ଜୀବନଚର୍ଯ୍ୟା

ଏହି ସହଜ ଉପାୟରେ କରିପାରିବେ ଶତ୍ରୁଙ୍କୁ ପରାସ୍ତ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜୀବନକୁ ସଫଳ କରିବା ପାଇଁ ଅନେକ କିଛି ବର୍ଣ୍ଣନା କରିଛନ୍ତି। ସେ ଏକ ଶ୍ଳୋକ ମାଧ୍ୟମରେ ଅପମାନର ପ୍ରତିଶୋଧ ନେବା ଓ ଶତ୍ରୁକୁ ପରାସ୍ତ କରିବା ବିଷୟରେ କହିଛନ୍ତି। ଜାଣନ୍ତୁ ସେ ସମ୍ପର୍କରେ… ସେ କହିଛନ୍ତି,…

ମାଂସପେଶୀକୁ ଦୃଢ଼ ରଖିବ ଡିଭାଇସ୍‌

ମାଂସପେଶୀକୁ ଦୃଢ଼ ରଖିବା ପାଇଁ ଏକ ଉନ୍ନତ ଜ୍ଞାନକୌଶଳବିଶିଷ୍ଟ ଡିଭାଇସ ପ୍ରସ୍ତୁତ କରାଯାଇଛି। ୟୁନିଭର୍ସିଟି ଅଫ କୁଇନସଲ୍ୟାଣ୍ଡର ବିଶେଷଜ୍ଞମାନେ ବ୍ୟାଣ୍ଡ ଆକାରର ଏପରି ଡିଭାଇସ୍‌ ତିଆରି କରିବାରେ ସକ୍ଷମ ହୋଇଛନ୍ତି। ବ୍ୟାୟାମ କରିବା ସମୟରେ ଏହି ଡିଭାଇସ୍‌କୁ ବାହୁରେ ପିନ୍ଧିବାକୁ ପଡିଥାଏ।…

ଅମ୍ଳପିତ୍ତର ଆୟୁର୍ବେଦୀୟ ଉପଚାର

ଏକ ସଦ୍ୟତମ ସର୍ଭେରୁ ଜଣାପଡିଛି ଯେ ବର୍ତ୍ତମାନ ୮୦ ପ୍ରତିଶତରୁ ଅଧିକ ଲୋକ ଅମ୍ଳପିତ୍ତ ରୋଗରେ ଆକ୍ରାନ୍ତ। ଏପରି କି ଯୌବନ ଆରମ୍ଭରୁ ଏହି ରୋଗରେ ପୀଡିତ ହେବା ଦେଖାଯାଉଛି। କେତେକ ଲୋକ ଭୋଜିକୁ ଗଲେ ସାଦା ଭୋଜନ ମଧ୍ୟ ଖାଇପାରନ୍ତି…

କ୍ୟାମେରାଯୁକ୍ତ ସିରିଞ୍ଜ

ସାଧାରଣତଃ ରକ୍ତ ପରୀକ୍ଷା, କେତେକ ଆନୁଷଙ୍ଗିକ ପରୀକ୍ଷା କରିବା ଲାଗି ଏବଂ ଇଞ୍ଜେକସନ ନେବା ପାଇଁ ସିରିଞ୍ଜର ବ୍ୟବହାର କରାଯାଇଥାଏ। ନିକଟରେ ଏପରି ଏକ ସିରିଞ୍ଜ ପ୍ରସ୍ତୁତ କରାଯାଇଛି ଯେଉଁଥିରେ ଏକ ସୂକ୍ଷ୍ମ କ୍ୟାମେରା ସଂଯୋଗ କରାଯାଇଛି। ବିଶେଷଭାବରେ ଏଣ୍ଡୋସ୍କୋପି କରିବା…

ସ୍ମରଣ ଶକ୍ତିକୁ ଦୃଢ଼ କରେ ମନ ପସନ୍ଦର ସଙ୍ଗୀତ

ମନ ପସନ୍ଦର ଗୀତ ଶୁଣିବା ଦ୍ୱାରା କେତେକ ଉପକାର ମଧ୍ୟ ମିଳିଥାଏ। ଏହାଦ୍ୱାରା ସ୍ମରଣ ଶକ୍ତି ଆହୁରି ଦୃଢ଼ ହୋଇଥାଏ ବୋଲି ଜଣାପଡିଛି। ଏପରି ବିଷୟବସ୍ତୁ ଉପରେ ସର୍ଭେ କରି ଏଭଳି ସିଦ୍ଧାନ୍ତରେ ଉପନୀତ ହୋଇଛନ୍ତି କାଲିଫର୍ନିଆ ବିଶ୍ୱବିଦ୍ୟାଳୟର ବିଶେଷଜ୍ଞମାନେ। ଅଧିକାଂଶ…

କୋଭିଡ୍‌ ୧୯: ଧ୍ରୁବୀକରଣ ସମସ୍ୟା

ବିଗତ କିଛି ମାସ ଧରି ଆମ ଦେଶରେ କୋଭିଡ୍‌ ୧୯ ସଂକ୍ରମଣ ହ୍ରାସ ପାଇଥିଲାବେଳେ ଏବେ ପୁଣି କେରଳ, ମହାରାଷ୍ଟ୍ର ଏବଂ ଅନ୍ୟ କେତେକ ସ୍ଥାନରେ ଏହା ବୃଦ୍ଧି ପାଇବା ଚିନ୍ତାର କାରଣ ପାଲଟିଛି। ଅନ୍ୟପକ୍ଷରେ ଟିକାଦାନ ପ୍ରକ୍ରିୟା କ୍ରମେ ବ୍ୟାପକ…

ପୁରୁଷଙ୍କ ପାଇଁ ଆଚାର ହାନିକାରକ

ଆଚାର ଖାଇବାକୁ ଅଧିକାଂଶ ଲୋକ ଭଲ ପାଇଥାନ୍ତି। କାରଣ ଖାଇବା ସମୟରେ ଆଚାର ଟିକେ ଥିଲେ ଖାଦ୍ୟର ସ୍ବାଦ ଯେପରି ଦୁଇଗୁଣ ବଢ଼ିଯାଇଥାଏ। ଆଚାର ପାଟିକୁ ସୁଆଦିଆ ଲାଗୁଥିଲେ ମଧ୍ୟ ସ୍ବାସ୍ଥ୍ୟ ପ୍ରତି କୁପ୍ରଭାବ ପକାଇଥାଏ। ତେଣଉ ଅତ୍ୟଧିକ ଆଚାର ଖାଇବା…

ଆୟଠାରୁ ଅଧିକ ବ୍ୟୟ କରୁଛନ୍ତି କି? ଅସୁବିଧାରେ ପଡ଼ିପାରନ୍ତି; ଜାଣନ୍ତୁ କ’ଣ କୁହନ୍ତି ଚାଣକ୍ୟ

ଚାଣକ୍ୟ କୁହନ୍ତି ଜଣେ ବ୍ୟକ୍ତିଙ୍କୁ ଧନକୁ ନେଇ ବହୁତ ସତର୍କ ରହିବା ଉଚିତ। କାରଣ ବିପଦ ବେଳେ ଧନ ହିଁ ପ୍ରକୃତ ବନ୍ଧୁର ଭୂମିକା ନିର୍ବାହ କରିଥାଏ। ଧନ ଥିଲେ ବ୍ୟକ୍ତିର ଆତ୍ମବିଶ୍ୱାସ ବଢ଼େ। ଜୀବନରେ ସଫଳତା ପାଇବା ପାଇ ଆତ୍ମବିଶ୍ୱାସ…

ଘରେ କ’ଣ ରଖିଲେ ବଢ଼ିଥାଏ ଧନ

ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରର ଉତ୍ତର ତଥା ଉତ୍ତର-ପୂର୍ବ ଦିଗ ସହ ଆର୍ଥତ୍କ ଅଭିବୃଦ୍ଧିର ଅନେକ କିଛି ସମ୍ବନ୍ଧ ରହିଛି। ତେଣୁ ଏହି ଦିଗଗୁଡ଼ିକରେ କ’ଣ ରଖିଲେ ବା କି ବାସ୍ତୁ ଉପଚାର କଲେ ଘରେ ସମୃଦ୍ଧି ବୃଦ୍ଧି ପାଇବ, ଆସନ୍ତୁ ଜାଣିବା…

ଭିନ୍ନ ଏହି ନେଲ୍‌ ଆର୍ଟ

ଆକର୍ଷଣୀୟ ଲୁକ୍‌ ପାଇବା ପାଇଁ କେବଳ ତ୍ୱଚାର ଯତ୍ନ ନେଲେ ତ ହେବନି ପୂରା ଶରୀରର ଏପରିକି ନଖର ମଧ୍ୟ ଦେଖାଶୁଣା କରିବା ନିହାତି ଜରୁରୀ। ସେଥିପାଇଁ ତ ଯୁବତୀମାନେ ବେଳେବେଳେ ହାତରେ ସୁନ୍ଦର ସୁନ୍ଦର ଆର୍ଟିଫିସିଆଲ୍‌ ନେଲ୍‌ ବା ନଖ…

ବ୍ଲଡ୍‌ ସୁଗାର ନିୟନ୍ତ୍ରଣ କରେ ଏସବୁ ମସଲା…

ପରିବର୍ତ୍ତିତ ଜୀବନଶୈଳୀରେ କେତେକଙ୍କଠାରେ ବ୍ଲଡ୍‌ ସୁଗାର ସମସ୍ୟା ଦେଖାଯାଇଥାଏ। ଏହାକୁ ନେଇ ଲୋକେ ମାନସିକ ଚିନ୍ତାଗସ୍ତ ହୋଇଥାନ୍ତି। ତେବେ ନିତିଦିନିଆ ଜୀବନରେ କେତେକ କାର୍ଯ୍ୟ କଲେ ଏଥିରୁ ସହଜରେ ଦୂରେଇ ରହିହେବ। ପ୍ରତିଦିନ କିଛି ସମୟ ଶାରୀରିକ ବ୍ୟାୟାମ କରିବା ସହିତ…

ଲୁଚିଲୁଚି ପୁଅଙ୍କ ଫେସ୍‌ବୁକ ପ୍ରୋଫାଇଲରେ ଏହି ୪ଟି ଜିନିଷ ଦେଖନ୍ତି ଝିଅ

ବର୍ତ୍ତମାନ ସୋସିଆଲ ମିଡିଆର ଯୁଗ ଚାଲିଛି। ଯୁବବର୍ଗଙ୍କଠାରୁ ଆରମ୍ଭ କରି ମଧ୍ୟବୟସ୍କ ପ୍ରାୟ ସମସ୍ତେ ଫେସ୍‌ବୁକ ସହ ଜଡିତ। ତେବେ ଅଧିକାଂଶ ନିଜ ପ୍ରୋଫାଇଲକୁ ଇମ୍ପ୍ରେସିଭ କରିବା ପାଇଁ ଚାହିଁଥାନ୍ତି। ସେଥିପାଇଁ ସେମାନେ ନୂଆ ନୂଆ ଫଟୋ ଅପ୍‌ଲୋଡ କରିଥାନ୍ତି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?