ଏହି ଦିଗରେ କରନ୍ତୁ ପିଲାଙ୍କ ରୁମ: ପଢ଼ା ଟେବୁଲରେ ଏସବୁ ରଖିବା ଲାଭଦାୟକ
ଆଜିର ପିଢ଼ି ଆମ ଦେଶର ଭବିଷ୍ୟତ। ଯଦି ଆପଣଙ୍କ ପିଲାଙ୍କ ଭବିଷ୍ୟତକୁ ଉଜ୍ଜ୍ୱଳ ଦେଖିବାକୁ ଚାହାଁନ୍ତି, ତେବେ ଏଥିପାଇଁ ଆପଣଙ୍କୁ ସେମାନଙ୍କ କୋଠରୀକୁ ମଧ୍ୟ ସଠିକ୍ ଭାବରେ ସଜାଇବାକୁ ପଡିବ। ବାସ୍ତୁଅନୁଯାୟୀ ପିଲାମାନଙ୍କ କୋଠରୀ କିପରି ହେବା ଉଚିତ୍ ଜାଣନ୍ତୁ। =)…
ଏଥିପାଇଁ ବୈବାହିକ ଜୀବନରେ ଆସେ ଝଡ଼, ସାଥୀଙ୍କ ସହ ବିବାଦରୁ ରକ୍ଷା ପାଇବା ପାଇଁ ମାନନ୍ତୁ ଚାଣକ୍ୟଙ୍କ ଏହି ୪ କଥା
ବିବାଦରେ ଫସୁଥିବା ଲୋକ ପାଖରେ ଜ୍ଞାନ ଏବଂ ଦୁରଦର୍ଶିତା କମ୍ ଥାଏ ବୋଲି ଚାଣକ୍ୟ କୁହନ୍ତି। କାରଣ ବିବାଦ ଧିରେ ଧିରେ ନୂଆ ନୂଆ ବିପଦ ଆଣି ଦେଇଥାଏ। ବିବାଦର ଅନ୍ତ ଯନ୍ତ୍ରଣାଦାୟକ ହୋଇଥାଏ। ଏପରି ପରିସ୍ଥିତିରେ, ପ୍ରତ୍ୟେକ ମଣିଷ ବିବାଦ…
ଡାଇବେଟିସ୍ ରୋଗୀଙ୍କୁ ବିପଦରୁ ରକ୍ଷା କରେ ଛତୁ
ଛତୁ କେବଳ ଖାଇବା ପାଇଁ ସ୍ବାଦିଷ୍ଟ ତାହା ନୁହେଁ ଏହାର ଅନେକ ଗୁଣ ରହିଛି ଯାହା ସ୍ବାସ୍ଥ୍ୟ ପକ୍ଷେ ଉପକାରୀ ହୋଇଥାଏ। ଆୟୁର୍ବେଦରେ ଛତୁକୁ ଔଷଧ ଭାବରେ ବ୍ୟବହାର କରାଯାଏ। ଆସନ୍ତୁ ଜାଣିବା ପୋଷକ ତତ୍ତ୍ୱରେ ଭରପୂର ମଶରୁମ୍କୁ ଖାଇଲେ କେଉଁ…
ମଙ୍ଗଳ ଦୋଷ ଥିଲେ ଆପଣାନ୍ତୁ ଏହି ଉପାୟ: କିଛି ଦିନ ମଧ୍ୟରେ ମିଳିବ ଶୁଭଫଳ
ଜାତକରେ ଯେତେବେଳେ ଲଗ୍ନ ଚତୁର୍ଥ, ସପ୍ତମ, ଅଷ୍ଟମ କିମ୍ବା ଦ୍ୱାଦଶ ଘରେ ଥାଏ, ସେତେବେଳେ ବ୍ୟକ୍ତିଙ୍କ ମଙ୍ଗଳ ଦୋଷ ରହିଥିବା ଜ୍ୟୋତିର୍ବିଦମାନେ କୁହନ୍ତି। ମଙ୍ଗଳ ଏକ ନିଷ୍ଠୁର ଗ୍ରହ। ତେଣୁ ବିବାହ ଉପରେ ଏହାର ପ୍ରଭାବ ଦେଖାଯାଏ । ଯଦି ମଙ୍ଗଳ…
ବେଳେବେଳେ ଏପରି ହୁଏ: କଥା କହିବାକୁ ବି ଲାଗେ ଡର…
ନୂଆଦିଲ୍ଲୀ: କେତେକ ଲୋକଙ୍କଠାରେ ଏକ ପ୍ରକାର ସମସ୍ୟା ରହିଥାଏ। ସେମାନେ ସମବେତ ଲୋକଙ୍କ ସମ୍ମୁଖରେ କଥା କହିବାକୁ ଭୟ କରନ୍ତି। କିଛି ଲୋକ ନିଜର ପ୍ରଦର୍ଶନ ନେଇ ଅକ୍ଷମତା ପ୍ରକାଶ କରିଥାନ୍ତି। କାଳେ କହିବା ବେଳେ କିଛି ଭୁଲ୍ ହୋଇଯିବ ସେ…
ଏପରି ଲୋକଙ୍କ ପାଖ ମାଡ଼ନ୍ତିନି ଧନଦେବୀ ମା’ ଲଷ୍ମୀ
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ମାନବ ଜୀବନ ସହ ଜଡ଼ିତ ଅନେକକଥା ବିଷୟରେ ଉଲ୍ଲେଖ କରିଛନ୍ତି। ଯାହା ମାଧ୍ୟମରେ ଜଣେ ବ୍ୟକ୍ତି ତାଙ୍କ ଜୀବନକୁ ସରଳ ଏବଂ ସଫଳ କରିପାରିବ। ଚାଣକ୍ୟଙ୍କଏହି ନୀତିରେ ଲୋକଙ୍କ ଅଭ୍ୟାସ ବିଷୟରେ କୁହାଯାଇଛି ଯାହାକୁ…
ଏହି ତେଲ ଲଗାଇଲେ ବୟସର ଛାପ ପଡ଼େନି
ସାଧାରଣତଃ ଲୋକେ ବିଭିନ୍ନ ତେଲର ବ୍ୟବହାର କରିଥା’ନ୍ତି। ମାତ୍ର ନଡ଼ିଆ ତେଲରେ ଏପରି ଗୁଣ ରହିଛି, ଯାହାକୁ ଲଗାଇଲେ ବୟସ ବୃଦ୍ଧି ହେଲେ ମଧ୍ୟ ଜଣାପଡ଼ି ନ ଥାଏ। ଜାଣନ୍ତୁ ଏହାର ବ୍ୟବହାର ସମ୍ପର୍କରେ… ନଡ଼ିଆ ତେଲକୁ ସୌନ୍ଦର୍ଯ୍ୟର ତେଲ କୁହାଯାଏ।…
ସକାଳୁ ଉଠିବା ପରେ ନିଶ୍ଚୟ କରନ୍ତୁ ଏହି କାମ: ଘରେ ରହିବ ନାହିଁ ଧନର ଅଭାବ
କୋଟିପତି ହେବାକୁ କିଏ ବା ନ ଚାହେଁ। ଏହି ଆଧୁନିକ ଯୁଗରେ ଟଙ୍କାଥିଲେ ସବୁକିଛି ଅଛି। ଯଦି ପାଖରେ ଟଙ୍କା ନାହିଁ, ତେବେ କେହି ହେଲେ ଅନାଇବେ ନାହିଁ। ସମସ୍ତେ ଦୂରେଇ ଯିବେ। ଏପରି ପରିସ୍ଥିତିରେ ଏମିତି କିଛି ଉପାୟ ରହିଛି…
କେବେବି ଭୁଲ୍ରେ କରନ୍ତୁ ନାହିଁ ଏମାନଙ୍କୁ ବିଶ୍ୱାସ
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜୀବନ ସହ ଜଡିତ ଅନେକ କଥା କହିଛନ୍ତି। ଲୋକେ ଚାଣକ୍ୟଙ୍କ ଏହି ନୀତକୁ ଅନୁସରଣ କରି ଅନେକ ଅସୁବିଧାରୁ ରକ୍ଷା ପାଇପାରିବେ। ଏହି ନୀତି କେବଳ ଲୋକଙ୍କୁ ସଫଳତାର ପଥରେ ନେଇଥାଏ ତାହା ନୁହେଁ। ମାତ୍ର…
ସପ୍ତାହରେ ୩ ଥର ଚାମୁଚେ ଲେଖାଏଁ ଏହି ଗୁଣ୍ଡ: ଡାଇବେଟିସ୍ରୁ ରହିବେ ଦୂରେଇ…
ନୂଆଦିଲ୍ଲୀ: ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ଡାଇବେଟିସ୍ ସମସ୍ୟା ଦେଖାଦେଇଥାଏ। ତେବେ ସପ୍ତାହରେ ୩ ଥର ଚାମୁଚେ ଲେଖାଏଁ ମେଥିଗୁଣ୍ଡ ଉଷୁମ ପାଣିରେ ପିଇଲେ ଡାଇବେଟିସ୍ରୁ ଦୂରେଇ ହେବାରେ ସହାୟତା ମିଳିଥାଏ। ଏହା ଶରୀରରେ ଇନସୁଲିନ୍…
ଭେଜ୍ ମାଛ ତରକାରି
ଆବଶ୍ୟକ ସାମଗ୍ରୀ: ସୋୟାବିନ୍- ୧୦୦ଗ୍ରାମ୍, ବ୍ରେଡ- ୨ ଖଣ୍ଡ, କଞ୍ଚା କଦଳୀ- ଛୋଟ ୧ଟି ସିଝା, ଆଳୁ- ୪ଟି, ପିଆଜ- ୨ଟି ବଡ଼, ଅଦା- ଛୋଟ ଖଣ୍ଡେ, କଞ୍ଚାଲଙ୍କା- ୨/୩ଟି, ରସୁଣ- ୨ଟି ବଡ଼, ଜିରା ଓ ସୋରିଷ- ଅଳ୍ପ, ଲଙ୍କାଗୁଣ୍ଡ-…
କଙ୍ଗାରୁ କେୟାର
ଶିଶୁର ଉତ୍ତମ ସ୍ବାସ୍ଥ୍ୟ ତଥା ବିଭିନ୍ନ ସମସ୍ୟା ଦୂର କରିବା ନିମନ୍ତେ କଙ୍ଗାରୁ କେୟାର ବା କେଏମ୍ସି ଏକ ସୁନ୍ଦର ବିକଳ୍ପ। ନବଜାତ ଶିଶୁକୁ କଙ୍ଗାରୁ ଭଳି ନିଜ ତ୍ୱଚା ସହ ଲଗାଇ ରଖିବାକୁ ହୋଇଥାଏ। ମାଆମାନଙ୍କୁ ପରିଷ୍କାର ପରିଚ୍ଛନ ଉପରେ…
Archives


