ଜୀବନଚର୍ଯ୍ୟା

କରୋନା ବଦଳାଇବ ଖାଦ୍ୟ ଅଭ୍ୟାସ

ନୂଆଦିଲ୍ଲୀ,୨୨ା୪: କରୋନା ଭାଇରସ୍‌ର ପ୍ରଭାବ ଆମ ଜୀବନଶୈଳୀକୁ ବହୁଳ ଭାବରେ ବଦଳାଇ ଦେଇଛି। ଘରେ ରହିବାଠାରୁ ଆରମ୍ଭ କରି ଲକ୍‌ଡାଉନ ସହିତ ମୁକାବିଲା କରିବା ପର୍ଯ୍ୟନ୍ତ, ଗତ ପ୍ରାୟ ୪ ସପ୍ତାହ ମଧ୍ୟରେ ଆମେ ସମସ୍ତେ ଜୀବନଶୈଳୀ ପରିବର୍ତ୍ତନର ନୂତନ ଧାରାରେ…

କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ ବ୍ୟକ୍ତ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ ସର୍ଭେରୁ ସେମାନେ ଏପରି ତଥ୍ୟ ଜାଣିବାକୁ ପାଇଛନ୍ତି। ପ୍ରତିଦିନ କିଛି ସମୟ…

ସନ୍ତୁଳିତ ରହିବ କ୍ୟାଲୋରି

ଆମ ଶରୀରରେ କ୍ୟାଲୋରି ସନ୍ତୁଳିତ ରହିବା ନିହାତି ଜରୁରୀ। ଏଥିରେ ଅସନ୍ତୁଳିତ ପରିଲକ୍ଷିତ ହେଲେ ତାହା କେତେକ ରୋଗକୁ ପରୋକ୍ଷରେ ଡାକି ଆଣିଥାଏ। ତେବେ କ୍ୟାଲୋରି ସ୍ତରକୁ ସନ୍ତୁଳିତ ରଖିବା ପାଇଁ କେତେକ ଦିଗ ପ୍ରତି ଦୃଷ୍ଟି ଦେବାକୁ ପଡେ। ସନ୍ତୁଳିତ…

କ୍ୟାନ୍‌ସରର ପୂର୍ବାନୁମାନ କରିହେବ

ଚିକିତ୍ସା ବିଜ୍ଞାନରେ ଚିନ୍ତାର କାରଣ ସାଜିଥିବା ଅନ୍ୟତମ ପ୍ରମୁଖ ରୋଗ ହେଲା କ୍ୟାନ୍‌ସର ବା କର୍କଟ ରୋଗ। ଏବେ କେତେକ କ୍ୟାନ୍‌ସର ରୋଗୀ ପ୍ରାରମ୍ଭିକ ଅବସ୍ଥାରେ ଯଦି ଠିକ୍‌ ଚିକିତ୍ସା କରାଇ ନିଅନ୍ତି ତେବେ ଏଥିରୁ ଆରୋଗ୍ୟ ଲାଭ କରିବାର ଯଥେଷ୍ଟ…

କୋଭିଡ୍‌-୧୯ ଏବଂ ବାୟୁ ସଂକ୍ରମଣ

”ମନରେ କୋଭିଡ୍‌-୧୯ ଭୂତାଣୁକୁ ନେଇ ଅନେକ ସମୟରେ ଅନେକ ପ୍ରଶ୍ନ ଆସିଥାଏ। ତନ୍ମଧ୍ୟରୁ ଗୋଟିଏ ହେଲା ଯେ ଏହା ବାୟୁ ମାଧ୍ୟମରେ ବ୍ୟାପୁ ନାହିଁ କାହିଁକି ? ବାସ୍ତବରେ ଏହାକୁ ଏକ ଆଶୀର୍ବାଦ ବୋଲି ବିଚାର କରିବାକୁ ହେବ। ନଚେତ୍‌ ଏହାର…

କରୋନା ସଂକ୍ରମଣ: କେଉଁ ଖାଦ୍ୟ ଖାଇଲେ ବଢ଼ିବ ରୋଗପ୍ରତିରୋଧକ ଶକ୍ତି

ଓ୍ବାଶିଂଟନ,୨୦।୪: କରୋନା ସଂକ୍ରମଣ ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। କରୋନ ସଂକ୍ରମଣରୁ ଦୂରେଇ ରହିବା ନେଇ ଭିନ୍ନ ଭିନ୍ନ ଗୁଜବ ମଧ୍ୟ ଉଠୁଛି। କେହି କେହି ଭିଟାମିନ୍‌-ସି, ଭିଟାମିନ୍‌-ଇ ଖାଇବା ଉପରେ ଗୁରୁତ୍ୱାରୋପ କରୁଛନ୍ତି। ଶରୀରରେ କୌଣସି ଭିଟାମିନ୍‌ର ଅଭାବ ଦେଖାଦେଲେ…

କରୋନା ସଂକ୍ରମଣ ରୋକିବାକୁ ସକ୍ଷମ କି କ୍ଲୋରିନ୍‌ ଡାଇଅକ୍ସାଇଡ୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଆତଙ୍କ ଜାରି ରହିଛି। ଏପରିସ୍ଥଳେ କେତେକ ଲୋକ ବିଭିନ୍ନ ସୋସିଆଲ୍‌ ମିଡ଼ିଆରେ କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ବହୁ ଗୁଜବ ସୃଷ୍ଟିକାରୀ ଭିଡ଼ିଓ ଏବଂ ଲେଖାମାନ ପ୍ରକାଶିତ କରୁଛନ୍ତି। ସମ୍ପ୍ରତି କିଛି…

ସାବଧାନ ! କରୋନା ପରେ ବି ଆସିପାରେ ଭୟଙ୍କର ସଂକ୍ରମଣ: ଆମିଷଠାରୁ ଦୂରେଇ ରହିବା ହୋଇପାରେ ଆବଶ୍ୟକ

ଓ୍ବାଶିଂଟନ,୨୦।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। କରୋନା ଯୋଗୁ ବହୁ ବିକଶିତ ଦେଶରେ ଅଚଳାବସ୍ଥା ସୃଷ୍ଟି ହୋଇଛି। କରୋନା ସଂକ୍ରମଣ ନେଇ ମାନବ ସମାଜ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇଥାଏ…

ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଆୟୁର୍ବେଦ ଜୟପୁର ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରୁ ଜଣାପଡ଼ିଛି, ରୋଗ ପ୍ରତିରୋଧକ କ୍ଷମତା ବଢ଼ାଇବା ପାଇଁ ବିଭିନ୍ନ ଫଳ, ପନିପରିବା ଏବଂ ମସଲା ଜାତୀୟ ସାମଗ୍ରୀ ବେଶ୍‌ ଲାଭଦାୟକ। ଜାଣନ୍ତୁ ଏ ସମ୍ପର୍କରେ… ଭିଟାମିନ ସି’ ଯୁକ୍ତ…

କରୋନା ମୃତ୍ୟୁର ୫ ବଡ଼ କାରଣ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୮।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଜାରି ରହିଛି। ତେବେ ସଂକ୍ରମିତଙ୍କ ମୃତ୍ୟୁର ୫ ବଡ଼ କାରଣ ସମ୍ପର୍କରେ ଏବେ ପ୍ରକାଶ ପାଇଛି। ଆମେରିକାର ସେଣ୍ଟର ଫର୍‌ ଡିଜିଜ୍‌ କଣ୍ଟ୍ରୋଲ୍‌ ଆଣ୍ଡ୍‌ ପ୍ରିଭେଶନ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଅଧିକ…

ସାବଧାନ ! କରୋନା ସଂକ୍ରମଣ ପୂର୍ବରୁ ପାଦରେ ଦେଖାଦିଏ ଏଭଳି ଦାଗ

ମାଦ୍ରିଦ୍‌,୧୬।୪: କରୋନା ସଂକ୍ରମଣ ପୂର୍ବରୁ ଶରୀରରେ କେତେକ ଲକ୍ଷଣ ପାଇଥାଏ। ସେସବୁ ମଧ୍ୟରେ ଥଣ୍ଡା, କାଶ, ସର୍ଦ୍ଦି, ଜ୍ୱର, ଗଳା ଦରଜ ଆଦି ରହିଛି। ଏହାସହିତ କେତେକଙ୍କ ଘ୍ରାଣ ଶକ୍ତି କମି ଯାଉଥିବା କୁହାଯାଉଛି। ସେହିପରି କିଛି ଲୋକଙ୍କଠାରେ ଆଖି ପୋଡ଼ିବା…

ବାରମ୍ବାର ମୁହଁରେ ହାତ ମାରିବା ଅଭ୍ୟାସ: ରହିଛି କରୋନା ସଂକ୍ରମଣ ଆଶଙ୍କା; ଲକ୍ଷେ ୨୫ ହଜାର ଜୀବନ ଯିବାପରେ ବି ଲୋକେ ନୁହଁନ୍ତି ସତର୍କ !

ନୂଆଦିଲ୍ଲୀ/ନ୍ୟୁୟର୍କ,୧୫।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ଉଦ୍ୟମ ଜାରି ରହିଛି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ବାରମ୍ବାର ମୁହଁରେ ହାତ ନ ମାରିବାକୁ ଲୋକଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri