ଜୀବନଚର୍ଯ୍ୟା

ଏହିସବୁ ସାମାନ୍ୟ ଅଭ୍ୟାସ କରିଦିଏ ଦରିଦ୍ର

ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ଏପରି କିଛି ବିଷୟରେ ବର୍ଣ୍ଣନା କରିଛନ୍ତି, ଯାହାକୁ ଗ୍ରହଣ କରି ଜଣେ ଖୁସିରେ ରହିପାରିବ। ସେ ବ୍ୟକ୍ତିର ଏପରି କିଛି ଅଭ୍ୟାସ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି ଯାହା ତାଙ୍କୁ ଦରିଦ୍ର କରିଥାଏ। ଜାଣନ୍ତୁ ସେ…

ଏସବୁ ବ୍ୟାୟାମ କଲେ ଡେଙ୍ଗା ହେବେ ପିଲା

କୁହାଯାଏ, ନିର୍ଦ୍ଦିଷ୍ଟ ସମୟ ପର୍ଯ୍ୟନ୍ତ ପିଲା ବଢ଼ିଥା’ନ୍ତି। ତା’ ପରେ ଆଉ ବଢ଼ନ୍ତି ନାହିଁ। ତେଣୁ ପିଲାଙ୍କ ଉଚ୍ଚତା ଯଦି କମ୍‌ ହୋଇଥାଏ ଅଭିଭାବକମାନେ ମନ ଊଣା କରିଥା’ନ୍ତି। ଅନେକ ଅଭିଭାବକ ପିଲାଙ୍କୁ ଡାକ୍ତରଙ୍କ ପାଖକୁ ନେଇ ମଧ୍ୟ ଯାଇଥା’ନ୍ତି। ମାତ୍ର…

ମାତୃଗର୍ଭରୁ ସ୍ଥିର ହୋଇଥାଏ ପିଲାଙ୍କ ସହ ଜଡ଼ିତ ଏହି ୫ କଥା

ଚାଣକ୍ୟଙ୍କ ନୀତିଶାସ୍ତ୍ରରେ ମାନବ ଜୀବନରେ ଘଟୁଥିବା ଘଟଣାଗୁଡ଼ିକ ବିଷୟରେ ବର୍ଣ୍ଣନା କରାଯାଇଛି। ସେ ତାଙ୍କ ନୀତିଶାସ୍ତ୍ରରେ କହିଛନ୍ତି, ମାନବ ଜୀବନ ସହିତ ଜଡ଼ିତ ୫ କଥା ମାତୃଗର୍ଭରେ ସ୍ଥିର ହୋଇଥାଏ। ତେବେ ଜାଣନ୍ତୁ ସେ ସମ୍ପର୍କରେ… आयुः कर्म च वित्तं…

ରକ୍ତଚାପ ନିୟନ୍ତ୍ରଣ କରିଥାଏ ବିଟ୍‌

ଶୀତଦିନେ ବଜାରରେ ପ୍ରଚୁର ପରିମାଣରେ ବିଟ୍‌ ମିଳିଥାଏ। ଏହା ପାଟି ସୁଆଦିଆ ନ ହେଲେ ମଧ୍ୟ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ। ବିଶେଷକରି ରକ୍ତଚାପ ରୋଗୀଙ୍କ ପାଇଁ ଏହା ବହୁ ଉପକାରୀ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଏକ ଗବେଷଣା କରି ସୂଚାଇଛନ୍ତି। ପ୍ରାୟ…

କରୋନା, ଇବୋଲା ପରେ ଆଉ ଏକ ମାରାତ୍ମକ ରୋଗ ଚିହ୍ନଟ, ଲୋକଙ୍କଠାରେ ପ୍ରକାଶ ପାଇବ ଏସବୁ ଲକ୍ଷଣ

ଆମେରିକାର ରୋଗ ନିୟନ୍ତ୍ରଣ ଏବଂ ପ୍ରତିରୋଧ କେନ୍ଦ୍ରର ଅନୁସନ୍ଧାନକାରୀମାନେ ଏକ ବିରଳ ଭୂତାଣୁ ଆବିଷ୍କାର କରିଛନ୍ତି, ଯାହା ଜଣେ ବ୍ୟକ୍ତିଙ୍କଠାରୁ ଅନ୍ୟ ଜଣଙ୍କୁ ସଂକ୍ରମଣ ହେବାର ଆଶଙ୍କା ରହିଥାଏ। ଏହି ଭୂତାଣୁ ଠିକ୍‌ ଇବୋଲା ପରି ଜ୍ୱର ବ୍ୟାପିଥାଏ। ୨୦୧୯ରେ ବୈଜ୍ଞାନିକମାନେ…

ଏପରି ଲୋକ ପୃଥିବୀ ପାଇଁ ସବୁଠୁ ବଡ଼ ବୋଝ

ପ୍ରତ୍ୟେକ ମଣିଷ କିଛି ଉଦ୍ଦେଶ୍ୟ ନେଇ ଜନ୍ମଗ୍ରହଣ କରିଥାନ୍ତି। ଆଚାର୍ଯ୍ୟ ଚାଣକ୍ୟଙ୍କ ଅନୁଯାୟୀ, ଯଦି କୌଣସି ବ୍ୟକ୍ତିଙ୍କ ଜ୍ଞାନ ଏବଂ ଗୁଣ ନାହିଁ, ତେବେ ଏପରି ବ୍ୟକ୍ତି ପୃଥିବୀ ଉପରେ ବୋଝ ସଦୃସ । ଏଭଳି ଲୋକଙ୍କର ବଞ୍ଚିବାର ଅଧିକାର ନାହିଁ…

ଆପଣଙ୍କର ଏହି ୬ ଅଭ୍ୟାସ ଅଛି କି? ହୋଇଯିବେ ଦରିଦ୍ର; ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ

ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ ବଞ୍ଚିବାର କଳା ଶିଖାଇଥାଏ। ଏକ ଶ୍ଳୋକ ମାଧ୍ୟମରେ ଦରିଦ୍ର ନ ହେବା ପାଇଁ ଜଣଙ୍କୁ…

ପାଖରେ ଟଙ୍କା ରହୁନାହିଁ? ଜାଣନ୍ତୁ ଧନର ଦେବୀ ଲକ୍ଷ୍ମୀଙ୍କୁ ପ୍ରସନ୍ନ କରିବାକୁ ନେଇ କ’ଣ କୁହନ୍ତି ଚାଣକ୍ୟ

ଜଣେ ଶ୍ରେଷ୍ଠ ବିଦ୍ୱାନ ହେବା ସହ ଦକ୍ଷ ଅର୍ଥନୀତିଜ୍ଞ ଥିଲେ ଆଚାର୍ଯ୍ୟ ଚାଣକ୍ୟ। ଜଣେ ବ୍ୟକ୍ତି ଜୀବନରେ ଅର୍ଥର ମହତ୍ୱକୁ ସେ ବୁଝିଥିଲେ। ସେ କୁହନ୍ତି, ଧନର ଦେବୀ ଲକ୍ଷ୍ମୀ। ସେ ସ୍ବଭାବରେ ଚଞ୍ଚଳ। ଏଣୁ ଧନର ସଞ୍ଚୟ କରାଯିବା ଉଚିତ।…

ପନିର ୬୫

ଆବଶ୍ୟକ ସାମଗ୍ରୀ: ୨୦୦ ଗ୍ରାମ୍‌ ପନିର୍‌, ମଇଦା ୨.୫ ବଡ ଚାମଚ, କର୍ନ ଫ୍ଲୋର୍‌ ୩ ବଡ ଚାମଚ, ଚାଉଳ ଗୁଣ୍ଡ ଏକ ବଡ ଚାମଚ, ଅଦା ରସୁଣ ପେଷ୍ଟ ୩ ବଡ ଚାମଚ, ଚାଟ୍‌ ମସଲା ଅଧା ବଡ ଚାମଚ,…

ଏମିତି ସ୍ତ୍ରୀ ଥିବା ବ୍ୟକ୍ତି ହୁଅନ୍ତି ଭାଗ୍ୟବାନ

ସୁଖରେ ଜୀବନ କାଟିବା ପାଇଁ ମଣିଷ ଅନେକ କିଛି ଖୋଜିଥାଏ। ମାତ୍ର ଯଦି ଭଲ ଏବଂ ଖରାପ ବିଷୟରେ କୌଣସି ଜ୍ଞାନ ନାହିଁ, ତେବେ ମଣିଷ ଖୁସିରେ ରୁହେ ନାହିଁ। ଚାଣକ୍ୟ ତାଙ୍କ ଶ୍ଳୋକ ମାଧ୍ୟମରେ ଏପରି ୬ଟି ବିଷୟ ଉଲ୍ଲେଖ…

ଅଳ୍ପ ଖର୍ଚ୍ଚରେ ଓ୍ବାଲ୍‌ ଡେକୋରେଶନ

ଘର ସଜାଇବା ଲାଗି କେବଳ ଦାମୀ ଫର୍ନିଚର କିମ୍ବା ଡେକୋରେଟିଭ୍‌ ସାମଗ୍ରୀ ଆବଶ୍ୟକ ତା’ ନୁହେଁ, ଆପଣ ଚାହିଁଲେ କମ୍‌ ଖର୍ଚ୍ଚରେ ଓ୍ବାଲ୍‌ ଡେକୋରେଶନ୍‌ କରିପାରିବେ। ଏଥିପାଇଁ କେଉଁ ସବୁ ସାମଗ୍ରୀ ବ୍ୟବହାର କରିପାରିବେ ଜାଣି ରଖନ୍ତୁ ଟିପ୍ସ… ଓ୍ବାଲ୍‌ ଡେକୋରେଶନ୍‌…

ସ୍ବାସ୍ଥ୍ୟ ପରୀକ୍ଷା ଏବେ ଘରେ

ବର୍ତ୍ତମାନ କରୋନା ସଂକ୍ରମଣର ସବୁଠୁ ଅଧିକ ଭୟ ଡାକ୍ତରଖାନାରେ। ତେଣୁ କୌଣସି ସ୍ବାସ୍ଥ୍ୟ ସମସ୍ୟା ଦେଖାଦେଲେ ସେଠାକୁ ଯିବାକୁ ଭୟ କରୁଛନ୍ତି ଲୋକେ। ତା’ଛଡ଼ା ଅଧିକାଂଶ କ୍ଲିନିକ୍‌କୁ ଏପର୍ଯ୍ୟନ୍ତ ଡାକ୍ତର ଆସୁ ନ ଥିବାରୁ ଅନେକଙ୍କୁ ରୁଟିନ୍‌ ଚେକ୍‌ଅପ୍‌ ଲାଗି ବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?