ଜୀବନଚର୍ଯ୍ୟା

୬ ଫୁଟ୍‌ରୁ ଅଧିକ ଉଚ୍ଚତା ବିଶିଷ୍ଟ ଲୋକଙ୍କୁ କରୋନା ଆଶଙ୍କା ଅଧିକ ନା କମ୍‌ ଜାଣନ୍ତୁ

କରୋନା ଏବେ ସାରା ବିଶ୍ୱରେ କାୟା ବିସ୍ତାର କରିଛି। ତେବେ କରୋନା ଏବେ ସବୁ ବୟସର ଲୋକଙ୍କୁ ମୃତ୍ୟୁ ମୁଖକୁ ଠେଲି ଦେଉଛି। ଏକ ଗବେଷଣାରୁ ଜଣାପଡିଛି ୬ ଫୁଟରୁ ଅଧିକ ଉଚ୍ଚତାର ଲୋକଙ୍କୁ କରୋନା ସଂକ୍ରମଣ ଆଶଙ୍କା ବାକି ଲୋକଙ୍କ…

ଠିକ୍‌ ଭାବେ କରନ୍ତୁ ଶିଶୁର ଦେଖାଶୁଣା

ଶିଶୁମାନଙ୍କର ଠିକ୍‌ ଭାବେ ଯତ୍ନ ନ ନେଲେ ସେମାନଙ୍କର ବହୁ ପ୍ରକାରର ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି ହୋଇଥାଏ। ଯଦି ପ୍ରଥମକରି ମାଆ ହୋଇଥାନ୍ତି ତେବେ ପିଲାମାନଙ୍କର ଯତ୍ନ କିପରି ନେବେ ଜାଣିରଖନ୍ତୁ… ପିଲାମାନେ ବହୁତ ଥର ପରିସ୍ରା କରିଥାନ୍ତି। ତେଣୁ ମଝିରେ…

ଭେଣ୍ଡି ଦୋପିଆଜା

ଆବଶ୍ୟକ ସାମଗ୍ରୀ: ଭେଣ୍ଡି- ୫୦୦ଗ୍ରାମ୍‌, ଅଦା- ୧ ଇଞ୍ଚ, ପିଆଜ- ୨ଟି ବଡ଼, ଜିରା- ୧ ଚାମଚ, ହଳଦୀ ଗୁଣ୍ଡ- ଅଧା ଚାମଚ, ଲଙ୍କା ଗୁଣ୍ଡ ଓ ଲୁଣ- ସ୍ବାଦ ଅନୁସାରେ, ତେଲ- ୩ ଚାମଚ ପ୍ରଣାଳୀ: ପ୍ରଥମେ ଭେଣ୍ଡିକୁ ଭଲଭାବେ…

କ’ଣ କରେ ଘିଅ

ଘିଅ (ଗୁଆଘିଅ)ର ଅନେକ ଫାଇଦା ରହିଛି। କିନ୍ତୁ ସାଧାରଣତଃ ଲୋକେ ଭାବିଥାନ୍ତି କି ଘିଅ ଖାଇଲେ ଓଜନ ବୃଦ୍ଧି ହୋଇଥାଏ। କିନ୍ତୁ ଏହା ସମ୍ପୂର୍ଣ୍ଣ ଭୁଲ୍‌ ଧାରଣା। ଘିଅ ଖାଇବା ଫଳରେ ବହୁ ଉପକାର ମିଳିଥାଏ। – ଘିଅରେ ବହୁ କ୍ୟାଲୋରୀ,…

ସତର୍କତା ଜରୁରୀ

ପରିବାରର ସୁରକ୍ଷା ଦାୟିତ୍ୱ ସାଧାରଣତଃ ଗୃହିଣୀମାନଙ୍କ ଉପରେ। ପିଲାମାନଙ୍କଠାରୁ ଆରମ୍ଭ କରି ବଡ଼ମାନଙ୍କର ବି ଦେହର ଯତ୍ନ, ଖାଦ୍ୟପେୟ, ପୋଷାକ ଆଦି ବିଷୟରେ ଟିକିନିଖି ବୁଝିବାକୁ ପଡ଼ିଥାଏ। ଏବେ କରୋନା ସଂକ୍ରମଣ ରୋକିବା ପାଇଁ ଗୃହିଣୀଙ୍କୁ ଆହୁରି ସତର୍କ ହେବାକୁ ପଡୁଛି।…

କିପରି ଲଗାଇବେ ମୁଲତାନୀ ମାଟି

ମୁଲତାନୀ ମାଟି ତ୍ୱଚା ନିମନ୍ତେ ବରଦାନ ସଦୃଶ। ଏହାକୁ ସବୁ ପ୍ରକାରର ତ୍ୱଚାରେ ଲଗାଇ ହେବ। ଏହା ତ୍ୱଚାରେ କୌଣସି ସାଇଡ୍‌ ଇଫେକ୍ଟ ସୃଷ୍ଟି ନ କରି ଉଜ୍ୱଳତା ବୃଦ୍ଧି କରିଥାଏ। ତେବେ କେଉଁ ତ୍ୱଚାରେ କିଭଳି ମୁଲତାନୀ ମାଟି ଲଗାଇବାର…

ଯୋଗ ଓ ଆଣ୍ଠୁଗଣ୍ଠି ଯନ୍ତ୍ରଣା

କେବଳ ବୟସ ବଢ଼ିବା ନୁହେଁ, ଆଜିକାଲି ଅନେକ ଯୁବପିଢ଼ି ଆଣ୍ଠୁଗଣ୍ଠି ଯନ୍ତ୍ରଣାର ସମ୍ମୁଖୀନ ହେଉଛନ୍ତି। ତେବେ ଏଥିରୁ କେତେକାଂଶରେ ଉପଶମ ପାଇବାର ଏକ ସରଳ ଉପାୟ ରହିଛି। ବାସ୍‌, ଏଥିପାଇଁ ଅଧିକ ପରିଶ୍ରମ ମଧ୍ୟ କରିବାକୁ ପଡ଼ିବ ନାହିଁ। କେବଳ ନିଜର…

ରକ୍ତ ପରୀକ୍ଷାରୁ ଶୀଘ୍ର ଜଣାପଡିବ କ୍ୟାନ୍‌ସର

କଥିତ ଅଛି- ‘କ୍ୟାନ୍‌ସର ନୋ ଆନ୍‌ସର’। ହେଲେ ଆଜିକାଲି କେତେକ କ୍ୟାନ୍‌ସରକୁ ପ୍ରାରମ୍ଭିକ ସ୍ତରରେ ଚିହ୍ନଟ କରାଯାଇ ତାହାର ସମ୍ପୂର୍ଣ୍ଣ ଚିକିତ୍ସା କରାଯାଇପାରୁଛି। ହେଲେ ଏହି ସମୟରେ କ୍ୟାନ୍‌ସର କେଉଁ ସ୍ତର (ଷ୍ଟେଜ୍‌)ରେ ଅଛି ତାହା ଉପରେ ହିଁ ଚିକିତ୍ସା ନିର୍ଭର…

ସନ୍ତୁଳିତ ଆହାର ବଢ଼ାଏ ରୋଗ ପ୍ରତିରୋଧକ ଶକ୍ତି

ବର୍ତ୍ତମାନ ସାରା ବିଶ୍ୱରେ କରୋନା ଭୂତାଣୁ(କୋଭିଡ-୧୯)ମହାମାରୀ ରୂପ ଧାରଣ କରି ପ୍ରତିଦିନ ଶହଶହ ଲୋକଙ୍କ ଜୀବନ ନେଉଛି । ଏପରିସ୍ଥଳେ ଉକ୍ତ ମହାମାରୀ ଭୂତାଣୁକୁ ପ୍ରତିରୋଧ ନିମନ୍ତେ ଆମ୍ଭେମାନେ ନିଜ ନିଜର ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବାସହ ଶରୀରରେ ରୋଗ ପ୍ରତିରୋଧକ…

ଟିଟାନ୍‌ରେ ଜୀବର ସମ୍ଭାବନା

ଟିଟାନ୍‌ ହେଉଛି ଶନିର ବୃହତ୍ତମ ଉପଗ୍ରହ। ଏହାର ବ୍ୟାସ ହେଉଛି ୫୧୫୦ କିମି ଏବଂ ଏହା ହେଉଛି ସୌରଜଗତର ଦ୍ୱିତୀୟ ବୃହତ୍ତମ ଗ୍ରହ। ସୌରଜଗତର ବୃହତ୍ତମ ଉପଗ୍ରହ ହେଉଛି ବୃହସ୍ପତିର ଉପଗ୍ରହ ଗାନିମିଡ୍‌, ଯାହାର ବ୍ୟାସ ଟିଟାନଠାରୁ ମାତ୍ର ୧୧୨ କିମି…

ମାଉଥ୍‌ ସ୍ପ୍ରେ କରୋନା ସଂକ୍ରମଣରୁ ରଖିବ ଦୂରେଇ…

ଷ୍ଟକ୍‌ହୋମ୍‌, ୨୬।୭: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ୭ ମାସ ବିତି ଯାଇଥିଲେ ବି ଏହାର ପ୍ରତିଷେଧକ ଟୀକା ବାହାରି ପାରିନି। ଏପରିସ୍ଥଳେ ସ୍ବିଡେନ୍‌ର କେତେକ ଗବେଷକ ଦାବି କରିଛନ୍ତି ଯେ, ସାଧାରଣ ଥଣ୍ଡା ଏବଂ…

ଭୁଲାପଣ ସମସ୍ୟାରୁ ଦୂରେଇ ରହିବା ଲାଗି ଆପଣାନ୍ତୁ ଏହି ସହଜ ଉପାୟ…

ସାନ୍‌ ଫ୍ରାନ୍ସିସ୍‌କୋ, ୨୬।୭: ପରିବର୍ତ୍ତିତ ଜୀବନ ଶୈଳୀରେ କେତେକଙ୍କଠାରେ ଭୁଲାପଣ ସମସ୍ୟା ଦେଖାଦେଇଥାଏ। ଏହାଦ୍ୱାରା ସମ୍ପୃକ୍ତ ବ୍ୟକ୍ତି ଜଣକ କୌଣସି କଥା ମନେ ରଖିପାରନ୍ତି ନାହିଁ। ଏଭଳି ବ୍ୟକ୍ତିଙ୍କ ବିଚାରଶକ୍ତି ମଧ୍ୟ ହ୍ରାସ ପାଇଥାଏ। ସେମାନେ ସାଧାରଣ କାମ କରିବାରେ ମଧ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri