ଜୀବନଚର୍ଯ୍ୟା

ଏହିସବୁ ଖାଦ୍ୟ ଖାଇବା ପରେ କ୍ଷୀର ପିଇବା ଅନୁଚିତ

ପ୍ରତିଦିନ କ୍ଷୀର ପିଇବା ଶରୀର ପାଇଁ ଖୁବ୍‌ ଲାଭଦାୟକ। ଏହା ଶରୀରକୁ ଶକ୍ତି ଯୋଗାଇବା ସହିତ ଅନେକ ରୋଗ ସହ ଲଢ଼ିଥାଏ। ମାତ୍ର ଏପରି କିଛି ଖାଦ୍ୟ ଅଛି ଯାହାକୁ ଖାଇବା ପରେ କ୍ଷୀର ପିଇଲେ ଶରୀର ପ୍ରତି କ୍ଷତି...

ଖାଲି ପେଟରେ ଖାଆନ୍ତୁନି ଏସବୁ ଖାଦ୍ୟ : ସ୍ବାସ୍ଥ୍ୟପ୍ରତି ହୋଇପାରେ କ୍ଷତିକାରକ

ସୁସ୍ଥ ଶରୀର ପାଇଁ ପ୍ରତିଦିନ ଆମେ ଖାଦ୍ୟରେ ଫଳ, ପରିବା ଆଦି ସାମିଲ କରିଥାଉ ମାତ୍ର ଏପରି କିଛି ଜିନିଷ ଅଛି ଯାହାକୁ ଠିକ୍‌ ସମୟରେ ନ ଖାଇଲେ ବା ଖାଲିପେଟରେ ଖାଇଲେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ଖାଦ୍ୟର...

ମେଦବହୁଳତାରୁ ଦୂରେଇ ରହିବା ପାଇଁ ନିତି ଏହି ରସରୁ ଚାମୁଚେ…

ପରିବର୍ତ୍ତିତ ଜୀବନଶୈଳୀରେ କେତେକ ମେଦବହୁଳତାର ଶିକାର ହୋଇଥାନ୍ତି। ତେବେ ଏହାର ସଫଳ ଚିକିତ୍ସା ଆମ ଘରବାଡ଼ିରେ ଥିବା ବିଭିନ୍ନ ଔଷଧୀୟ ଗଛଲତା ସହାୟତାରେ ସହଜରେ ହୋଇପାରିଥାଏ। ମଦବହୁଳତା କମାଇବାରେ ଘିକୁଆଁରୀ ବା ଆଲୋଭେରା ରସ ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ...

କ୍ୟାଲସିୟମ ପାଇଁ ଖାଆନ୍ତୁ ଏହି ୧୦ ପ୍ରକାର ଖାଦ୍ୟ

ସୁସ୍ଥ ଅସ୍ଥି ପାଇଁ ଶରୀରକୁ ଆବଶ୍ୟକ କ୍ୟାଲସିୟମ ଆମେ ୧୦ଟି ଖାଦ୍ୟରୁ ସହଜରେ ପାଇଥାଉ। * କ୍ୟାଲସିୟମର ମୁଖ୍ୟ ଉସତ୍ତ୍ ଭାବେ କ୍ଷୀରକୁ ନିଆଯାଏ। ଏହା ହଜମ ହେବାକୁ ସହଜ। ଶରୀର ପାଇଁ ଦିନକୁ ୧୦୦୦ ମିଲିଗ୍ରାମ କ୍ୟାଲସିୟମ ଆବଶ୍ୟକ।...

ଏହି ପନିପରିବା ଜୀବନ ପାଇଁ ଅମୃତ ତୁଲ୍ୟ…

ବିଭିନ୍ନ ପନି ପରିବାର ରଙ୍ଗ ଭିନ୍ନ ଭିନ୍ନ ରହିଥାଏ। ତେବେ ପନିପରିବାର ଏହି ରଙ୍ଗ କଣିକା ମଣିଷ ଜୀବନ ପାଇଁ ଅମୃତ ତୁଲ୍ୟ ସାବ୍ୟସ୍ତ ହୋଇଥାଏ। ଏ ସମ୍ପର୍କରେ ନେଦରଲାଣ୍ଡର ଲେଇଦେନ୍‌ ବିଶ୍ୱବିଦ୍ୟାଳୟର ମେଡିକାଲ ସାଇନ୍ସ ବିଭାଗର ଗବେଷକ ସେମାନଙ୍କ...

କୋଲୋରେକ୍ଟାଲ୍‌ କ୍ୟାନସର୍‌ ଆଶଙ୍କାକୁ ହ୍ରାସ କରାଏ ଭିଟାମିନ୍‌-ଡି

ଏକ ଅନ୍ତଃରାଷ୍ଟ୍ରୀୟ ଗବେଷଣାରୁ ଜଣାପଡ଼ିଛି ଯେ, ଶରୀରରେ ଭିଟାମିନ୍‌-ଡି’ର ଉଚ୍ଚସ୍ତର କୋଲୋରେକ୍ଟାଲ୍‌ କ୍ୟାନସର୍‌ ଆଶଙ୍କାକୁ ହ୍ରାସ କରିଥାଏ। ଏହାର ଗବେଷଣା ହାର୍ଭାର୍ଡ ଟିଏଚ୍‌ ଚାନ୍‌ ସ୍କୁଲ୍‌ ଅଫ୍‌ ପବ୍ଲିକ୍‌ ହେଲ୍‌ଥ ଦ୍ୱାରା କରାଯାଇଥିଲା। ଯଦିଓ ଏହି ଭିଟାମିନ୍‌ ଆହାର ମାଧ୍ୟମରେ...

ଅର୍ଶ ସମସ୍ୟା ଦୂରକରେ ବାସି ଭାତ

ଭାତ ବଳିଗଲେ ବା ବାସି ହୋଇଗଲେ ଏହାକୁ ଅନେକ ଲୋକ ଫୋପାଡି ଦେଇଥାଆନ୍ତି। ହେଲେ ଏହା ଶରୀର ପାଇଁ ବେଶ୍‌ ଉପକାରୀ ବୋଲି ଗବେଷକମାନେ ମତ ଦେଇଛନ୍ତି। ବାସି ଭାତ ଖାଇବାର ପ୍ରଣାଳୀ ଜାଣି ରଖିଲେ ଏହା ଶରୀର ପାଇଁ...

ପିଲା ପାଠ ପଢ଼ୁ ନାହିଁ କି ତା’ହେଲେ ଆପଣାନ୍ତୁ ଏହି ଉପାୟ

ସବୁ ଅଭିଭାବକ ମାନଙ୍କର ସ୍ବପ୍ନ ଥାଏ ଯେ ସେମାନଙ୍କର ପିଲା ପାଠ ପଢ଼ି ଭଲ ମଣିଷ ହେବ। ହେଲେ ଆଜିକାଲି ଅଧିକରୁ ଅଧିକ ପିଲା ପାଠପଢ଼ାରେ କମ ଡିଜିଟାଲ ଦୁନିଆରେ ଅଧିକ ମନ ଲଗାଉଛନ୍ତି। ତେଣୁ ଅଭିଭାବକ ମାନଙ୍କର ଚିନ୍ତା...

ହରମୋନ୍‌ସ୍ତରରେ ସନ୍ତୁଳନ ରକ୍ଷା କରେ ଯୋଗ…

ଯୋଗ ମାଧ୍ୟମରେ ବିଭିନ୍ନ ରୋଗ ଭଲ ହେଉଛି। ତେଣୁ ନିଜକୁ ଫିଟ୍‌ ଓ ରୋଗମୁକ୍ତ କରିବା ପାଇଁ ଅନେକ ସକାଳୁ ସକାଳୁ ଯୋଗ କଲେ ମିିଳିଥାଏ ସୁଫଳ। ତେବେ ଯୋଗ କରିବା ପୂର୍ବରୁ ଓ ପରେ କେତେ ସମୟ ବ୍ୟବଧାନରେ...

ବେଶ୍‌ ଉପକାରୀ ତୁଳସୀ ଚେର

ତୁଳସୀ ଏକ ଔଷଧୀୟ ବୃକ୍ଷ। ଏହାର ପ୍ରତିଟି ଅଂଶ ବିଭିନ୍ନ ପ୍ରକାର ରୋଗର ନିଦାନ କରିବାରେ ସହାୟକ ହୋଇଥାଏ। ଅଧିକାଂଶ ଲୋକେ ତୁଳସୀ ପତ୍ରର ଫାଇଦା ସମ୍ପର୍କରେ ଜାଣିଥାନ୍ତି, କିନ୍ତୁ ଏହାର ଚେର ଯେ କେତେ ଉପକାରୀ ତାହା କାହାକୁ...

ସାଧାରଣ ମଶାଠାରୁ ଭିନ୍ନ ଡେଙ୍ଗୁ ମଶା, କାମୁଡ଼ିବାର ୫ ଦିନ ପରେ ପଡ଼ିଥାଏ ଜଣା

ବର୍ଷାଋତୁରେ ଡେଙ୍ଗୁରୋଗର ଭୟ ବଢ଼ି ଯାଇଥାଏ। ଡେଙ୍ଗୁଜ୍ୱର ଜୁଲାଇରୁ ଅକ୍ଟୋବର ପର୍ଯ୍ୟନ୍ତ ହେବାର ଯଥେଷ୍ଟ ସମ୍ଭାବନା ରହିଛି। କାରଣ ଏହି ସମୟରେ ମଶାବଂଶ ବୃଦ୍ଧି ଘଟିଥାଏ। ତେଣୁ ଏଥିରୁ ରକ୍ଷା ପାଇବା ପାଇଁ ସବୁଠୁ ଅଧିକ ସତର୍କତା ଅବଲମ୍ବନ ଜରୁରୀ।...

କଚି ମିର୍ଚି କା ମୁର୍ଗ

ପୁରୀକୁ ପ୍ରତିଦିନ ଦେଶ ବିଦେଶର ପର୍ଯ୍ୟଟକ ଆସିଥାନ୍ତି। ଏହାକୁ ଦୃଷ୍ଟିରେ ରଖି ସହରର ବିଭିନ୍ନ ହୋଟେଲ ଏବଂ ରେଷ୍ଟୁରାଣ୍ଟରେ ସୁଆଦିଆ ଖାଦ୍ୟ ପ୍ରସ୍ତୁତ କରାଯାଏ। ତେବେ ଗ୍ରାହକଙ୍କୁ ଆକୃଷ୍ଟ କରିବା ପାଇଁ କେତେକ ହୋଟେଲ ସର୍ବଦା ସେମାନଙ୍କ ଡିସ୍‌ ପରିବର୍ତ୍ତନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri