କାର୍ଯ୍ୟଦକ୍ଷତା ବଢ଼ାଏ ସୁସ୍ଥ ଜୀବନଶୈଳୀ
ସୁସ୍ଥ ଜୀବନଶୈଳୀକୁ ଆଗେଇବା ଏତେ ସହଜ ନୁହେଁ। କାରଣ ଏଥିପାଇଁ ଆମକୁ ଅନେକ ଦିଗ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ପଡିଥାଏ। ଆଜିକାଲିର ବ୍ୟସ୍ତମୟ ଜୀବନରେ ନିୟମିତ ସମୟ ଅନ୍ତରାଳରେ ସ୍ବାସ୍ଥ୍ୟ ପରୀକ୍ଷା କରାଇ ନେବା ସବୁଠାରୁ ବଡ କଥା।...
ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧିକାରୀ ଖାଦ୍ୟ
ଭିଟାମିନ୍ ‘ଇ’ : ଭିଟାମିନ୍-‘ଇ’ର ରହିଛି ଅତି ଫଳପ୍ରଦ ଆଣ୍ଟିଅକ୍ସିଡାଣ୍ଟ ବା ପ୍ରତିଜାରକ ପ୍ରଭାବ। ତେଣୁ ଏହା ଅତ୍ୟନ୍ତ କ୍ଷତିକାରୀ ମୁକ୍ତମୂଳକ ବା ପ୍ରିରେଡିକାଲଗୁଡ଼ିକ ଅକାମୀ କରିିଦିଏ। ଏହି ଭିଟାମିନ୍ଟି ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରେ ଓ ଏହାର...
କରୋନା ଭୂତାଣୁ ଓ ନାନୋକଣିକା
”କରୋନା ଭୂତାଣୁର ଆକାରକୁ ନାନୋମିଟର ସ୍କେଲରେ ମାପ କରାଯାଏ। ଆଜିକାଲି ନାନୋମିଟର ଓ ନାନୋଟେକ୍ନୋଲୋଜି ବିଷୟରେ ବେଶ୍ ଚର୍ଚ୍ଚା ହେଉଛି। ଆଗାମୀ ଦିନରେ ବୈଜ୍ଞାନିକ ଉଦ୍ଭାବନକୁ ଆହୁରି ଅବିଶ୍ୱସନୀୟ ଓ ଚମକପ୍ରଦ କରିବା ଦିଗରେ ନାନୋକ୍ଷେତ୍ରର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବ।...
ସାଇଟୋକାଇନ୍ ଷ୍ଟର୍ମ: କରୋନା ମୁକାବିଲାରେ ମଣିଷ ପାଇଁ ଶତ୍ରୁ ପାଲଟୁଛି ଆଣ୍ଟିବଡ଼ି
ଓ୍ବାଶିଂଟନ/ନୂଆଦିଲ୍ଲୀ,୧୬।୫: କରୋନା ସଂକ୍ରମଣରେ ମଣିଷ ଶରୀର ପାଇଁ କିଭଳି ରୋଗ ପ୍ରତିରୋଧକ ଶକ୍ତି ହିଁ ଶତ୍ରୁ ପାଲଟି ଥାଏ ସେ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ମଣିଷର ରୋଗ ପ୍ରତିରୋଧକ ଶକ୍ତିି ସୁଦୃଢ଼ ଥିଲେ ବାହାରର କୌଣସି ରୋଗ...
କଥାବାର୍ତ୍ତା ବେଳେ ଜଳକଣା ଦ୍ୱାରା ବ୍ୟାପିଥାଏ କରୋନା
ନୂଆଦିଲ୍ଲୀ,୧୬।୫: କରୋନା ମହାମାରୀ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଏହାର ଚିକିତ୍ସା ପାଇଁ ଦିନରାତି ଚାଲିଛି ଗବେଷଣା। ଏପରି କି ଏହାର ସଂକ୍ରମଣକୁ ନେଇ ମଧ୍ୟ ଗବେଷଣା ଚାଲିଛି। ଆଉ ପ୍ରାୟ ପ୍ରତିଦିନ କରୋନା ସମ୍ପର୍କିତ...
‘ଭୂତାଣୁରୁ ରକ୍ଷା କରିବ ଅଶ୍ୱଗନ୍ଧା’
ନୂଆଦିଲ୍ଲୀ, ୧୬ା୫: ପ୍ରାଣଘାତୀ କରୋନା ଏବେ ବିଶ୍ୱରେ ଆତଙ୍କ ସୃଷ୍ଟିକରିଛି। ଏପର୍ଯ୍ୟନ୍ତ ଏନେଇ କୌଣସି ସଫଳ ଔଷଧ ମଧ୍ୟ ବାହାରି ନାହିଁ। ବିଭିନ୍ନ ଦେଶରେ ପ୍ରୟାସ ଜାରି ରହିଛି। ହାଇଡ୍ରୋକ୍ସିକ୍ଲୋରୋକୁଇନ୍କୁ ଭରସା କରାଯାଉଛି। ହେଲେ ଆୟୁର୍ବେଦିକ ଔଷଧ ଅଶ୍ୱଗନ୍ଧା ଯେ,...
କରୋନା ପରେ ଆସୁଛି ନୂଆ ମହାମାରୀ: ଆମାଜନ ଜଙ୍ଗଲରେ ଜୁନୋଟିକ୍ ସଂକ୍ରମଣ ଆଶଙ୍କା
ଓ୍ବାଶିଂଟନ,୧୪।୫: ପୃଥିବୀରେ କରୋନା ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସମସ୍ତ ଦେଶ ଏକଜୁଟ ହୋଇ ଲଢ଼େଇ ଜାରି ରଖିଛନ୍ତି। ତେବେ କରୋନା ପରେପରେ ଆମାଜନର ଜଙ୍ଗଲରେ ଏକ ନୂଆ ମାରାତ୍ମକ ରୋଗ ଦେଖାଯିବାର ଆଶଙ୍କା...
ଆଖିର ଏସ୍-୨ ରିସେପ୍ଟର ଦ୍ୱାରା ବି ହୋଇପାରେ କରୋନା ସଂକ୍ରମଣ
ଓ୍ବାଶିଂଟନ,୧୨।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କେତେକ ମାର୍ଗଦର୍ଶିକା ଜାରି କରାଯାଇଛି। ଏଥିରେ ଲୋକଙ୍କୁ ମାସ୍କ୍ ପିନ୍ଧିବା ଲାଗି ପରାମର୍ଶ ଦିଆଯାଇଛି। ତେବେ ଆଖି ଦ୍ୱାରା ମଧ୍ୟ ସହଜରେ କରୋନା ସଂକ୍ରମଣ ହୋଇପାରିଥାଏ।...
ବିଷାକ୍ତ ଷ୍ଟାଇରିନ୍ ଗ୍ୟାସ୍
ଚଳିତମାସ ୭ ତାରିଖ ରାତିରେ ବିଶାଖାପାଟଣାର ଏକ ରାସାୟନିକ କାରଖାନାରୁ ଷ୍ଟାଇରିନ୍ ଗ୍ୟାସ୍ ଲିକ୍ ହୋଇ ୧୧ ଜଣ ମୃତ୍ୟୁବରଣ କରିଛନ୍ତି ଏବଂ ପ୍ରାୟ ଏକ ହଜାରରୁ ଅଧିକ ବ୍ୟକ୍ତି ଅସୁସ୍ଥ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ...
ଅତ୍ୟଧିକ ମିଠା ଓ ସ୍ମରଣ ଶକ୍ତି
ମନଲୋଭା ଖାଦ୍ୟ ମଧ୍ୟରୁ ମିଠା ଅନ୍ୟତମ। ଅନେକେ ଲୋଭର ବଶବର୍ତ୍ତୀ ହୋଇ ଅଧିକ ପରିମାଣରେ ମିଠା ଖାଇବାକୁ ପସନ୍ଦ କରିଥାଆନ୍ତି। ଏହାର ସ୍ବାଦ ହୁଏତ ମିଠା ହୋଇପାରେ, ହେଲେ ପରିମାଣ ଅଧିକ ହେଲେ ତାହା ଆମ ସ୍ମରଣ ଶକ୍ତିକୁ ପ୍ରଭାବିତ...
କୃତ୍ରିମ ରେଟିନା
ବେଶ୍ କିଛିବର୍ଷ ପରିଶ୍ରମ କରିବା ପରେ ଇଂଲଣ୍ଡର ବିଶେଷଜ୍ଞମାନେ କୃତ୍ରିମ ରେଟିନା ପ୍ରସ୍ତୁତ କରିବାରେ ସକ୍ଷମ ହୋଇଛନ୍ତି। ବିଶେଷଭାବରେ ଏହି ନୂଆ ରେଟିନା ଦୃଷ୍ଟିହୀନମାନଙ୍କ ପାଇଁ ବେଶ୍ ଉପକାରୀ ସାବ୍ୟସ୍ତ ହେବ ବୋଲି ଜଣାପଡିଛି। ଏହି ଗବେଷଣା ସମୟରେ ବିଶେଷଜ୍ଞମାନେ...
ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧିକାରୀ ଖାଦ୍ୟ
‘ରୋଗ ପ୍ରତିରୋଧ ସାମର୍ଥ୍ୟ ପ୍ରକୃତିଦତ୍ତ। ଏହାର ଦାୟିତ୍ୱ ନେବା ପାଇଁ ପ୍ରକୃତି ଶରୀରରେ ଖଞ୍ଜିଛି ରୋଗ ପ୍ରତିରୋଧ ତନ୍ତ୍ର ବା ଇମ୍ୟୁନ ସିଷ୍ଟମ। ଏହି ଶରୀର ସୁରକ୍ଷା ତନ୍ତ୍ର ଆମଠାରେ ତଥା ସମସ୍ତଙ୍କ ଶରୀରରେ ଜନ୍ମରୁ ରହିଥାଏ। ତେବେ ବିଭିନ୍ନ...
Archives


