ଜୀବନଚର୍ଯ୍ୟା

ଚକ୍‌ଲେଟ୍‌ ବ୍ରାଉନି

ଆବଶ୍ୟକ ସାମଗ୍ରୀ: ୨କପ୍‌ ମଇଦା, ୨ ବଡ଼ ଚାମଚ ଚିନି ପାଉଡର, ୨ ବଡ଼ ଚାମଚ କୋକୋ ପାଉଡର, ୨ ବଡ଼ ଚାମଚ କ୍ଷୀର, ୧ ଛୋଟ ଚାମଚ ତେଲ, ୨ ବଡ଼ ଚାମଚ କଟା ଡ୍ରାଏ ଫ୍ରୁଟ୍ସ, ୨...

ଉଷୁମପାଣି ଓ ଉଜ୍ଜ୍ୱଳ ତ୍ୱଚା

ଦୈନିକ ଦୁଇରୁ ତିନି ଗ୍ଲାସ୍‌ ଉଷୁମପାଣି ପିଇଲେ ତ୍ୱଚାର ଜଳୀୟାଂଶ ଠିକ୍‌ ରହିଥାଏ। ଫଳରେ ତ୍ୱଚା ରୁକ୍ଷ ଲାଗି ନ ଲାଗି ଚିକ୍କଣ ଏବଂ ଉଜ୍ଜ୍ୱଳ ଲାଗିଥାଏ। ଉଷୁମପାଣିରେ ଅଳ୍ପ ଲେମ୍ବୁରସ କିମ୍ବା ମହୁ ମିଶାଇ ପିଇଲେ ଏହା ଅଧିକ...

ବାରମ୍ବାର ହାତ ଧୋଇଲେ ଦୂରେଇବ କରୋନା!

ଓ୍ବାଶିଂଟନ,୨୩।୩: କରୋନା ଭାଇରସ ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟି ଯାଇଥିବା ବେଳେ କିଛିଦିନ ତଳେ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ କହିଥିଲା ବାରମ୍ବାର ହାତ ଧୋଇଲେ ଆମେ କରୋନାଠାରୁ ଅନେକାଂଶରେ ଦୂରେଇ ରହିପାରିବା। ଅବଶ୍ୟ ଏହା ଠିକ୍‌ ହେଲେ ହାତ...

କରୋନା ଆଣ୍ଟିଜେନ୍‌ ଆଗରେ ହାର ମାନୁଛି ମନୁଷ୍ୟ ଶରୀରର ଆଣ୍ଟିବଡ଼ି !

ଓ୍ବାଶିଂଟନ,୨୩।୩: ମହାମାରୀ କରୋନା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏହି ଭୂତାଣୁ ଶୀଘ୍ର ବ୍ୟାପୁଥିବାରୁ ଏହାକୁ ରୋକିବା ଅସମ୍ଭବ ହୋଇପଡ଼ିଛି। ଅନ୍ୟ ଭୂତାଣୁର ବ୍ୟାପିବା ବେଗ ଶୂନରୁ ୧ ପ୍ରତିଶତ ମଧ୍ୟରେ ଥିବାବେଳେ କରୋନା ୨.୮ ପ୍ରତିଶତ ବେଗରେ ବ୍ୟାପୁଥିବାରୁ...

ସଂକ୍ରମିତଙ୍କୁ ଛୁଇଁଲେ ହେବ କି କରୋନା !

ଓ୍ବାଶିଂଟନ,୨୩।୩: କରୋନା ସଂକ୍ରମଣ କିଭଳି ହୋଇଥାଏ। ଏସମ୍ପର୍କିତ ବହୁ ପ୍ରଶ୍ନ ଏବେ ଲୋକଙ୍କ ମଧ୍ୟରେ ସୃଷ୍ଟି ହେଉଛି। କେହି କେହି ଏହା ସଂକ୍ରମିତଙ୍କୁ ଛୁଇଁଲେ ବ୍ୟାପିଥାଏ ବୋଲି କହିଥାନ୍ତି। ତେବେ ପ୍ରକୃତ ପକ୍ଷେ ଏହା ସମ୍ପୂର୍ଣ୍ଣ ସତ୍ୟ ନୁହେଁ ବୋଲି...

ରକ୍ତ ପରୀକ୍ଷାରୁ ଜାଣିହେବ ପୃଥୁଳତା

ଆଜିକାଲି ପୃଥୁଳତା ଅନ୍ୟତମ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ଭାବରେ ଉଭାହେଲାଣି। ଅବ୍ୟବସ୍ଥିତ ଜୀବନଶୈଳୀ, ଖାଦ୍ୟପେୟ ଆଦି କାରଣରୁ ଜଣେ ପୃଥୁଳତା ପରି ସମସ୍ୟାର ସମ୍ମୁଖୀନ ହୋଇଥାଏ। ତେବେ ଏହାକୁ କିପରି ନିରୂପଣ କରାଯିବ ସେ ନେଇ ଏକ ନୂଆ ଉପାୟ...

ସହଜରେ ଦୂରହେବ ଅବସାଦ

ଆଜିକାଲିର ବ୍ୟସ୍ତମୟ ଜୀବନରେ ଅନେକେ ଅବସାଦର ଶିକାର ହେଉଛନ୍ତି। ଏହାକୁ ନେଇ ଟେନ୍‌ସନରେ ରହିବା ଅପେକ୍ଷା ସେଥିରୁ କିପରି ରକ୍ଷା ପାଇବେ ସେ ନେଇ ଚିନ୍ତା କରିବା ଦରକାର। ଜଣେ ବ୍ୟକ୍ତି ଯଦି ଅଧିକାଂଶ ସମୟ ଖୁସିର ମାହୋଲ ଭିତରେ...

ଋତୁ ବଦଳିଲେ ବି ନଷ୍ଟ ହେବନି କରୋନା ଭୂତାଣୁ !

ଓ୍ବାଶିଂଟନ, ୨୩।୩: କରୋନା ମହାମାରୀ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ତେବେ ଏହା କିପରି ବ୍ୟାପୁଛି ସେ ନେଇ ବହୁ ଗୁଜବ ମଧ୍ୟ ଶୁଣାଯାଉଛି। କେହି କେହି କରୋନା ଭୂତାଣୁ ଖରାଦିନ ଆସିଲେ ବାୟୁମଣ୍ଡଳର ଉତ୍ତାପରେ ନଷ୍ଟ...

ହାତଦେଇ ଛିଙ୍କିବା ଜରୁରୀ: ବାୟୁମଣ୍ଡଳରେ ମିଶିଥାଏ ୩,୦୦୦ କ୍ଷୁଦ୍ର ଜଳକଣିକା

ଓ୍ବାଶିଂଟନ,୨୩।୩: କରୋନା ମହାମାରୀ ବେଲଗାମ୍‌ ହେବାରେ ଲାଗିଛି। ଇତି ମଧ୍ୟରେ ମୃତ୍ୟୁ ସଂଖ୍ୟା ୧୪ ହଜାର ଟପିଛି। କରୋନା ଭୂତାଣୁ ସଂକ୍ରମଣଠାରୁ ଦୂରେଇ ରହିବା ଲାଗି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ( ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ଏହା ଅନୁସାରେ...

ଆଖି କ୍ୟାନ୍‌ସର ପାଇଁ ଇଞ୍ଜେକ୍‌ଶନ

ଦିନକୁ ଦିନ ଚିକିତ୍ସା ବିଜ୍ଞାନ କ୍ଷେତ୍ରରେ ନୂଆ ନୂଆ ଚିକିତ୍ସା ପ୍ରଣାଳୀ ଉଦ୍ଭାବନ ହେଉଛି। ତଥାପି କେତେକ ରୋଗ ଆଜି ମଧ୍ୟ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ଭାବରେ ଠିଆ ହୋଇଛି। ତନ୍ମଧ୍ୟରୁ କ୍ୟାନ୍‌ସର ଅନ୍ୟତମ। ନିକଟରେ ଆମେରିକୀୟ କ୍ୟାନ୍‌ସର ବିଜ୍ଞାନୀମାନେ...

କାର୍ଯ୍ୟଦକ୍ଷତା ବଢ଼ାଇବାର ନୂଆ ଉପାୟ

କୌଣସି କାର୍ଯ୍ୟ ସୁଚାରୁ ରୂପେ ସମ୍ପାଦନ କରିବାକୁ ହେଲେ ସେହି ଅନୁସାରେ ନିଜକୁ ମାନସିକ ସ୍ତରରେ ପ୍ରସ୍ତୁତ କରିବା ସହ ଯୋଜନାବଦ୍ଧ ଭାବରେ ଆଗେଇବାକୁ ପଡ଼ିଥାଏ। ତେବେ ଏହି ତାଲିକାରେ ଆଉ ଏକ ଉପାୟକୁ ସାମିଲ କରାଯାଇଛି। କାର୍ଯ୍ୟଦକ୍ଷତାକୁ କିପରି...

ତମାଖୁ ସେବନରୁ ମୁକ୍ତି

”ତମାଖୁ ଜାତୀୟ ନିଶା ସେବନ ଦ୍ୱାରା ଏଥିରେ ଥିବା ନିକୋଟିନ ମସ୍ତିଷ୍କରେ ଡୋପାମିନ ନାମକ ଜୈବିକ ପଦାର୍ଥର ମାତ୍ରା ବୃଦ୍ଧି ପାଇଥାଏ। ଏହାଦ୍ୱାରା ବ୍ୟକ୍ତିକୁ ସାମୟିକ ଭାବରେ ଖୁସି ଓ ଉତ୍‌ଫୁଲ୍ଲ ଲାଗିଥାଏ। ଫଳରେ ବ୍ୟକ୍ତି ଏହାକୁ ବାରମ୍ବାର ନେବାକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri