ଜୀବନଚର୍ଯ୍ୟା

ନବରାତ୍ରିରେ ମା’ ଦୁର୍ଗାଙ୍କ କୃପା ପାଇଁ ପିନ୍ଧନ୍ତୁ ଏସବୁ ରଙ୍ଗର ପୋଷାକ, ମିଳିବ ଶୁଭଫଳ

ଶାରଦୀୟ ନବରାତ୍ରି ୧୭ ଅକ୍ଟୋବରରୁ ଆରମ୍ଭ ହୋଇଯାଇଛି। ଏହି ନଅ ଦିନରେ ମା’ ଦୁର୍ଗାଙ୍କର ନଅ ପ୍ରକାର ପୂଜା କରାଯାଏ। ନବରାତ୍ରିରେ ରଙ୍ଗଗୁଡ଼ିକର ମଧ୍ୟ ବିଶେଷ ମହତ୍ତ୍ୱ ରହିଛି । କୁହାଯାଏ ଯେ, ଏହି ନଅ ଦିନର ନଅଟି ରଙ୍ଗ ମାତା…

ହୃତ୍‌ପିଣ୍ଡକୁ ସୁସ୍ଥ ରଖେ ସନ୍ତୁଳିତ ଖାଦ୍ୟ

ସୁସ୍ଥ ହୃତ୍‌ପିଣ୍ଡ ପାଇଁ ଆମେ ଖାଦ୍ୟପେୟ ପ୍ରତି ସତର୍କ ରହିବା ନିହାତି ଆବଶ୍ୟକ। ବିଭିନ୍ନ ପ୍ରକାର ଖାଦ୍ୟ ଖାଆନ୍ତୁ। ଅତି ଅଧିକ ଖାଆନ୍ତୁ ନାହିଁ କିମ୍ବା ଅତି କମ ଖାଆନ୍ତୁ ନାହିଁ। ତେଲ, ଚର୍ବି, ଘିଅ, ଲହୁଣି ଇତ୍ୟାଦି ସ୍ୟାଚୁରେଟେଡ ଫ୍ୟାଟ୍‌…

କାର୍ଯ୍ୟଦକ୍ଷତାକୁ ପ୍ରଭାବିତ କରେ ମେଦବହୁଳତା

ମେଦବହୁଳତା ଆଜିକାଲି ଏକ ସାଧାରଣ ସମସ୍ୟା ପାଲିଟି ଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ତେବେ ଏହାଦ୍ୱାରା ଜଣେ ବ୍ୟକ୍ତିଙ୍କର କାର୍ଯ୍ୟଦକ୍ଷତା ପ୍ରଭାବିତ ହେବାର ଯଥେଷ୍ଟ ଆଶଙ୍କା ରହିଛି ବୋଲି ସତର୍କ କରାଇ ଦେଇଛନ୍ତି ୟୁନିଭର୍ସିଟି ଅଫ ଲଣ୍ଡନର ବିଶେଷଜ୍ଞମାନେ।…

ଅଶକ୍ତ ଅସ୍ଥି

ଅଷ୍ଟିଓପୋରୋସିସ୍‌ ରୋଗର କାରଣ, ପ୍ରତିକାର ତଥା ନିବାରଣ ସମ୍ବନ୍ଧରେ ସାଧାରଣ ଜନତାଙ୍କୁ ସଚେତନ କରାଇବା ନିମନ୍ତେ ହିଁ ପ୍ରତିବର୍ଷ ଅକ୍ଟୋବର ୨୦ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ଅଷ୍ଟିଓପୋରୋସିସ୍‌ ଦିବସ’। ଏହି ଅବସରରେ ଚଳିତ ବର୍ଷର ସ୍ଲୋଗାନ୍‌ ରହିଛି ‘ଲଭ୍‌ ଇୟୋର…

ମହାକାଶ ବିସ୍ମୟ କୃଷ୍ଣଗର୍ତ୍ତ ଓ ନୋବେଲ ପୁରସ୍କାର

ଚଳିତବର୍ଷ ପାଇଁ ପଦାର୍ଥ ବିଜ୍ଞାନରେ କୃଷ୍ଣଗର୍ତ୍ତ (ବ୍ଲାକ୍‌ ହୋଲ୍‌) ସମ୍ବନ୍ଧରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବାରୁ ତିନି ଜଣ ନୋବେଲ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର ପ୍ରଦାନ ପାଇଁ ଘୋଷଣା କରାଯାଇଛି। ସେମାନେ ହେଉଛନ୍ତି ବ୍ରିଟେନ୍‌ର ରୋଜର ପେନ୍‌ରୋଜ୍‌, ଜର୍ମାନୀର ରେନ୍‌ହାର୍ଡ ଜେନ୍‌ଜେଲ୍‌, ଏବଂ…

ଇଲେକ୍ଟ୍ରୋନିକ୍‌ ସାମଗ୍ରୀ କିଣୁଥିଲେ

ବର୍ତ୍ତମାନ ବିଭିନ୍ନ ଇଲେକ୍ଟ୍ରୋନିକ୍‌ ସାମଗ୍ରୀ ଆମ ସମସ୍ତଙ୍କର ଦୈନନ୍ଦିନ ଜୀବନର ଆବଶ୍ୟକତା ପାଲଟିଗଲାଣି। ଏସବୁ ବିନା କୌଣସି କାର୍ଯ୍ୟ କରିବା ଏକ ପ୍ରକାର ଅସମ୍ଭବ ମନେହେଉଛି। ତେଣୁ ଏସବୁ ବହୁମାତ୍ରାରେ ବିକ୍ରି ହେଉଥିବା ଦେଖିବାକୁ ମିଳୁଛି। ତେବେ ଏଭଳି ସାମଗ୍ରୀ କିଣିବା…

ଅନ୍ୟକୁ କୁହନ୍ତୁ ନାହିଁ ଏହି ୪ ଟି କଥା: ଜାଣନ୍ତୁ କେଉଁ ସମ୍ପର୍କରେ କହିଛନ୍ତି ଚାଣକ୍ୟ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତି ଶାସ୍ତ୍ରରେ ଜୀବନର ଅନେକ ଦିଗ ଉପରେ ବର୍ଣ୍ଣନା କରିଛନ୍ତି। ତାଙ୍କ ନୀତି ଗ୍ରହଣ କରି ଜଣେ ଖୁସିରେ ଜୀବନଯାପନ କରିପାରିବ। ଏଥି ସହିତ ଆଚାର୍ଯ୍ୟ ଚାଣକ୍ୟ ଏକ ଶ୍ଳୋକ ମାଧ୍ୟମରେ କହିଛନ୍ତି ଯେ, କିଛି କଥା…

ଘରକୁ ସଜାନ୍ତୁ ଏମିତି

ସୁଖଶାନ୍ତିରେ ରହିବା ପାଇଁ ଖାଲିଘରଟିଏ କରିଦେଲେ ହେବ ନାହିଁ। ଘରର ରଙ୍ଗ ଆସବାବପତ୍ର ଓ କେଉଁଠି କେଉଁ ଜାଗାରେ ରଖିବେ ସେସବୁ ମଧ୍ୟ ଜରୁରୀ। ଯାହା ଘରକୁ ଆକର୍ଷଣୀୟ କରିବା ସହିତ ମନକୁ ବି ଶାନ୍ତି ଦେଇଥାଏ… ଓ ଧଳାର କମ୍ବିନେସନ୍‌…

ନବରାତ୍ରି, ବାସ୍ତୁ

ନବରାତ୍ରିର ପବିତ୍ର ଉତ୍ସବରେ ମା’ଙ୍କର ନଅ ରୂପର ହୁଏ ପୂଜା। ଏହି ପୂଜା ସମୟରେ ଯଦି କିଛିଟା ବାସ୍ତୁଶାସ୍ତ୍ର ଉପରେ ଧ୍ୟାନ ଦିଆଯାଏ,ତେବେ ମନୋବାଞ୍ଛିତ ଫଳ ନିଶ୍ଚୟ ପ୍ରାପ୍ତି ହେବ। ତା’ସହ ଘରକୁ ସୁଖ, ଶାନ୍ତି ଓ ସମୃଦ୍ଧି ଆସିବ ବୋଲି…

ପ୍ରତ୍ୟେକ ବ୍ୟକ୍ତିଙ୍କ ଅଛନ୍ତି ୫ ଜଣ ମା’: ଜାଣନ୍ତୁ ଏପରି କାହିଁକି କହିଲେ ଚାଣକ୍ୟ

ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଜଣେ ବ୍ୟକ୍ତିଙ୍କର ୫ ପିତା ଥିବା ଉଲ୍ଲେଖ କରିଥିବା ବେଳେ ୫ ଜଣ ମାତାଙ୍କ ବିଷୟରେ ମଧ୍ୟ କହିଛନ୍ତି। ତେବେ ଜାଣନ୍ତୁ ଏପରି କାହିଁକି କହିଛନ୍ତି ଚାଣକ୍ୟ। ଆଚାର୍ଯ୍ୟ ଚାଣକ୍ୟ ଏହି ଶ୍ଳୋକ ମାଧ୍ୟମରେ ୫…

ପାରିବାରିକ ଜୀବନ, ଆର୍ଥିକ ସ୍ଥିତିରେ ପ୍ରଭାବ ପକାଏ ଏସବୁ ଛୋଟ ଭୁଲ୍‌

ବାସ୍ତୁ ଅନୁଯାୟୀ, ଘରେ ରଖାଯାଇଥିବା ସମସ୍ତ ଜିନିଷ ପାଇଁ ନିର୍ଦ୍ଦିଷ୍ଟ ଦିଗ ରହିଛି। ଯଦି ଏହି ନିୟମଗୁଡିକ ପାଳନ କରାଯାଏ ନାହିଁ ତେବେ ନକାରାତ୍ମକ ପ୍ରଭାବ ପଡ଼ିଥାଏ। ଯାହା ଆପଣଙ୍କ ପାରିବାରିକ ଜୀବନ, ଆର୍ଥିକ ସ୍ଥିତି ଏବଂ ଅନ୍ୟାନ୍ୟ ଦିଗପ୍ରତି ସିଧାସଳଖ…

ଆଜିଠୁ ନବରାତ୍ରି ଆରମ୍ଭ: ଭୁଲରେ ମଧ୍ୟ କରନ୍ତୁ ନାହିଁ ଏପରି କାମ

ଶାରଦୀୟ ନବରାତ୍ରି ୧୭ ଅକ୍ଟୋବରରୁ ଆରମ୍ଭ ହୋଇଛି। ଏହା ୨୪ ଅକ୍ଟୋବର ପର୍ଯ୍ୟନ୍ତ ଚାଲିବ। ଏହି ସମୟରେ, ମା ଦୁର୍ଗାଙ୍କର ପୂଜା କଲେ କୃପା ମିଳିଥାଏ। ନବରାତ୍ରିରେ ଭକ୍ତମାନେ ନଅ ଦିନର ଉପବାସ କରିଥାନ୍ତି। ଏହି ନଅ ଦିନ ମଧ୍ୟରେ ନିର୍ଦ୍ଦିଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?