କରୋନା, ଇବୋଲା ପରେ ଆଉ ଏକ ମାରାତ୍ମକ ରୋଗ ଚିହ୍ନଟ, ଲୋକଙ୍କଠାରେ ପ୍ରକାଶ ପାଇବ ଏସବୁ ଲକ୍ଷଣ
ଆମେରିକାର ରୋଗ ନିୟନ୍ତ୍ରଣ ଏବଂ ପ୍ରତିରୋଧ କେନ୍ଦ୍ରର ଅନୁସନ୍ଧାନକାରୀମାନେ ଏକ ବିରଳ ଭୂତାଣୁ ଆବିଷ୍କାର କରିଛନ୍ତି, ଯାହା ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟ ଜଣଙ୍କୁ ସଂକ୍ରମଣ ହେବାର ଆଶଙ୍କା ରହିଥାଏ। ଏହି ଭୂତାଣୁ ଠିକ୍ ଇବୋଲା ପରି ଜ୍ୱର ବ୍ୟାପିଥାଏ। ୨୦୧୯ରେ ବୈଜ୍ଞାନିକମାନେ…
ଏପରି ଲୋକ ପୃଥିବୀ ପାଇଁ ସବୁଠୁ ବଡ଼ ବୋଝ
ପ୍ରତ୍ୟେକ ମଣିଷ କିଛି ଉଦ୍ଦେଶ୍ୟ ନେଇ ଜନ୍ମଗ୍ରହଣ କରିଥାନ୍ତି। ଆଚାର୍ଯ୍ୟ ଚାଣକ୍ୟଙ୍କ ଅନୁଯାୟୀ, ଯଦି କୌଣସି ବ୍ୟକ୍ତିଙ୍କ ଜ୍ଞାନ ଏବଂ ଗୁଣ ନାହିଁ, ତେବେ ଏପରି ବ୍ୟକ୍ତି ପୃଥିବୀ ଉପରେ ବୋଝ ସଦୃସ । ଏଭଳି ଲୋକଙ୍କର ବଞ୍ଚିବାର ଅଧିକାର ନାହିଁ…
ଆପଣଙ୍କର ଏହି ୬ ଅଭ୍ୟାସ ଅଛି କି? ହୋଇଯିବେ ଦରିଦ୍ର; ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ
ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ ବଞ୍ଚିବାର କଳା ଶିଖାଇଥାଏ। ଏକ ଶ୍ଳୋକ ମାଧ୍ୟମରେ ଦରିଦ୍ର ନ ହେବା ପାଇଁ ଜଣଙ୍କୁ…
ପାଖରେ ଟଙ୍କା ରହୁନାହିଁ? ଜାଣନ୍ତୁ ଧନର ଦେବୀ ଲକ୍ଷ୍ମୀଙ୍କୁ ପ୍ରସନ୍ନ କରିବାକୁ ନେଇ କ’ଣ କୁହନ୍ତି ଚାଣକ୍ୟ
ଜଣେ ଶ୍ରେଷ୍ଠ ବିଦ୍ୱାନ ହେବା ସହ ଦକ୍ଷ ଅର୍ଥନୀତିଜ୍ଞ ଥିଲେ ଆଚାର୍ଯ୍ୟ ଚାଣକ୍ୟ। ଜଣେ ବ୍ୟକ୍ତି ଜୀବନରେ ଅର୍ଥର ମହତ୍ୱକୁ ସେ ବୁଝିଥିଲେ। ସେ କୁହନ୍ତି, ଧନର ଦେବୀ ଲକ୍ଷ୍ମୀ। ସେ ସ୍ବଭାବରେ ଚଞ୍ଚଳ। ଏଣୁ ଧନର ସଞ୍ଚୟ କରାଯିବା ଉଚିତ।…
ପନିର ୬୫
ଆବଶ୍ୟକ ସାମଗ୍ରୀ: ୨୦୦ ଗ୍ରାମ୍ ପନିର୍, ମଇଦା ୨.୫ ବଡ ଚାମଚ, କର୍ନ ଫ୍ଲୋର୍ ୩ ବଡ ଚାମଚ, ଚାଉଳ ଗୁଣ୍ଡ ଏକ ବଡ ଚାମଚ, ଅଦା ରସୁଣ ପେଷ୍ଟ ୩ ବଡ ଚାମଚ, ଚାଟ୍ ମସଲା ଅଧା ବଡ ଚାମଚ,…
ଏମିତି ସ୍ତ୍ରୀ ଥିବା ବ୍ୟକ୍ତି ହୁଅନ୍ତି ଭାଗ୍ୟବାନ
ସୁଖରେ ଜୀବନ କାଟିବା ପାଇଁ ମଣିଷ ଅନେକ କିଛି ଖୋଜିଥାଏ। ମାତ୍ର ଯଦି ଭଲ ଏବଂ ଖରାପ ବିଷୟରେ କୌଣସି ଜ୍ଞାନ ନାହିଁ, ତେବେ ମଣିଷ ଖୁସିରେ ରୁହେ ନାହିଁ। ଚାଣକ୍ୟ ତାଙ୍କ ଶ୍ଳୋକ ମାଧ୍ୟମରେ ଏପରି ୬ଟି ବିଷୟ ଉଲ୍ଲେଖ…
ଅଳ୍ପ ଖର୍ଚ୍ଚରେ ଓ୍ବାଲ୍ ଡେକୋରେଶନ
ଘର ସଜାଇବା ଲାଗି କେବଳ ଦାମୀ ଫର୍ନିଚର କିମ୍ବା ଡେକୋରେଟିଭ୍ ସାମଗ୍ରୀ ଆବଶ୍ୟକ ତା’ ନୁହେଁ, ଆପଣ ଚାହିଁଲେ କମ୍ ଖର୍ଚ୍ଚରେ ଓ୍ବାଲ୍ ଡେକୋରେଶନ୍ କରିପାରିବେ। ଏଥିପାଇଁ କେଉଁ ସବୁ ସାମଗ୍ରୀ ବ୍ୟବହାର କରିପାରିବେ ଜାଣି ରଖନ୍ତୁ ଟିପ୍ସ… ଓ୍ବାଲ୍ ଡେକୋରେଶନ୍…
ସ୍ବାସ୍ଥ୍ୟ ପରୀକ୍ଷା ଏବେ ଘରେ
ବର୍ତ୍ତମାନ କରୋନା ସଂକ୍ରମଣର ସବୁଠୁ ଅଧିକ ଭୟ ଡାକ୍ତରଖାନାରେ। ତେଣୁ କୌଣସି ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଲେ ସେଠାକୁ ଯିବାକୁ ଭୟ କରୁଛନ୍ତି ଲୋକେ। ତା’ଛଡ଼ା ଅଧିକାଂଶ କ୍ଲିନିକ୍କୁ ଏପର୍ଯ୍ୟନ୍ତ ଡାକ୍ତର ଆସୁ ନ ଥିବାରୁ ଅନେକଙ୍କୁ ରୁଟିନ୍ ଚେକ୍ଅପ୍ ଲାଗି ବି…
ସ୍କିନ୍ଟୋନ୍ ଅନୁସାରେ ଲିପ୍ଷ୍ଟିକ୍
ମୁହଁର ସୌନ୍ଦର୍ଯ୍ୟ ବଢାଇବାରେ ବିଭିନ୍ନ ମେକ୍ଅପ୍ ସାମଗ୍ରୀ ମଧ୍ୟରୁ ଲିପ୍ଷ୍ଟିକ୍ର ଭୂମିକା ବେଶ୍ ଗୁରୁତ୍ୱପୂର୍ଣ୍ଣ। ହେଲେ ଏହି ଲିପ୍ଷ୍ଟିକ୍ ଯଦି ସ୍କିନ୍ ଟୋନ୍କୁ ମ୍ୟାଚ୍ ନ କରେ ତେବେ ସୁନ୍ଦର ମେକ୍ଅପ୍ ବି ଲାଗିଥାଏ ଖରାପ। ତେଣୁ ନିଜ ସ୍କିନ୍ଟୋନ୍ ଅନୁସାରେ…
ଏହି ୩ ଅଭ୍ୟାସ ଦେଖାଏ ସବୁଠୁ ବଡ଼ ସଫଳତାର ରାସ୍ତା
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ପଦୋନ୍ନତି, ବୈବାହିକ ଜୀବନ, ବନ୍ଧୁତା, ଶତ୍ରୁତା ଏବଂ ସମ୍ମାନ ସହିତ ଜଡିତ ସମସ୍ତ ବିଷୟ ଉପରେ ପରାମର୍ଶ ଦେଇଛନ୍ତି। ଚାଣକ୍ୟଙ୍କ ଦ୍ୱାରା ବର୍ଣ୍ଣିତ ନୀତିକୁ ଗ୍ରହଣ କରି ଜଣେ ବ୍ୟକ୍ତି ଜୀବନରେ ସଫଳତା ହାସଲ କରିପାରିବ।…
ଆଣ୍ଠୁଗଣ୍ଠି ଯନ୍ତ୍ରଣାର ଘରୋଇ ଉପଚାର
ଆଜିକାଲି ଆଣ୍ଠୁଗଣ୍ଠି ସମସ୍ୟା କେବଳ ବୟସ୍କ ବ୍ୟକ୍ତି ନୁହନ୍ତି ଯୁବପିଢ଼ିଙ୍କଠାରେ ଦେଖିବାକୁ ମିଳିଲାଣି। ଏହାର ଲକ୍ଷଣ ଜାଣିବା ମାତ୍ରେ ଡାକ୍ତରଙ୍କ ସହ ପରାମର୍ଶ କରି ଚିକିତ୍ସା କରାଇନେବା ଦରକାର। ତେବେ ଏଥିରୁ ଉପଶମ ପାଇବା ପାଇଁ କେତୋଟି ଘରୋଇ ଉପଚାରକୁ ଆପଣେଇ…
କୋଲେଷ୍ଟରଲକୁ ସନ୍ତୁଳିତ ରଖେ ଭିଟାମିନ୍ ‘ଇ’
ଆବଶ୍ୟକ ମୁତାବକ ଭିଟାମିନ୍ ‘ଇ’ଯୁକ୍ତ ଖାଦ୍ୟ ଖାଇଲେ ତାହା ସ୍ବାସ୍ଥ୍ୟ ପାଇଁ ବେଶ୍ ଲାଭଦାୟକ ସାବ୍ୟସ୍ତ ହୋଇଥାଏ। ଖାସ୍ କଥା ହେଲା, ଏହି ଭିଟାମିନ୍ ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାରେ ସାହାଯ୍ୟ କରେ। ଏହା ଚର୍ବି ସହ ମିଶି…
Archives


