ଜୀବନଚର୍ଯ୍ୟା

ଦାନ୍ତମୂଳ ବିନ୍ଧୁଥିଲେ…

ଦାନ୍ତମୂଳ ବିନ୍ଧିବାରୁ ଉପଶମ ପାଇବାକୁ ଚାହୁଁଛନ୍ତି କି? ଯଦି ହଁ, ତେବେ ଏହାର କେତୋଟି ଘରୋଇ ଉପଚାର ରହିଛି। ପ୍ରଥମ କଥା ହେଲା, ଯଦି ଏହି ସମସ୍ୟା ଜଟିଳ ତେବେ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ ଏବଂ ସେ ଲେଖିଥିବା ଔଷଧ…

ଚର୍ବି ପରିମାଣ କମାଏ ଟମାଟୋ

ଟମାଟୋରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଆମ ଶରୀରରେ ଚର୍ବି ପରିମାଣକୁ କମାଇଥାଏ। ଏଥିରେ ଆଣ୍ଟିଅକ୍ସିଡାଣ୍ଟ ଗୁଣ ଭରି ରହିଛି। ଟମାଟୋ ଖାଇବା ଦ୍ୱାରା ହାର୍ଟ ବେଶ୍‌ ସକ୍ରିୟ ଭାବରେ କାମ କରିଥାଏ…

ଆଜି ବିଶ୍ୱ ସନ୍ଧିପ୍ରଦାହ ଦିବସ: ଗଣ୍ଠିର ହେପାଜତ

ଆଜି ଅର୍ଥାତ୍‌ ଅକ୍ଟୋବର ୧୨ ହେଉଛି ଓ୍ବାଲର୍‌ଡ ଆର୍ଥ୍ରାଇଟିସ୍‌ ଡେ’ (ବିଶ୍ୱ ସନ୍ଧିପ୍ରଦାହ ଦିବସ)। ସେ ବିଷୟରେ ଉପସ୍ଥାପନା… ଗଣ୍ଠିରୋଗ ବିଷୟରେ ଡାକ୍ତରମାନେ ବହୁ ସମୟରେ ଦୁଇଟି ଡାକ୍ତରୀ ଶବ୍ଦ-ଆର୍ଥ୍ରାଇଟିସ୍‌ ଓ ରିଉମାଟିଜ୍‌ମ ଉଚ୍ଚାରଣ କରିଥାଆନ୍ତି। ଗ୍ରୀକ୍‌ ଶବ୍ଦ ‘ଆର୍ଥ୍ରନ’ର ଅର୍ଥ…

ହେପାଟାଇଟିସ୍‌ ‘ସି’ର ଇତିବୃତ୍ତ

କିଏ ପାଇଛନ୍ତି : ୨୦୨୦ ମସିହାର ଶରୀର ବିଜ୍ଞାନ, ଭେଷଜ ବିଜ୍ଞାନ କିମ୍ବା ଚିକିତ୍ସା ବିଜ୍ଞାନ ନୋବେଲ ପୁରସ୍କାର ପାଇବାର ଗୌରବ ଅର୍ଜନ କରିଛନ୍ତି ତିନି ଜଣ ଭୂତାଣୁ ବିଜ୍ଞାନୀ। ଏମାନେ ହେଲେ ଯୁକ୍ତରାଷ୍ଟ୍ର ଆମେରିକାର ହାର୍ଭେ ଜେ. ଅଲଟର, ଚାର୍ଲସ…

ମୁଗଡାଲି ପାଣିରେ ରହିଛି ଏସବୁ ଉପକାରୀ ଗୁଣ

ଡାଲିକୁ ପ୍ରୋଟିନ୍‌ର ପାୱାର୍‌ ହାଉସ୍‌ ବୋଲି କୁହାଯାଏ। ତନ୍ମଧ୍ୟରୁ ମୁଗଡାଲି ଅନ୍ୟତମ। ଏଥିରେ ଥିବା ଜରୁରୀ ଭିଟାମିନ୍‌ ଏବଂ ମିନେରାଲ୍ସ ଶରୀରକୁ ସୁସ୍ଥ ରଖିଥାଏ। ତା’ସହ ଏହାର ପାଣି ଓଜନ ହ୍ରାସ କରିବାରେ ସହାୟକ ହୋଇଥାଏ। ମୁଗ ଡାଲିରେ ମାଙ୍ଗାନିଜ୍‌, ପଟାସିୟମ୍‌,…

ରେନ୍‌ବୋ ଫ୍ୟାଶନ

କଲରଫୁଲ୍‌ ଗେଟ୍‌ଅପ୍‌ ଯୁବପିଢିଙ୍କର ସବୁବେଳେ ପସନ୍ଦ। ଏମିତିରେ କିଛିଦିନ ହେବ ସପ୍ତରଙ୍ଗୀ ବା ରେନ୍‌ବୋ କଲର ଆଉଟଫିଟ୍‌ କଲେକ୍ସନ୍‌ ସେମାନଙ୍କ ଲାଗି ଲାଟେଷ୍ଟ ଫ୍ୟାଶନ୍‌ ଷ୍ଟେଟ୍‌ମେଣ୍ଟ ପାଲଟିଛି…ବର୍ତ୍ତମାନ ଉଭୟ ଯୁବତୀଯୁବକ ରେନ୍‌ବୋ କଲର ଡ୍ରେସ୍‌ ପିନ୍ଧୁଥିବା ଦେଖିବାକୁ ମିଳୁଛି। ଯୁବକମାନେ କାଜୁଆଲ୍‌…

କଳାର ପୂଜାରୀ

ସେମାନଙ୍କ ହାତର ଯାଦୁଗରି ସ୍ପର୍ଶ ମାଟି, ପଥରକୁ ଦେଇପାରେ ଏକ ସୁନ୍ଦର ମନଲୋଭା ରୂପ। ଏକ ଅଦରକାରୀ ବସ୍ତୁ ବି ତାଙ୍କ ହାତରେ ଲାଗିଲେ ପାଲଟିଯାଏ ମୂଲ୍ୟବାନ୍‌। ଆଉ ତାଙ୍କ ନିଖୁଣ କାରୁକାର୍ଯ୍ୟ ଦ୍ୱାରା ଯେକୌଣସି ଜିନିଷ ଲାଗିଥାଏ ଜୀବନ୍ତ। ତେବେ…

ଏମିତି କଲେ ପଢାରେ ଲାଗିବ ମନ

ପିଲାଙ୍କ ଷ୍ଟଡି ରୁମ୍‌ରେ ସବୁଜ ରଙ୍ଗର ପରଦା ଲଗାନ୍ତୁ। ଏହି ରୁମ୍‌ରେ ଭଙ୍ଗା ଖେଳଣା ପଡି ରହିବା ଭଲ ନୁହେଁ। ଏହା ନକାରାତ୍ମକ ଉର୍ଜା ବଢାଇଥାଏ। ଏହାଛଡା ଏହି ରୁମ୍‌ରେ ଭୁଲ୍‌ରେ ବି ବନ୍ଦ ହୋଇଯାଇଥିବା ଘଣ୍ଟା ରଖନ୍ତୁ ନାହିଁ। ଷ୍ଟଡି…

ମନ୍ଦିରରେ ଟଙ୍କା ଦାନ କରୁଥିବା ଲୋକଙ୍କ ଘରେ ରହେ ନାହିଁ ଦାରିଦ୍ର୍ୟ: ଜାଣନ୍ତୁ ଏପରି କାହିଁକି କହିଲେ ଚାଣକ୍ୟ

ଆଚାର୍ଯ୍ୟ ଚାଣକ୍ୟ ଅର୍ଥ ସମ୍ବନ୍ଧରେ ଅନେକ ନୀତି ଉଲ୍ଲେଖ କରିଛନ୍ତି। ତାଙ୍କ କହିବାନୁସାରେ, ଟଙ୍କା ରୋଜଗାର କରିବା କଷ୍ଟକର, ଏହାକୁ ସଠିକ ଭାବରେ ଖର୍ଚ୍ଚ କରିବା କଷ୍ଟକର। ସଚେତନ ସହକାରେ ଖର୍ଚ୍ଚ କରିବା ଦ୍ୱାରା ଟଙ୍କା ନଷ୍ଟ ହେବା ସମ୍ଭାବନା କମ୍‌ଥାଏ।…

ମଶା କାମୁଡିବାର ପରିଣାମ: ଗୋଡ଼ର ଆକାର ସ୍ବାଭାବିକଠାରୁ ୫ଗୁଣ ହେଲା ବଡ଼

ମଶା କାମୁଡିବା ଆମକୁ ସାଧାରଣ ଲାଗିଥାଏ। ପ୍ରତିଦିନ ଗୋଟିଏ ମଶା ଆମକୁ ନିଶ୍ଚିନ୍ତ କାମୁଡୁଥିବ। ଡେଙ୍ଗୁ, ମେଲେରିଆ ବ୍ୟତିତ କୌଣସି ସାଧାରଣ ମଶା କାମୁଡିଲେ ସାମାନ୍ୟ କୁଣ୍ଡେଇ ହେବା ପରେ ଠିକ୍‌ ହୋଇଯାଇଥାଏ। ହେଲେ କାମ୍ବୋଡିଆ ଜଣେ ଯୁବକଙ୍କୁ ମଶା କାମୁଡିବା…

ଏହି ୨ ରାଶିର ବ୍ୟକ୍ତି ନିଜ ସାଥୀଙ୍କୁ କେବେ ଦେଇ ନ ଥାନ୍ତି ପ୍ରତାରଣା

ପ୍ରତ୍ୟେକ ବ୍ୟକ୍ତିଙ୍କ ଜୀବନରେ ଉତ୍‌ଥାନ-ପତନ ଲାଗି ରହିଥାଏ। ତେବେ ଗ୍ରହ ମଣିଷ ଜୀବନରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଏହି ଗ୍ରହର ସ୍ଥିତି ଯୋଗୁ କେତେବଳେ ଲାଭ ହୋଇଥାଏ ତ ଆଉ କେତେବେଳେ କ୍ଷତି। ଏମିତିରେ ଯଦି ଜଣେ ବ୍ୟକ୍ତିଙ୍କ…

ଆର୍ଥିକ ପ୍ରତିବନ୍ଧକ, ସହକର୍ମୀମାନଙ୍କ ସହିତବଢ଼ୁଛି କି ବିତର୍କ : ବଦଳାନ୍ତୁ ଅଫିସରେ ବସିବା ସ୍ଥାନ

ବାସ୍ତୁ ଶାସ୍ତ୍ରୀଙ୍କ ଅନୁଯାୟୀ, କାର୍ଯ୍ୟାଳୟ ଏବଂ କାର୍ଯ୍ୟ କ୍ଷେତ୍ର ଉପରେ ବିଶେଷ ଧ୍ୟାନ ଦେବା ଉଚିତ। ଅଫିସର ବାସ୍ତୁ ଖରାପ ହେତୁ ଆର୍ଥିକ ପ୍ରତିବନ୍ଧକ ଏବଂ ସହକର୍ମୀମାନଙ୍କ ସହିତ ବିତର୍କ ସମ୍ମୁଖୀନ ହେବାକୁ ପଡିପାରେ। ତେଣୁ ଏହା ମନେରଖିବା ଆବଶ୍ୟକ ଯେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?