ଗ୍ରୁମିଂ କିଟ
ନିଜକୁ ସବୁବେଳେ ଗ୍ରୁମିଂ ରଖିବା ଫଳରେ ମହିଳାମାନଙ୍କର ଆତ୍ମବିଶ୍ୱାସ ବୃଦ୍ଧି ପାଇଥାଏ। ତେଣୁ ବାହାରକୁ ଯିବାବେଳେ ନିଜ ପାଖରେ ସବୁବେଳେ ରଖନ୍ତୁ ଗ୍ରୁମିଂ କିଟ୍। ତେବେ ଗ୍ରୁମିଂ କିଟ୍ ଭିତରେ କ’ଣ ସବୁ ରଖିବେ ଜାଣିରଖନ୍ତୁ… କ୍ଲିଜିଂ ଜେଲ୍:ବାହାରେ ଥିବା ବେଳେ…
ପାମ୍ପଡ଼ ରାଇତା
ଆବଶ୍ୟକ ସାମଗ୍ରୀ ଦହି- ୫୦୦ଗ୍ରାମ୍, ଛଣା ହୋଇଥିବା ମସଲା ପାମ୍ପଡ଼-୩ଟି (ବଡ଼), ଜିରା ଗୁଣ୍ଡ- ଅଧା ଚାମଚ, ଗୋଲମରିଚ ଗୁଣ୍ଡ- ଅଧା ଚାମଚ, ଧନିଆପତ୍ର- ୪ ଚାମଚ, ଲୁଣ ସ୍ବାଦ ଅନୁସାରେ ପ୍ରଣାଳୀ- ପ୍ରଥମେ ଦହିକୁ ଏକ ପାତ୍ରରେ ଢାଳି ଭଲଭାବେ…
ମନ୍ସୁନରେ ମାନନ୍ତୁ
ବର୍ଷାଦିନେ ସଂକ୍ରମଣର ଭୟ ଅଧିକ ରହିଥାଏ। ତେଣୁ ଖାଇବାପିଇବା ସହିତ ପୋଷାକପତ୍ର ଆଦି ସବୁଥିରେ ସତର୍କ ରହିବାକୁ ହେବ। ସବୁବେଳେ ପାଣିକୁ ସିଝାଇ ପିଅନ୍ତୁ। ପ୍ରତିଦିନ ସକାଳୁ ଉଷୁମ ପାଣିରେ ଲେମ୍ବୁ ମିଶାଇ ପିଅନ୍ତୁ। ଫଳରେ ଶରୀରରେ ଥିବା ବିଷାକ୍ତ ପଦାର୍ଥ…
ଘରକରଣା
ପାଣିରେ ଲେମ୍ବୁ ରସ ମିଶାଇ ମାଇକ୍ରୋୱେବ୍ ଭିତରେ ରଖି ଅନ୍ କରି ଦିଅନ୍ତୁ। ଏହାପରେ ଏକ କପଡ଼ାରେ ମାଇକ୍ରୋୱେବ୍ ଭିତରକୁ ସଫା କରନ୍ତୁ, ଭଲଭାବେ ସଫା ହୋଇଯିବ। ଚିମିନି, ବଲ୍ବ, ଏଗ୍ଜଷ୍ଟ ଫ୍ୟାନ୍କୁ ସଫା କରିବା ପାଇଁ ଗରମ ପାଣିରେ ଭିନେଗାର…
ସୁନା ବିନା ମନ ବୁଝେନା
ଗହଣାପ୍ରିୟ ନାରୀ। ସେଥିପାଇଁ ତ ସୁନା ପ୍ରତି ତା’ର ସ୍ବତନ୍ତ୍ର ଆକର୍ଷଣ। ସୁନା ଗହଣାରେ ସଜେଇ ହୋଇ ନାରୀଟିଏ ନିଜକୁ ବେଶ୍ ସମ୍ଭ୍ରାନ୍ତ ମନେକରେ। ହେଲେ ଆଜି ସୁନାର ଅତ୍ୟଧିକ ମୂଲ୍ୟ ବୃଦ୍ଧିର ପ୍ରଭାବରେ ମନକୁ ବୁଝେଇ ରହିଯିବାକୁ ହେଉଛି… ସୁନାର…
ଜନ୍ମାଷ୍ଟମୀ ଉପବାସ କଲେ ପୂରଣ ହୋଇଥାଏ ଏସବୁ ମାନସିକ, ଜାଣନ୍ତୁ କେଉଁମାନେ ଏହି ବ୍ରତ କରିବା ଉଚିତ୍
ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାର ଜନ୍ମାଷ୍ଟମୀ। ଏହି ଦିନ ଶ୍ରୀକୃଷ୍ଣଙ୍କ ଜନ୍ମ। ବିଶ୍ୱାସ କରାଯାଏ, ଏହି ଦିନ ଉପବାସ କଲେ ଭକ୍ତଙ୍କ ସବୁ ମନବାଞ୍ଛା ପୂରଣ ହୋଇଥାଏ। ଯେଉଁମାନଙ୍କର ଚନ୍ଦ୍ର ଦୁର୍ବଳ, ଯଦି ଏହି ଦିନରେ ବିଶେଷ ଉପାସନା କରନ୍ତି, ତେବେ ସେମାନେ…
ସୁନିଦ୍ରାକୁ ପ୍ରଭାବିତ କରେ ଅଧିକ ଚା’ ପିଇବା
କ୍ଳାନ୍ତ ମନକୁ ହାଲକା କରିବା ପାଇଁ ଅନେକେ ଚା’ କିମ୍ବା କଫି ପିଇଥାଆନ୍ତି। ହେଲେ ଯଦି ଆପଣ ଅଧିକ ସମୟ ଚା’ ପିଉଛନ୍ତି ତେବେ ଏପରି ଅଭ୍ୟାସଠାରୁ ନିଜକୁ ଦୂରେଇ ରଖିବା ଦରକାର ବୋଲି ମତବ୍ୟକ୍ତ କରିଛନ୍ତି ଓ୍ବାଶିଂଟନ୍ ୟୁନିଭର୍ସିଟିର ବିଶେଷଜ୍ଞମାନେ।…
କୋଭିଡ୍-୧୯, ଗୋଷ୍ଠୀ ପ୍ରତିପିଣ୍ଡ ଓ ଟିକା
କରୋନା (କୋଭିଡ୍-୧୯) ଆକ୍ରାନ୍ତରେ ଭାରତ ବିଶ୍ୱକୁ ଅତିକ୍ରମ କଲାଣି। ପ୍ରତିଦିନ ପ୍ରାୟ ୫୦ ହଜାରରୁ ଅଧିକ ଲୋକ ସଂକ୍ରମିତ ହେଉଛନ୍ତି। ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଅନ୍ୟପକ୍ଷରେ ଏହି ମହାମାରୀ ଗୋଷ୍ଠୀ ସଂକ୍ରମଣରେ ପରିଣତ ହେଲାଣି। ଅନେକ ସୁସ୍ଥ ଯୁବକଙ୍କ ଦେହରେ…
ନିଷ୍ପତ୍ତି ନେବ ରୋବୋ
ଆଜିକାଲି ବିଭିନ୍ନ କ୍ଷେତ୍ରରେ ରୋବୋର ବ୍ୟବହାର କରାଯାଉଛି। ଏପରି କି ଚିକିତ୍ସା ବିଜ୍ଞାନରେ ଅପରେସନ ପରି ଗୁରୁତ୍ୱପୂର୍ଣ୍ଣ କାମରେ ଏହା ସହାୟତା କରିପାରୁଛି। ବିଶେଷଭାବରେ ବିଶେଷଜ୍ଞଙ୍କ ଆଦେଶାନୁସାରେ ରୋବୋ କାମ କରିଥାଏ। ହେଲେ ନିକଟରେ ଏପରି ଏକ ରୋବୋ ପ୍ରସ୍ତୁତ ହୋଇଛି,…
ସ୍ମରଣ ଶକ୍ତିକୁ ସକ୍ରିୟ କରେ ଅଣ୍ଡା
ଅଣ୍ଡାରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ନିୟମିତ ଅଣ୍ଡା ଖାଇବା ଦ୍ୱାରା ତାହାର ସୁପ୍ରଭାବ ସ୍ମରଣ ଶକ୍ତି ଉପରେ ପଡିଥାଏ। ନିକଟରେ ‘ସ୍ମରଣ ଶକ୍ତି ଓ ଅଣ୍ଡା’ ଶୀର୍ଷକ ବିଷୟକୁ ନେଇ ୟୁନିଭର୍ସିଟି ଅଫ ଓ୍ବାଶିଂଟନ୍ର ମନୋବିଜ୍ଞାନୀମାନେ ଏକ…
ମଙ୍ଗଳ ଅଭିମୁଖେ ତିନୋଟି ଅଭିଯାନ
ମଙ୍ଗଳ ହେଉଛି ସୂର୍ଯ୍ୟଠାରୁ ଦୂରତାକ୍ରମରେ ସୌରଜଗତର ଚତୁର୍ଥ ଗ୍ରହ। ଏହା ମଧ୍ୟ ହେଉଛି ସୌରଜଗତର ଦ୍ୱିତୀୟ କ୍ଷୁଦ୍ରତମ ଗ୍ରହ। ଏହା ପୃଷ୍ଠରେ ପ୍ରଚୁର ପରିମାଣର ଲୁହା ଅନିସାଇଡ୍ ଥିବାରୁ ଏହା ଆମକୁ ଲାଲ ଦେଖାଯାଏ। ଏଣୁ ଏହାକୁ ‘ଲୋହିତ ଗ୍ରହ’ ମଧ୍ୟ…
ଏହି କାରଣରୁ ପାଖରେ ରୁହନ୍ତି ନାହିଁ ଲକ୍ଷ୍ମୀ
ଲକ୍ଷ୍ମୀ ଓ ଧନ ବିଷୟରେ ନୀତିଗ୍ରନ୍ଥର ତୃତୀୟ ଅଧ୍ୟାୟର ଏକବିଂଶ ପଦରେ ଚାଣକ୍ୟ ଅନେକ କଥା କହିଛନ୍ତି। ସେ କହିଛନ୍ତି, ମୁର୍ଖମାନଙ୍କୁ ସମ୍ମାନ କରୁଥିବା ଲୋକଙ୍କ ପାଖରେ ଲକ୍ଷ୍ମୀଙ୍କ ରୁହନ୍ତି ନାହିଁ। ଏଥିପାଇଁ ସର୍ବଦା ମୁର୍ଖ ଲୋକମାନଙ୍କଠାରୁ ଦୂରରେ ରହିବା ଆବଶ୍ୟକ।…
Archives


