ଜୀବନଚର୍ଯ୍ୟା

ସମ୍ପର୍କ ଗଢ଼ିବା ପୂର୍ବରୁ ଏମିତି ଝିଅଙ୍କଠାରୁ ରୁହନ୍ତୁ ସାବଧାନ

ବିବାହ ଖେଳ ଘର ନୁହେଁ। ବିବାହ ପୂର୍ବରୁ ନିଜକୁ ପ୍ରସ୍ତୁତ କରିବା ଜରୁରୀ। ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଯେ ତୁମର ଜୀବନସାଥୀଙ୍କର କି ପ୍ରକାର ଅଭ୍ୟାସ ଅଛି ଏହା ଜାଣିବା ଆବଶ୍ୟକ କାରଣ ତୁମକୁ ତାଙ୍କ ସହିତ ସାରା ଜୀବନ ବିତାଇବାକୁ…

ଆଣ୍ଟିବାୟୋଟିକ୍‌ ଖାଉଥିଲେ…

କେତେକ ରୋଗ ପାଇଁ ନିର୍ଦ୍ଦିଷ୍ଟ ଔଷଧ ସହ ଆଣ୍ଟିବାୟୋଟିକ ଖାଇବାକୁ ପଡିଥାଏ। ତେବେ ଏହି ସମୟରେ ଡାକ୍ତରଙ୍କ ସହ ପରାମର୍ଶ କରିବାକୁ ଆଦୌ ଭୁଲନ୍ତୁ ନାହିଁ। ଆପଣଙ୍କ ରୋଗ ବିଷୟରେ ପରାମର୍ଶ କରୁଥିବା ଡାକ୍ତରଙ୍କୁ ବିଷଦ ଭାବରେ କୁହନ୍ତୁ। କାରଣ ତାହାକୁ…

ଡାଇବେଟିସ୍‌ ରୋଗୀଙ୍କ ପାଇଁ

ଯଦି ଆପଣ ଡାଇବେଟିସ୍‌ ଦ୍ୱାରା ଆକ୍ରାନ୍ତ ତେବେ କେତୋଟି ବିଷୟ ପ୍ରତି ଯଥେଷ୍ଟ ଧ୍ୟାନ ଦେବାକୁ ପଡିଥାଏ। ଖାଦ୍ୟପେୟ ବ୍ୟତୀତ ନିର୍ଦ୍ଦିଷ୍ଟ ସମୟ ଅନ୍ତରାଳରେ ଆପଣଙ୍କ ରକ୍ତରେ ସୁଗାର ପରିମାଣ କେତେ ରହୁଛି ତାହା ପରୀକ୍ଷା କରାଇ ନେବାକୁ ଭୁଲନ୍ତୁ ନାହିଁ।…

କୋଲେଷ୍ଟରଲ ସମସ୍ୟା ଦୂର କରେ ଉଷୁମ ପାଣି

ଆମ ଶରୀରରେ କୋଲେଷ୍ଟରଲ ପରିମାଣ ସନ୍ତୁଳିତ ରହିବା ନିହାତି ଜରୁରୀ। ଯଦି ଏଥିରେ ଅସନ୍ତୁଳନ ପରିଲକ୍ଷିତ ହୁଏ, ତେବେ ତାହା କେତେକ ଗୁରୁତର ସ୍ବାସ୍ଥ୍ୟ ସମସ୍ୟାକୁ ଡାକି ଆଣିଥାଏ। ଏହାଦ୍ୱାରା ରକ୍ତଚାପ (ବ୍ଲଡ ପ୍ରେସର) ଏପରି କି ହୃଦ୍‌ଘାତ ହେବାର ଆଶଙ୍କା…

କୋଭିଡ୍‌-୧୯ ଟିକା

ଦୁଃଖଦ ୨୦୨୦ ବିଦାୟ ନେଇଛି। ଏହା ଗୋଟିଏ ଦୁର୍ବିପାକ ଓ ଦୁର୍ଭାଗ୍ୟ ବର୍ଷ ଥିଲା। ବିଶ୍ୱରେ ୬୪ ନିୟୁତ ଲୋକ କୋଭିଡ୍‌-୧୯ରେ ଆକ୍ରାନ୍ତ ହୋଇଛନ୍ତି ଓ ୧୦୪ ନିୟୁତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଅନେକ ବିଶ୍ୱବାସୀ ଜୀବିକା ହରାଇଛନ୍ତି। ଅନ୍ୟପକ୍ଷରେ ବୈଜ୍ଞାନିକଙ୍କର…

ହାର୍ଟ ଆଟାକ୍‌ ସମସ୍ୟାରୁ ଦୂରେଇ ରହିବାର ସହଜ ଉପାୟ…

କାନ୍ଦିଲେ ମାନସିକ ଶାନ୍ତି ମିଳିଥାଏ। କାନ୍ଦିବା ସମୟରେ ଶରୀରରେ ଆଣ୍ଡ୍ରୋନୋକ୍ରାଟିକୋଟ୍ରାପିକ୍‌ ଓ ଲ୍ୟୁସିନ୍‌ ନାମକ ହରମୋନ୍‌ କ୍ଷରଣ ହୋଇଥାଏ। ଏହାକୁ ଷ୍ଟ୍ରେସ୍‌ ହରମୋନ୍‌ କୁହାଯାଇଥାଏ। ଏହାଦ୍ୱାରା ମାନସିକ ଚାପରୁ ମୁକ୍ତି ମିଳିଥାଏ । ସେହିପରି କାନ୍ଦିବା ଦ୍ୱାରା ଆଖିରେ ଥିବା ମଇଳା…

ସକାଳେ ଏଥିରୁ ଗ୍ଲାସେ, ସ୍ମୃତି ଶକ୍ତିକୁ କରେ ପ୍ରଖର…

ସକାଳୁ ନିତ୍ୟକର୍ମ ପରେ ମିଶ୍ରି ପାଣି ପିଇଲେ ପେଟ ଥଣ୍ଡା ରହିବା ସହିତ ଶରୀରର ଅନେକ ଉପକାର ହୋଇଥାଏ। ରାତିରେ ଏକ ଗ୍ଲାସ୍‌ ପାଣିରେ କିଛି ମିଶ୍ରି ଖଣ୍ଡ ପକାଇ ଏହାକୁ ସକାଳୁ ପିଇଲେ ପାଚନ କ୍ରିୟା ନିୟନ୍ତ୍ରିତ ହେବା ସହିତ…

ଧନୀ ହେବାକୁ ଚାହାନ୍ତି, ହେଲେ ଘରେ ରହୁନାହିଁ କି ଟଙ୍କା? ଜାଣି ରଖନ୍ତୁ ଚାଣକ୍ୟ କହିଥିବା ଏହି ୬ କଥା

ଆଚାର୍ଯ୍ୟ ଚାଣକ୍ୟ ଜଣେ ମହାନ ଅର୍ଥନୀତିଜ୍ଞ ତଥା ଶିକ୍ଷାବିତ। ସେ ନିଜର ନୀତିଶାସ୍ତ୍ରରେ ଜୀବନ ସହ ଜଡ଼ିତ ଅନେକ ସମସ୍ୟାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ଦୀର୍ଘଦିନ ଧରି କିଭଳି ଭାବେ ମଣିଷ ଧନ ସଞ୍ଚୟ କରିପାରିବ ତାହା ଚାଣକ୍ୟ ବ୍ୟାଖ୍ୟା…

ଘରୋଇ ଉପାୟ: ହଳଦୀ ଦାଗ କିପରି ଛଡାଇବେ

ମସଲାଦାର ଖାଦ୍ୟ, ତରକାରୀ ଆଦି ଖାଇବାର ମଜା ନେବା ସମୟରେ ବେଳେ ବେଳେ ଆମ ଶାର୍ଟ ବା ଡ୍ରେସ୍‌ ଆଦିରେ ହଳଦୀ ଦାଗ ଲାଗିଯାଏ । ସେଥିପାଇଁ ଜାଣନ୍ତୁ ଘରୋଇ ଉପାୟରେ କିପରି ଛଡାଇ ହେବ ଏହି ଦାଗ…. ବେକିଙ୍ଗ୍‌ ସୋଢା…

ଉଇଣ୍ଟର ଫ୍ୟାଶନ: ହେଡ୍‌ବ୍ୟାଣ୍ଡ

ଋତୁ ଯାହା ହେଉନା କାହିଁକି ଷ୍ଟାଇଲିଶ୍‌ ଦେଖାଯିବାକୁ ସମସ୍ତେ ଚାହାନ୍ତି। ଆଉ ଶୀତଦିନେ ଷ୍ଟାଇଲିଶ ଲାଗିବା ପାଇଁ ଆଜିକାଲି ବିଭିନ୍ନ ପ୍ରକାର ଓ୍ବିଣ୍ଟରଓ୍ବେର ଆସିଲାଣି। ସେଥିମଧ୍ୟରୁ ହେଡ୍‌ବ୍ୟାଣ୍ଡ ଅନ୍ୟତମ। ଏହା ଶୀତ ଦାଉରୁ ରକ୍ଷା କରିବା ସହ ଷ୍ଟାଇଲିଶ୍‌ ଲୁକ୍‌ ବି…

ଶୀତଦିନେ ଗରମପାଣିରେ ଗାଧୋଉଛନ୍ତି କି? ପଡ଼ିପାରେ ଏସବୁ କୁପ୍ରଭାବ

ବର୍ତ୍ତମାନ ଚାରିଆଡ଼େ ଶୀତର ଲହରି। ଏଥିରୁ ରକ୍ଷା ପାଇବା ପାଇଁ କିଛି ଲୋକଙ୍କର ଗରମପାଣିରେ ଗାଧୋଇବାର ଅଭ୍ୟାସ ଥାଏ। ମାତ୍ର ଗରମପାଣିରେ ଗାଧୋଇଲେ ସ୍ବାସ୍ଥ୍ୟ ପ୍ରତି କୁପ୍ରଭାବ ପଡ଼େ ବୋଲି ଅନେକେ ଜାଣି ନ ଥିବେ। ଆମେରିକାର ଏକ ସ୍ବାସ୍ଥ୍ୟ ବିଶେଷଜ୍ଞ…

ଶୀତଦିନେ ଆଜ୍‌ମା ସମସ୍ୟାରୁ ମୁକ୍ତି ପାଇଁ…

କେତେକଙ୍କଠାରେ ଆଜ୍‌ମା ସମସ୍ୟା ଦେଖାଦେଇଥାଏ। ଅଧିକ ଥଣ୍ଡା ପଡ଼ିଲେ କିମ୍ବା ଧୁଳି ଉଡ଼ିଲେ ଏହି ସମସ୍ୟା ବୃଦ୍ଧି ପାଇଥାଏ। କିଛି ଲୋକ ଖରାରେ ବୁଲି ବାହାରିଲେ ମଧ୍ୟ ସେମାନଙ୍କଠାରେ ଏଭଳି ସମସ୍ୟା ଦେଖାଦେଇଥାଏ। ଶୀତଦିନେ ଏଭଳି ସମସ୍ୟା ବଢ଼ିଯାଇଥାଏ। ଆଜ୍‌ମା ସମସ୍ୟାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?