରଣା ପାଇଁ ରୋବୋଟିକ୍‌ ସର୍ଜରି

ସାଧାରଣତଃ ଗଣ୍ଠି ଯନ୍ତ୍ରଣାକୁ ଅଧିକାଂଶ ବାର୍ଦ୍ଧକ୍ୟର ଏକ ଅପରିହାର୍ଯ୍ୟ ଅଂଶ ବୋଲି ଗ୍ରହଣ କରିଥା’ନ୍ତି। ହେଲେ ବାସ୍ତବରେ ବିଭିନ୍ନ କାରଣରୁ ବର୍ତ୍ତମାନ କେବଳ ବୟସ୍କ ନୁହନ୍ତି ଅନ୍ୟମାନଙ୍କଠାରେ ବି ଏହି ସମସ୍ୟା ଦେଖା ଦେଉଛି। ବେଶ୍‌ କିଛି ବର୍ଷ ଏହାର ଉପଚାର…

ଆଜିଠାରୁ ‘ମୃତ୍ୟୁ ପଞ୍ଚକ’ ଆରମ୍ଭ: ସ୍ବପ୍ନରେ ଏହି ୭ଟି ଜିନିଷ ଦେଖିଲେ ହୋଇଯାଆନ୍ତୁ ସାବଧାନ, ଘଟିପାରେ ବଡ଼ ଅଘଟଣ!

ସନାତନ ଧର୍ମରେ ମୃତ୍ୟୁ ପଞ୍ଚକର ଏକ ବିଶେଷ ମହତ୍ତ୍ୱ ରହିଛି, ଯାହାକୁ କ୍ଷତିକାରକ ଓ କଷ୍ଟଦାୟକ ବୋଲି ମାନିଥାନ୍ତି। ଯେତେବେଳେ ବି ପଞ୍ଚକ ଶନିବାର ଦିନରୁ ଆରମ୍ଭ ହୋଇଥାଏ, ସେତେବେଳେ ତାହାକୁ ‘ମୃତ୍ୟୁ ପଞ୍ଚକ’ ନାମରେ ଜଣାଯାଏ। ପାଞ୍ଜି (ପଞ୍ଚାଙ୍ଗ) ଅନୁଯାୟୀ,…

ଆଜି ବିଶ୍ବ ପରିବେଶ ଦିବସ: ସବୁଜ ଯୋଦ୍ଧାଙ୍କୁ ନେଇ ‘ଧରିତ୍ରୀ’ର ସ୍ବତନ୍ତ୍ର ଉପସ୍ଥାପନା

ଗଛ କଟା, ପ୍ରଦୂଷଣ, ଜଳ ସଙ୍କଟ ଓ ବିଶ୍ୱ ତାପମାତ୍ରା ବୃଦ୍ଧି ମଣିଷ ଏବଂ ପ୍ରକୃତି ପାଇଁ ଗମ୍ଭୀର ବିପଦ ସୃଷ୍ଟି କରୁଥିବାବେଳେ ପରିବେଶ ସୁରକ୍ଷା ଏବେ ସମସ୍ତଙ୍କ ପାଇଁ ଜରୁରୀ ଆବଶ୍ୟକତା ହୋଇପଡ଼ିଛି। ଏହି କ୍ଷେତ୍ରରେ ପରିବେଶକର୍ମୀମାନଙ୍କ ଭୂମିକା ଅତ୍ୟନ୍ତ…

ସାବଧାନ! ଏହି ୫ ରାଶି ଉପରେ ମାଡ଼ି ଆସୁଛି ମହାସଙ୍କଟ, ଜୁନ ମାସରେ ଘଟିବ…

୨୭ଟି ଦୈନିକ ଯୋଗ ମଧ୍ୟରୁ ବୈଦୃତି ଯୋଗ ୨୭ତମ ସ୍ଥାନରେ ଅଛି, ଯାହା ପ୍ରାୟତଃ ମାନବ ଜୀବନ ଉପରେ ଅଶୁଭ ପ୍ରଭାବ ପକାଇଥାଏ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ଏହି ଥର ଜୁନ ୨୦୨୬ରେ, ଏକ ଦ୍ୱିଗୁଣିତ ବୈଦୃତି ଯୋଗ ସୃଷ୍ଟି ହେଉଛି।…

ମଙ୍ଗଳବାରରେ ଏହି ରାଶି ଉପରେ ରହିବ ହନୁମାନଙ୍କ କୃପା, ସବୁ କାର୍ଯ୍ୟରେ ସଫଳତା

ଆଜି ଜ୍ୟେଷ୍ଠ ମାସ କୃଷ୍ଣ ପକ୍ଷର ଦ୍ୱିତୀୟା ତିଥି ପାଳନ କରାଯାଏ । ଏହି ମଙ୍ଗଳବାର ଦିନ ଜ୍ୟେଷ୍ଠ ମାସ ମଧ୍ୟରେ ପଡୁଥିବାରୁ, ଏହାକୁ ବଡ଼ ମଙ୍ଗଳ ଭାବରେ ପାଳନ କରାଯାଏ । ଏହି ଦିନଟି ଭଗବାନ ହନୁମାନଙ୍କ ପୂଜା ପାଇଁ…

କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ ସର୍ଭେରୁ ସେମାନେ ଏପରି ତଥ୍ୟ ଜାଣିବାକୁ ପାଇଛନ୍ତି। ପ୍ରତିଦିନ କିଛି ସମୟ ପଢ଼ିବା…

ପାଟିରେ ଘା’ ହେଲେ ହାଲୁକା ଭାବରେ ନିଅନ୍ତୁ ନାହିଁ, ହୋଇପାରେ ଏହି ମାରାତ୍ମକ ରୋଗ…

ପାଟିରେ ଘା’ ହେବାର ଅନେକ କାରଣ ରହିଛି। ଏହାର ପ୍ରାରମ୍ଭରୁ ଚିକିତ୍ସା କରା ନ ଗଲେ ତାହା ଭବିଷ୍ୟତରେ କ୍ୟାନ୍‌ସରର ରୂପ ନେବାର ଯଥେଷ୍ଟ ଆଶଙ୍କା ରହିଛି। ସେଥିପାଇଁ ପାଟିରେ ଘା’ ହେଲେ ତାହାକୁ ହାଲୁକା ଭାବରେ ନିଅନ୍ତୁ ନାହିଁ। ତୁରନ୍ତ…

ରାତିରେ ନିଦ ହେଉନି କି? ଶୋଇବା ପୂର୍ବରୁ କରନ୍ତୁ ଏହି କାମ…

ଆଜିକାଲି ବହୁତ ଲୋକ ଅନିଦ୍ରାରେ ପୀଡ଼ିତ। ବିଳମ୍ବିତ ରାତିରେ ଚେଇଁବା, ବାରମ୍ବାର ଉଠିବା ଏବଂ ସକାଳେ କ୍ଳାନ୍ତ ଅନୁଭବ କରିବା ଏକ ସାଧାରଣ କଥା ହୋଇଗଲାଣି। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତରେ ଖରାପ ଜୀବନଶୈଳୀ ଏବଂ ମୋବାଇଲ ବ୍ୟବହାର ଏହାର ମୁଖ୍ୟ କାରଣ।…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି ରାଶି ପରିବର୍ତ୍ତନ ସମସ୍ତ ୧୨ଟି ରାଶି ଉପରେ ଗଭୀର ପ୍ରଭାବ ପକାଇଥାଏ। ଜ୍ୟୋତିଷ…

ଘାତକ ଭୂତାଣୁ ଇବୋଲା

ଆମମାନଙ୍କୁ ଅନେକ ପ୍ରକାର ସଂକ୍ରମଣ ହୋଇଥାଏ। କେତେକ ସାମାନ୍ୟ କ୍ଷତିକାରକ ହୋଇଥିବା ବେଳେ ଆଉ କେତେକ ଗୁରୁତର ଓ ଅତ୍ୟନ୍ତ ଗୁରୁତର ହୋଇଥାଆନ୍ତି। ଜୀବାଣୁ, ପରଜୀବୀ, ଫଙ୍ଗସ୍‌, କୀଟାଣୁ ଓ ସବୁଠାରୁ ଅଧିକ ଭୂତାଣୁ ସଂକ୍ରମଣ ହୋଇଥାଏ। ଜୀବାଣୁ ଯେପରି ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?