ଜୀବନଚର୍ଯ୍ୟା

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି ଫ୍ରିଜରେ ଆବଶ୍ୟକତାଠାରୁ ଅଧିକ ବରଫ ଜମିବା। ବିଶେଷ କରି ଫ୍ରିଜରର (Freezer) ଭିତରେ…

ଏହି ୫ ରାଶି ଉପରେ ପଡିବ ଶନିଙ୍କ କୃପା, ହେବେ ମାଲାମାଲ!

୧୭ ମେ ୨୦୨୬ରେ ଶନିଙ୍କ ରେବତୀ ନକ୍ଷତ୍ରରେ ପ୍ରବେଶ ନୂତନ କ୍ୟାରିଅର ଏବଂ ଆର୍ଥିକ ସୁଯୋଗ ଆଣିପାରେ। ଶନିଙ୍କ ବୁଧଙ୍କ ନକ୍ଷତ୍ରରେ ପ୍ରବେଶ ଚାକିରି, ବ୍ୟବସାୟ ଏବଂ ବୈଷୟିକ କ୍ଷେତ୍ର ପାଇଁ ଲାଭଦାୟକ ବୋଲି ବିବେଚନା କରାଯାଏ। ଆସନ୍ତୁ ଜାଣିବା ଏହି…

୨୦୨୬ରେ ଆଶ୍ଚର୍ଯ୍ୟଜନକ କଥା: ୧୨ ମାସ ବଦଳରେ ହେବ ୧୩ ମାସ! ଜାଣନ୍ତୁ କାରଣ

ଇଂରାଜୀ କ୍ୟାଲେଣ୍ଡର ଅନୁସାରେ, ନୂତନ ବର୍ଷ ଜାନୁଆରୀ ମାସର ପ୍ରଥମ ଦିନ ଅର୍ଥାତ୍‌ ଜାନୁଆରୀ ୧ ତାରିଖରେ ଆରମ୍ଭ ହୁଏ। ତଥାପି, ହିନ୍ଦୁ ଧର୍ମରେ ବିକ୍ରମ ସମ୍ବତ୍‌ କ୍ୟାଲେଣ୍ଡର ବ୍ୟବହାର କରାଯାଏ, ଯାହା ଉତ୍ତର ଭାରତରେ ବିଶେଷ ଭାବରେ ଲୋକପ୍ରିୟ। ବର୍ତ୍ତମାନ,…

ଆଣ୍ଠୁଗଣ୍ଠି ସମସ୍ୟା ଥିଲେ ଖାଆନ୍ତୁ କଖାରୁ ଫୁଲ

କଖାରୁ ଫୁଲ ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଅନେକେ ଏଥିରୁ ପ୍ରସ୍ତୁତ ପିଠା ଖାଇବାକୁ ଭଲ ପାଆନ୍ତି। ଏଥିରେ ଅନେକ ପ୍ରକାର ଭିଟାମିନ୍‌ ଭରି ରହିଛି। ତନ୍ମଧ୍ୟରୁ ଭିଟାମିନ୍‌ ‘ସି’ ଅନ୍ୟତମ। ଏଥିରେ ଆଇରନ୍‌ ଏବଂ ମିନେରାଲ…

ଭାରତରେ ପ୍ରଯୁକ୍ତିବିଦ୍ୟାର ବିକାଶ

ଦେଶ ସ୍ବାଧୀନତା ଲାଭ କରିବା ପରେ ଏହାର ପ୍ରଗତି ଏବଂ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ପ୍ରଯୁକ୍ତିବିଦ୍ୟାକୁ ଗୁରୁତ୍ୱ ପ୍ରଦାନ କରାଯାଇଛି। ଦେଶରେ ଅନେକ ବୃହତ୍‌ ନଦୀବନ୍ଧ ନିର୍ମାଣ କରାଯାଇ ଜଳସେଚନ ଓ ବିଦ୍ୟୁତ୍‌ ଉତ୍ପାଦନ କରାଯାଉଛି। ଲୁହା ଇସ୍ପାତ କାରଖାନା ସ୍ଥାପନ…

ମାନସିକ ଶାନ୍ତି ଚାହୁଁଛନ୍ତି କି…. ତେବେ ନିହାତି କରନ୍ତୁ ଏସବୁ…

କାର୍ଯ୍ୟ ରହିଛି; ଯାହାକୁ କରିବା ଦ୍ୱାରା ମାନସିକ ଶାନ୍ତି ମିଳିବା ସହ ପ୍ରଭୁକୃପା ଲାଭ ହୋଇଥାଏ। ତା’ସହିତ ଜୀବନରେ ଅନେକ ସଫଳତା ମିଳେ ବୋଲି ବିଶ୍ୱାସ କରାଯାଏ… * ଯେଉଁ ବ୍ୟକ୍ତି ବୁଲା କୁକୁରଙ୍କୁ ନିୟମିତ ରୁଟି ଖାଇବାକୁ ଦେଇଥାନ୍ତି, ଶତ୍ରୁମାନେ…

ଓଜନ ହ୍ରାସ ଔଷଧ ଖାଉଛନ୍ତି କି: ଘଟିପାରେ ଏମିତି…

ନୂଆଦିଲ୍ଲୀ, ୮ା୫ (ପି.ଟି.):ଓଜନ ହ୍ରାସ ପାଇଁ ବ୍ୟବହୃତ ହେଉଥିବା ଏବକାର ଓରାଲ୍‌ ଔଷଧଗୁଡ଼ିକ କେବଳ ଭୋକ କମାଉନାହିଁ, ବରଂ ଏହା ମସ୍ତିଷ୍କର ‘ରିୱାର୍ଡ ସର୍କିଟ’କୁ ସିଧାସଳଖ ପ୍ରଭାବିତ କରୁଛି। ଏହାଦ୍ୱାରା ମଣିଷର ଭାବନାକୁ ନିୟନ୍ତ୍ରଣ କରିଥାଏ। ‘ରିୱାର୍ଡ ସର୍କିଟ’ ହେଉଛି ଏକ…

ବିନା ଅସ୍ତ୍ରରେ ଶତ୍ରୁଠାରୁ କିଭଳି ନେବେ ଅପମାନର ପ୍ରତିଶୋଧ? ଜାଣନ୍ତୁ କ’ଣ କହେ ‘ଚାଣକ୍ୟ ନୀତି’

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜିବି ମାନବ ସମାଜକୁ ମାର୍ଗଦର୍ଶନ ଦେଇ ଆସୁଛି। ରାଜନୀତି ହେଉ କିମ୍ବା ବ୍ୟକ୍ତିଗତ ଜୀବନ, ଚାଣକ୍ୟଙ୍କ ରଣକୌଶଳ ସବୁଠାରେ ପ୍ରାସଙ୍ଗିକ। ଚାଣକ୍ୟଙ୍କ ମତରେ, ପ୍ରତ୍ୟେକ ଯୁଦ୍ଧ କେବଳ ଖଣ୍ଡା ବା ଅସ୍ତ୍ର ଦ୍ୱାରା ଜିତିହୁଏ ନାହିଁ। ଅନେକ…

ଏହି ୪ ରାଶିରେ ମେ ୧୧ରୁ କାଳସର୍ପ ଯୋଗ: ହୋଇଯାନ୍ତୁ ସାବଧାନ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗତି ଏବଂ ନକ୍ଷତ୍ରମାନଙ୍କର ସ୍ଥିତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ଏଥର ମେ ମାସରେ ମହାକାଶରେ ଏକ ସ୍ବର୍ଗୀୟ ପରିସ୍ଥିତି ସୃଷ୍ଟି ହେବାକୁ ଯାଉଛି, ଯାହାକୁ ଜ୍ୟୋତିଷ ଦୃଷ୍ଟିକୋଣରୁ ବହୁତ ପ୍ରଭାବଶାଳୀ ଏବଂ ଚ୍ୟାଲେଞ୍ଜିଂ…

ନିଦ୍ରାହୀନତା ଆଶଙ୍କା ଦୂରକରେ ଯୋଗ

ଶରୀରକୁ ସୁସ୍ଥ, ସୁନ୍ଦର ଓ ସନ୍ତୁଳିତ ରଖିବା ପାଇଁ ଶାରୀରିକ ବ୍ୟାୟାମ ସହ ଯୋଗର ମଧ୍ୟ ଆବଶ୍ୟକତା ରହିଛି। ଅନେକ ସମୟରେ ଅଧିକାଂଶ ଲୋକ ଚାପରେ ରହିବା ଯୋଗୁ ଶୋଇ ପାରନ୍ତି ନାହିଁ। ସେଥିପାଇଁ ସେମାନେ ନିଦ୍ରାହୀନତାର ଶିକାର ହୁଅନ୍ତି। ତେଣୁ…

ପୃଥିବୀର ଅଦୃଶ୍ୟ ସୁରକ୍ଷା କବଚ

ଚଳିତ ବର୍ଷ ମହାବିଦ୍ୟାଳୟ ପରୀକ୍ଷା କାର୍ଯ୍ୟ ସମାପନ ପରେ ଦିନ ୧୧ ଟାରେ ଜଣେ ବନ୍ଧୁଙ୍କ ସହିତ ମହାବିଦ୍ୟାଳୟ ଫାଟକ ନିକଟକୁ ବାହାରିଥାଉ ଚା’ ପିଇବାକୁ। ସେଦିନ ସୂର୍ଯ୍ୟ କିରଣ ଏତେ ପ୍ରଖର ଥାଏ ଯେ ଆକାଶରୁ ଅଗ୍ନି ବର୍ଷା ହେଲା…

ଏପ୍ରିଲ ୩୦ରୁ ଶତ୍ରୁ ରାଶିରେ ଗୋଚର କଲେ ଚନ୍ଦ୍ର, ୩ ରାଶି ପାଇଁ ଅଶୁଭ

ଚନ୍ଦ୍ରଙ୍କ ଗୋଚର ଏପ୍ରିଲ ୩୦ ତାରିଖ ଦିନ ଅପରାହ୍ନ ୧:୧୪ ରେ ହୋଇଛି । ଚନ୍ଦ୍ର ଶୁକ୍ରଙ୍କ ଦ୍ୱାରା ଶାସିତ ତୁଳା ରାଶିରେ ପ୍ରବେଶ କରିଛି । ଜ୍ୟୋତିଷ ଶାସ୍ତ୍ରରେ, ଶୁକ୍ର ଏବଂ ଚନ୍ଦ୍ରଙ୍କୁ ଶତ୍ରୁ ଭାବରେ ବିବେଚନା କରାଯାଏ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?