ଜୀବନଚର୍ଯ୍ୟା

ବରଫରେ ଡିମ୍ବାଣୁ ସଂରକ୍ଷଣ

‘କେତେକ ଯୁବତୀଙ୍କର ଡିମ୍ବାଶୟରେ ଥିବା ଅଣ୍ଡାଗୁଡ଼ିକ ଆକାରରେ ଛୋଟ ଓ ଭ୍ରୂଣ ସୃଷ୍ଟି କରିବାକୁ ଅକ୍ଷମ। ଏପରି ଶୁକ୍ରକୀଟ ସହିତ ସଂଯୋଗ କରି ଲାବରେଟୋରିରେ ଭ୍ରୂଣ ତିଆରି କରୁଛନ୍ତି । ଏହାକୁ ନିଜର ଜରାୟୁରେ ସ୍ଥାପନ କରି ଗର୍ଭ ସଞ୍ଚାର...

ଡାଇବେଟିସ୍‌ ଓ ହାର୍ଟ ସମସ୍ୟାରୁ ମୁକ୍ତି ଦିଏ ଏହି ପାଣି

ସକାଳୁ ନିତ୍ୟକର୍ମ ପରେ ଅଧାଗ୍ଲାସେ ତ୍ରିଫଳା ପାଣି ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ହରିଡ଼ା, ବାହାଡ଼ା ଓ ଅଁଳାକୁ ଗୋଟା କିମ୍ବା ଚୂର୍ଣ୍ଣ କରି ରାତିରେ ପାଣିରେ ପକାଇ ଏହାକୁ ସକାଳୁ ପିଇଲେ ଡାଇବେଟିସ୍‌ ଓ ହାର୍ଟ ସମସ୍ୟାରୁ...

ସ୍ବପ୍ନରେ ନିଆଁ ବା ପାଣି ଦେଖିଲେ କ’ଣ ସଙ୍କେତ ରହିଥାଏ ଜାଣନ୍ତୁ

ନିଦରେ ସ୍ବପ୍ନ ଦେଖିବା ଏକ ସାଧାରଣ ଘଟଣା ହେଲେ ମଧ୍ୟ ଏହାର ସମ୍ବନ୍ଧ ଆମ ଅତୀତ, ବର୍ତ୍ତମାନ ତଥା ଭବିଷ୍ୟତ ସହିତ ରହିଥାଏ। ତେବେ ସ୍ବପ୍ନରେ ଯଦି ନିଆଁ କିମ୍ବା ପାଣି ଦେଖନ୍ତି ଏହାର କ’ଣ ସଙ୍କେତ ରହିଥାଏ ସେ...

ଫ୍ୟାଶନରେ ‘ହଂସୁଲି’

ଦିନ ଥିଲା ମହିଳାମାନେ ସୁନା କିମ୍ବା ରୁପାରେ ତିଆରି ଏକ ସ୍ବତନ୍ତ୍ର ଧରଣର ମୋଟା ଗହଣା ବେକରେ ପିନ୍ଧୁଥିଲେ, ଯାହାକୁ ହଂସୁଲି ବୋଲି କୁହାଯାଉଥିଲା। ଏହା ଥିଲା ଏକପ୍ରକାର ପାରମ୍ପରିକ ଗହଣା… ଦିନ ଥିଲା ମହିଳାମାନେ ସୁନା କିମ୍ବା ରୁପାରେ...

ବଡ଼ ପେଟ ସମସ୍ୟା ନେଇ ଚିନ୍ତିତ କି … ପ୍ରତିଦିନ ପିଅନ୍ତୁ ଏହି ଜୁସ୍‌

ବର୍ତ୍ତମାନ ସମୟରେ ବଡ଼ ପେଟ ଏକ ମୁଖ୍ୟ ସମସ୍ୟା। ଆଧୁନିକ ଜୀବନଶୈଳୀ ହେଉ କିମ୍ବା ଗୋଟିଏ ଜାଗାରେ ବେଶି ସମୟ ବସି କାମ କରିବା ଫଳରେ ଅଧିକାଂଶ ଲୋକଙ୍କଠାରେ ଏହି ସମସ୍ୟା ଦେଖାଯାଉଛି। ଯଦି ଏହି ସମସ୍ୟା ଆପଣଙ୍କଠାରେ ରହିଛି,...

ପ୍ଲାଷ୍ଟିକ୍‌ କପ୍‌ରେ ଚା’ ପିଉଥିଲେ ହୁଅନ୍ତୁ ସାବଧାନ…

କେତେକଙ୍କର ଚା’ ପିଇବା ଅଭ୍ୟାସ ଥାଏ। ତେବେ ବାହାରେ ପ୍ଲାଷ୍ଟିକ୍‌ କପ୍‌ରେ ଚା’ ପିଉଥିଲେ ସାବଧାନତା ଅବଲମ୍ବନ କରିବା ଆବଶ୍ୟକ। କାରଣ ଏହା ମଧ୍ୟରେ ଥିବା ପ୍ଲାଷ୍ଟିକ୍‌ କୋଟିଂ ତାପମାତ୍ରା ଯୋଗୁ ଏକ ପ୍ରକାର ପ୍ରତିକ୍ରିୟା କରିଥାଏ। ଏଥିରୁ ସୃଷ୍ଟି...

ଅଧିକ ହଳଦୀ କ୍ଷତିକାରକ

ହଳଦୀ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ବୋଲି ସମସ୍ତଙ୍କୁ ଜଣା। ସେଥିପାଇଁ ତାକୁ ରୋଷେଇ ଘରର ଭଲ ମସଲା ବୋଲି କୁହାଯାଏ। ହେଲେ ଏବେ ଗବେଷକମାନେ କହିଛନ୍ତି ଅତ୍ୟଧିକ ହଳଦୀ ବ୍ୟବହାର ଶରୀର ପାଇଁ କ୍ଷତିକାରକ। -ହଳଦୀରେ ରହିଛି କର୍କକ୍ୟୁମିନ। ଯାହା...

ରାତିରେ ଏସବୁ ଖାଦ୍ୟ ଖାଇଲେ ବଢ଼ିଯାଏ ଓଜନ

ଆଜିକାଲି ଓଜନ ବଢ଼ିବା ସମସ୍ୟା ନେଇ ପ୍ରାୟ ସମସ୍ତେ ଚିନ୍ତିତ। ଏମିତି କିଛି ଖାଦ୍ୟ ରହିଛି ଯାହାକୁ ରାତିରେ ଶୋଇବା ପୂର୍ବରୁ ଖାଇଲେ ଓଜନ ବଢ଼ିବାର ଆଶଙ୍କା ରହିଥାଏ। ଜାଣନ୍ତୁ ଏ ସମ୍ପର୍କରେ… – କଦଳୀ ଖାଇବା ସ୍ବାସ୍ଥ୍ୟ ପାଇଁ...

ହାର୍ଟ ଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ପିଅନ୍ତୁ ଏହି ରସ…

ପିଆଜ ଶଣ୍ଢା ଶରୀରର ଅନେକ ଉପକାର କରେ। ଗ୍ରୀନ ପିଆଜ ଶଣ୍ଢା ଅନେକ ରୋଗରୁ ଦୂରେଇ ରଖେ। ନିୟମିତ ଅଭ୍ୟାସ କରି ସକାଳେ ଅଧାକପ୍‌ ପିଆଜ ଶଣ୍ଢା ରସ ପିଇଲେ ହାର୍ଟ ଆଟାକ୍‌ରୁ ମୁକ୍ତି ମିଳେ ବୋଲି ଟରୋଣ୍ଟୋ ବିଶ୍ୱବିଦ୍ୟାଳୟରେ...

କ’ଣ ଆପଣଙ୍କ ସଫଳତା ଦେଖି ଚିଡୁଛନ୍ତି କି ପାର୍ଟନର..

ଅନେକ ସମୟରେ ଆପଣଙ୍କ ସଫଳତାରେ ପାର୍ଟନର ଖୁସି ହେବା ଅପେକ୍ଷା ଅଧିକ ଚିଡ଼ିବା ଭଳି ମନେ ହୋଇଥାଏ। ଏଥିଯୋଗୁ ଉଭୟଙ୍କ ଭିତରେ ମନୋମାଳିନ୍ୟ ସୃଷ୍ଟି ହେବା ସହ ସମ୍ପର୍କରେ ଧୀରେ ଧୀରେ ଦୂରତ୍ୱ ବୃଦ୍ଧି ପାଇଥାଏ। ଶେଷରେ ଏହା ସମ୍ପର୍କକୁ...

ମାନସିକ ଚିନ୍ତାରୁ ଦୂରେଇ ରହିବା ପାଇଁ କରନ୍ତୁ ଏପରି…

ପ୍ରାତଃ ଭ୍ରମଣ ଦ୍ୱାରା ଅସ୍ଥି ଶକ୍ତିଶାଳୀ ହୋଇଥାଏ। ଚାଲିବା ଦ୍ୱାରା କେବଳ ଶାରିରୀକ ନୁହେଁ ବରଂ ମାନସିକ କ୍ଷମତା ମଧ୍ୟ ବୃଦ୍ଧି ହୁଏ। ଏହା ଦ୍ୱାରା ଚିନ୍ତା ଦୂରେଇ ଯାଏ। ଅତିକମ୍‌ରେ ପ୍ରତିଦିନ ୩ କିଲୋମିଟର ଏବଂ ସପ୍ତାହକୁ ୫...

ଭୁଲରେ ବି ବର୍ଷାଦିନେ ଖାଆନ୍ତୁନି ବାଇଗଣ

ବର୍ଷାଦିନେ ଖାଦ୍ୟପେୟ ଉପରେ ଅଧିକ ଗୁରୁତ୍ୱ ଦେବାକୁ ଡାକ୍ତରମାନେ ପରାମର୍ଶ ଦେଇଥାନ୍ତି। କାରଣ ଏହି ଦିନଗୁଡିକରେ ସବୁଠାରୁ ଅଧିକ ସ୍ବାସ୍ଥ୍ୟ ସମସ୍ୟା ଉପୁଜିବାର ଆଶଙ୍କା ରହିଥାଏ। ଏହି ଦିନଗୁଡ଼ିକରେ ସୂର୍ଯ୍ୟକିରଣ କମ୍‌ ପଡ଼ୁଥିବାରୁ ସଂକ୍ରମଣ ହେବାର ଅଧିକ ଆଶଙ୍କା ଥାଏ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri