ଆପଣଙ୍କ ଭିତରେ ଅଛି କି ଏହି ୪ ଗୁଣ: ହେବେନାହିଁ କେବେ ପ୍ରେମ ଏବଂ ବୈବାହିକ ସମ୍ପର୍କରେ ବିଫଳ
ପ୍ରେମ ଏବଂ ବୈବାହିକ ସମ୍ପର୍କ ମଣିଷ ପାଇଁ ପବିତ୍ର ବୋଲି ବିବେଚନା କରାଯାଏ। ଏହି ଦୁଇଟି ସମ୍ପର୍କରେ ବିଫଳ ନ ହେବା ପାଇଁ ମଣିଷଟିଏ ସବୁବେଳେ ଚାହେଁ। ଆଚାର୍ଯ୍ୟ ଚାଣକ୍ୟ ମଧ୍ୟ ତାଙ୍କ ନୀତିରେ ପ୍ରେମୀଯୁଗଳ କିପରି ହେବା ଉଚିତ ତାହା…
ଏହି ୫ ଲୋକଙ୍କ ପାଖରେ କେବେ ବି ରହେ ନାହିଁ ଟଙ୍କା: ଆପଣ ସେଭଳି ଥିଲେ କରନ୍ତୁ ଏହି ଉପାୟ
ଆନନ୍ଦମୟ ଜୀବନ ପାଇଁ ଟଙ୍କା ଆବଶ୍ୟକତା ନିହାତି ଭାବେ ରହିଛି। କିନ୍ତୁ ବର୍ତ୍ତମାନ ସମୟରେ ଅନେକେ ପ୍ରଚୁର ଅର୍ଥ ରୋଜଗାର କରୁଥିଲେ ହେଁ ପାଖରେ ଟଙ୍କା ରହୁନାହିଁ। ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସେହି ଲୋକମାନଙ୍କ ବିଷୟରେ କୁହନ୍ତି ଯେଉଁମାନଙ୍କ ପାଖରେ…
ସାବଧାନ! ଚେୟାରରେ ବସି କରୁନାହାନ୍ତି ତ ଏମିତି ଭୁଲ୍
ଅଫିସରେ କାମ କରୁଥିବା ସମୟରେ ଦୀର୍ଘ ଘଣ୍ଟା ଧରି ଚେୟାରରେ ବସିବାକୁ ପଡ଼ିଥାଏ। ଏପରିକି ୮ରୁ ୯ ଘଣ୍ଟା ପର୍ଯ୍ୟନ୍ତ ବସି ରହି କାର୍ଯ୍ୟ କରିବାକୁ ପଡ଼ିଥାଏ। ତେଣୁ ଯଦି ଏପରି କରୁଥାନ୍ତି ତେବେ କେତେକ ଦିଗ ପ୍ରତି ନଜର ଦେବା…
ଭାଗ୍ୟବାନ ଲୋକଙ୍କୁ ମିଳିଥାଏ ଏହି ୬ ଜିନିଷ, ଆପଣଙ୍କ ପାଖରେ ଅଛି କି…
ଭଲ ଜୀବନ ଜିଇଁବା ପାଇଁ ମଣିଷ ଧନସମ୍ପତ୍ତି, ସୁଖ ଏବଂ ଅନ୍ୟାନ୍ୟ ଜିନିଷ ଖୋଜୁଛି। କିନ୍ତୁ ଯଦି ଠିକ କେଉଁଟି ଆଉ ଭୁଲ କେଉଁଟି ତାହା ଜାଣିବାର ଶକ୍ତି ନାହିଁ ତେବେ ମଣିଷ ସବୁ ଥାଇ ବି ସୁଖି ହୋଇପାରିବ ନାହିଁ।…
ଟ୍ରେନ୍ରେ ଯାତ୍ରା କରୁଥିଲେ ସାବଧାନ… : ୮ ଫୁଟ ଦୂରତାରେ ବସିଲେ ମଧ୍ୟ ହେବେ କରୋନା ସଂକ୍ରମିତ
ଟ୍ରେନ୍ରେ ଯାତ୍ରାକରିବା ସମୟରେ ଯଦି ଜଣେ ବ୍ୟକ୍ତି କରୋନା ସଂକ୍ରମିତଙ୍କ ଠାରୁ ୮ ଫୁଟ ଦୂରରେ ବସନ୍ତି ତେବେ ମଧ୍ୟ ସେ ସଂକ୍ରମିତ ହେବାର ଆଶଙ୍କା ରହିଛି। ନିକଟରେ କରାଯାଇଥିବା ଏକ ଗବେଷଣାରୁ ଏହା ଜଣାପଡ଼ିଛି। ଉକ୍ତ ଗବେଷଣା ଅନୁଯାୟୀ, ଏକ…
ଏହି ୪ ପ୍ରକାର ବ୍ୟକ୍ତିଙ୍କଠାରୁ ସର୍ବଦା ଦୂରେଇ ରୁହନ୍ତୁ: ହୋଇଯିବେ ନଷ୍ଟ
ମନୁଷ୍ୟ ଜୀବନରେ ସୁସଙ୍ଗର ଅଭାବ ରହିବା କୁସଙ୍ଗ ଅପେକ୍ଷା ଭଲ ବୋଲି ବିବେଚନା କରାଯାଏ। ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଏପରି ଲୋକମାନଙ୍କ ବିଷୟରେ ଉଲ୍ଲେଖ କରିଛନ୍ତି ଯାହାଙ୍କଠାରୁ ଦୂରରେ ରହିବା ଉଚିତ। ଏପରି ଲୋକମାନେ କଦାପି ତୁମର ଭଲ ଚିନ୍ତା…
କରୋନାଠାରୁ ଭୟଙ୍କର ଏହି ରୋଗ: ପ୍ରତିବର୍ଷ ସବୁଠାରୁ ଅଧିକ ଏଥିରେ ଘଟୁଛି ମୃତ୍ୟୁ
ନୂଆଦିଲ୍ଲୀ, ୫।୮: କରୋନା ସମଗ୍ର ବିଶ୍ୱରେ କାୟା ମେଲାଇ ସାରିଲାଣି। ପ୍ରତିଦିନ ଏହି ରୋଗରେ ଲକ୍ଷ ଲକ୍ଷ ଲୋକ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ଦୃତ ଗତିରେ ବଢ଼ିବାରେ ଲାଗିଛି। ହେଲେ ଏହି ରୋଗଠାରୁ ମଧ୍ୟ ଆଉ ଏକ…
ବିନା କାରଣରେ ଅପମାନ ସହିବାକୁ ପଡ଼ୁଛି କି.. ଚାଣକ୍ୟଙ୍କଠାରୁ ଶିଖି ନିଅନ୍ତୁ ଜବାବ ଦେବାର ଠିକ୍ ଉପାୟ…
ଜୀବନରେ ଅନେକ ଥର ଏପରି ପରିସ୍ଥିତି ଉପୁଜେ ଯେତେବେଳେ ଆମକୁ କାହାର ଅପମାନ ସହିବାକୁ ପଡେ। କେବେ ନିଜର ଭୁଲ ଯୋଗୁ ତ କେବେ ବିନା କାରଣରେ ଆମକୁ ଅପମାନିତ ହେବାକୁ ପଡେ। ନିଜର ଭୁଲ ଥିଲେ ଜଣେ ବ୍ୟକ୍ତି ଅପମାନକୁ…
ସ୍ତନ୍ୟପାନ ସମୟରେ ସତର୍କତା
ଶିଶୁକୁ କ୍ଷୀର ଖୁଆଇବା ସମୟରେ ପ୍ରତ୍ୟେକ ମା’ଙ୍କୁ ସୁରକ୍ଷା ଦୃଷ୍ଟିରୁ କେତେକ ଦିଗ ପ୍ରତି ସଚେତନ ହେବା ନିହାତି ଆବଶ୍ୟକ। ଜାଣି ରଖନ୍ତୁ ସେ ସମ୍ପର୍କରେ… ଅନେକ ମା’ ଅଣ୍ଟା ଏବଂ ପିଠିରେ କଷ୍ଟ ନ ହେବା ଲାଗି ଶୋଇକି ଶିଶୁକୁ…
ମା’ କ୍ଷୀର ବୃଦ୍ଧି ଲାଗି
ଶିଶୁର ଶାରୀରିକ ବିକାଶ ଲାଗି ଆବଶ୍ୟକ ସମସ୍ତ ଉପାଦାନ ତା’କୁ ମା’ କ୍ଷୀରରୁ ମିଳିଥାଏ। ହେଲେ କେତେକ ମା’ଙ୍କ କ୍ଷେତ୍ରରେ କ୍ଷୀର କ୍ଷରଣ କମ ହେବା ଫଳରେ ଶିଶୁକୁ ଆବଶ୍ୟକ ମାତ୍ରାରେ କାର୍ବୋହାଇଡ୍ରେଟ୍, କ୍ୟାଲ୍ସିଅମ୍, ପ୍ରୋଟିନ୍, ମିନେରାଲ୍ସ, ଭିଟାମିନ୍ସ ଭଳି ସମସ୍ତ…
ଶିଶୁ ଲାଗି ସର୍ବୋତ୍ତମ ଖାଦ୍ୟ
ମା’ କ୍ଷୀର ଅମୃତ, ଯାହାକୁ ପାନ କଲେ ଶିଶୁର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ହୁଏ ଓ ସେ ଦୀର୍ଘାୟୁ ହୁଏ। ଏହି କ୍ଷୀର ଶିଶୁ ପାଇଁ ସଂଜୀବନୀ ସଦୃଶ । ଶିଶୁକୁ ଏହା ଦିଏ ନୂଆ ଜୀବନ । ଶିଶୁର…
ବେଶ୍ ଉପକାରୀ ସ୍ତନ୍ୟପାନ: ଶିଶୁ ପାଇଁ ସଂଜୀବନୀ
ଶିଶୁଟି ଭୂମିଷ୍ଠ ହେବା ପରେ ତା’ର ପ୍ରଥମ ଓ ଗୁରୁତ୍ୱପୂର୍ଣ୍ଣ ଖାଦ୍ୟ ହେଲା ଜନ୍ମଦାତ୍ରୀ ମା’ର କ୍ଷୀର; ଯାହାକୁ ଅମୃତ ସହ ତୁଳନା କରାଯାଏ। ଆଜିର ଅଲଟ୍ରାମଡର୍ନ ଯୁଗରେ ବିଭିନ୍ନ ଜିନିଷର ବିକଳ୍ପ ମିଳୁଛି। ହେଲେ ଶିଶୁ ପାଇଁ ମା’ କ୍ଷୀରର…
Archives


