ଭଉଣୀକୁ ପସନ୍ଦ ନ ଥାଏ ଭାଇର ଏହି ୪ଟି କଥା
ଭଉଣୀ ଭାଇର ସମ୍ପର୍କ ସବୁଠୁ ନିଆରା। ସେଠି ଝଗଡ଼ା ତ ଥାଏ ହେଲେ ତା’ଠାରୁ ଯଥେଷ୍ଟ ଅଧିକ ଥାଏ ଭଲ ପାଇବା। ହେଲେ କେବେ କେବେ ଭାଇର କେତୋଟି ଗୁଣ ପସନ୍ଦ ଆସି ନ ଥାଏ ଭଉଣୀକୁ, ଯାହାକି ଏହି ମଧୁର…
ଏକୁଟିଆପଣ ଦୂର କରିବ ରୋବୋ
ଆଜିକାଲି ରୋବୋର ବ୍ୟବହାର ବିଭିନ୍ନ କ୍ଷେତ୍ରରେ କରାଯାଉଛି। ଚିକିତ୍ସା ବିଜ୍ଞାନକୁ ବାଦ୍ ଦେଲେ ଜଣେ ବ୍ୟକ୍ତିଙ୍କ ଜୀବନର କେତେକ ଘଟଣାରେ ରୋବୋ ସହାୟତା କରିବା ସହ ଅନେକ ସମସ୍ୟାର ସମାଧାନ ମଧ୍ୟ କରିପାରୁଛି। ନିକଟରେ ଇଂଲଣ୍ଡର ବୈଜ୍ଞାନିକମାନେ ଏପରି ଏକ ରୋବୋ…
ସ୍ବଭାବକୁ ପ୍ରଭାବିତ କରେ ସୋସିଆଲ ସାଇଟ୍
ଏବେ ତ ହାଇଟେକ୍ ଯୁଗ। ଇଲେକ୍ଟ୍ରୋନିକ୍ ଗ୍ୟାଜେଟ୍ ବ୍ୟବହାର ଆଜିକାଲି ସାଧାରଣ କଥା ହୋଇଗଲାଣି। କେବଳ ଯୁବପିଢ଼ି ନୁହଁନ୍ତି, ଅନେକ ବର୍ତ୍ତମାନ ସୋସିଆଲ ସାଇଟ୍ ସହ ଜଡ଼ିତ। ସେଗୁଡ଼ିକରେ ନିଜର ଆକାଉଣ୍ଟ ଖୋଲି ସେଥିରୁ ଅନେକ କଥା ଜାଣିବା ଏବଂ ନିଜ…
ଷ୍ଟେମ୍ ସେଲ୍ ଓ ମସ୍ତିଷ୍କ ଟିସୁ
ଆଜିକାଲି କେତେକ କ୍ଷେତ୍ରରେ ଷ୍ଟେମ୍ ସେଲ୍ର ବ୍ୟବହାର କରାଯାଉଛି। ଏହାଦ୍ୱାରା ମସ୍ତିଷ୍କର ସେଲ୍ (ଟିସୁ)କୁ ବିକଶିତ କରାଯାଇପାରିବ ବୋଲି ପ୍ରକାଶ କରିଛନ୍ତି ସିଡ୍ନୀ ୟୁନିଭର୍ସିଟିର ବିଶେଷଜ୍ଞମାନେ। ସେମାନେ ନିକଟରେ ଏପରି ଏକ ଷ୍ଟେମ୍ ସେଲ୍ ପ୍ରସ୍ତୁତ କରିଛନ୍ତି। ପରୀକ୍ଷାମୂଳକ ଭାବରେ ଏହି…
ଆଲର୍ଜିରୁ ରକ୍ଷା କରେ ଭିଟାମିନ୍ ‘ଇ’
ଭିଟାମିନ୍ ‘ଇ’ ଆମ ଶରୀର ପାଇଁ ବେଶ୍ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ବିଶେଷଭାବରେ ଏଥିରେ ଥିବା ସ୍ବାସ୍ଥ୍ୟୋପକାରୀ ଗୁଣ ଆଲର୍ଜି ପରି ସମସ୍ୟାରୁ ଅନେକାଂଶରେ ରକ୍ଷା କରିଥାଏ। କେବଳ ସେତିକି ନୁହେଁ, ଏପରି ଖାଦ୍ୟ ଖାଇବା ଦ୍ୱାରା ଆମ ଶରୀରରେ ରୋଗ…
ରକ୍ତ ସଞ୍ଚାଳନକୁ ସକ୍ରିୟ କରେ ଉଷୁମ ପାଣି
ଉଷୁମ ପାଣି ନିୟମିତ ପିଇଲେ ତାହାର ସୁପ୍ରଭାବ ଶରୀର ଉପରେ ପଡ଼ିଥାଏ। ଆଜିକାଲି ଅନେକ ମେଦବହୁଳତା ପରି ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଏଥିପାଇଁ ଖାଦ୍ୟପେୟ ପ୍ରତି ଦୃଷ୍ଟି ଦେବା ସହ ଆଉ ଏକ ସରଳ ତଥା ସହଜ ଉପାୟ ଆପଣେଇ ପାରନ୍ତି।…
ନେଓଓ୍ବାଇଜ୍ ଧୂମକେତୁ
”ଚଳିତବର୍ଷ ପ୍ରାରମ୍ଭରେ ଆମ ଆକାଶକୁ ଆସିଥିବା ଦୁଇଟି ଧୂମକେତୁ ‘ଆଟଲାସ୍’ ଏବଂ ‘ଶ୍ୱାନ୍’ ଆମର ଦୃଷ୍ଟିଗୋଚର ହୋଇପାରି ନ ଥିଲେ ହେଁ ବର୍ତ୍ତମାନର ‘ନେଓଓ୍ବାଇଜ୍’କୁ ଆମେ ଖାଲି ଆଖିରେ ଦେଖିପାରୁଛେ। ବୈଜ୍ଞାନିକମାନେ ‘ସି-୨୦୨୦ ଏଫ-୩’ ତାଲିକାଭୁକ୍ତ କରିଥିବା ଏହି ଧୂମକେତୁ ବିଗତ…
ରାଶି ଅନୁସାରେ ଭାଇଙ୍କ ହାତରେ ବାନ୍ଧନ୍ତୁ ରାଖୀ
ଭାଇ ଭଉଣୀଙ୍କ ପବିତ୍ର ସମ୍ପର୍କର ପର୍ବ ରାଖୀ ପୂର୍ଣ୍ଣିମା। ଏହିଦିନ ଭଉଣୀ ଭାଇ ହାତରେ ରେଶମର ଡୋରି ବାନ୍ଧି ଆଜୀବନ ସୁରକ୍ଷା ପ୍ରଦାନ କରିବାର ପ୍ରତିଶ୍ରୁତି ନେଇଥାଏ। ତେବେ ରାଶି ଅନୁସାରେ ଯଦି ଭାଇଙ୍କ ହାତରେ ରାଖୀ ବାନ୍ଧିବେ ଭାଇଙ୍କ ପାଇଁ…
ଏହି ୫ ସମସ୍ୟା ଦୂର କରେ ମୋତି
ମୋତି ଏପରି ଏକ ରତ୍ନ, ଯାହା ଧାରଣ କଲେ ଜୀବନର ଅନେକ ସମସ୍ୟାର ସମାଧାନ ହୋଇଥାଏ ବୋଲି ଜ୍ୟୋତିଷଶାସ୍ତ୍ରବିତ୍ କହିଛନ୍ତି। ଏକଥା ନୁହେଁ, କି ରତ୍ନ ପଥର ଧାରଣ କଲେ ମଣିଷ ବିଶ୍ୱକୁ ଜିଣିପାରିବ। ମାତ୍ର ପଥର ଆକାରରେ ଆସୁଥିବା ବିପଦ…
ଧନୀ ହେବାକୁ ଚାହାନ୍ତି, ହେଲେ ଘରେ ରହୁନାହିଁ ଟଙ୍କା: ନିଶ୍ଚୟ କରନ୍ତୁ ଏହି ୬ କାମ..
ଜଣେ ଦକ୍ଷ ଅର୍ଥନୀତିଜ୍ଞ ଭାବରେ ବିବେଚନା କରାଯାଉଥିବା ଆଚାର୍ଯ୍ୟ ଚାଣକ୍ୟ ନିଜ ନୀତିଶାସ୍ତ୍ରରେ ଧନ ଏବଂ ଲକ୍ଷ୍ମୀ ସମ୍ବନ୍ଧରେ ଅନେକ କଥା ଉଲ୍ଲେଖ କରିଛନ୍ତି। କିପରି ଦୀର୍ଘ ସମୟ ଧରି ମଣିଷ ଧନ ସଞ୍ଚୟ କରି ରଖିପାରିବ ସେ ନେଇ ବ୍ୟାଖ୍ୟା…
କେବେ ବି ଧନୀ ହୋଇପାରିବେ ନାହିଁ ଏହି ୬ ପ୍ରକାର ଗୁଣ ଥିବା ବ୍ୟକ୍ତି, ଆପଣ ସେପରି ନୁହନ୍ତି ତ…
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଗ୍ରନ୍ଥରେ ମନୁଷ୍ୟଙ୍କ ପାଇଁ ଅନେକ ନୀତି ବିଷୟରେ ଉଲ୍ଲେଖ କରିଛନ୍ତି। ଏହାକୁ ଅନୁସରଣ କଲେ ମନୁଷ୍ୟ ଜୀବନ ସୁଖମୟ ହୋଇଥାଏ। ଚାଣକ୍ୟ ଏକ ଶ୍ଳୋକରେ ଏପରି ଲୋକମାନଙ୍କ ବିଷୟରେ କହିଛନ୍ତି, ଯେଉଁମାନେ କେବେ ଧନୀ ହୋଇପାରନ୍ତି ନାହିଁ।…
ଗର୍ଭରେ କ’ଣ କରିଥାନ୍ତି ଶିଶୁ: ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
ଜନ୍ମ ହେବା ପୂର୍ବରୁ ଶିଶୁ ମା’ ଗର୍ଭରୁ ବହୁତ କିଛି ସିଖିଥାଏ। ଏହି ସମୟରେ ମା’ ଯେମିତି ଶିଶୁକୁ ଜନ୍ମ ଦେବାକୁ ଚାହିଁ ବସିଥାଏ ଶିଶୁ ମଧ୍ୟ ବାହାରକୁ ଆସିବାରେ ଚାହିଁ ବସିଥାଏ। ଖାଲି ସେତିକି ନୁହେଁ ଶିଶୁଟି ଗର୍ଭରୁ ବାହାରକୁ…
Archives


