ବର୍ଷାରେ ଓଦା ହେବା ପରେ କରନ୍ତୁ ଏହି ୫ କାର୍ଯ୍ୟ: ନଚେତ ଉପୁଜି ପାରେ ଏସବୁ ସମସ୍ୟା
ବର୍ଷା ଦିନ ଆରମ୍ଭ ହୋଇଯାଇଛି। ଏହି ସମୟରେ ବର୍ଷାରେ ଭିଜିବା ଦ୍ୱାରା ଅନେକ ସଂକ୍ରମଣ ହୋଇଥାଏ। ଏଭଳି ପରିସ୍ଥିତିରେ ବର୍ଷାଠାରୁ ଦୂରେଇ ରହିବା ଉଚିତ। ଯଦି କୌଣସି ପରିସ୍ଥିତିରେ ବର୍ଷାରେ ଓଦା ହେଉଛନ୍ତ ତେବେ ଅଧିକ ସତର୍କତା ଅବଲମ୍ବନ କରନ୍ତୁ। କାରଣ…
ଏସବୁ ଜିନିଷ କରନ୍ତୁ ନାହିଁ ଦାନ, ଛାଡି ପଳାଇବେ ଲକ୍ଷ୍ମୀ
ହିନ୍ଦୁ ଧର୍ମରେ ଦାନ କରିବା ପୁଣ୍ୟ ବୋଲି ଧରାଯାଏ। ଦାନ କରିବା ଦ୍ୱାରା କେବଳ ଇଶ୍ୱରଙ୍କ ଆଶୀର୍ବାଦ ମିଳେ ତାହା ନୁହେଁ, ଘରେ ସୁଖ-ଶାନ୍ତି ଆସିଥାଏ ବୋଲି କୁହାଯାଏ। ଅଭାବୀ ଲୋକଙ୍କୁ ସାହାଯ୍ୟ କରିବା ମାନବ ଜୀବନର ସବୁଠୁ ବଡ କାର୍ଯ୍ୟ।…
ବଜ୍ରପାତ-ବିଜୁଳି ଦ୍ୱାରା ବାୟୁ ବିଶୋଧନ
ପ୍ରକୃତି ତାହାର ପରିବେଶକୁ ସଜାଡ଼ିବାକୁ ମଧ୍ୟ ପ୍ରୟାସ କରିଥାଏ। ପ୍ରାକୃତିକ ଉପାୟରେ ବାୟୁମଣ୍ଡଳର ବିଶୋଧନ ଏହାର ଏକ ଉଦାହରଣ। ବଜ୍ରପାତ ଓ ବିଜୁଳି ଦ୍ୱାରା ବାୟୁମଣ୍ଡଳ ଟ୍ରାଟୋସ୍ପିୟରରେ ଓଜୋନ୍ ବାଷ୍ପର ସୃଷ୍ଟି ହୋଇଥାଏ। ଓଜନ ଏକ ବିଶୋଧକ ଏବଂ ଏହା ବାୟୁମଣ୍ଡଳ…
ବୁଦ୍ଧିମତ୍ତା ବଢ଼ାଇବାର ସହଜ ଉପାୟ
ବୁଦ୍ଧିମତ୍ତା ବଢ଼ାଇବାକୁ ଚାହୁଁଛନ୍ତି କି? ଯଦି ହଁ, ତେବେ ଏଥିପାଇଁ ଏକ ସରଳ ଉପାୟ ଆପଣେଇ ପାରନ୍ତି। ଏପରି ବିଷୟକୁ ନେଇ ଗବେଷଣା କରି ସେହି ତାଲିକାରେ ଆଉ ଏକ କଥାକୁ ସାମିଲ କରାଯାଇଛି। ଆଉ ଏଥିରେ ସଫଳ ହୋଇଛନ୍ତି ଲଣ୍ଡନ…
ପୃଥିବୀ ପ୍ରତି ଗ୍ରହାଣୁ ବିପଦ
”ଗ୍ରହାଣୁଗୁଡ଼ିକର ଆକାର ଛୋଟ ଗୋଡ଼ି ଆକାରଠାରୁ ଆରମ୍ଭ କରି ୧୦୦ କିମି ପର୍ଯ୍ୟନ୍ତ ଅଛି। ଏଗୁଡ଼ିକ ସୂର୍ଯ୍ୟକୁ ପରିକ୍ରମଣ କରୁଥିଲେ ସୁଦ୍ଧା ଆକାର ଅତି ଛୋଟ ଥିବାରୁ ଏଗୁଡିକୁ ଗ୍ରହାଣୁ କୁହାଯାଉଛି। ଇଟାଲି ବୈଜ୍ଞାନିକ ଜିଉସେପେ ପିଆଜ୍ୱି ୧୮୦୧ ଜାନୁୟାରୀ ୧…
କରୋନାରୁ ମୁକ୍ତି ପାଇଁ ଉପକାରୀ ଏହି ଜଡିବୁଟି ଔଷଧ
ମାରାତ୍ମକ କରୋନା ଔଷଧ ପ୍ରସ୍ତୁତ ବିଶ୍ୱସ୍ତରରେ ପ୍ରୟାସ ଚାଲିଛି। ଆୟୁର୍ବେଦରେ ମଧ୍ୟ କରୋନା ଚିକିତ୍ସା ପାଇଁ ଔଷଧ ଉପଲବ୍ଧ କରିବା ପାଇଁ ବିଭିନ୍ନ ପରୀକ୍ଷାନୀରିକ୍ଷା ଚାଲିଛି। କରୋନା ପାଇଁ ତାମିଲନାଡୁର ପାରମ୍ପରିକ ଉପାଦାନକୁ ନେଇ ପ୍ରସ୍ତୁତ ‘କାବସୁର କୁଡିନିର’ ବେଶ୍ ପ୍ରଭାବଶାଳୀ…
ପରୀକ୍ଷା ସମୟରେ ଖାଆନ୍ତୁ ଏହି ଖାଦ୍ୟ…
ପରୀକ୍ଷାକୁ ନେଇ ପ୍ରସ୍ତୁତ ହେଉଥିବା ଛାତ୍ରୀଛାତ୍ର ଯେତିକି ଚିନ୍ତାରେ ରହିଥାନ୍ତି ସେମାନଙ୍କଠାରୁ ଅଧିକ ଚିନ୍ତାରେ ଥାନ୍ତି ପରିବାର ଲୋକେ। ସେଥିପାଇଁ ବାପା ମା’ଙ୍କ ଆଖିରେ ନିଦ ନ ଥାଏ। ତେବେ ଖାଲି ପାଠ ପଢ଼ା ପ୍ରତି ଧ୍ୟାନ ଦେଲେ ହେବ ନାହିଁ।…
ହୃତ୍ପିଣ୍ଡ ସୁସ୍ଥ ରଖିବାକୁ ହେଲେ ଆପଣାନ୍ତୁ ଏହି ଉପାୟ
ସପ୍ତାହକୁ ଦୁଇ ଥର ମାଛ ଖାଇବା ଦ୍ୱାରା ହୃତ୍ପିଣ୍ଡ ସୁସ୍ଥ ରହିବା ସହ ହାର୍ଟଆଟାକ୍ ଆଶଙ୍କା ହ୍ରାସ ପାଇଥାଏ। ମାଛରେ ପ୍ରଚୁର ମାତ୍ରାରେ ଓମେଗା ୩ ଫଟି ଏସିଡ୍ ଥାଏ। ଯାହା ହୃଦ୍ରୋଗ ଜନିତ ସମସ୍ୟାକୁ ଦୂର କରିବାରେ ସାହାଯ୍ୟ କରିଥାଏ।…
କାନରେ ଇୟରଫୋନ୍ ବ୍ୟବହାର କରୁଛନ୍ତି କି, ହୋଇଯାନ୍ତୁ ସାବଧାନ
ଅଧିକାଂଶ ଲୋକ କାନରେ ଇଅରଫୋନ ଲଗାଇ କଥା ହେବା କିମ୍ବା ଗୀତ ଶୁଣିବା ନିତିଦିନିଆ ଅଭ୍ୟାସ। କିନ୍ତୁ ଏହା କାନ ପାଇଁ ଯେ କେବେ କ୍ଷତିକାରକ ତାହା ସେମାନଙ୍କୁ ଜଣା ନ ଥାଏ। ଦୀର୍ଘ ସମୟ ଧରି ଇଅରଫୋନ ବ୍ୟବହାର କରିବା…
କରୋନାକୁ ଏବେ ଭୟ ନାହିଁ: ବଜାରକୁ ଆସିବ ସେଫ୍ଟି ଗଗଲ୍ସ
ଚଣ୍ଡିଗଡ଼, ୨୮।୬: ଭାରତରେ କରୋନା ମହାମାରୀ ସଂକ୍ରମଣ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ତେବେ ଏବେ ଆଉ କରୋନାକୁ ଭୟ ନାହିଁ। ବଜାରରେ ଖୁବ୍ ଶୀଘ୍ର ବିକଶିତ ଜ୍ଞାନକୌଶଳରେ ନିର୍ମିତ ହୋଇଥିବା ସେଫ୍ଟି ଗଗଲ୍ସ ମିଳିବାକୁ ଯାଉଛି। ଲଏହାକୁ ପିନ୍ଧିଲେ କରୋନା…
ଜାଣନ୍ତି ରାତିରେ ଶୋଇବା ପୂର୍ବରୁ କାହିଁକି ପିଆଯାଏ କ୍ଷୀର
ଆମେ ସମସ୍ତେ ଜାଣୁ କ୍ଷୀର ଅତ୍ୟଧିକ ପୁଷ୍ଟିକର। କ୍ଷୀରରେ କ୍ୟାଲସିୟମ, ପ୍ରୋଟିନ୍, ଫସ୍ଫରସ୍ ଏବଂ ପୋଟାସିୟମ ପ୍ରଚୁରମାତ୍ରାରେ ଭରିରହିଛି। ଏହାର ଅନେକ ସ୍ବାସ୍ଥ୍ୟ ଉପକାରୀ ଗୁଣ ଯୋଗୁ ଥଣ୍ଡା ଚିକିତ୍ସା ଏବଂ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବା ପାଇଁ ଘରୋଇ ଉପଚାର…
ବସ୍ରେ ଯାତ୍ରା କରୁଛନ୍ତି କି : ଆପଣାନ୍ତୁ ଏହି ଉପାୟ
ସାରା ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଥିବା ବେଳେ ଏହାକୁ ନେଇ ଲୋକଙ୍କ ଚିନ୍ତା ବଢ଼ିଯାଇଛି। ଦେଶରେ କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ଲୋକେ ଭୟଭୀତ ହୋଇ ଯାଇଛନ୍ତି। ଏହି ସମୟରେ ଲୋକେ…
Archives


